Home Left

ମା’ ପୁଅ ସମେତ ୧୫ ଗିରଫ

ଭୁବନେଶ୍ୱର ୧୭।୯ (ବ୍ୟୁରୋ): ରାଜଧାନୀରେ ଦିନକୁ ଦିନ ବ୍ରାଉନସୁଗାର, ଗଞ୍ଜେଇ ଆଦି ନିଶା କାରବାର ବଢି ଚାଲିଛି। ନିଶା କବଳରେ ପଡି ସହରର ଯୁବପିଢି ବିଭିନ୍ନ ଆପରାଧିକ କାର୍ଯ୍ୟରେ ସାମିଲ ହେଉଛନ୍ତି। ତେଣୁ ନିଶା କାରବାର ରୋକିବା ପାଇଁ କମିଶନରେଟ ପୋଲିସ…

୬୩ ବର୍ଷର ସରକାରୀ ବିଦ୍ୟାଳୟ ଅବହେଳିତ

ନିମାପଡ଼ା,୧୭।୯(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ା ବ୍ଲକ ଅନ୍ତର୍ଗତ ଭୋଗଶାଳଦା ପଞ୍ଚାୟତର ବଡ଼ରିକିଲୋ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ନିର୍ମାଣକୁ ୬୩ ବର୍ଷ ପୂରିଲାଣି। ହେଲେ ଏହା ବିକାଶ ଆଢୁଆଳରେ ରହିଯାଇଛି। ୧୯୫୯ରେ ପ୍ରତିଷ୍ଠିତ ଏହି ପୁରାତନ ବିଦ୍ୟାଳୟଟି ପ୍ରଶାସନିକ ଉଦାସୀନତା ଏବଂ…

ଗହମ ଯୋଗାଣ ବନ୍ଦ, ଉପଭୋକ୍ତା ହଇରାଣ

ପୁରୀ ଅଫିସ, ୧୭ା୯: ଉପଭୋକ୍ତାଙ୍କ ସମସ୍ୟା ନେଇ ଭାରତୀୟ କମ୍ପ୍ୟୁନିଷ୍ଟ ପାର୍ଟି (ମାକର୍‌ସବାଦୀ) (ସିପିଆଇଏମ୍‌) ପୁରୀ ଜିଲା କମିଟି ପକ୍ଷରୁ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଏକ ସ୍ମାରକପତ୍ର ଦିଆଯାଇଛି। ସ୍ମାରକପତ୍ରରେ ଦର୍ଶାଯାଇଛି…

ସାକ୍ଷୀଗୋପାଳ ଡାକ୍ତରଖାନା ଛାତରୁ ଖସୁଛି କଂକ୍ରିଟ

ସାକ୍ଷୀଗୋପାଳ, ୧୭।୯(ସ୍ବ.ପ୍ର./ଡି.ଏନ୍‌.ଏ.): ସତ୍ୟବାଦୀ ବ୍ଲକରେ ଥିବା ସାକ୍ଷୀଗୋପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ସ୍ଥାନୀୟ ଅଞ୍ଚଳର ପ୍ରାୟ ଦେଢ଼ଲକ୍ଷ ଲୋକ ନିର୍ଭର କରିଥାନ୍ତି। ଜାତୀୟ ରାଜପଥ ପାର୍ଶ୍ୱରେ ସ୍ବାସ୍ଥ୍ୟକେନ୍ଦ୍ରଟି ରହିଥିବାରୁ ଏଠାକୁ ରାସ୍ତା ଦୁର୍ଘଟଣାରେ ଶିକାର ଅନେକ ଗୁରୁତର ରୋଗୀ ଚିକିତ୍ସା ପାଇଁ…

୨ ବର୍ଷ ପରେ ମା’ଙ୍କ ଦର୍ଶନ କରିବେ ଭକ୍ତ

ଜୁନାଗଡ,୧୭।୯(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡର ଅଧିଷ୍ଟାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଆଜି (ଶନିବାର) ପାଳନ ହେବ। କୋଭିଡ୍‌ କଟକଣା ଯୋଗୁ ଗତ ୨ ବର୍ଷ ହେଲା ବିନା ଭକ୍ତରେ ମା’ଙ୍କ ପର୍ବ ପାଳିତ ହେଉଥିଲା। ଏହି ସମୟରେ ପ୍ରଶାସନ…

ପୋଖରୀରୁ ମିଳିଲା ୩ ଅପରିପକ୍ୱ ଶିଶୁଙ୍କ ମୃତଦେହ

ଢେଙ୍କାନାଳ ଅଫିସ, ୧୭ା୯: ଢେଙ୍କାନାଳ ସଦର ଥାନା ଅଧୀନ ଇନ୍ଦିପୁରସ୍ଥିତ ନଟାପୋଖରୀରୁ ଶୁକ୍ରବାର ୩ ଅପରିପକ୍ୱ ନବଜାତକଙ୍କ ମୃତଦେହ ଠାବ କରାଯାଇଛି। କୌଣସି ଘରୋଇ କ୍ଲିନିକ୍‌ରେ ଗର୍ଭପାତ କରାଇବା ପରେ ଘଟଣାକୁ ଲୁଚାଇବା ନିମନ୍ତେ କେହି ମୃତଦେହ ଆଣି ପୋଖରୀରେ ଫିଙ୍ଗି…

ରାଷ୍ଟ୍ରପତିଙ୍କୁ ଭେଟିଲେ କେନ୍ଦୁଝରଗଡ଼ ପୌରାଧ୍ୟକ୍ଷା

କେନ୍ଦୁଝର, ୧୭ା୯(ସ୍ବ.ପ୍ର.): ରାଷ୍ଟ୍ରପତି ଭବନରୁ ଡକରା ପାଇ ନୂଆଦିଲ୍ଲୀ ଯାଇଥିବା କେନ୍ଦୁଝରଗଡ଼ ପୌରାଧ୍ୟକ୍ଷା ନିକୁ ସାହୁ ଶୁକ୍ରବାର ସାରେ ରାଇସିନା ହିଲ୍‌ରେ ପହଞ୍ଚତ୍ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ସାକ୍ଷାତ ସମୟରେ ରାଷ୍ଟ୍ରପତିଙ୍କୁ ମା’ ତାରିଣୀଙ୍କ ଫଟୋ ପ୍ରଦାନ କରିଛନ୍ତି। ଜିଲାରେ…

ଟ୍ରେନ୍‌ ଝରକାରେ ଓହଳି ୧୦ କି.ମି. ଗଲେ

ପାଟନା, ୧୭ା୯: ଅନେକ ସମୟରେ ଟ୍ରେନ୍‌ ଯାତ୍ରୀଙ୍କଠାରୁ ଜିନିଷ ଲୁଟ ହେଉଥିବା ଖବର ଆମେ ଖବରକାଗଜ ବା ନ୍ୟୁଜ୍‌ରେ ଦେଖିଛେ। ବିହାରରେ ଜଣେ ଚୋରଙ୍କୁ ତାଙ୍କ ଆପରାଧିକ କାର୍ଯ୍ୟ ପାଇଁ ହଟହଟା ହେବାକୁ ପଡ଼ିଛି। ବିହାରରେ ଦେଖିବାକୁ ମିଳିଛି ଏକ ଅଜବ…

ଆସନ୍ତାବର୍ଷ ମାନ୍ଦାବସ୍ଥାର ସମ୍ମୁଖୀନ ହେବ ବିଶ୍ୱ

ଓ୍ବାଶିଂଟନ,୧୭।୯: ଅଧିକାଂଶ ଦେଶର କେନ୍ଦ୍ରୀୟ ବ୍ୟାଙ୍କଗୁଡ଼ିକ ଏକସଙ୍ଗେ ସେମାନଙ୍କ ମୁଦ୍ରାନୀତିକୁ କଠୋର କରିଥିବାବେଳେ ଆସନ୍ତା ବର୍ଷ ବିଶ୍ୱ ମାନ୍ଦାବସ୍ଥାର ସମ୍ମୁଖୀନ ହୋଇପାରେ। ବିଶ୍ୱବ୍ୟାଙ୍କ ପକ୍ଷରୁ ସଦ୍ୟ ପ୍ରକାଶିତ ରିପୋର୍ଟରେ ଏହା କୁହାଯାଇଛି। ମୁଦ୍ରାସ୍ଫୀତି କମାଇବାକୁ ହେଲେ ଉତ୍ପାଦନ ବୃଦ୍ଧି ସାଙ୍ଗକୁ ଯୋଗାଣ…

କୋଇଲା ଚୋରା ଚାଲାଣ ଘଟଣା: ଗାଡ଼ି ମାଲିକ ସମେତ ୨ ଗିରଫ

ପଦ୍ମପୁର, ୧୬।୯(ଡି.ଏନ.ଏ.)- ଭଦ୍ରକ ସଦର ବ୍ଲକ ସାବରଙ୍ଗ ପୋଲିସ ଗତ ୨୮ ତାରିଖରେ କୋଇଲା ଚୋରା ଚାଲାଣ ବେଳେ ଇଚ୍ଛାପୁର ବାଲିବିଲି ରାସ୍ତାର ରେଳ ଧାରଣା ପାର୍ଶ୍ୱରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଜବତ କରିଥିଲା। ଏହି ଘଟଣାରେ ପୋଲିସ ଶୁକ୍ରବାର ୨ଜଣଙ୍କୁ…

ସୂର୍ଯ୍ୟମନ୍ଦିର ସ୍ଥିତି ଅନୁଧ୍ୟାନ କଲେ ଆମିକସ୍‌କ୍ୟୁରି

କୋଣାର୍କ,୧୬।୯(ଡି.ଏନ୍‌.ଏ.)- ବିଶ୍ୱ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର ଗର୍ଭଗୃହରେ ଦୀର୍ଘ ବର୍ଷ ଧରି ଭର୍ତ୍ତି ହୋଇଥିବା ବାଲିକୁ ବାହାର କରିବା ପାଇଁ ନିକଟରେ ଭାରତୀୟ ପ୍ରତ୍ନତାତ୍ତ୍ୱିକ ବିଭାଗ(ଏଏସ୍‌ଆଇ)ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏ ନେଇ ପ୍ରାଥମିକ ପର୍ଯ୍ୟାୟରେ କାର୍ଯ୍ୟ ଆରମ୍ଭ ହୋଇଯାଇଥିବା ବେଳେ…

ରାଜଧାନୀ କଲେଜର ନୂତନ ଅଧ୍ୟକ୍ଷ ହେଲେ ଅରୁଣ ସାମଲ

ଭୁବନେଶ୍ୱର, ୧୬।୯(ବ୍ୟୁରୋ) – ରାଜଧାନୀ କଲେଜର ନୂତନ ଅଧ୍ୟକ୍ଷ ହେଲେ ପ୍ରଫେସର ଅରୁଣ କୁମାର ସାମଲ। ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେ ଶୁକ୍ରବାର ନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ରାଜଧାନୀ କଲେଜର ଶିକ୍ଷା ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?