କାନପୁରରେ ହିଂସା: ୬ ଆହତ
କାନପୁର୍,୪।୬: ଭାଜପା ନେତା ନୁପୂର ଶର୍ମା ଏକ ଟେଲିଭିଜନ ବିତର୍କରେ ପ୍ରଫେଟ୍ ମହମ୍ମଦଙ୍କ ସମ୍ପର୍କରେ ଦେଇଥିବା ମନ୍ତବ୍ୟକୁ ନେଇ ବିବାଦ ସୃଷ୍ଟି ହୋଇଛି। ଏହାର ପ୍ରତିବାଦରେ ଏକ ମୁସଲମାନ ସଂଗଠନ ଉତ୍ତରପ୍ରଦେଶ କାନପୁରସ୍ଥିତ ପରେଡ୍ ମାର୍କେଟ ବନ୍ଦ ଡାକରା ଦେଇଥିଲା। ଏହାକୁ…
ହରିନୀ ‘ନ୍ୟାଶନାଲ ସ୍ପେଲିଙ୍ଗ୍ ବି’ ବିଜୟିନୀ
ଓ୍ବାଶିଂଟନ,୪।୬: ଭାରତୀୟ ବଂଶୋଦ୍ଭବ ହରିନୀ ଲୋଗାନ ଚଳିତବର୍ଷର ‘ନ୍ୟାଶନାଲ ସ୍ପେଲିଙ୍ଗ୍ ବି’ ପ୍ରତିଯୋଗିତା ଜିତିଛନ୍ତି। ୯୦ ସେକେଣ୍ଡରେ ୨୧ଟି ଓ୍ବାର୍ଡର ସ୍ପେଲିଙ୍ଗ୍ କହି ସେ ଏହି ଟାଇଟଲ୍ର ଅଧିକାରୀ ହୋଇଛନ୍ତି। ହରିନି ଟେକ୍ସାସ୍ରେ ଅଷ୍ଟମ ଶ୍ରେଣୀରେ ପାଠପଢ଼ନ୍ତି। ପ୍ରତିଯୋଗିତାରେ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…
ପିମ୍ପୁଡ଼ି କାମୁଡ଼ାରେ ଶିଶୁ ମୃତ
ଲକ୍ଷ୍ନୌ, ୪।୬: ଉତ୍ତର ପ୍ରଦେଶର ମହୋବା ଜିଲା ସ୍ବାସ୍ଥ୍ୟକେନ୍ଦ୍ରରେ ପିମ୍ପୁଡ଼ି କାମୁଡ଼ିବାରୁ ଜଣେ ୩ ଦିନର ଶିଶୁଙ୍କ ପ୍ରାଣ ଚାଲିଯାଇଛି। ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ଅବହେଳା କାରଣରୁ ଏପରି ହୋଇଥିବା ତାଙ୍କ ଘରଲେକ କହିଛନ୍ତି। ମାମଲା ଚପାଇଦେବା ପାଇଁ ଡାକ୍ତର ତାଙ୍କୁ ୬,୫୦୦…
୧୨ ଦଫା ଦାବିରେ ଜିଲାବ୍ୟାପୀ ତହସିଲ ଘେରାଉ
ଜଗତ୍ସିଂହପୁର ଅଫିସ/ବାଲିକୁଦା/ ନାଉଗାଁ/ କୁଜଙ୍ଗ/ ବିରିଡ଼ି (ସ୍ବ.ପ୍ର./ଡି.ଏନ୍.ଏ.) ୪ା୬: ନବନିର୍ମାଣ କୃଷକ ସଙ୍ଗଠନ ଜଗତ୍ସିଂହପୁର ଶାଖା ପକ୍ଷରୁ ୧୨ ଦଫା ଦାବି ନେଇ ଜିଲାବ୍ୟାପୀ ସମସ୍ତ ତହସିଲ ସମ୍ମୁଖରେ ଆନ୍ଦୋଳନ କରାଯାଇଥିଲା। ବିଶେଷକରି ଜୱାଦ ସହାୟତା ପ୍ରଦାନ ଉପରେ ଗୁରୁତ୍ୱାରୋପ କରାଯାଇଥିଲା…
ନାବାଳିକାଙ୍କୁ ମର୍ସିଡିଜ୍ରେ ଗଣବଳାତ୍କାର
ହାଇଦ୍ରାବାଦ,୪।୬: ତେଲଙ୍ଗାନା ରାଜଧାନୀ ହାଇଦ୍ରାବାଦରେ ପବ୍ ପାର୍ଟିରୁ ଫେରୁଥିବା ଜଣେ ନାବାଳିକାଙ୍କୁ ମର୍ସିଡିଜ୍ କାର୍ ଭିତରେ ଗଣବଳାତ୍କାର କରାଯାଇଛି। ବଳାତ୍କାର କରିଥିବା ସ୍କୁଲ ଛାତ୍ରମାନଙ୍କ ମଧ୍ୟରେ ଜଣେ ବିଧାୟକଙ୍କ ପୁଅ ଥିବା ଅଭିଯୋଗ ହୋଇଛି। କହିବା ଅନୁସାରେ ୫ ଅଭିଯୁକ୍ତ ରାଜନୈତିକ…
ପିପିଇ ଦୁର୍ନୀତିରେ ବିଶ୍ୱଶର୍ମା ଦମ୍ପତି
ନୂଆଦିଲ୍ଲୀ/ଗୁଆହାଟୀ,୪।୬: ଆସାମ ସରକାରଙ୍କଠାରୁ ଆର୍ଟିଆଇ ଆଇନ ବଳରେ ମିଳିଥିବା ଉତ୍ତର ଅନୁସାରେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ସ୍ବାସ୍ଥ୍ୟମନ୍ତ୍ରୀ ଥିବାବେଳେ ତାଙ୍କ ସ୍ତ୍ରୀ ରିଙ୍କି ଭୂୟଁା ଶର୍ମାଙ୍କ ଜଣେ ପୂର୍ବତନ ବ୍ୟବସାୟିକ ସହଯୋଗୀ ମହାମାରୀ ମୁକାବିଲା ସମ୍ପର୍କିତ ସାମଗ୍ରୀର ସର୍ବାଧିକ ଲୋଭନୀୟ ଅର୍ଡର…
ବସ୍ତାରୁ କମୁଛି ଚାଉଳ
ରଘୁନାଥପୁର,୩ା୬(ଡି.ଏନ୍.ଏ.): ଗରିବ ହିତାଧିକାରୀଙ୍କ ନିମନ୍ତେ ରାଜ୍ୟ ସରକାର ଯୋଗାଣ ଷ୍ଟୋର ମାଧ୍ୟମରେ ଟଙ୍କିକିଆ ଚାଉଳ ଯୋଗାଇ ଦେଉଛନ୍ତି। ମାତ୍ର ବହୁ ସମୟରେ ଯୋଗାଣ ଷ୍ଟୋରକୁ ଆସୁଥିବା ବସ୍ତାରେ କମ୍ ପରିମାଣର ଚାଉଳ ରହୁଥିବା ସାଧାରଣରେ ଅଭିଯୋଗ ହୋଇଛି। ଏହାର ଉଦାହରଣ ରଘୁନାଥପୁର…
ଜାତିଭିତ୍ତିକ ଜନଗଣନା ପାଇଁ ଦାବି
ଭୁବନେଶ୍ୱର,୪।୬(ବ୍ୟୁରୋ): ବିହାର ଭଳି ଓଡ଼ିଶାରେ ଜାତିଭିତ୍ତିକ ଜନଗଣନା କରିବାକୁ ରାଜ୍ୟ ସମାଜବାଦୀ ପାର୍ଟି ଦାବି କରିଛି। ଏନେଇ ପାର୍ଟିର ରାଜ୍ୟ ସଭାପତି ରବି ବେହେରାଙ୍କ ନେତୃତ୍ୱରେ ୩ ଜଣିଆ ପ୍ରତିନିଧି ଦଳ ଶୁକ୍ରବାର ରାଜ୍ୟପାଳ ଗଣେଶୀ ଲାଲଙ୍କୁ ସାକ୍ଷାତ କରି ଦାବିପତ୍ର…
ସର୍ଚ୍ଚ ଅପରେଶନ ପାଇଁ ଯାଉଥିବା ଯବାନଙ୍କ ଗାଡି ଉପରକୁ ଆକ୍ରମଣ, ଜଣେ ଯବାନ ଶହୀଦ
ଶ୍ରୀନଗର,୪ ।୬: ଜମ୍ମୁ-କଶ୍ମୀରର ଶୋପିଆନ ଅଞ୍ଚଳରେ ସର୍ଚ୍ଚ ଅପରେଶନ ପାଇଁ ଯାଉଥିବା ଏକ ଗାଡିରେ ବିସ୍ଫୋରଣ ହେବା ଫଳରେ ଜଣେ ଯବାନ ଶହୀଦ ହେବା ସହ ଅନ୍ୟ ୨ ଗୁରୁତର ଆହତ ହୋଇଛନ୍ତି । ପ୍ରତିରକ୍ଷା ମନ୍ତ୍ରଣାଳୟର ଶ୍ରୀନଗର ସ୍ଥିତ ପ୍ରବକ୍ତା…
ଅଳକାଙ୍କୁ ବିଜୟ ପ୍ରମାଣପତ୍ର
ଝାରସୁଗୁଡ଼ା ଅଫିସ,୪।୬: ବ୍ରଜରାଜନଗର ଉପନିର୍ବାଚନ ଭୋଟ ଗଣତି ଶୁକ୍ରବାର ଝାରସୁଗୁଡ଼ା ବଢ଼େଇମୁଣ୍ଡାସ୍ଥିତ ଇଞ୍ଜିନିୟରିଂ ସ୍କୁଲ୍ ପରିସରରେ ଅନୁଷ୍ଠିତ ହୋଇଥିଲା। ଏହି ପ୍ରକ୍ରିୟା ସକାଳ ୮ଟାରୁ ଆରମ୍ଭ ହୋଇ ଅପରାହ୍ନ ୪ଟାରେ ଶେଷ ହୋଇଥିଲା। ମୋଟ ୧୪ ଟେବୁଲ୍ କରାଯାଇ ପ୍ରତି ଟେବୁଲ୍ରେ…
ସୋସାଇଟି ନିର୍ବାଚନ ସ୍ଥଗିତ
ପଟ୍ଟାମୁଣ୍ଡାଇ,୪ା୬(ସ୍ବ.ପ୍ର.): କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ପଟ୍ଟାମୁଣ୍ଡାଇ ଶାଖା ଅଧୀନରେ ୧୬ ସମବାୟ ସମିତି ରହିଛି । ସେଥିମଧ୍ୟରୁ ଖଡ଼ଇଣ୍ଟା ପ୍ରାଥମିକ କୃଷି ସମବାୟ ସମିତି ନିର୍ବାଚନ ସ୍ଥଗିତ ରଖାଯାଇଥିଲା ା ଗୁରୁବାର ପଟ୍ଟାମୁଣ୍ଡାଇ ପ୍ରାଥମିକ କୃଷି ସମବାୟ ସମିତି ନିର୍ବାଚନକୁ…
ଅବାଧରେ ଚାଲିଛି ବେଆଇନ ଗର୍ଭପାତ
ଜଗତ୍ସିଂହପୁର ଅଫିସ, ୪ା୬: ଜଗତ୍ସିଂହପୁର ଜିଲାରେ ଅବାଧରେ ଚାଲିଛି ବେଆଇନ ଗର୍ଭପାତ। ଜିଲା ସଦର ମହକୁମା ସମେତ ପାରାଦୀପ ଓ ଅନ୍ୟ ବ୍ଲକ ଅଞ୍ଚଳରେ ଦୀର୍ଘ ବର୍ଷ ଧରି ଏଭଳି ଚାଲିଥିଲେ ସୁଦ୍ଧା ଅଙ୍କୁଶ ରହୁନି। ଜିଲାରେ ଅନେକ ବେଆଇନ ନର୍ସିଂହୋମ୍…
Archives


