Home Left

ଇକୋ ରିଟ୍ରିଟ ସହ ହିଲଭିୟୁ ପାର୍କ ବୁଲିଲେ ମୁଖ୍ୟ ଶାସନ ସଚିବ: ପ୍ରଶଂସାରେ ପୋତିଲେ

ଦାରିଙ୍ଗବାଡି, ୧୪/୧ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ଓଡିଶାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ବୁଧବାର ସକାଳ ଗସ୍ତ କରିଛନ୍ତି। ସେ ପ୍ରଥମେ ଇକୋ ରିଟ୍ରିଟ ପରିସରରେ ପହଞ୍ଚିଥିଲେ। ସେଠାରେ ଇକୋ ରିଟ୍ରିଟ ବୁଲିବା ସହ ପର୍ଯ୍ୟଟକଙ୍କ ସହ…

ଏମିତି ଏକ ଅଜବ ଗାଁ: ଯେଉଁଠି ଜନ୍ମ ହେବାକୁ ଅନୁମତି ଅଛି ନା ମରିବାକୁ…

ବିଶ୍ୱରେ ୧୯୫ଟି ଦେଶ ଅଛି, ଏବଂ ପ୍ରତ୍ୟେକ ସ୍ଥାନର ନିଜସ୍ବ ସ୍ବତନ୍ତ୍ର ପରିଚୟ ଅଛି। ଏଗୁଡ଼ିକ ମଧ୍ୟରେ ଏପରି ଏକ ସ୍ଥାନ ଅଛି ଯେଉଁଠାରେ ନା କୌଣସି ଶିଶୁକୁ ଜନ୍ମ ନେବାକୁ ଅନୁମତି ଦିଆଯାଇଛି ନା କୌଣସି ବ୍ୟକ୍ତିକୁ ମରିବାକୁ ଅନୁମତି…

କାଳୀଜାଈଙ୍କ ପୀଠରେ ମକର ମେଳା: ଭକ୍ତଙ୍କ ପ୍ରବଳ ଭିଡ଼

କୃଷ୍ଣପ୍ରସାଦ,୧୪।୧(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଚିଲିକାର ଅଧିଷ୍ଠାତ୍ରୀ ଦେବୀ ମା’ କାଳୀଜାଈଙ୍କ ପୀଠରେ ମକର ମେଳା ଆରମ୍ଭ ହୋଇଛି। ଏହି ମେଳାକୁ ପାରିକୁଦ ରାଜସାହେବ ଉଦଘାଟିତ କରିଥାନ୍ତି। ମତ୍ସ୍ୟଜୀବୀଙ୍କ ସେ ହେଉଛନ୍ତି ଆରାଧ୍ୟl ଦେବୀ। ଚିଲିକାକୁ ମାଛ ଧରିବା ପାଇଁ ଯାଉଥିବାବେଳେ ପ୍ରଥମେ ମା’ଙ୍କୁ…

Asian Games 2026: ଘୋଷଣା ହେଲା କାର୍ଯ୍ୟସୂଚୀ, ୧୦ ଦଳ ମଧ୍ୟରେ ହେବ କଡ଼ା ଟକ୍କର

ନୂଆଦିଲ୍ଲୀ,୧୪।୧: ଏସିଆନ ଗେମ୍ସ ୨୦୨୬ରେ କ୍ରିକେଟର ରୋମାଞ୍ଚ ଏଥର ଜାପାନରେ ଦେଖିବାକୁ ମିଳିବ। ଏସୀୟ କ୍ରୀଡ଼ାର ଆୟୋଜକମାନେ ରବିବାର କ୍ରିକେଟ ଟୁର୍ନାମେଣ୍ଟର କାର୍ଯ୍ୟସୂଚୀ ପ୍ରକାଶ କରିଛନ୍ତି, ଯେଉଁଥିରେ ୧୭ ସେପ୍ଟେମ୍ବରରୁ ୩ ଅକ୍ଟୋବର ପର୍ଯ୍ୟନ୍ତ ମ୍ୟାଚ ଅନୁଷ୍ଠିତ ହେବ। ଜାପାନର ଆଇୟାଚି-ନାଗୋୟାରେ…

ଯଦି ଟି-୨୦ ବିଶ୍ୱକପ ଖେଳିବାକୁ ମନା କରେ ବାଂଲାଦେଶ, ତା’ହେଲେ କି କାର୍ଯ୍ୟାନୁଷ୍ଠାନ ନେବ ICC? ଜାଣନ୍ତୁ…

ନୂଆଦିଲ୍ଲୀ,୧୪।୧: ୨୦୨୬ ଟି୨୦ ବିଶ୍ୱକପ ନେଇ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ବାଂଲାଦେଶର କ୍ରୀଡା ପରାମର୍ଶଦାତା ଆସିଫ ନଜରୁଲ ପୁଣିଥରେ ସ୍ପଷ୍ଟ କରିଛନ୍ତି ଯେ ତାଙ୍କ ଜାତୀୟ କ୍ରିକେଟ ଦଳ ଟି୨୦ ବିଶ୍ୱକପ ମ୍ୟାଚ ଖେଳିବା ପାଇଁ…

ବରିଷ୍ଠ ଭାଜପା ନେତାଙ୍କ ଘରେ ଲାଗିଲା ନିଆଁ: ଖେଳିଗଲା ଆତଙ୍କ

ନୂଆଦିଲ୍ଲୀ,୧୪।୧:ବରିଷ୍ଠ ଭାଜପା ନେତା ରବି ଶଙ୍କର ପ୍ରସାଦଙ୍କ ଦିଲ୍ଲୀସ୍ଥିତ ଘରେ ଅଗ୍ନିକାଣ୍ଡ ଘଟିଛି। ରିପୋର୍ଟ ଅନୁଯାୟୀ, ବୁଧବାର ସକାଳ ପ୍ରାୟ ୮ଟା ସମୟରେ ଅଗ୍ନିକାଣ୍ଡ ଘଟିଥିଲା। ତାଙ୍କ ଘରେ ଥିବା ବ୍ରେଡ୍‌ରୁମ୍‌କୁ ନିଆଁ ବ୍ୟାପିଥିଲା। ଅଗ୍ନିଶମ ବାହିନୀକୁ ସତର୍କ କରାଯାଇଥିଲା। ଘଟଣାସ୍ଥଳକୁ…

ପଞ୍ଚାୟତ ନିର୍ବାଚନରେ ଭୁଲ୍‌ ତଥ୍ୟ ଦେବା ପଡିଲା ମହଙ୍ଗା: ସରପଞ୍ଚଙ୍କୁ ଅଯୋଗ୍ୟ ଘୋଷିତ କଲେ ହାଇକୋର୍ଟ

ମୋହନା, ୧୪ା୧(ମନ୍ମଥ ମିଶ୍ର): ଗତ ପଞ୍ଚାୟତ ନିର୍ବାଚନରେ ଭୁଲ୍‌ ତଥ୍ୟ ଦେଇ ସରପଞ୍ଚ ରୂପେ ନିର୍ବାଚିତ ହୋଇଥିବାରୁ ଏହାର ପ୍ରତିବାଦରେ ପ୍ରତିଦ୍ୱନ୍ଦ୍ୱୀ କୈଳାସି ମାଝୀ ୨୦୨୨ରେ ମୋହନା ସିଭିଲ ଜଜ୍‌ ଜୁନିୟର ଡିଭିଜନର ଆଶ୍ରୟ ନେଇଥିଲେ। ବିଚାରପତି ୬ା୯ା୨୦୨୪ରେ ଏହାର ଶୁଣାଣି…

ପରିଣାମ ଭୋଗିବ…ଏହି ଦେଶକୁ ଖୋଲା ଧମକ ଦେଲେ ଟ୍ରମ୍ପ, ବିଶ୍ୱ ଚକିତ

ଓ୍ବାଶିଂଟନ୍‌,୧୪।୧: ଇରାନରେ ଦେଶବ୍ୟାପୀ ପ୍ରତିବାଦ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତେହେରାନକୁ କଡ଼ା ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ଯଦି ଇରାନ ସରକାର ନିଜ ନାଗରିକଙ୍କ ବିରୋଧରେ ହିଂସାତ୍ମକ କାର୍ଯ୍ୟ ଜାରି ରଖେ, ତେବେ ଏହା ଗମ୍ଭୀର ପରିଣାମ ଭୋଗିବ।…

ଏହି ସ୍ଥାନକୁ ଗଲେ ହୁଏ ସନ୍ତାନପ୍ରାପ୍ତି : ମକର ସଂକ୍ରାନ୍ତିରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼, ମାନସିକ କୁଣ୍ଡରେ…

ଖୋର୍ଦ୍ଧା,୧୪।୧(ପ୍ରଭାତ ପାଣିଗ୍ରାହୀ): ଆଜି ପବିତ୍ର ମକର ସଂକ୍ରାନ୍ତି। ହିନ୍ଦୁ ଧର୍ମର ବିଶ୍ୱାସ ଅନୁଯାୟୀ, ଆଜି ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିବେ ଓ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ଆରମ୍ଭ ହେବ। ଏହି ମକର ସଂକ୍ରାନ୍ତି ସମଗ୍ର ଦେଶରେ ଭିନ୍ନ ଭିନ୍ନ ଭାବେ…

ମକର ସଂକ୍ରାନ୍ତିରେ ଉପାସ ରହିଲେ ମହାପ୍ରଭୁ ଲିଙ୍ଗରାଜ

ଭୁବନେଶ୍ୱର,୧୪।୧: ପୁଣି ଉପାସ ରହିଲେ ମହାପ୍ରଭୁ ଲିଙ୍ଗରାଜ। ମକର ସଂକ୍ରାନ୍ତିରେ ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି। ମଙ୍ଗଳବାର ସଂଧ୍ୟାରୁ ବନ୍ଦ ଅଛି ନୀତିକାନ୍ତି। ବଡୁ ଓ ସୁଆର ନିଯୋଗ ବିବାଦ ଯୋଗୁଁ ଉପାସରେ ଲିଙ୍ଗରାଜ ରହିଛନ୍ତି। ଏବେ ଯାଏଁ ବାବା…

ମକର ସଂକ୍ରାନ୍ତି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୪।୧: ଆଜି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ତାଙ୍କ ଏକ୍ସରେ ଲେଖିଛନ୍ତି, ଉତ୍ସାହ, ଉଦ୍ଦିପନା ଓ ପରମ୍ପରାର ପର୍ବ ମକର ସଂକ୍ରାନ୍ତି ଉପଲକ୍ଷେ ହାର୍ଦ୍ଦିକ ଅଭିନନ୍ଦନ। ଓଡ଼ିଶାର…

ରାଇକିଆ ରାଜନୀତିରେ ନୂଆ ସମୀକରଣ: ବିଜେଡି ଛାଡି ଭାଜପାରେ ଯୋଗ ଦେଲେ ବ୍ଳକ ଅଧ୍ୟକ୍ଷା, ସରପଞ୍ଚଙ୍କ ସହ…

ରାଇକିଆ, ୧୪।୧(ପ୍ରଦୀପ ବେହେରା): ରାଇକିଆ ରାଜନୀତିରେ ମଙ୍ଗଳବାର ନୂଆ ସମୀକରଣ ଦେଖିବାକୁ ମିଳିଛି । ହରି ଓମ କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ ଆତ୍ମ ନିର୍ଭର ଭାରତ ସମୃଦ୍ଧ ସମାବେଶ କାର୍ଯ୍ୟକ୍ରମ ଅବସରରେ ବ୍ଳକ ବିଜେଡିକୁ ଦୀର୍ଘ ବର୍ଷ ହେଲା ସୁଦୃଢ଼ କରିବାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri