Home Left

ଖୁସି ଖବର: ଭାରତ ଉପରୁ ଟାରିଫ୍‌ ହଟାଇବେ ଟ୍ରମ୍ପ! ମିଳିଲା ସିଗ୍‌ନାଲ୍‌

ଓ୍ବାଶିଂଟନ୍‌,୧୪।୧: ଆମେରିକାର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ରୁବିଓଙ୍କ ସହ ଫୋନରେ କଥା ହୋଇଛନ୍ତି। ଏକ ଇମେଲ ପୋଷ୍ଟରେ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କହିଛନ୍ତି, ଦୁଇ ନେତା ପରମାଣୁ ସହଯୋଗ, ପ୍ରତିରକ୍ଷା, ଶକ୍ତି ଏବଂ ବାଣିଜ୍ୟ ବିଷୟରେ ଆଲୋଚନା କରିଥିଲେ।…

ପ୍ରସ୍ତାବିତ ଗ୍ୟାସ୍‌ ପାଇପ୍‌ ଲାଇନକୁ ବିରୋଧ

ନୂଆପଡ଼ା, ୧୪।୧ (ମକାରୁ ବେମାଲ): ଛତିଶଗଡ଼ର ରାୟପୁରରୁ ବିଶାଖାପାଟଣା ପର୍ଯ୍ୟନ୍ତ ଏଚ୍‌ପିସିଏଲ୍‌ ଗ୍ୟାସ୍‌ ପାଇପ୍‌ ଲାଇନ ପ୍ରକଳ୍ପକୁ ନୂଆପଡ଼ା ବ୍ଲକରେ ବିରୋଧ କରାଯାଇଛି। ମଙ୍ଗଳବାର ନୂଆପଡା ମହକୁମା ସାହୁ ସମାଜ ଭବନଠାରେ ସଦର ବ୍ଲକର କ୍ଷତିଗ୍ରସ୍ତ ହେବାକୁ ଥିବା ଚାଷମାନେ ଏକଜୁଟ…

ବର୍ଦ୍ଧିତ ଆୟ ଓ ଅଭାବୀ ଜୀବନ

ଅଦ୍ଭୁତ ଏ ଦୁନିଆ I ଅଦ୍ଭୁତ ଆମ ବ୍ୟବହାର ଓ ମାନସିକତା। ଛୋଟ ବେଳେ ଦେଖିଛୁ, ଆମ ପିତାମାତା କିପରି ସେମାନଙ୍କର ଅର୍ଥ ପରିଚାଳନା କରୁଥିଲେ I ଘର ଖର୍ଚ୍ଚ, ପିଲାଙ୍କ ପାଠପଢ଼ା, ବିବାହ, ବ୍ରତ ପରି ସାମାଜିକ କର୍ମ, ସ୍ବାସ୍ଥ୍ୟସେବା…

ତଦନ୍ତ କମିଶନର ପରିଣାମ

ଅନେକ ସମୟରେ ତଦନ୍ତ କମିଶନ ନିଯୁକ୍ତ କରାଯାଇଥାଏ ଅଧିକୃତ ସଂସ୍ଥା ଦ୍ୱାରା। ଏହି ଯାଞ୍ଚ ଆୟୋଗ ବିଶେଷ ଉଦ୍ଦେଶ୍ୟ ନେଇ ଗଠିତ ହୋଇଥାଏ। ଯାନବାହନରେ ଦୁର୍ଘଟଣା, ଦୁର୍ନୀତି, ମାନବ ଅଧିକାର ଉଲ୍ଲଂଘନ, ଅର୍ଥନୈତିକ ଅପରାଧ, ଆଇନ ଶୃଙ୍ଖଳା ରକ୍ଷକଙ୍କ ମାତ୍ରାଧିକ ବଳ…

ଛୁଆକୁ ଧରି ଚୁଲି ପାଖରେ ବସିଥିଲେ ମା’, ଅସାବଧାନତା ଯୋଗୁ ଚୁଲିରେ ପଡି ୨ ମାସର ଶିଶୁ ଗୁରୁତର

ଜଳେଶ୍ୱର,୧୪।୧ (ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଚାଲନ୍ତି ଗ୍ରାମରେ ନିଆଁରେ ପଡି ଦୁଇ ମାସର ଶିଶୁ ଗୁରୁତର। ସୂଚନା ଅନୁସାରେ ପ୍ରବଳ ଶୀତ ଦାଉରୁ ରକ୍ଷା ପାଇବା ପାଇଁ ଜଳେଶ୍ୱର ଥାନା ମହମ୍ମଦ ନଗର ପାଟଣା ପଞ୍ଚାୟତ ଚାଲନ୍ତି…

ଘରେ କେହି ନଥିବାର ସୁଯୋଗ ନେଇ ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କଲେ ଯୁବକ, ଝିଅର ଚିତ୍କାର ଶୁଣି ପହଞ୍ଚିଗଲେ…

ପାରଳାଖେମୁଣ୍ଡି,୧୪ା୧(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ସହରରେ ଜଣେ ୧୦ ବର୍ଷର ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗରେ ଅଭିଯୁକ୍ତ ପାଇଲୁ ରବି (୩୫) ଗିରଫ ହୋଇଛନ୍ତି। ସହରର ଏକ ସାହିରେ ରହୁଥିବା ନାବାଳିକାଙ୍କ ପରିବାର ଲୋକେ ସୋମବାର କାମକୁ ଯାଇଥିଲେ। ନାବାଳିକା ଜଣକ ଏକୁଟିଆ…

ରାଷ୍ଟ୍ରପତିଙ୍କ ସଚିବାଳୟ ହସ୍ତକ୍ଷେପ ପରେ ହଟିଲା ବାସନ୍ଦ

ଗଞ୍ଜାମ,୧୪ା୧(ଅନାଥ ତରାଇ): ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ଝରାପଦର ଗ୍ରାମରେ ଏକ ଦୀର୍ଘଦିନର ସାମାଜିକ ବାସନ୍ଦ ଘଟଣାର ସମାଧାନ ହୋଇଛି। ଏଚ୍‌.ସାବିତ୍ରୀ ରେଡ୍ଡୀ ଓ ତାଙ୍କ ଭାଇ ଏନ୍‌. ଅସନ୍ତା ରେଡ୍ଡୀଙ୍କ ପରିବାରକୁ ଗତ ୬ ମାସ ଧରି ଗ୍ରାମ କମିଟି ଦ୍ୱାରା…

ସମସ୍ତଙ୍କ ମିଳିତ ଉଦ୍ୟମରେ ଶିକ୍ଷାର ହେବ ବିକାଶ: ଶୃଙ୍ଖଳାକୁ ଗୁରୁତ୍ୱ ଦେବାକୁ ପରାମର୍ଶ

ଦାରିଙ୍ଗବାଡି, ୧୪।୧ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ରହିଥିବା ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବାର୍ଷିକ ଉତ୍ସବ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଜୟ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।…

ଧାନମଣ୍ଡି ଅବ୍ୟବସ୍ଥା: ନବରଙ୍ଗପୁରରେ ୧୨ ଘଣ୍ଟିଆ ବନ୍ଦ

ନବରଙ୍ଗପୁର,୧୪ା୧(ସଦାଶିବ ପ୍ରହରାଜ): ମଣ୍ଡିରେ ଧାନ କ୍ରୟ ଆରମ୍ଭରୁ ଅବ୍ୟବସ୍ଥା। ଚାଷୀଙ୍କୁ ଟୋକନ ପ୍ରଦାନରେ ଅହେତୁକ ବିଳମ୍ବ ସାଙ୍ଗକୁ କଟ୍‌ନି ଛଟ୍‌ନି ବାହାନାରେ ଶୋଷଣ। ସାମାନ୍ୟ ବିଳମ୍ବରେ ଧାନମଣ୍ଡିରେ ପହଞ୍ଚତ୍ଲେ ଫେରସ୍ତ ସହ ସାଧାରଣ ମୌଳିକ ସୁବିଧା ଯୋଗାଇଦେବାରେ ସରକାର ବିଫଳ। ସାଟେଲାଇଟ୍‌…

ଇରାନ ବିକ୍ଷୋଭ ମୃତ୍ୟୁସଂଖ୍ୟା ୨,୦୦୦

ତେହରାନ,୧୪ା୧: ଇରାନରେ ୨ ସପ୍ତାହରୁ ଊର୍ଦ୍ଧ୍ୱ ସମୟ ଧରି ସରକାର ବିରୋଧୀ ବିକ୍ଷୋଭ ଲାଗିରହିଥିବାବେଳେ ଏହାକୁ ଦମନ କରିବାକୁ ବଳ ପ୍ରୟୋଗ କରାଯାଉଛି। ବିକ୍ଷୋଭ ବେଳେ ସଂଘର୍ଷରେ ୨,୦୦୦ ଲୋକଙ୍କ ମୃତ୍ୟୁ ଘଟିଲାଣି। ମୃତକଙ୍କ ମଧ୍ୟରେ କେତେଜଣ ସୁରକ୍ଷା କର୍ମୀ ଥିବା…

ଦିନରେ ଶୁଭେ, ହେଲେ ରାତିରେ କାହିଁକି ଶୁଣାଯାଏ ନାହିଁ AeroPlaneର ଶବ୍ଦ? କାରଣ ଜାଣିଲେ…

ପ୍ଲେନ ବା ଉଡାଜାହାଜ ଦିନ ଭଳି ରାତିରେ ମଧ୍ୟ ଉଡାଣ ଭରିଥାଏ। ଦିନରେ ଏହା ଉଡିବା ସମୟରେ ପ୍ରଚଣ୍ଡ ଶବ୍ଦ ଶୁଭିଥାଏ। ହେଲେ ରାତିରେ ସେଭଳି ହୋଇ ନ ଥାଏ। ରାତିରେ ଉଡାଜାହାଜର ଶବ୍ଦ ଶୁଭାଯାଇ ନ ଥାଏ ବୋଲି କୁହାଯାଇପାରେ।…

ସହର ଉପକଣ୍ଠରେ ନକଲି ଘିଅ ପ୍ରସ୍ତୁତି, ଅତର୍କିତ ଚଢ଼ାଉ କରି ପ୍ଲାଣ୍ଟ ସିଲ କଲା…

ବରଗଡ,୧୩।୧(ପ୍ରେମାନନ୍ଦ ଖମାରୀ)- ବରଗଡ ସହର ଉପକଣ୍ଠ ବରାହଗୋଡା ଛକ ନିକଟରେ ନକଲି ଘିଅ ପ୍ରସ୍ତୁତି ଅଭିଯୋଗ ପାଇ ପୋଲିସ, ପ୍ରଶାସନ ମଙ୍ଗଳବାର ଅତର୍କିତ ଚଢାଉ କରିଛି । ଚଢାଉରେ ବରଗଡ ଉପ ଜିଲାପାଳ ପ୍ରସନ୍ନ କୁମାର ପାଣ୍ଡେ ଏବଂ ଗ୍ରାମାଞ୍ଚଳ ଥାନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri