Home Left

ଦକ୍ଷିଣ ଭାରତୀୟ ରୀତିନୀତିରେ ବିବାହ

ବମ୍ବେ: ବିଗତ କିଛି ମାସ ଧରି ବଲିଉଡ୍‌ରେ ବିବାହ ଋତୁ ଚାଲିଛି। ଏହି ସମୟ ମଧ୍ୟରେ ଅଭିନେତା ବିକ୍କି କୌଶଲଙ୍କଠାରୁ ଆରମ୍ଭ କରି ଫର୍‌ହାନ ଅଖ୍‌ତର, ଆଲିଆ ଭଟ୍ଟଙ୍କ ଭଳି କଳାକାର ହାତକୁ ଦୁଇ ହାତ ହୋଇଛନ୍ତି। ଆଗକୁ ଆଉ ଜଣେ…

ନିମ୍ନମାନର ଛତୁଆ ପ୍ରଦାନକୁ ନେଇ ତୀବ୍ର ଅସନ୍ତୋଷ

ପୁରୁଷୋତ୍ତମପୁର,୨୦ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପଞ୍ଚାୟତ ସମିତି ବୈଠକ ବିଡିଓ ବିଜୟ କୁମାର ବେହେରାଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷା ପିଙ୍କି ବେହେରା ପୌରୋହିତ୍ୟ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଆସ୍କା ଏମ୍‌ପି ପ୍ରମିଳା ବିଷୋୟୀ ଓ ସମ୍ମାନିତ…

ଯୁବକଙ୍କୁ ତହସିଲଦାର ଚାପୁଡ଼ା ମାରିବା ଘଟଣା: ଜିଲାପାଳଙ୍କଠାରେ ତଦନ୍ତ ଦାବି

ଛତ୍ରପୁର,୨୦ା୪(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ ସିପକୁଦା ଗ୍ରାମର ଅରଣ୍ୟ କୁମାର ନାହାକଙ୍କୁ ୧୩ ତାରିଖରେ ଗଞ୍ଜାମ ତହସିଲଦାର ଅରୁଣ କୁମାର ନାୟକ ଗାଳିଗୁଲଜ ସହ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା। ପରେ ସ୍ଥାନୀୟ ଲୋକେ ଏହି ମାଡ଼ ଘଟଣାକୁ ନେଇ ତହସିଲଦାରଙ୍କୁ…

ଖୁସି ଖବର ଦେଲେ କାଜଲ

ଅଭିନେତ୍ରୀ କାଜଲ ଅଗ୍ରୱାଲ ମା’ ହେବାର ସୌଭାଗ୍ୟ ଲାଭ କରିଛନ୍ତି। ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ତାଙ୍କ ସ୍ବାମୀ ଗୌତମ କିଚଲୁ ଏନେଇ ଇନ୍‌ଷ୍ଟାଗ୍ରାମରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏପ୍ରିଲ ୧୯, ୨୦୨୨ରେ ନିଲ କିଚଲୁର ଜନ୍ମ।…

‘କୋହଲିଙ୍କୁ ବିଶ୍ରାମ ଦରକାର’

ମୁମ୍ବାଇ,୨୦।୪: ଭାରତୀୟ କ୍ରିକେଟର୍‌ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି କେବେ ଏକ ଶତକ ସ୍କୋର କରିବେ, ଏହି ପ୍ରଶ୍ନ ଏବେ ପୁରୁଣା ହୋଇଯାଇଛି। ଏବେ ପ୍ରଶଂସକମାନେ ତାଙ୍କଠାରୁ ଏକ ଭଲ ଇନିଂସ ଆଶା କରୁଛନ୍ତି। ଟିମ ଇଣ୍ଡିଆ ଏବଂ ଆଇପିଏଲରେ…

ବାସଭବନରୁ ମିଳିଲା ଡେପୁଟି ରେଞ୍ଜରଙ୍କ ମୃତଦେହ

ରାୟଗଡ଼ା ଅଫିସ,୨୦ା୪: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବନାଞ୍ଚଳରେ କାର୍ଯ୍ୟରତ ଡେପୁଟି ରେଞ୍ଜର ବ୍ରଜ ମୋହନ ଭୋଇଙ୍କ ମୃତ୍ୟୁ ହୋଇଛ। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ସୂଚନାନୁଯାୟୀ, ବୁଧବାର ଡେପୁଟି ରେଞ୍ଜର ବ୍ରଜ ମୋହନ ଭୋଇଙ୍କ ବାସଭବନରେ ତାଙ୍କର ମୃତ୍ୟୁ ଘଟିଛି।…

ରାହୁଲ୍‌ଙ୍କୁ ଡବଲ୍‌ ଝଟ୍‌କା

ମୁମ୍ବାଇ,୨୦।୪: ଲକ୍ଷ୍ନୌ ସୁପର ଜିଆଣ୍ଟସ ଅଧିନାୟକ କେ.ଏଲ ରାହୁଲଙ୍କୁ ଡବଲ୍‌ ଝଟକା ଲାଗିଛି। ଆଇପିଏଲ ୨୦୨୨ର ଏକ ମ୍ୟାଚରେ ତାଙ୍କ ଦଳ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ୧୮ ରନରେ ପରାସ୍ତ କରିଛି। ଏହା ପରେ ରାହୁଲଙ୍କୁ ଆଇପିଏଲ ଆଚରଣ ବିଧି ଉଲ୍ଲଂଘନ…

ଯୁବତୀଙ୍କୁ ନେଇ ଫେରାର ହୋଇଥିବା ବିବାହିତ ବ୍ୟକ୍ତି ଜମା କରିବେ ପୋଲିସଙ୍କ ଖୋଜିବା ଖର୍ଚ୍ଚର ଅଧା, ହାଇକୋର୍ଟଙ୍କ ନିର୍ଦ୍ଦେଶ…

ଅହମଦାବାଦ, ୨୦।୪ : ଗୁଜୁରାଟ ହାଇକୋର୍ଟ ଏକ ନିଆରା ନିର୍ଦ୍ଦେଶ ଦେଇଛନ୍ତି। ଜଣେ ବିବାହିତ ବ୍ୟକ୍ତି ଯୁବତୀଙ୍କୁ ସାଙ୍ଗରେ ନେଇ ଫେରାର ହୋଇ ଯାଇଥିଲେ। ତାଙ୍କୁ ଖୋଜିବା ପାଇଁ ପୋଲିସକୁ ସାତ ମାସ ସମୟ ଲାଗିଥିଲା। ଏହି ଅବଧି ମଧ୍ୟରେ, ସରକାରୀ…

କୋକେନ୍‌ ଘଟଣାରେ ବିଦେଶୀ ଲିଙ୍କ୍‌ : ଆସୁଥିଲା ୬ ଦେଶରୁ

ଭୁବନେଶ୍ୱର,୨୦।୪(ବ୍ୟୁରୋ): ରାଜଧାନୀରୁ କୋକେନ୍‌ ଜବତ ଘଟଣାରେ ବିଦେଶୀ ଲିଙ୍କ୍‌ ସାମ୍ନାକୁ ଆସିଛି। ମୋବାଇଲ ମାଫିଆଙ୍କ ସିକ୍ରେଟ୍‌ ଖୋଲିଛି। ଏହି କୋକେନ୍‌ ବିଦେଶରୁ ଓଡ଼ିଶାକୁ ଆସୁଥିଲା ବେଳେ ୬ଟି ଦେଶର ମାଫିଆଙ୍କ ସହ ରବି ଲିଙ୍କରେ ଥିଲେ । ଚୀନ, ଫ୍ରାନ୍ସ, ଆମେରିକା,…

ଏସ୍‌ପିଙ୍କ କାର୍ଯ୍ୟାଳୟରେ ଆତ୍ମାହୁତି ଉଦ୍ୟମ କଲେ ମହିଳା

ଢେଙ୍କାନାଳ ଅଫିସ,୨୦।୪(ବ୍ୟୁରୋ): ଢେଙ୍କାନାଳ ଏସ୍‌ପିଙ୍କ କାର୍ଯ୍ୟାଳୟ ପରିସରରେ ବୁଧବାର ଜଣେ ମହିଳା ଆତ୍ମାହୁତି ଉଦ୍ୟମ କରିଥିଲେ। ସେ ହେଲେ ହିନ୍ଦୋଳ ବ୍ଲକ ବାଲିମିଥାନା ଦୁଦୁରକୋଟ ଗ୍ରାମର ଶୈଳବାଳା ସାମଲ। ଶୈଳବାଳା ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ପାଇଁ ଉଦ୍ୟମ କରୁଥିଲା ବେଳେ…

ପରିବାର ବିରୋଧରେ ଯାଇ ଫିଲ୍ମ ଦୁନିଆ ବାଛିଥିଲେ ୟଶ, ଏବେ ଗୋଟିଏ ଫିଲ୍ମ ପାଇଁ ଚାର୍ଜ କରନ୍ତି…

ଫିଲ୍ମ ‘କେଜିଏଫ୍‌-୨’ ବକ୍ସ ଅଫିସରେ ହିଟ୍‌ ହେବାରେ ଲାଗିଛି। ଏହି ଆକ୍ସନ ଫିଲ୍ମର ପ୍ରଥମ ପାର୍ଟ ୨୦୧୮ରେ ରିଲିଜ ହୋଇଥିଲା । ସେବେଠାରୁ ଦର୍ଶକ ଏହାର ଦ୍ୱିତୀୟ ପାର୍ଟକୁ ଅପେକ୍ଷା କରିଥିଲେ। ଫିଲ୍ମଟି ୪ ଦିନ ମଧ୍ୟରେ ୫୦୦ କୋଟି ଟଙ୍କା…

‘ଯାଇନି ମହାମାରୀ, ସତର୍କ ରୁହ’

ଭୁବନେଶ୍ୱର,୨୦।୪(ବ୍ୟୁରୋ): କରୋନା ସଂକ୍ରମଣକୁ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଅନ୍ୟ ରାଜ୍ୟରେ ସଂକ୍ରମଣ ବଢୁଛି, ହେଲେ ଓଡ଼ିଶାର ସ୍ଥିତି ଚିନ୍ତାଜନକ ନୁହେଁ। କିନ୍ତୁ ଆଗକୁ ସଂକ୍ରମଣ ବଢିପାରେ ତେଣୁ ସତର୍କ ରହିବାକୁ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ପରାମର୍ଶ ଦେଇଛନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri