Home Left

ଖାର୍କିଭରେ ଆପାର୍ଟମେଣ୍ଟକୁ ଟାର୍ଗେଟ କଲା ରୁଷିଆ ମିଶାଇଲ: ୫ ମୃତ ୧୩ ଆହତ

ଖାର୍କିଭ,୧୮ ।୪: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ମାସେରୁ ଊର୍ଦ୍ଧ୍ୱ ସମୟ ହୋଇଗଲାଣି । ହେଲେ ଏହା ଥମିବାର କୌଣସି ଅଭାସ ମିଳୁନାହିଁ । ରୁଷିଆ ସେନା ଲଗାତାର ୟୁକ୍ରେନର ବିଭିନ୍ନ ସହରକୁ ଟାର୍ଗେଟ କରି ଚାଲିଛନ୍ତି । ଏପଟେ ୟୁକ୍ରେନ୍ ସେନା ବି…

ତିନି ଦିନିଆ ଭାରତ ଗସ୍ତରେ ଗୁଜରାଟ ଆସିବେ ଡବ୍ଲୁଏଚଓ ମୁଖ୍ୟ

ନୂଆଦିଲ୍ଲୀ,୧୮ ।୪: କରୋନା ଭାଇରସରେ ଦେଶରେ ହୋଇଥିବା ମୃତ୍ୟୁ ସଂଖ୍ୟାର ଗଣନାକୁ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ)ର ପ୍ରକ୍ରିୟା ଉପରେ ଭାରତ ଆପତ୍ତି କରିଛି । ଏହି ବିବାଦ ଭିତରେ ସୋମବାର ଡବ୍ଲୁଏଚଓ ମୁଖ୍ୟ ଗୁଜରାଟ ଗସ୍ତ କରୁଛନ୍ତି । ଡବ୍ଲୁଏଚଓର…

କ୍ୟାନ୍‌ସର୍‌ ଜଣାପଡିବା ପରେ ଘଣ୍ଟା ଘଣ୍ଟା କାନ୍ଦୁଥିଲେ ଏହି ଅଭିନେତା

ବଲିଉଡ ଅଭିନେତା ସଞ୍ଜୟ ଦତ୍ତ ତାଙ୍କ ଫିଲ୍ମ କ୍ୟାରିୟରରେ ଅନେକ ନାମ ଅର୍ଜନ କରିଥିଲେ। କିନ୍ତୁ ତାଙ୍କ ବ୍ୟକ୍ତିଗତ ଜୀବନରେ ଅନେକ ସଂଘର୍ଷ ଦେଖିବାକୁ ମିଳିଥିଲା। ଏଥି ମଧ୍ୟରୁ ଗୋଟିଏ ହେଉଛି ସେ କ୍ୟାନ୍‌ସର୍‌ ଆକ୍ରାନ୍ତ ହେବା। କ୍ୟାନ୍‌ସର୍‌ ଆକ୍ରାନ୍ତ ହେବା…

ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୧୭।୪: ହରିୟାଣାର ଶୋନିପତର କୁଣ୍ଡୁଲି ଅଞ୍ଚଳରେ ଥିବା ରାସାୟନିକ କାରଖାନାରେ ରବିବାର ଏକ ଅଗ୍ନିକାଣ୍ଡ ଘଟିଛି। ନିଆଁକୁ ଆୟତ୍ତ ପାଇଁ ଏବେ ଚେଷ୍ଟା କରାଯାଉଛି। ହରିୟାଣା ସରକାରଙ୍କ ନିବେଦନ କ୍ରମେ ଉଦ୍ଧାର କାର୍ଯ୍ୟ ପାଇଁ ଦିଲ୍ଲୀରୁ ଦମକଳବାହିନୀକୁ ପଠାଯାଇଛି। ନିଆଁ ଲାଗିବାର…

ଚେନ୍ନାଇକୁ ମିଳିଲା ୧୭୦ ରନ୍‌ର ବିଜୟ ଲକ୍ଷ୍ୟ

ପୁଣେ,୧୭।୪: ଆଇପିଏଲ୍‌ ୨୦୨୨ର ୨୯ତମ ମ୍ୟାଚ୍‌ ଚାରିଥର ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ଖେଳାଯାଉଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଚେନ୍ନାଇ ୫ ଉଇକେଟ୍‌ ହରାଇ ୧୬୯ ରନ୍‌ ସଂଗ୍ରହ କରିଛି। ଫଳରେ ଗୁଜରାଟକୁ…

ପୁଣି ଚେତାବନୀ ଦେଲା ରୁଷିଆ

ମସ୍କୋ,୧୭।୪: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଥମିବାର ନାଁ ନେଉନାହିଁ। ମାରିଉପୋଲରେ ୟୁକ୍ରେନ ସୈନିକମାନେ ଆତ୍ମସମର୍ପଣ ନ କଲେ ଧ୍ୱଂସ କରିଦେବୁ ବୋଲି ରୁଷିଆ ସେନା ଚେତାବନୀ ଦେଇଛି। ରୁଷିଆର ପ୍ରତିରକ୍ଷା ମନ୍ତ୍ରଣାଳୟ ୟୁକ୍ରେନ ସୈନ୍ୟମାନଙ୍କୁ ରବିବାର ସ୍ଥାନୀୟ ସମୟ…

ମାଓବାଦୀ ପୋଷ୍ଟରରେ ରାସ୍ତା ନିର୍ମାଣ ଦୁର୍ନୀତିକୁ ବିରୋଧ

ଅମ୍ବାଭୋନା,୧୭।୪(ଡି.ଏନ.ଏ):ବରଗଡ଼ ଜିଲା ଅମ୍ବାଭୋନା ବ୍ଲକରେ ମାଓବାଦୀମାନେ ପୁଣି ନିଜ ଉପସ୍ଥିତି ଜାହିର କରିଛନ୍ତି। ଦୀର୍ଘଦିନର ନିରବତା ପରେ ରବିବାର ଉକ୍ତ ବ୍ଲକ ଅନ୍ତର୍ଗତ ଲଖନପୁର ନିକଟସ୍ଥ ଚକ୍ରାମାଳ-ବାବେବିରା ମୁଖ୍ୟରାସ୍ତାର ଚକ୍ରାମାଳ ପୋଲ ନିକଟରେ ମାଓବାଦୀଙ୍କ ଏକ ପୋଷ୍ଟର ଟଙ୍ଗାଯାଇଥିବା ରବିବାର ଦେଖିବାକୁ…

ସନରାଇଜର୍ସ ହାଇଦ୍ରାବାଦର ଲଗାତର ଚତୁର୍ଥ ବିଜୟ

ମୁମ୍ବାଇ,୧୭।୪: ଆଇପିଏଲ ୨୦୨୨ର ୨୮ ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଫଳରେ ଚଳିତ ସିଜିନରେ ହାଇଦ୍ରାବଦ ଏହା କ୍ରମାଗତ ଚତୁର୍ଥ ବିଜୟ। ପଞ୍ଜାବର ୧୫୨ ରନର ଲକ୍ଷ୍ୟକୁ ପିଛା କରି ହାଇଦ୍ରାବଦ ତିନିଟି ଉଇକେଟ ହରାଇ…

ଚେନ୍ନାଇ ବିପକ୍ଷରେ ଟସ୍‌ ଜିତିଲା ଗୁଜରାଟ

ପୁଣେ,୧୭।୪: ଆଇପିଏଲ୍‌ ୨୦୨୨ର ୨୯ତମ ମ୍ୟାଚ୍‌ରେ ଚାରିଥର ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସ ଗୁଜରାଟ ଟାଇଟାନ୍ସକୁ ଭେଟୁଛି। ଗୁଜରାଟ୍‌ ଦଳ ପ୍ରଥମେ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛି। ଗୁଜରାଟ ଦଳ ଏବେ ଭଲ ଫର୍ମରେ ଅଛି ଏବଂ ଏପର୍ଯ୍ୟନ୍ତ ପାଞ୍ଚଟି…

ଜାହାଙ୍ଗିରପୁରୀ ହିଂସାକାଣ୍ଡ: ଆଉ ୬ ଗିରଫ

ନୂଆଦିଲ୍ଲୀ,୧୭।୪: ଦିଲ୍ଲୀ ଆଉ ୬ ଜଣଙ୍କୁ ଗିରଫ ହିଂସା ମାମଲାରେ ରବିବାର ପୋଲିସ ଆଉ ୬ ଜଣଙ୍କୁ ଗିରଫ କରିଛି। ଏହାକୁ ମିଶାଇ ଏହି ଘଟଣାରେ ୨୦ ଜଣଙ୍କୁ ଗିରଫ କରାଯାଇଛି। ଏମାନଙ୍କ ମଧ୍ୟରେ ୨ ଜଣ ନାବାଳକ ଅଛନ୍ତି। ସେମାନଙ୍କଠାରୁ…

ଆସାମରେ କଂଗ୍ରେସକୁ ଝଟକା

ଗୁଆହାଟି,୧୭ ।୪: ଆସାମ କଂଗ୍ରେସର ବରିଷ୍ଠ ନେତା ରିପୁନ ବୋରା କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି । ଆସାମର ପୂର୍ବତନ ଏମପି ତଥା ରାଜ୍ୟର ପୂର୍ବତନ ଅଧ୍ୟକ୍ଷ ରିପୁନ ବୋରା ତାଙ୍କ ଇସ୍ତଫା ପତ୍ରରେ କହିଛନ୍ତି, ଭାରତୀୟ ଜନତା ପାର୍ଟି(ଭାଜପା) ବିରୋଧରେ…

‘କରୋନାରେ ୫ ଲକ୍ଷ ନୁହେଁ, ୪୦ ଲକ୍ଷ ଲୋକଙ୍କ ପ୍ରାଣ ଯାଇଛି’

ନୂଆଦିଲ୍ଲୀ,୧୭।୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦେଶରେ କରୋନା କାରଣରୁ ମୃତ୍ୟୁର ସରକାରୀ ଆକଳନକୁ ମିଥ୍ୟା ବୋଲି କହିଛନ୍ତି। ସରକାରଙ୍କ ଅବହେଳା ଯୋଗୁ କରୋନା ମହାମାରୀ ସମୟରେ ୪୦ ଲକ୍ଷ ଭାରତୀୟଙ୍କର ମୃତ୍ୟୁ ହୋଇଥିବା ସେ ଦାବି କରିଛନ୍ତି। ରାହୁଲ ଗାନ୍ଧି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri