Home Left

କ୍ରିକେଟ୍‌ରୁ ସନ୍ନ୍ୟାସ ଘୋଷଣା କଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ସିଡନୀ,୧୫।୯: ଅଷ୍ଟ୍ରେଲିଆ ମହିଳା ଦଳର ଉପ-ଅଧିନାୟକ ରାଚେଲ ହେନ୍ସ ଗୁରୁବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ୩୫ ବର୍ଷୀୟା ବାମହାତୀ ବ୍ୟାଟ୍ସମ୍ୟାନ୍‌ ହେନ୍ସ ନିଶ୍ଚିତ କରିଛନ୍ତି ଯେ, ଆଗାମୀ ମହିଳା ବିଗ ଲିଗ ତାଙ୍କର ଶେଷ ଘରୋଇ ସିଜିନ୍‌ ହେବ।…

ଅକ୍ଷୟ କୁମାରଙ୍କ ବଦାନ୍ୟତା

ଅଭିନେତା ଅକ୍ଷୟ କୁମାରଙ୍କ ହେୟାର ଷ୍ଟାଇଲିଷ୍ଟ ମିଲନ ଯାଦବ ନିକଟରେ ପ୍ରାଣ ହରାଇଛନ୍ତି। ଅକ୍ଷୟଙ୍କ ସହ ସେ ୧୫ ବର୍ଷ କାମ କରିଥିଲେ। ମିଲନଙ୍କ ଆକସ୍ମିକ ମୃତ୍ୟୁକୁ ସହଜେ ହଜମ କରିପାରୁନାହାନ୍ତି ଅକ୍ଷୟ କୁମାର। ସେ ସୋସିଆଲ ମିଡିଆରେ ଏକ ପୋଷ୍ଟ…

ବ୍ରାହ୍ମଣୀ ନଦୀଗର୍ଭରେ ଚାରାରୋପଣକୁ ବିରୋଧ

ରସୁଲପୁର,୧୫ା୯(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ଅତଲାପୁର ପଞ୍ଚାୟତର ଅତଲାପୁର ଘେରିବନ୍ଧ ପାର୍ଶ୍ୱ ଦଶଘର ସାହିଠାରୁ କ୍ଷେତ୍ରପାଳ ପର୍ଯ୍ୟନ୍ତ ବ୍ରାହ୍ମଣୀ ନଦୀ ଗର୍ଭରେ ଚାରାରୋପଣ କରାଯାଉଛି। ଫଳରେ ଏହାକୁ ଗ୍ରାମବାସୀଙ୍କ ପକ୍ଷରୁ ବିରୋଧ କରାଯାଇଛି। ନଦୀ ଗର୍ଭରେ ଚାରାରୋପଣ କରାଗଲେ ସରକାରୀ ଅର୍ଥ…

୫.୪୭ କୋଟି ଟଙ୍କାର ମଦ ଉପରେ ଚାଲିଲା ବୁଲଡୋଜର…

ହାଇଦ୍ରାବାଦ, ୧୫।୯ : ଆନ୍ଧ୍ରପ୍ରଦେଶ ପୋଲିସ ଏକ ବୁଲଡୋଜର ଚଲାଇ ତେଲେଙ୍ଗାନାରୁ ବେଆଇନ ଭାବେ ଆସିଥିବା ହୋଇଥିବା ୨.୪୩ ଲକ୍ଷ ମଦ ବୋତଲକୁ ନଷ୍ଟ କରି ଦେଇଛି। ପୋଲିସର ସୂଚନାନୁସାରେ, ଏହାର ଆନୁମାନିକ ମୂଲ୍ୟ ୫.୪୭ କୋଟି ଟଙ୍କା ହେବ। ଆନ୍ଧ୍ରପ୍ରଦେଶର…

୩୮ ସେକେଣ୍ଡରେ ୭୫ ଜିଲାର ନାଁ କହି ଦେଉଛି ଏହି କୁନି ଝିଅ

ସୋସିଆଲ ମିଡିଆ ଏମିତି ଏକ ପ୍ଲାଟଫର୍ମ,ଯେଉଁଠି ପ୍ରତିଭାର ଅଭାବ ନାହିଁ। ଏଠାରେ ବେଳେବେଳେ ଏମିତି ଭିଡିଓ ଭାଇରାଲ ହୋଇଥାଏ ଯାହା ଦେଖି ଲୋକେ ଆଶ୍ଚର୍ଯ୍ୟ ପ୍ରକାଶ କରନ୍ତି। ନିକଟରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଜଣେ କୁନି…

ପ୍ରସିଦ୍ଧ ଅମ୍ପାୟାର ଅସଦ ରୌଫଙ୍କ ପରଲୋକ

ଇସଲାମାବାଦ,୧୫।୯: ଆଇସିସିର ଏଲିଟ ପ୍ୟାନେଲର ଅଂଶ ଥିବା ପାକିସ୍ତାନୀ ଅମ୍ପାୟାର ଅସଦ ରୌଫ (୬୬)ଙ୍କ ଲାହୋରରେ ଦେହାନ୍ତ ହୋଇଛି। ହୃଦ୍‌ଘାତ ଯୋଗୁ ତାଙ୍କର ମୃତ୍ୟୁ ଘଟିଛି। ଏହି ଖବରକୁ ତାଙ୍କ ଭାଇ ତାହିର ନିଶ୍ଚିତ କରିଛନ୍ତି। ପୂର୍ବତନ ଅମ୍ପାୟାରଙ୍କ ଭାଇ କହିଛନ୍ତି…

ଶିଶୁଭବନ କଟକ: ୮୦୦ ରୋଗୀଙ୍କ ଲାଗି ୨୧ ଆଇସିୟୁ

କଟକ ଅଫିସ, ୧୫ା୯: କଟକ ଶିଶୁଭବନରେ ଦିନକୁ ଦିନ ଶିଶୁ ରୋଗୀ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟ ସମେତ ରାଜ୍ୟ ବାହାରୁ ମଧ୍ୟ ଲୋକମାନେ ସେମାନଙ୍କ ପିଲାଙ୍କୁ ଉତ୍ତମ ଚିକିତ୍ସା ପାଇଁ ଏଠାକୁ ଆଣୁଛନ୍ତି। ତେବେ ଏହି ଚିକିତ୍ସାଳୟରେ ୨୦୦…

ରିଫ୍ରେଶର କୋର୍ସ ଭାରୋତ୍ତୋଳନ ବିକାଶରେ ସହାୟକ ହେବ: ସାନ୍ଧୁ

ଭୁବନେଶ୍ୱର, ୧୫।୯ (କ୍ରୀଡ଼ା ପ୍ରତିନିଧି): ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ଏବଂ ଭାରତୀୟ ଭାରୋତ୍ତୋଳନ ଫେଡେରେଶନ (ଆଇଡବ୍ଲ୍ୟୁଏଲ୍‌ଏଫ୍‌)ର ମିଳିତ ଉଦ୍ୟମରେ କଳିଙ୍ଗ ଷ୍ଟାଡିୟମରେ ଏକ ୩ ଦିନିଆ ଟେକ୍ନିକାଲ ଅଫିସିଆଲ ରିଫ୍ରେଶର କୋର୍ସ (ନ୍ୟାଶନାଲ କାଟେଗୋରି-୨ ଓ କାଟେଗୋରି-୧)…

ଭିନେଶଙ୍କୁ ବ୍ରୋଞ୍ଜ

ବେଲଗ୍ରେଡ୍‌,୧୫ା୯(ପି.ଟି.) : ବିଶ୍ୱ କୁସ୍ତି ଚାମ୍ପିୟନଶିପରେ ୫୩ କିଗ୍ରା ଓଜନ ବର୍ଗରେ ବ୍ରୋଞ୍ଜ ପଦକ ଜିତିଛନ୍ତି ଭିନେଶ ଫୋଗତ। ଏହା ସହିତ ପ୍ରଥମ ଭାରତୀୟ ମହିଳା ରେସଲର ଭାବରେ ଦୁଇଟି ବିଶ୍ୱ ଚାମ୍ପିୟନଶିପ ପଦକ ଜିତି ସେ ଇତିହାସ ସୃଷ୍ଟି କରିଛନ୍ତି।…

ଲଖିମପୁର ଘଟଣାକୁ ନେଇ ରାଜନୀତି ସରଗରମ, ଅଖିଳେଶଙ୍କ ପରେ ପ୍ରିୟଙ୍କା ଗାନ୍ଧୀ, ସଞ୍ଜୟ ସିଂ ଉଠାଇଲେ ପ୍ରଶ୍ନ

ଲକ୍ଷ୍ନୌ,୧୫ ।୯: ଉତ୍ତର ପ୍ରଦେଶର ଲଖିମପୁରରେ ଦୁଇ ଭଉଣୀଙ୍କ ମୃତଦେହ ଗଛରେ ଝୁଲୁଥିବା ଅବସ୍ଥାରେ ବୁଧବାର ଉଦ୍ଧାର କରାଯାଇଛି । ଏହି ମାମଲା ଲଖିମପୁର ଖେରିର ନିଘାସନ କୋତୱାଲିର ବୋଲି ଜଣାପଡିଛି । ଏହି ମାମଲାରେ ଏଡିଜି ଆଇନ ବ୍ୟବସ୍ଥା ପ୍ରଶାନ୍ତ…

ଇଂଲଣ୍ଡକୁ ହରାଇଲା ଭାରତ

ଡର୍ବି,୧୫ା୯(ପି.ଟି.): ଓପନର ସ୍ମୃତି ମନ୍ଧାନାଙ୍କ ଅପରାଜିତ ଅର୍ଦ୍ଧଶତକ ବଳରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟି୨୦ ଅନ୍ତର୍ଜାତୀୟ ମୁକାବିଲାରେ ବିଜୟୀ ହୋଇଛି ଭାରତ। ୩ ମ୍ୟାଚ ବିଶିଷ୍ଟ ସିରିଜ ବର୍ତ୍ତମାନ ୧-୧ରେ ରହିଥିବା ବେଳେ ଗୁରୁବାର ଅନ୍ତିମ ମ୍ୟାଚ ଖେଳାଯିବ। ପ୍ରଥମେ ବ୍ୟାଟିଂ…

୩ ଦଶନ୍ଧି ପୂର୍ବରୁ ତିଆରି ହୋଇଥିଲା ମହାରାଣୀଙ୍କ କଫିନ୍‌

ଲଣ୍ଡନ: ଶେଷ ନିଃଶ୍ୱାସ ତ୍ୟାଗ କରିବା ପୂର୍ବରୁ ବ୍ରିଟେନ୍‌ ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ପାଇଁ ମୃତ୍ୟୁର କଫିନ୍‌ ତିଆରି ହୋଇ ରହିଥିଲା। ରାଜପରିବାରର ପରମ୍ପରା ଅନୁସାରେ ପାଖାପାଖି ୩୨ ବର୍ଷ ପୂର୍ବରୁ ଓକ୍‌ ଗଛର ଶକ୍ତ କାଠରୁ ମହାରାଣୀଙ୍କ ପାଇଁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?