Home Left

ଆଉ ଜଣେ କଶ୍ମୀରୀ ପଣ୍ଡିତଙ୍କୁ ହତ୍ୟା

ନୂଆଦିଲ୍ଲୀ,୧ା୬: ଜମ୍ମୁ-କଶ୍ମୀରର କୁଲ୍‌ଗାମ ଜିଲାରେ ମଙ୍ଗଳବାର ଆତଙ୍କବାଦୀମାନେ ଜଣେ ପ୍ରବାସୀ କଶ୍ମୀରୀ ପଣ୍ଡିତ ହାଇସ୍କୁଲ୍‌ ଶିକ୍ଷୟିତ୍ରୀଙ୍କୁ ଗୁଳିକରି ହତ୍ୟା କରିଛନ୍ତି। କଶ୍ମୀରରେ ମାସକ ମଧ୍ୟରେ ଏହା ସପ୍ତମ ଟାର୍ଗେଟ କିଲିଂ। ମୃତ ଶିକ୍ଷୟିତ୍ରୀ ରଜନୀ ବଳ (୩୬) ସାମ୍ବା ବାସିନ୍ଦା। ମଙ୍ଗଳବାର…

ବନ୍ଧୁକ କିଣାବିକା ରୋକିବ କାନାଡା

ଅଟାଓ୍ବା, ୧ା୬: ଆମେରିକାର ଟେକ୍ସାସ ସ୍କୁଲ ଗୁଳିକାଣ୍ଡରେ ୧୯ ଶିଶୁଙ୍କ ମୃତ୍ୟୁ ଘଟିବା ପରେ କାନାଡାରେ ବନ୍ଧୁକ କିଣାବିକା ନିୟନ୍ତ୍ରଣ ପାଇଁ ପାର୍ଲାମେଣ୍ଟରେ ପ୍ରସ୍ତାବ ଆଗତ ହୋଇଛି। କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଦେଶରେ ହ୍ୟାଣ୍ଡ୍‌ଗନ୍‌ ମାଲିକାନା ଉପରେ ରୋକ ସହ…

ଚାଷୀଙ୍କ ଆକାଉଣ୍ଟକୁ ଗଲା ୨୧ ହଜାର କୋଟି

ଶିମ୍‌ଲା, ୧ା୬: କେନ୍ଦ୍ରରେ ଏନ୍‌ଡିଏ ସରକାରକୁ ୮ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ହିମାଚଳ ପ୍ରଦେଶ ଗସ୍ତ କରି ‘ଗରିବ କଲ୍ୟାଣ ସମ୍ମେଳନ’ରେ ଯୋଗ ଦେଇଥିଲେ। ଶିମ୍‌ଲା ଐତିହାସିକ ରିଜ୍‌ ମଇଦାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୋଦି…

‘ମୋତେ ଭାରତ ପଠାଇଦିଅ’

ଇସ୍‌ଲାମାବାଦ୍‌, ୧ା୬: ‘ଭଲ ଭାବେ ବଞ୍ଚିବା ପ୍ରତିଶ୍ରୁତି ପାଇ ଦେଶ ବିଭାଜନବେଳେ ଭାରତରୁ ପାକିସ୍ତାନ ଆସିଥିଲି। କିନ୍ତୁ ନିଜ ଘର ମାଫିଆଙ୍କ କବଳରୁ ମୁକୁଳାଇବା ପାଇଁ ୩୫ ବର୍ଷ ହେଲା କୋର୍ଟ ଧାଉଁଛି। ଯଦି ଏହି ଦେଶରେ ମୋତେ ମୋର ଘର…

ପାକିସ୍ତାନ ପଠାଉଛି ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ଥିବା ଷ୍ଟିକି ବୋମା, ଦୁଇଟି ତାର ଯୋଡିଲେ ହେବ ବିସ୍ଫୋରଣ

ଜମ୍ମୁ,୧ ।୬: ପାକିସ୍ତାନ ଷ୍ଟିକି ବୋମା ଜରିଆରେ ଜମ୍ମୁ-କଶ୍ମୀରରେ ବଡ ଧରଣର ବିସ୍ଫୋରଣ ଯୋଜନାରେ ରହିଥିବା ଜଣାପଡିଛି । ଏଥିପାଇଁ ଏବେ ପାକିସ୍ତାନ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ଷ୍ଟିକି ବୋମା ପଠାଇଛି । କଠୁଆରେ ମିଳିଥିବା ଷ୍ଟିକି ବୋମା ଯାଞ୍ଚରୁ ଏହି…

୬ ପିଲାଙ୍କୁ କୂଅରେ ପିଙ୍ଗିଦେଲେ ମା’

ମୁମ୍ବାଇ, ୧ା୬: ମହାରାଷ୍ଟ୍ରର ରାଇଗଡ ଜିଲାରେ ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳା ନିଜ ୬ ପିଲାଙ୍କୁ କୂଅରେ ଫିଙ୍ଗି ହତ୍ୟା କରିଛନ୍ତି। ସେମାନଙ୍କ ବୟସ ୧୮ ମାସରୁ ୧୦ ବର୍ଷ ମଧ୍ୟରେ। ମହିଳା ଜଣକ ପିଲାଙ୍କ ସହ ନିଜେ…

ଜୁନ୍‌ ୯ ଯାଏ ଇଡି ହାଜତକୁ ଗଲେ ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧ା୬: ମନିଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଜୁନ୍‌ ୯ ପର୍ଯ୍ୟନ୍ତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ହାଜତକୁ ପଠାଇ ଦିଆଯାଇଛି। ଏହି ଦୁର୍ନୀତି ପଛରେ ରହିଥିବା ବଡ଼ ଷଡ଼ଯନ୍ତ୍ରକୁ ପଦାକୁ ଆଣିବାକୁ ହେଲେ ଜୈନଙ୍କୁ ହାଜତ ଜେରାର…

ଆଉ ୨ ଯୁଦ୍ଧ ଅପରାଧୀଙ୍କୁ ୧୧ ବର୍ଷ ଜେଲ

କିଭ୍‌, ୧ା୬: ୟୁକ୍ରେନ୍‌ରେ ଯୁଦ୍ଧ ଅପରାଧ କରିଥିବା ଆଉ ଦୁଇ ରୁଷୀୟ ସୈନ୍ୟଙ୍କୁ କିଭ୍‌ର ଏକ କୋର୍ଟ ମଙ୍ଗଳବାର ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ ଆଲେକଜାଣ୍ଡର ବବିକିନ୍‌ ଏବଂ ଆଲେକଜାଣ୍ଡର ଇଭାନୋଭ୍‌। ଅନ୍ତର୍ଜାତୀୟ ଯୁଦ୍ଧ ଆଇନର ଉଲ୍ଲଂଘନ ସହ ସେମାନେ…

‘ସେମାନେ ରୁଷୀୟଙ୍କୁ ଘୃଣା କରନ୍ତି’

ମସ୍କୋ, ୧ା୬: ରୁଷିଆରୁ ତୈଳ ଆମଦାନୀ ବ୍ୟାନ୍‌ କରିବା ନେଇ ଇୟୁର ସଦ୍ୟ ନିଷ୍ପତ୍ତି ପରେ ମସ୍କୋ ପକ୍ଷରୁ ପ୍ରତିକ୍ରିୟା ପ୍ରକାଶ ପାଇଛି। ରୁଷୀୟ ନାଗରିକଙ୍କ ପାଇଁ ଘୃଣା ମନୋଭାବ ରଖି ଏପରି କରାଯାଉଛି। ସାଧାରଣ ଲୋକେ ଏହା ଦ୍ୱାରା ପ୍ରଭାବିତ…

୯୦% ତୈଳ ଆମଦାନୀ ବନ୍ଦ କରିବ ଇୟୁ

ବ୍ରସେଲ୍ସ, ୧ା୬: ୟୁକ୍ରେନ୍‌ ଉପରେ ଆକ୍ରମଣ ରୁଷିଆ ପାଇଁ ଆହୁରି ମହଙ୍ଗା ହେବାକୁ ଯାଉଛି। ରୁଷିଆ ଏହା ପୂର୍ବରୁ ଆମେରିକା ଓ ୟୁରୋପୀୟ ସଂଘ(ଇୟୁ) ପକ୍ଷରୁ ଲଗାଯାଇଥିବା କଟକଣା ଭୋଗୁଥିବାବେଳେ ଏବେ ଏହାର ଅର୍ଥନୀତି ଆହୁରି ବିପର୍ଯ୍ୟସ୍ତ ହେବାକୁ ଯାଉଛି। ଏକ…

ବିସ୍ଥାପିତ କଶ୍ମୀର ପଣ୍ଡିତଙ୍କ ଦୋକାନକୁ ମାଗଣା ବିଜୁଳି ସଂଯୋଗ ଦେବେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୧ ।୬: ଦିଲ୍ଲୀ ସରକାର ଖୁବଶୀଘ୍ର ଦିଲ୍ଲୀରେ ରହୁଥିବା ବିସ୍ଥାପିତ କଶ୍ମୀର ପଣ୍ଡିତଙ୍କ ଦୋକାନକୁ ମାଗଣା ବିଜୁଳି ସଂଯୋଗ ଦେବାକୁ ଯାଉଛନ୍ତି । ଆଇଏନଏ ମାର୍କେଟ ସ୍ଥିତ ବିସ୍ଥାପିତ କଶ୍ମୀର ପଣ୍ଡିତଙ୍କ ଦୋକାନକୁ ଏହି ମାଗଣା ବିଜୁଳି ସଂଯୋଗ ଦିଆଯିବ ।…

ବ୍ରଜରାଜନଗର ଉପନିର୍ବାଚନ: ୭୧.୯% ମତଦାନ

ଭୁବନେଶ୍ୱର(ବ୍ୟୁରୋ)/ଝାରସୁଗୁଡ଼ା ଅଫିସ,୧ା୬: ମଙ୍ଗଳବାର ବ୍ରଜରାଜନଗର ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ଶେଷ ହୋଇଛି। ଇଲେକ୍ଟ୍ରୋନିକ୍ସ ଭୋଟିଂ ମେଶିନ (ଇଭିଏମ୍‌)ରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୧୧ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍‌ ହୋଇଯାଇଛି। ତେବେ ଅପରାହ୍ନ ୫ଟା ସୁଦ୍ଧା ମତଦାନ ୬୯ ପ୍ରତିଶତ ହୋଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri