Home Left

ଡ୍ରାଇଭର ମହାସଂଘର ରାଜପଥ ଅବରୋଧ, ଯାତ୍ରୀ ହଟହଟା

କେସିଙ୍ଗା,୧୯।୪: ଓଡ଼ିଶା ଡ୍ରାଇଭର ମହାସଂଘ କେସିଙ୍ଗା ଶାଖା ପକ୍ଷରୁ ୧୧ଦଫା ଦାବି ନେଇ କଳାହାଣ୍ଡି ଜିଲା କେସିଙ୍ଗା ସହର ପ୍ରାଣୀ ଚିକିତ୍ସାଳୟ ନିକଟରେ ମଙ୍ଗଳବାର ୨୬ ନମ୍ବର ଜାତୀୟ ରାଜପଥ ଅବରୋଧ କରାଯାଇଥିଲା। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହନ ଅଟକି…

ସାମନ୍ଥାଙ୍କ ପ୍ରଥମ ରୋଜଗାର କେତେ ଥିଲା ଜାଣନ୍ତି

ଦକ୍ଷିଣ ଭାରତୀୟ ଅଭିନେତ୍ରୀ ସାମନ୍ଥା ରୁଥ୍‌ ପ୍ରଭୁ ଏବେ ଲୋକପ୍ରିୟ ଅଭିନେତ୍ରୀ ତାଲିକାରେ ସ୍ଥାନ ପାଇଛନ୍ତି। ଗତ ବର୍ଷ ସାମନ୍ଥା ୱେବ ସିରିଜ୍‌ ‘ଦି ଫ୍ୟାମିଲି ମ୍ୟାନ-୨’ରେ ରାଜି ଚରିତ୍ରରେ ବେଶ ଲୋକପ୍ରିୟ ହୋଇଥିଲେ। ଏହା ପରେ ବ୍ଲକବଷ୍ଟର ଫିଲ୍ମ ପୁଷ୍ପାର…

୩ କନଷ୍ଟେବଳ ନିଲମ୍ବିତ

ଭୁବନେଶ୍ୱର,୧୯।୪(ବ୍ୟୁରୋ): ଓଭର ବିଲିଂ ଅଭିଯୋଗରେ ୩ କନଷ୍ଟେବଳଙ୍କୁ ନିଲମ୍ବନ କରାଯାଇଛି। ନିଲମ୍ବିତ ୩ କନଷ୍ଟେବଳ ହେଲେ ସୀମାଞ୍ଚଳ ସେଠୀ, ଅଜିତ ଧଳ ଓ ରଞ୍ଜିତ ସ୍ବାଇଁ । ପଞ୍ଚାୟତ ନିର୍ବାଚନ ସମୟରେ ଡିଜେଲ ଓଭର ବିଲିଂ ଅଭିଯୋଗରେ ସମ୍ବଲପୁର ଏସ୍‌ପି ଏଭଳି…

ଚହଲ ହ୍ୟାଟ୍ରିକ୍‌ ନେବା ପରେ ସ୍ତ୍ରୀଙ୍କ ଥିଲା ଏମିତି ପ୍ରତିକ୍ରିୟା: ଦେଖନ୍ତୁ ଭିଡିଓ

ମୁମ୍ବାଇ,୧୯।୪: ଆଇପିଏଲ୍‌ ୨୦୨୨ରେ ରାଜସ୍ଥାନ ରୟାଲ୍ସ ବୋଲର୍‌ ୟୁଜଭେନ୍ଦ୍ର ଚହଲ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ହ୍ୟାଟ୍ରିକ ନେଇଛନ୍ତି। ବ୍ରାବୋର୍ନ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଚହଲ ଚଳିତ ଆଇପିଏଲ୍‌ର ପ୍ରଥମ ହ୍ୟାଟ୍ରିକ୍‌ ନେଇ ନିଜ ଦଳକୁ ବିଜୟ ଦେବାରେ ପ୍ରମୁଖ…

ବଢିବ ଓମ୍‌ଫେଡ ଦର

ଭୁବନେଶ୍ୱର,୧୯।୪(ବ୍ୟୁରୋ): ରାଜ୍ୟରେ ଓମ୍‌ଫେଡ କ୍ଷୀର ଦର ବୃଦ୍ଧି ପାଇବ । ଲିଟର ପିଛା ୨ ଟଙ୍କା ବୃଦ୍ଧି ପାଇବ ବୋଲି ସଂସ୍ଥା ପକ୍ଷରୁ କୁହାଯାଇଛି। ଚାଷୀଙ୍କ ଦାବି ଓ ଦୁଗ୍ଧ ଉତ୍ପାଦନ ଖର୍ଚ୍ଚ ବୃଦ୍ଧିକୁ ଦୃଷ୍ଟିରେ ରଖି ସଂସ୍ଥା ପକ୍ଷରୁ ଦାମ…

ହନୁମାନ ଦିକ୍ଷା ନେଲେ ଜୁନିୟର ଏନ୍‌ଟିଆର୍‌

ଚେନ୍ନାଇ: ସାଉଥ୍ ଷ୍ଟାର ରାମ ଚରଣ ଓ ଜୁନିୟର ଏନଟିଆର୍ ଏବେ ଖୁବ୍ ଚର୍ଚ୍ଚାରେ । ଏମାନଙ୍କ ଅଭିନୀତ ଫିଲ୍ମ ‘ଆର୍‌ଆର୍‌ଆର୍‌’ ବକ୍ସ ଅଫିସରେ କମାଲ କରିଥିବା ବେଳେ ଜବରଦସ୍ତ ବ୍ୟବସାୟ କଲା । ଫିଲ୍ମର ସଫଳତାକୁ ନେଇ ଏମାନେ ଖୁବ୍…

ମାହାଙ୍ଗା ଗଣହତ୍ୟା ମାମଲା: ଆସିଲା ବ୍ୟବଚ୍ଛେଦ ରିପୋର୍ଟ

ମାହାଙ୍ଗା,୧୯।୪(ସ୍ବ.ପ୍ର.): ମାହାଙ୍ଗା ଗଣହତ୍ୟା ମାମଲାରେ ମଙ୍ଗଳବାର ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ଶରୀର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଛି। ତେବେ ରିପୋର୍ଟରେ ବିଷକ୍ରିୟା ନେଇ କୌଣସି ସୂଚନା ନାହିଁ। ଏ ନେଇ କଟକ ଗ୍ରାମାଞ୍ଚଳ ଥାନା ପୋଲିସ ସୂଚନା ଦେଇଛି।…

ପୋଲ ତଳୁ ମିଳିଲା ନବଜାତ ଶିଶୁର ମୃତଦେହ

ଜେନାପୁର,୧୯।୪(ଡି.ଏନ୍‌.ଏ.): ଯାଜପୁର ଜିଲା ଜେନାପୁର ଥାନା ଅଧୀନ ବାରକଣା ନିକଟସ୍ଥ କୁଣ୍ଡି ନାଲ ପୋଲତଳେ ମଙ୍ଗଳବାର ଏକ ନବଜାତ ଶିଶୁକନ୍ୟାର ମୃତଦେହ ପଡିଥିବା ଦେଖିବାକୁ ମିଳିଛି। ଖବର ପାଇ ଜେନାପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି। କେହି…

ମେ ୧୨ରେ ପରିବାର ଅଦାଲତରେ ହାଜର ହେବେ ସୁମିତ-ତପସ୍ବିନୀ

ଭୁବନେଶ୍ୱର,୧୯।୪(ବ୍ୟୁରୋ): ବହୁଚର୍ଚ୍ଚିତ ବ୍ରହ୍ମପୁର ବ୍ରହ୍ମାନଗର ତପସ୍ବିନୀ ଦାଶ ଓ ଡାକ୍ତର ସୁମିତ ସାହୁଙ୍କ ବିବାଦ ସମାଧାନ ହୋଇନାହିଁ । କୋର୍ଟ ନିର୍ଦ୍ଦେଶ ପ୍ରକାରେ ତପସ୍ବିନୀଙ୍କୁ ସୁମିତ ମାସିକ ୧୦ ହଜାର ଟଙ୍କା ଭରଣ ପୋଷଣ ଦେଉଛନ୍ତି । ଜିଲା କୋର୍ଟ ନିର୍ଦ୍ଦେଶ…

‘ଲକଅପ’ ଶୋ’ରେ ଅତୀତର କିଛି ଘଟଣାକୁ ଖୁଲାସା କଲେ ପୁନମ୍‌

ଅଭିନେତ୍ରୀ କଙ୍ଗନା ରାଣାୱତଙ୍କ ଲୋକପ୍ରିୟ ଶୋ ‘ଲକଅପ’ରେ ଅନେକ ସେଲିବ୍ରିଟି ଆସୁଛନ୍ତି, ଯାହାଙ୍କ ନାମ କିଛି ବିବାଦ ସହ ଜଡିତ ରହିଛି॥ ବର୍ତ୍ତମାନ ଶୋ’ରେ ୱାଇଲ୍ଡ କାର୍ଡ ଏଣ୍ଟ୍ରି ହୋଇଛି। ଏହାରି ଭିତରେ ପୁନମ୍‌ ମଧ୍ୟ କିଛି ନୂଆ ଖୁଲାସା କରିଛନ୍ତି।…

ଜନ୍ମଦିନରେ ରାହୁଲଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରେମିକା: ଜବାବରେ ମିଳିଲା…

ଭାରତୀୟ କ୍ରିକେଟର୍‌ କେ.ଏଲ ରାହୁଲ ଏବେ ଜବରଦସ୍ତ ଫର୍ମରେ ଅଛନ୍ତି। ଆଇପିଏଲ୍‌ ୨୦୨୨ରେ ସେ ଚମତ୍କାର ବ୍ୟାଟିଂ କରୁଛନ୍ତି। ଗତକାଲି ଅର୍ଥାତ୍‌ ଏପ୍ରିଲ ୧୮ରେ ସେ ତାଙ୍କ ୩୦ତମ ଜନ୍ମଦିନ ପାଳନ କରିଛନ୍ତି। ଜନ୍ମଦିନରେ ତାଙ୍କୁ ସାଥୀ ଖେଳାଳିଙ୍କ ସହ ପ୍ରଶଂସକମାନେ…

ଟଙ୍କା ନେଇ ଯାଉଥିଲେ ଶ୍ବଶୁର ଘର, ବାଟରୁ ଲୁଟିନେଲେ ୯୮ ହଜାର

ରେଢାଖୋଲ,୧୯ା୪(ଡି.ଏନ.ଏ.): ସମ୍ବଲପୁର ଜିଲା ରେଢାଖୋଲ ଥାନା ନାକଟିଦେଉଳ ରାସ୍ତା ମୁଟୁରୁମୁଣ୍ଡା ଘାଟିରେ ଜଣେ ବ୍ୟକ୍ତିଙ୍କୁ ମାରଣାସ୍ତ୍ର ଦେଖାଇ ଦୁର୍ବୃତ୍ତମାନେ ୯୮ହଜାର ଟଙ୍କା ଲୁଟି ନେଇଛନ୍ତି। ଲୁଟ୍‌ର ଶିକାର ହୋଇଥିବା ଚାରମାଳ ଥାନା ରଙ୍ଗମାଟିଆ ଗ୍ରାମର ବୁଲୁ ପ୍ରଧାନ ଏ ନେଇ ରେଢାଖୋଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri