Home Left

ମହୁଲ ଚୋରାଚାଲାଣ: ଗାଡ଼ି ଜବତ, ଜଣେ ଗିରଫ

ବାଲିଗୁଡ଼ା,୧୬ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଅବକାରୀ ବିଭାଗ ପାଟ୍ରୋଲିଂ କରୁଥିବା ସମୟରେ ୫୨ ବସ୍ତା ମହୁଲ ଜବତ ହୋଇଛି। ଏହି ମହୁଲ ଚୋରାଚାଲାଣ ହେଉଥିବା କୌଣସି ସୂତ୍ରରୁ ଖବର ପାଇ ବୁଡାଗୁଡ଼ାରୁ ବାଲିଗୁଡ଼ାକୁ ଆସୁଥିବା ମହୁଲ ବୋଝେଇ ୪୦୭ ଗାଡ଼ି ନଂ.ଓଆର-୧୨-୨୫୮୬କୁ…

ବକ୍ସ ଅଫିସରେ କେଜିଏଫ୍‌ର ସୁନାମୀ

ବମ୍ବେ: ବକ୍ସ ଅଫିସରେ କେଜିଏଫ୍‌ର ସୁନାମୀ। ରିଲିଜ ହେବାର ଦୁଇଦିନ ନପୂରୁଣୁ ଫିଲ୍ମଟି ୧୦୦ କୋଟି ବ୍ୟବସାୟ କରିଛି। ବଡ଼ ବଡ଼ ଦକ୍ଷିଣ ଭାରତୀୟ ସିନେମାଠାରୁ ଆରମ୍ଭ କରି ବଲିଉଡ୍‌ ଚଳଚ୍ଚିତ୍ରକୁ ଏହା ପଛରେ ପକାଇଛି। ରିଲିଜର ପ୍ରଥମ ଦିନରେ କେଜିଏଫ୍‌…

ରଜନୀକାନ୍ତଙ୍କଠାରୁ ବି ଅଧିକ ପାଉଣା ନିଅନ୍ତି ଏହି ଅଭିନେତା

ହାଇଦ୍ରାବାଦ: ଜୋସେଫ ବିଜୟ ଚନ୍ଦ୍ରଶେଖର ଥାଲାପତି ବିଜୟ ନାମରେ ପ୍ରଶଂସକଙ୍କ ଗହଣରେ ପରିଚିତ। ଦୁଇ ଦଶକରୁ ଅଧିକ ସମୟ ଧରି ସେ ତାମିଲ ଫିଲ୍ମଜଗତ ସହ ଜଡ଼ିତ। ନିଜ କ୍ୟାରିୟରରେ ସେ ୬୫ ଫିଲ୍ମ କରି ସାରିଲେଣି। ସେଥିରୁ ପ୍ରାୟତଃ ସବୁ…

ଭବିଷ୍ୟତରେ ଭାରତର ଅଧିନାୟକ ହୋଇପାରନ୍ତି ହାର୍ଦ୍ଦିକ: ମନୋଜ ତିଓ୍ବାରୀ

ନୂଆଦିଲ୍ଲୀ,୧୬।୪: ଚଳିତ ଆଇପିଏଲ୍‌ରେ ଦମ୍‌ଦାର ପ୍ରଦର୍ଶନ ଜାରି ରଖିଛି ନୂଆ ଟିମ୍‌ ଗୁଜରାଟ ଟାଇଟନ୍ସ। ଡେବ୍ୟୁ ସିଜନରେ ଦଳ ୫ଟି ମୁକାବିଲା ଖେଳିଥିବା ବେଳେ ସେଥିରୁ ୪ଟି ଜିତିଛି। ଏଥିଯୋଗୁ ଦଳ ଅଙ୍କ ତାଲିକାରେ ପ୍ରଥମ ସ୍ଥାନରେ ରହିଛି। ତେବେ ଗୁଜରାଟର…

ଚିଲିକା ଭିତରେ ଫସି ରହିଲେ ୨୦୦ରୁ ଅଧିକ ଯାତ୍ରୀ

କୃଷ୍ଣପ୍ରସାଦ,୧୬ା୪(ଡି.ଏନ୍‌.ଏ.): ଚିଲିକାରେ ୪୦ରୁ ୫୦ ମିନିଟ୍‌ ଧରି ଫସି ରହିଥିଲେ ୨୦୦ରୁ ଅଧିକ ଯାତ୍ରୀ। ପ୍ରଶାସନ ହସ୍ତକ୍ଷେପ କରିବା ପରେ ଡଙ୍ଗା କୂଳରେ ଲାଗିବାକୁ ଅନୁମତି ମିଳିଛି। ବର୍ତ୍ତମାନ ସ୍ଥିତି ସ୍ବାଭାବିକ ହୋଇଥିବା ଜଣାପଡ଼ିଛି। ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଦେଉଳପଡ଼ାରେ…

ଏହି ଅଭିନେତ୍ରୀଙ୍କୁ ବ୍ରେଷ୍ଟ୍‌ କ୍ୟାନସର

ମୁମ୍ବାଇ: ଅନେକ ଟିଭି ସିରିୟଲରେ ଅଭିନୟର ଯାଦୁ ଦେଖାଇଥିବା ଅଭିନେତ୍ରୀ ଛବି ମିତ୍ତଲ ଏବେ କ୍ୟାନସର ସହ ଲଢୁଛନ୍ତି। ତାଙ୍କୁ ବ୍ରେଷ୍ଟ୍‌ କ୍ୟାନସର ହୋଇଛି। ଏନେଇ ସେ ତାଙ୍କର ସୋସିଆଲ ମିଡିଆ ପୋଷ୍ଟରେ ପ୍ରକାଶ କରିଛନ୍ତି। ଛବି ତାଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ…

ବ୍ୟକ୍ତିଙ୍କ ମଳଦ୍ୱାରରେ ଫସିଥିଲା ୨ କିଲୋ ଓଜନର ଡମ୍ବଲ, ଡାକ୍ତର ଦେଖି କାବା

ଦୁନିଆରେ ପ୍ରାୟତଃ ବିଚିତ୍ର ଘଟଣା ଘଟେ। ସେଥିରୁ କିଛି ଉପରେ ବିଶ୍ୱାସ କରିବା କଷ୍ଟକର ହୋଇଥାଏ। ବ୍ରାଜିଲରୁ ସେହିଭଳି ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି, ଯାହା ଅନେକଙ୍କୁ ଚକିତ କରିଛି। କାରଣ ଏଠାରେ ଜଣେ ବ୍ୟକ୍ତିଙ୍କ ପ୍ରାଇଭେଟ୍‌ ପାର୍ଟରେ ଜିମ୍‌ରେ…

ଆକାଶରେ ବିରଳ ଦୃଶ୍ୟ, ଅନୁମାନ କରି କୁହନ୍ତୁ ଏହା କ’ଣ

ମଣିଷ କଦାପି ପ୍ରାକୃତିକ ସୌନ୍ଦର୍ଯ୍ୟକୁ ହରାଇ ପାରିବ ନାହିଁ। ଯେତେ ବୁଦ୍ଧିମାନ ହେଲେ ମଧ୍ୟ ପ୍ରକୃତି ଆଗରେ ହାର ମାନିବ। ଏହି ଯେମିତି ପକ୍ଷୀମାନଙ୍କର କିଚିରିମିଚିରି ଶବ୍ଦ, ନଦୀ ଝରଣାର କୂଳୁକୂଳୁ ଶବ୍ଦ କାନକୁ ବେଶ୍‌ ଶାନ୍ତି ଦେଇଥାଏ। ପ୍ରାକୃତିକ ସୌନ୍ଦର୍ଯ୍ୟ…

ନନ୍ଦନକାନନରେ ସିଂହୀ ଶ୍ୟାମାର ମୃତ୍ୟୁ

ବାରଙ୍ଗ,୧୬।୪(ଡି.ଏନ୍‌.ଏ.): ନନ୍ଦନକାନନରେ ମାଈ ସିଂହୀ ଶ୍ୟାମାର ଶନିବାର ମୃତ୍ୟୁ ଘଟିଛି। ତାହାର ମୃତ୍ୟୁ ପରେ ସିଂହଙ୍କ ସଂଖ୍ୟା ୧୬କୁ ହ୍ରାସ ପାଇଛି । ଗତ ୩ ବର୍ଷ ହେଲା ସିଂହୀ ଶ୍ୟାମା ଅସୁସ୍ଥ ଥିଲା । ତାର କାନ ପାଖରେ ଏକ…

ଲେମ୍ବୁର ସ୍ଥାନ ନେଲା ରସୁଣ

ଦେଶରେ ଲେମ୍ବୁର ଦାମ ଲଗାତର ଭାବେ ବୃଦ୍ଧି ପାଉଛି। ଅନେକ ସ୍ଥାନରେ କିଲୋ ପିଛା ଲେମ୍ବୁ ୪୦୦ରୁ ଅଧିକ ଟଙ୍କାରେ ବିକ୍ରି ହେଉଛି। ବଜାରରେ ଗୋଟିଏ ଲେମ୍ବୁ ୧୦ରୁ ୨୦ ଟଙ୍କାରେ ମିଳୁଛି। ଗ୍ରୀଷ୍ମଦିନେ ଚାହିଦା ରହିଥିବା ବେଳେ ହଠାତ୍‌ ଲେମ୍ବୁର…

ଅନ୍‌ଲାଇନ୍‌ରେ ବିବାହ ଡ୍ରେସ୍‌ ଅର୍ଡର କରିଥିଲେ ଯୁବତୀ, ପ୍ୟାକେଟ୍‌ ଦେଖି ପାଦତଳୁ ଖସିଗଲା ମାଟି

ଆଜିର ସମୟରେ ଲୋକମାନେ ଅନ୍‌ଲାଇନ୍‌ ଶପିଂକୁ ଅଧିକ ପସନ୍ଦ କରୁଛନ୍ତି। ଏମିତିରେ କରୋନା ଯୋଗୁ ଲୋକମାନେ ଭିଡ଼ରେ ଶପିଂ କରିବା ପରିବର୍ତ୍ତେ ଘରେ ବସି ଶପିଂ କରିବାକୁ ପସନ୍ଦ କରୁଛନ୍ତି। ଅଧିକାଂଶ କ୍ଷେତ୍ରରେ ଲୋକମାନେ ଆଶା କରୁଥିବା ସାମଗ୍ରୀଠାରୁ ବେଶ୍‌ ଭଲ…

ଲିଙ୍ଗିପୁର ଏଟିଏମ୍‌ରୁ ଲୁଟ ଘଟଣା: ୨ ବାଲାଂଦେଶୀ ଗିରଫ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଭୁବନେଶ୍ବର ଲିଙ୍ଗିପୁର ଏଟିଏମ୍‌ ଲୁଟ ଘଟଣାରେ ବାଲାଂଦେଶୀ ଲିଙ୍କ୍‌ ସାମ୍ନାକୁ ଆସିଛି। କମିଶନରେଟ ପୋଲିସର ସ୍ପୋଶଲ ସ୍କ୍ବାଡ୍‌ ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ବାଲାଂଦେଶର ଖୋକନ ମୂଲା ଏବଂ ମିରାଜୁନ ମେହବାନ ମୂଲା। ଓଡ଼ିଶା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri