Home Left

ଏନ୍‌ଏଚ୍‌ କଡ଼ରେ ଚୋରା ଲୁହାପଥର ବ୍ୟବସାୟ

ଚଣ୍ଡିଖୋଲ,୧୭।୪(ଡି.ଏନ.ଏ.): ପାରାଦୀପ ବନ୍ଦରକୁ ଯାଉଥିବା ଲୁହାପଥର ଗୁଡ଼ିକ ରାସ୍ତାରେ ବିକ୍ରି ହୋଇଯାଉଛି। କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲାର ବିଭିନ୍ନ ଲୁହାପଥର ଖଣିରୁ ପରିବହନ କରୁଥିବା ଟ୍ରକ୍‌ଗୁଡ଼ିକ ବନ୍ଦରରେ ପହଞ୍ଚତ୍ବାର ନିୟମ ରହିଛି। ହେଲେ ଅନେକ ଟ୍ରକ୍‌ ବନ୍ଦରରେ ନ ପହଞ୍ଚତ୍ ମଧ୍ୟ…

ଭାରତୀୟ ବଂଶୋଦ୍ଭବ ରଚନା ହେଲେ ଆମେରିକା ରାଷ୍ଟ୍ରଦୂତ

ଓ୍ବାଶିଂଟନ୍‌, ୧୭ା୪: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଭାରତୀୟ ବଂଶୋଦ୍ଭବ ରଚନା ସଚସେବ କୋରହୋନେନ୍‌ଙ୍କୁ ମାଲି ପାଇଁ ରାଷ୍ଟ୍ରଦୂତ ନିଯୁକ୍ତ କରିଛନ୍ତି। ଏ ନେଇ ହ୍ବାଇଟ୍‌ହାଉସ ପକ୍ଷରୁ ଘୋଷଣା କରାଯାଇଛି। ମାସକରେ କୌଣସି ଭାରତୀୟ ବଂଶୋଦ୍ଭବଙ୍କୁ ଏଭଳି ନିଯୁକ୍ତି ମିଳିବାରେ ଏହା…

ବନ୍ୟା, ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ରୁହ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ସ୍ବାଭାବିକ ହେବ ବୋଲି ଭାରତର ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଛି। ଆସନ୍ତା ମୌସୁମୀ ସମୟରେ ବାତ୍ୟା ଓ ବନ୍ୟାକୁ ଦୃଷ୍ଟିରେ ରଖି ପ୍ରସ୍ତୁତି ଆରମ୍ଭ କରିବାକୁ ଜଳ ସମ୍ପଦ ବିଭାଗ ପକ୍ଷରୁ ଶନିବାର…

୪୦ ଡିଗ୍ରୀ ଉପରେ ୧୫ ସହର

ଭୁବନେଶ୍ୱର,୧୭।୪(ବ୍ୟୁରୋ): ରାଜ୍ୟରେ ତାତିର ପ୍ରକୋପ ବଢ଼ୁଛି। ଗରମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି। ଶନିବାର ରାଜ୍ୟର ୧୫ ସହରରେ ସର୍ବୋଚ୍ଚ ତାପମାତ୍ର ୪୦ ଡିଗ୍ରୀ ସେଲସିୟସ୍‌ ଅତିକ୍ରମ କରିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟର ସୂଚନାନୁଯାୟୀ ସୋନପୁରରେ ତାପମାତ୍ରା…

ପରିବାର ଅଦାଲତରେ ସାକ୍ଷ୍ୟ ଦେଲେ ଅନୁଭବ

କଟକ ଅଫିସ,୧୭।୪: ବର୍ଷା-ଅନୁଭବ ବିବାହ ବିଚ୍ଛେଦ ମାମଲାରେ କଟକ ପରିବାର ଅଦାଲତରେ ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ସାକ୍ଷ୍ୟ ଗ୍ରହଣ ହୋଇଛି। ଅନୁଭବଙ୍କୁ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଓକିଲ ଜେରା କରିଛନ୍ତି। ପରିବାର ଅଦାଲତରେ ଅନୁଭବ ହାଜର ହୋଇ ସାକ୍ଷ୍ୟ…

ଭାରତ ଆସିବେ ବୋରିସ ଜନସନ

ନୂଆଦିଲ୍ଲୀ,୧୭ ।୪: କରୋନା ମହାମାରୀ କାରଣରୁ ଭାରତ ଗସ୍ତ ବାତିଲ କରିଥିବା ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଦୁଇ ଦିନିଆ ଭାରତ ଗସ୍ତରେ ଏପ୍ରିଲ ୨୧ରେ ଆସୁଛନ୍ତି । ଗତ ବର୍ଷ ଜାନୁୟାରୀରେ ସାଧାରଣତନ୍ତ୍ର ଦିବସ ଓ ପୁଣିଥରେ ଏପ୍ରିଲରେ ଜନସନଙ୍କ…

ଗଣବଳାତ୍କାର: ମୁଖ୍ୟ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ

ଯାଜପୁର ରୋଡ୍‌,୧୭।୪(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ଥାନା ଅନ୍ତର୍ଗତ ପାଟପୁର ଅଞ୍ଚଳର ଜଣେ ଯୁବତୀଙ୍କୁ ଗଣବଳାତ୍କାର ମାମଲାରେ ଯାଜପୁରରୋଡ୍‌ ଅତିରିକ୍ତ ଜିଲା ଦୌରାଜଜ୍‌ ମାନସ କୁମାର ପଣ୍ଡା ଶନିବାର ମୁଖ୍ୟ ଅଭିଯୁକ୍ତ ସବ୍ୟସାଚୀ ବେହେରାଙ୍କୁ ୨୦ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ…

ଯୋଡ଼ା ଗୋଷ୍ଠୀ ସଂଘର୍ଷ ଘଟଣାରେ ୧୧ ଗିରଫ

ଯୋଡ଼ା, ୧୭।୪(ଡି.ଏନ.ଏ.):  କେନ୍ଦୁଝର ଜିଲା ଯୋଡ଼ା ସହରରେ ରାମ ନବମୀରେ ଝଣ୍ଡା ସ୍ଥାପନକୁ ନେଇ ହୋଇଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ପୋଲିସ ଉଭୟ ଗୋଷ୍ଠୀର ୧୧ଜଣଙ୍କୁ ଗିରଫ କରିଛି। ଏନେଇ ପୋଲିସ ଏକ ମାମଲା (ନଂ.୬୫/୨୨) ରୁଜୁ କରି ଯୋଡ଼ା କଣ୍ଟ୍ରାକ୍ଟର…

କରୋନା ମୃତ୍ୟୁ ସଂଖ୍ୟାକୁ ନେଇ ଅନୁମାନ ଲଗାଉଥିବା ଡବ୍ଲୁଏଚଓର କାର୍ଯ୍ୟପ୍ରଣାଳୀ ପ୍ରତି ପ୍ରଶ୍ନ ଉଠାଇଲା ଭାରତ

ନୂଆଦିଲ୍ଲୀ,୧୭ ।୪: ଦେଶରେ କୋଭିଡ-୧୯ ମୃତ୍ୟୁ ଆକଳନକୁ ନେଇ ଅନୁମାନ ଲଗାଉଥିବା ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁ,ଚଓ)ର କାର୍ଯ୍ୟପ୍ରଣାଳୀ ଉପରେ ଭାରତ ପ୍ରଶ୍ନ ଉଠାଇଛି । ଶନିବାର ଭାରତ କହିଛି ଏଭଳି ଗାଣିତିକ ମଡେଲର ବ୍ୟବହାର ଏତେବଡ ଭୌଗୋଳିକ ଆକାର ଓ ଜନସଂଖ୍ୟା…

ଆଜି ରାଜ୍ୟରୁ ଆଉ ୧୯ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୧୬ା୪(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୬୪୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ମୁଣ୍ଡରା ବ୍ରିଜ୍‌ରେ ଫାଟ, ଖସୁଛି ବଡ଼ ବଡ଼ ସିମେଣ୍ଟ ଖଣ୍ଡ

କୋକସରା,୧୬ା୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଦେଇ ଯାଇଥିବା ୨୬ ନମ୍ବର ଜାତୀୟ ରାଜପଥ ଭବାନୀପାଟଣାରୁ ଜୟପୁରକୁ ସଂଯୋଗ କରୁଥିବା ରାସ୍ତାର କୋକସରା ବ୍ଲକ ରେଙ୍ଗାଳପାଲି ଛକ ନିକଟରେ ଥିବା ମୁଣ୍ଡରା ନଦୀ ବ୍ରିଜ୍‌ରେ ଫାଟ ସୃଷ୍ଟି ହୋଇଛି। ବ୍ରିଜ୍‌ର ଜଏଣ୍ଟରେ ଅନେକ ମାସ…

ନୂଆ ଶିକ୍ଷାବର୍ଷରେ ଶତପ୍ରତିଶତ ସିଲାବସ ପଢ଼ାଯିବ: ମନ୍ତ୍ରୀ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ନୂଆ ଶିକ୍ଷା ବର୍ଷ ମେ’ ପହିଲାରୁ ଆରମ୍ଭ ହେବ । ଏଥିରେ ଶତ ପ୍ରତିଶତ କୋର୍ସ ପାଠପଢା ହେବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଏବେ କରୋନା ମହାମାରୀର ପ୍ରଭାବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri