ସିଦ୍ଧେଶ୍ୱର ପାହାଡ଼ରେ ଦନ୍ତା
ବାରଙ୍ଗ,୩।୬(ଡି.ଏନ୍.ଏ.): ନରାଜ ସିଦ୍ଧେଶ୍ୱର ପାହାଡ଼ରେ ଏକ ବଣୁଆ ଦନ୍ତାହାତୀ ଦେଖିବାକୁ ମିଳିଛି। ଗୁରୁବାର ସକାଳେ ସ୍ଥାନୀୟ ଲୋକେ ଦନ୍ତାକୁ ଦେଖିବା ପରେ ଭଗିପୁର ବନଖଣ୍ଡକୁ ଖବର ଦେବାରୁ ବନଖଣ୍ଡ ଅଧିକାରୀ ଓ କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ବଣୁଆ ଦନ୍ତାର ଗତିବିଧି…
‘ବଲିଉଡ, ସାଉଥ୍ ଫିଲ୍ମ ମଧ୍ୟରେ ବିଭାଜନ ହେବା ଉଚିତ୍ ନୁହେଁ’
ବଲିଉଡ୍ ଅଭିନେତା ଅକ୍ଷୟ କୁମାର ଏବଂ ମାନୁଷୀ ଛିଲରଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ସମ୍ରାଟ ପୃଥ୍ବୀରାଜ’ ଏବେ ଖୁବ୍ ଚର୍ଚ୍ଚାରେ। ଫିଲ୍ମଟି ଆଉ ଗୋଟିଏ ଦିନ ଅର୍ଥାତ୍ ଜୁନ୍ ୩ରେ ପେକ୍ଷାଳୟରେ ରିଲିଜ୍ ହେବାକୁ ଯାଉଛି। ଏହାକୁ ନେଇ ଦର୍ଶକ ଖୁବ୍…
ଛତିଶଗଡ଼ରୁ ଅଭିଯୁକ୍ତ ଉମେଶ ସୁଧାକର ଗିରଫ
ଭୁବନେଶ୍ୱର,୩।୬(ବ୍ୟୁରୋ): ଭୁବନେଶ୍ୱର ଖଣ୍ଡଗିରି ଥାନାଞ୍ଚଳରେ ଥିବା ଏକ ଘରୋଇ କଲେଜର ମହିଳା ଆସିଷ୍ଟାଣ୍ଟ୍ ପ୍ରଫେସରଙ୍କୁ ବଳାତ୍କାର ମାମଲାରେ ଫେରାର ଥିବା ଅଭିଯୁକ୍ତ ଉମେଶ ସୁଧାକର ଧରାପଡ଼ିଛନ୍ତି। ଖଣ୍ଡଗିରି ଥାନା ପୋଲିସର ଏକ ଟିମ୍ ବୁଧବାର ବିଳମ୍ବିତ ରାତିରେ ଛତିଶଗଡ଼ ରାୟପୁରରୁ ତାଙ୍କୁ…
କ୍ୟାମେରାମ୍ୟାନ ମାନସ ହତ୍ୟା ମାମଲା: ହାଇକୋର୍ଟରେ ନିରଞ୍ଜନଙ୍କ ଜାମିନ ଆବେଦନ
ଭୁବନେଶ୍ୱର,୩।୬(ବ୍ୟୁରୋ): ବହୁଚର୍ଚ୍ଚିତ ନୟାଗଡ଼ର କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣାରେ ଗିରଫ ହୋଇ ଜେଲ ଯାଇଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗର ଅବସରପ୍ରାପ୍ତ ବୈଷୟିକ ନିର୍ଦ୍ଦେଶକ ନିରଞ୍ଜନ ସେଠୀ ଗୁରୁବାର ହାଇକୋର୍ଟରେ ଜାମିନ ଆବେଦନ କରିଛନ୍ତି। ପୂର୍ବରୁ ଭଦ୍ରକ ଜିଲା…
୨ ହାତୀଦାନ୍ତ ଜବତ, ଅଭିଯୁକ୍ତ ଗିରଫ
ଭୁବନେଶ୍ୱର,୩।୬(ବ୍ୟୁରୋ): କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍) ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଅଞ୍ଚଳରେ ଚଢ଼ାଉ କରି ଜଣେ ବନ୍ୟପ୍ରାଣୀ ଚାଲାଣକାରୀଙ୍କୁ ଗିରଫ କରିଛି। ସେ ହେଲେ କନ୍ଧକୋଇଲି ଗ୍ରାମର ଦୁର୍ଯ୍ୟୋଧନ ପ୍ରଧାନ। ତାଙ୍କଠାରୁ ୪ କେଜି ୫୦୦ ଗ୍ରାମର ୨ଟି…
‘ରୁଷିଆ ୨ ଲକ୍ଷ ୟୁକ୍ରେନ ଶିଶୁଙ୍କୁ କରିନେଇଛି ଅପହରଣ’
କିଭ୍,୩।୬:ବିଶ୍ୱ ମାତାପିତା ଦିବସ ଅବସରରେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କି ଏକ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛନ୍ତି। ରୁଷିଆ ୨ ୟୁକ୍ରେନ ପିଲାଙ୍କୁ ଅପହରଣ କରିଛି। ଏହି ଅପରାଧିକ ଷଡଯନ୍ତ୍ରର ଉଦ୍ଦେଶ୍ୟ କେବଳ ଲୋକଙ୍କୁ ଅପହରଣ କରିବା ନୁହେଁ, ବରଂ ସେମାନଙ୍କୁ ୟୁକ୍ରେନକୁ…
ମାଟିତଳୁ ଆଉ ଏକ ହାତୀ କଙ୍କାଳ ମିଳିଲା
ଭୁବନେଶ୍ୱର,୩।୬(ବ୍ୟୁରୋ): ହାତୀଙ୍କ ପାଇଁ ମୃତ୍ୟୁର ଇଲାକା ପାଲଟିଛି ଆଠଗଡ଼ ବନଖଣ୍ଡ। ଏହି ବୃହତ୍ ବନ୍ୟପ୍ରାଣୀ ପାଇଁ ବିପଦ ସାଜିଛନ୍ତି ଖୋଦ୍ ସୁରକ୍ଷା ଦାୟିତ୍ୱରେ ରହୁଥିବା ବନ ଅଧିକାରୀ ଓ କର୍ମଚାରୀ। ଗତ ଫେବୃୟାରୀ ୮ରେ କ୍ରାଇମ୍ବ୍ରାଞ୍ଚ ନରସିଂହପୁର ଓ୍ବେଷ୍ଟ ରେଞ୍ଜ୍ ବାରାସିଂଘା…
ବ୍ରଜରାଜନଗର ଉପନିର୍ବାଚନ: ଫଳାଫଳ ନେଇ ପ୍ରାର୍ଥୀଙ୍କ ଉତ୍କଣ୍ଠା
ଝାରସୁଗୁଡ଼ା ଅଫିସ,୩ା୬: ବ୍ରଜରାଜନଗର ଉପନିର୍ବାଚନ ଶେଷ ହୋଇଥିବାବେଳେ ଫଳାଫଳକୁ ନେଇ ପ୍ରାର୍ଥୀଙ୍କ ମଧ୍ୟରେ ଉତ୍କଣ୍ଠା ଦେଖାଦେଇଛି। ହାତୀ କାହା ମୁଣ୍ଡରେ ସୁନାକଳସ ଢାଳିବ ତାହା ଜାଣିବା ପାଇଁ ଆଉ ମାତ୍ର କେଇଘଣ୍ଟାର ଅପେକ୍ଷା। ଶୁକ୍ରବାର ସକାଳ ୮ଟାରୁ ଝାରସୁଗୁଡ଼ା ଇଞ୍ଜିନିୟରିଂ ସ୍କୁଲ୍…
ଭାଜପା ଶାସନରେ ଅତ୍ୟାଚାର ବଢ଼ୁଛି
୨୦୧୪ରେ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଭାଜପା ସରକାର କେନ୍ଦ୍ରରେ କ୍ଷମତାସୀନ ହେବା ପରଠାରୁ ଭାରତରେ ସଂଖ୍ୟାଲଘୁ ମୁସଲମାନ ଓ ଆଦିବାସୀ ସମୁଦାୟ ବିରୋଧରେ ହିଂସା ବଢ଼ିବାରେ ଲାଗିଥିବା ୨୦୨୧ରେ ଆମେରିକା ଏକ ମାନବାଧିକାର ରିପୋର୍ଟରେ ଦର୍ଶାଇଥିଲା। ସେହିପରି ୟୁଏସ୍ କମିଶନ ଅନ୍…
ଗୁଣସୂତ୍ର ଶୁଦ୍ଧତା ଯାଞ୍ଚ କରାଇବ କେନ୍ଦ୍ର
ନୂଆଦିଲ୍ଲୀ,୩ା୬:ଭାରତ ସରକାର ଦେଶବାସୀଙ୍କ ‘ଜାତିଗତ ଶୁଦ୍ଧତା’ ଉପରେ ଯାଞ୍ଚ ପାଇଁ ଡିଏନ୍ଏ ପରୀକ୍ଷା କରାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ପ୍ରାଥମିକ ପର୍ଯ୍ୟାୟରେ ୧୦ କୋଟି ଟଙ୍କାର କିଟ୍ସ ଅର୍ଡର କରାଯାଇଥିବା ନେଇ କେତେକ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ…
ଆଜି ରିଲିଜ୍ ହେବ ବହୁ ପ୍ରତୀକ୍ଷିତ ଫିଲ୍ମ ‘ସମ୍ରାଟ ପୃଥ୍ବୀରାଜ’
ସବୁ ଅପେକ୍ଷାର ଅନ୍ତ ଘଟାଇ ଆଜି ରିଲିଜ୍ ହେବାକୁ ଯାଉଛି ଫିଲ୍ମ ‘ସମ୍ରାଟ ପୃଥ୍ବୀରାଜ’। ବଲିଉଡ୍ ଅଭିନେତା ଅକ୍ଷୟ କୁମାର ଏବଂ ମାନୁଷୀ ଛିଲରଙ୍କ କେମେଷ୍ଟ୍ରିକୁ ଦେଖିବା ପାଇଁ ଦର୍ଶକ କେବେଠୁ ଅପେକ୍ଷା କରିଛନ୍ତି। ଏବେ ସେହି ଅପେକ୍ଷାର ଅନ୍ତ ଘଟିବାକୁ…
୧୩୨ରେ ନ୍ୟୁଜିଲାଣ୍ଡ ଅଲଆଉଟ୍
ଲଣ୍ଡନ,୨।୬: ଐତିହାସିକ ଲଡର୍ସ ଗ୍ରାଉଣ୍ଡରେ ଗୁରୁବାରଠାରୁ ନ୍ୟୁଜିଲାଣ୍ଡ ଓ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ଆରମ୍ଭ ହୋଇଯାଇଛି। ପ୍ରଥମ ଦିନ ଟସ୍ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବା ଭ୍ରମଣକାରୀ ନ୍ୟୁଜିଲାଣ୍ଡ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ୧୩୨ ରନ୍ରେ ଅଲଆଉଟ୍ ହୋଇଯାଇଛି।…
Archives


