Home Left

୩ ବର୍ଷ ପରେ ଅଙ୍ଗନୱାଡି ଶିଶୁଙ୍କୁ ମିଳିଲା ପୋଷାକ

ଛତ୍ରପୁର,୧୯।୪(ଡି.ଏନ୍‌.ଏ .) : ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସି ୯ ନମ୍ବର ୱାର୍ଡରେ ଥିବା ଅଙ୍ଗନୱାଡି କେନ୍ଦ୍ରର ଶିଶୁମାନଙ୍କୁ ଦୀର୍ଘ ୩ ବର୍ଷ ପରେ ପୋଷାକ ମିଳିଛି । ସ୍ଥାନୀୟ ବାସିନ୍ଦାଙ୍କ ଅନୁରୋଧ କ୍ରମେ ଛତ୍ରପୁର ଏନ୍‌ଏସିର ୯ ନମ୍ବର ୱାର୍ଡରେ…

ବଦଳିଲେ ତଦନ୍ତକାରୀ ଅଧିକାରୀ

ଭୁବନେଶ୍ୱର,୧୯।୪(ବ୍ୟୁରୋ): ଭୁବନେଶ୍ୱର ବଡ଼ଗଡ଼ ଥାନା ହାଜତ ମୃତ୍ୟୁ ମାମଲାରେ ଏସ୍‌ଆଇ ଏସ. କେ. ବେହେରାଙ୍କର ବଦଳି ହୋଇଛି। ତାଙ୍କ ସ୍ଥାନରେ ଜଣେ ଇନ୍ସପେକ୍ଟର ର଼୍ୟାଙ୍କର ଅଧିକାରୀ ତଦନ୍ତ କରିବେ। ପୋଷ୍ଟମଟର୍ମ ରିପୋର୍ଟ ସହ କେଉଁ ପରିସ୍ଥିତିରେ ସେ ଆସିଲେ କେତେବେଳେ ଅସୁସ୍ଥ…

୨୦ ଲକ୍ଷ ଟଙ୍କାର ସୁନା ଭର୍ତ୍ତି ବ୍ୟାଗ୍‌ ଫେରାଇ ଥିବା ତାପସଙ୍କୁ ପୁରସ୍କାର ଦେଲେ ଏସ୍‌ପି

ସମ୍ବଲପୁର,୧୯।୪(ବ୍ୟୁରୋ): ୨୦ ଲକ୍ଷ ଟଙ୍କାର ସୁନା ଭର୍ତ୍ତି ବ୍ୟାଗ୍‌ ପାଇ ଫେରାଇ ଦେଲେ ବ୍ୟକ୍ତି। ଏଭଳି ମାନବିକତା ଦେଖିବାକୁ ମିଳିଥିଲା ସମ୍ବଲପୁର ଏସଆରଆଇଟି କଲୋନୀରେ। ସମ୍ବଲପୁର ଏସ୍‌ଆରଆଇଟି କଲୋନୀର ସୌଦାମିନୀ ପତି ସହର ବାହାରକୁ ଯିବାକୁ ଥିବା ବେଳେ କଲ୍ୟାଣ ନଗରରେ…

ପୁରୁଣା କୁଲର ବ୍ୟବହାର କରୁଥିଲେ…

ପ୍ରବଳ ଗରମ ସଭିଙ୍କୁ କରୁଛି ଅସ୍ତବ୍ୟସ୍ତ। ଏମିତିରେ ଟିକେ ବାହାରକୁ ବୁଲି ଆସିଲେ ସଙ୍ଗେ ସଙ୍ଗେ ଦରକାର ପଡୁଛି ଏସି କିମ୍ବା କୁଲର, ଯେଉଁଥିପାଇଁ ଖରାଦିନେ ଏହିସବୁ ସାମଗ୍ରୀର ଦାମ୍‌ ହୋଇଯାଏ ଆକାଶଛୁଆଁ। ଏମିତିରେ ଘରେ ଥିବା ପୁରୁଣା କୁଲରକୁ ସଜାଡ଼ି…

୨ କୋକେନ ମାଫିଆଙ୍କୁ ରିମାଣ୍ଡରେ ନେଲା ଏସଟିଏଫ୍‌

ଭୁବନେଶ୍ୱର,୧୯।୪(ବ୍ୟୁରୋ): ରାଜଧାନୀରୁ ଗିରଫ ୨ କୋକେନ ମାଫିଆଙ୍କୁ ମଙ୍ଗଳବାର ଏସଟିଏଫ୍‌ କ୍ରାଇମବ୍ରାଞ୍ଚ ଟିମ୍‌ ୪ ଦିନ ରିମାଣ୍ଡରେ ନେଇଛି। ୫ ଦିନ ରିମାଣ୍ଡ ପାଇଁ ଆବେଦନ ହୋଇଥିବା ବେଳେ ଜିଲା ସେସନ କୋର୍ଟ ୪ ଦିନ ପାଇଁ ଅନୁମତି ଦେଇଛନ୍ତି। ଅଭିଯୁକ୍ତ…

ହନୁମାନ ଜୟନ୍ତୀ ଆୟୋଜନକାରୀଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୧୯।୪: ଜାହାଙ୍ଗିରପୁରୀ ସାମ୍ପ୍ରଦାୟିକ ସଂଘର୍ଷ ଘଟଣାର ଦୁଇଦିନ ପରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ଆୟୋଜନକାରୀଙ୍କ ବିରୋଧରେ ଦିଲ୍ଲୀ ପୋଲିସ ମାମଲା ରୁଜୁ କରିଛି। ଆୟୋଜନକାରୀ ଅନୁମତି ନ ନେଇ ଶୋଭାଯାତ୍ରା ବାହାର କରିଥିବାରୁ ଆଇପିସିର ଧାରା ୧୮୮ରେ ମାମଲା ଦାଏର ହୋଇଥିବା…

କଟକରୁ ୧୫୪୦ କିଲୋ ନକଲି ଡିଟରଜେଣ୍ଟ ପାଉଡର ଜବତ

କଟକ ଅଫିସ,୧୯।୪: କଟକରୁ ପୁଣି ନକଲି ଡିଟରଜେଣ୍ଟ ପାଉଡର ଜବତ ହୋଇଛି। ଟାଙ୍ଗି ଓ ମାହାଙ୍ଗା ଅଞ୍ଚଳରେ ମାଲଗୋଦାମ ଥାନା ପୋଲିସ ମଙ୍ଗଳବାର ଚଢାଉ କରି ୧୫୪୦ କିଲୋ ନକଲି ଡିଟରଜେଣ୍ଟ ଜବତ କରିଛି। ଏହାସହ ଡିଟରଜେଣ୍ଟ ତିଆରି ମେଶିନ, ତିଆରି…

ଓଟିଟି ପ୍ଲାଟଫର୍ମରେ ରିଲିଜ୍‌ ହେବ ‘କଶ୍ମୀର ଫାଇଲ୍ସ’

ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀଙ୍କ ଫିଲ୍ମ ‘କଶ୍ମୀର ଫାଇଲ୍ସ’ ବକ୍ସ ଅଫିସରେ ଧମାକାଦାର ଆୟ କରୁଛି। ତେବେ ନିକଟରେ ଏକ ଖବର ସାମ୍ନାକୁ ଆସିଛି ଯେ, ଫିଲ୍ମଟି ଖୁବ୍‌ଶୀଘ୍ର ଓଟିଟି ପ୍ଲାଟଫର୍ମରେ ରିଲିଜ୍‌ ହେବ। ଏ ନେଇ ବିବେକ ଅଗ୍ନିହୋତ୍ରୀ ସୋସିଆଲ ମିଡିଆରେ…

ଆଇକ୍ୟାଚି ଲୁକ୍‌ ଦିଏ ନୋଜ୍‌ପିନ୍‌

ଛୋଟ ଗୋଲ୍ଡ ବଲ୍‌ କିମ୍ବା ଡାଇମଣ୍ଡ ନୋଜ୍‌ ପିନ୍‌ ସିମ୍ପଲ ଏବଂ ଆଟ୍ରାକ୍ଟିଭ୍‌ ଲୁକ୍‌ ଦେଇଥାଏ। ଏହାକୁ ସବୁ ଆଉଟ୍‌ଫିଟ୍‌ରେ ପିନ୍ଧିଲେ ଡିସେଣ୍ଟ ଲାଗୁଥିବାରୁ ଅନେକେ ବେଶ୍‌ ପସନ୍ଦ କରୁଛନ୍ତି। ନୋଜ୍‌ ରିଂ ହୁପ୍‌ର ଡିମାଣ୍ଡ ସବୁଠୁ ଅଧିକ। ଏହା ଟ୍ରାଡିଶନାଲରୁ…

କେନ୍ଦୁପତ୍ର ସଂଗ୍ରହ ମୂଲ୍ୟବୃଦ୍ଧି, ଉପକୃତ ହେବେ ୮ ଲକ୍ଷ ତୋଳାଳି

ଭୁବନେଶ୍ୱର,୧୯।୪(ବ୍ୟୁରୋ): କେନ୍ଦୁପତ୍ର ତୋଳାଳିଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କେନ୍ଦୁପତ୍ର ସଂଗ୍ରହ ମୂଲ୍ୟବୃଦ୍ଧି କରିବାକୁ ମଙ୍ଗଳବାର ନିଷ୍ପତ୍ତି ନେଇଛନ୍ତି। ଫଳରେ ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳି ଉପକୃତ ହୋଇପାରିବେ। ଏପରି କି ରାଜ୍ୟର କେନ୍ଦୁପତ୍ର ତୋଳାଳିଙ୍କ ୨୪୦ କୋଟି…

ଘର ଭଡ଼ା

ଜବ୍‌, ବ୍ୟବସାୟ ହେଉ କିମ୍ବା ଅନ୍ୟାନ୍ୟ କାରଣରୁ ଅଧିକାଂଶ ପରିବାରକୁ ବାହାରେ ଘର ଭଡ଼ା ନେଇ ରହିବାକୁ ହୋଇଥାଏ। ଆବଶ୍ୟକ ସ୍ଥଳେ ବାରମ୍ବାର ଘର ବି ବଦଳାଇବାକୁ ହୋଇଥାଏ। ଏମିତିରେ ଘର ଭଡ଼ା ନେବା ବେଳେ ସୁରକ୍ଷା ଦୃଷ୍ଟିରୁ ବିଭିନ୍ନ ଦିଗ…

ଗୋଲାପି ଓଠ ପାଇଁ…

ମୁହଁର ସୌନ୍ଦର୍ଯ୍ୟ ବୃଦ୍ଧି କରିବାରେ ଓଠର ଭୂମିକା ମଧ୍ୟ ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ତେଣୁ ଓଠକୁ ଆକର୍ଷଣୀୟ କରିବା ଲାଗି ମହିଳାମାନେ ବିଭିନ୍ନ ପ୍ରକାର ଲିପ୍‌ ମେକ୍‌ଅପ୍‌ ସାମଗ୍ରୀ ବ୍ୟବହାର କରିଥାନ୍ତି । ହେଲେ ଆପଣ ଚାହିଁଲେ ପ୍ରାକୃତିକ ଉପାୟରେ ଓଠକୁ ଗୋଲାପି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri