ତାତିରୁ ମିଳୁନି ତ୍ରାହି: ଅସହ୍ୟ ଗୁଳୁଗୁଳି
ଭୁବନେଶ୍ୱର, ୩୧।୫(ବ୍ୟୁରୋ): ତାତିରୁ ମିଳୁନି ତ୍ରାହି। ରାଜ୍ୟର ବିଭିନ୍ନଜିଲାରେ ଲଗାତାର ତାତି ବଢିଚାଲିଛି । ସୋମବାର ୧୧ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଥିଲା । ଏଭଳି ସ୍ଥିତି ଆସନ୍ତା ଦିନେ ଦୁଇଦିନ ଲାଗି ରହିବ ବୋଲି ପାଣିପାଗ…
୧୧ଟା ସୁଦ୍ଧା ୩୨% ମତଦାନ
ଝାରସୁଗୁଡ଼ା ଅଫିସ,୩୧।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ଚାଲିଛି। ପୂର୍ବାହ୍ନ ୧୧ଟା ସୁଦ୍ଧା ୩୨ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇ ସଂଧ୍ୟା ୬ଟା ଯାଏ ଚାଲିବ। ୧୧ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା…
ଜୁନ ୨ରେ ଭାଜପା ହାତ ଧରିବେ ହାର୍ଦ୍ଦିକ, ନିକଟରେ କଂଗ୍ରେସରୁ ଦେଇଥିଲେ ଇସ୍ତଫା
ଅହମଦାବାଦ,୩୧ ।୫: ଗୁଜରାଟର ପାଟିଦାର ସମ୍ପ୍ରଦାୟରୁ ଆସିଥିବା ହାର୍ଦ୍ଦିକ ପଟେଲ ଖୁବଶୀଘ୍ର ଭାରତୀୟ ଜନତା ପାର୍ଟି(ଭଜପା)ରେ ଯୋଗ ଦେବାକୁ ଯାଉଛନ୍ତି । ସେ ଜୁନ ୨ରେ ଭାଜପାରେ ସାମିଲ ହେବେ ବୋଲି ସୂଚନା ମିଳିଛି । ନିକଟରେ ସେ କଂଗ୍ରେସରୁ ଇସ୍ତଫା…
ମଣ୍ଡିରୁ ଉଠୁନି ଧାନ: ଜିଲାପାଳଙ୍କ ଅଫିସରେ ଗର୍ଜିଲେ ଚାଷୀ
ବରଗଡ଼ ଅଫିସ,୩୧।୫: ବରଗଡ଼ ଜିଲାରେ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟାରେ ଅବ୍ୟବସ୍ଥା ଲାଗି ରହିଛି। ବିକ୍ରି ପାଇଁ ଚାଷୀମାନେ ଟୋକନ୍ ସହିତ ଧାନ ଆଣୁଥିଲେ ସୁଦ୍ଧା ତାହା ଉଠୁ ନ ଥିବା ଅଭିଯୋଗ ହୋଇଛି। ଅନ୍ୟପଟେ ମିଲର୍ସମାନେ ଧାନର ବିନା ଗୁଣମାନ…
ଶିକ୍ଷୟିତ୍ରୀଙ୍କୁ ହତ୍ୟା କଲେ ଆତଙ୍କବାଦୀ
ଶ୍ରୀନଗର,୩୧।୫: ଜମ୍ମୁ-କଶ୍ମୀରରେ ମଙ୍ଗଳବାର ଆତଙ୍କବାଦୀମାନେ କୁଲଗାମର ଗୋପାଳପୁରରେ ଜଣେ ଶିକ୍ଷୟିତ୍ରୀଙ୍କୁ ଗୁଳି ମାରି ହତ୍ୟା କରିଛନ୍ତି। ଏହି ଘଟଣା ପରେ ସୁରକ୍ଷା ବାହିନୀ ଦ୍ୱାରା ସମଗ୍ର ଅଞ୍ଚଳକୁ କର୍ଡନ କରିବା ପାଇଁ ସର୍ଚ୍ଚ ଅପରେଶନ ଚାଲିଛି। କଶ୍ମୀର ପୋଲିସ ଟୁଇଟ କରି…
ତାମିଲ ଫିଲ୍ମରେ କାମ କରିବାକୁ ଚାହାନ୍ତି ଉର୍ବଶୀ, କହିଲେ କାରଣ…
ଅଭିନେତ୍ରୀ ଉର୍ବଶୀ ରୌତେଲା ବଲିଉଡ୍ରେ ଜଲଓ୍ବା ଦେଖାଇବା ପରେ ଏବେ ସାଉଥ୍ ଫିଲ୍ମ ଇଣ୍ଡଷ୍ଟ୍ରିରେ ଧମାଲ କରିବାକୁ ପ୍ରସ୍ତୁତ ଅଛନ୍ତି। ବର୍ତ୍ତମାନ ସେ ଏବେ ତାମିଲ ଫିଲ୍ମ ‘ଦି ଲିଜେଣ୍ଡ’ରୁ ସାଉଥ ଇଣ୍ଡଷ୍ଟ୍ରିରେ ଡେବ୍ୟୁ କରିବାକୁ ଯାଉଛନ୍ତି। ନିକଟରେ ସୋସିଆଲ ମିଡିଆରେ…
ଆଜି ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ: ବିଧାନସଭାରେ ପହଞ୍ଚିଲେ ରାଜ୍ୟସଭା ପ୍ରାର୍ଥୀ
ଭୁବନେଶ୍ୱର,୩୧।୫(ବ୍ୟୁରୋ): ବିଜେଡିର ୪ ରାଜ୍ୟସଭା ପ୍ରାର୍ଥୀ ମଙ୍ଗଳବାର ବିଧାନସଭାରେ ପହଞ୍ଚିଛନ୍ତି। ୩ଟି ଆସନରେ ନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ଦାଖଲର ଶେଷଦିନ ହୋଇଥିବା ବେଳେ ସେମାନେ ନିଜର ପ୍ରାର୍ଥିପତ୍ର ଦାଖଲ କରିବେ। ବିଜେଡିର ୪ ଜଣ ରାଜ୍ୟସଭା ପ୍ରାର୍ଥୀ ମାନସ ମଙ୍ଗରାଜ,…
ପାନ୍ଥର୍ସ ପାର୍ଟି ସୁପ୍ରିମୋ ଭୀମ ସିଂଙ୍କ ପରଲୋକ
ଶ୍ରୀନଗର,୩୧।୫: ଜମ୍ମୁ କଶ୍ମୀର ନ୍ୟାଶନାଲ ପାନ୍ଥର୍ସ ପାର୍ଟିର ସୁପ୍ରିମୋ ପ୍ରଫେସର ଭୀମ ସିଂଙ୍କ ଦେହାନ୍ତ ହୋଇଛି। ସେ ମଙ୍ଗଳବାର ସକାଳେ ଜମ୍ମୁର ବକ୍ସି ନାଗର ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଭୀମ ସିଂ ଗତ କିଛି ମାସ ଧରି ଅସୁସ୍ଥ…
ନିର୍ବାଚନ ସ୍ଥିତି ଅନୁଦ୍ଧାନ କଲେ ପର୍ଯ୍ୟବେକ୍ଷକ
ଝାରସୁଗୁଡ଼ା ଅଫିସ,୩୧ା୫: ବ୍ରଜରାଜନଗର ଉପନିର୍ବାଚନ ଲାଗି ମଙ୍ଗଳବାର ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇ ୯ଟା ୩୦ ସୁଦ୍ଧା ୧୧ ପ୍ରତିଶତ ମତଦାନ ହୋଇଛି। ଏହି ପରିପ୍ରେକ୍ଷୀରେ ସାଧାରଣ ପର୍ଯ୍ୟବେକ୍ଷକ ଭାରତୀୟ ପ୍ରଶାସନିକ ଅଧିକାରୀ ମାଧବୀ କଟରିଆ ନିର୍ବାଚନ ସ୍ଥିତି…
ଆମ୍ବୁଲାନ୍ସ-କ୍ୟାଣ୍ଟର ମୁହାଁମୁହିଁ ଧକ୍କା: ଚାଲିଗଲା ୭ ଜୀବନ
ଲକ୍ଷ୍ନୌ,୩୧।୫: ଉତ୍ତରପ୍ରଦେଶର ବରେଲି ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଛି। ସୂଚନା ପାଇବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ…
୯.୩୦ ସୁଦ୍ଧା ୧୧ ପ୍ରତିଶତ ମତଦାନ
ଝାରସୁଗୁଡ଼ା ଅଫିସ,୩୧।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ଚାଲିଛି। ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇ ସଂଧ୍ୟା ୬ଟା ଯାଏ ଚାଲିବ। ଦିନ ୯.୩୦ ସୁଦ୍ଧା ୧୧ ପ୍ରତିଶତ ମତଦାନ ହୋଇଛି। ଏ ନେଇ ଓଡିଶା ମୁଖ୍ୟ ନିର୍ବାଚନ…
ଭୋଟ ଦେଲେ ଭାଜପା ପ୍ରାର୍ଥିନୀ
ଝାରସୁଗୁଡ଼ା ଅଫିସ,୩୧ା୫: ବ୍ରଜରାଜନଗର ଉପନିର୍ବାଚନ ଲାଗି ମଙ୍ଗଳବାର ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଯାଇଛି। ଏହି ଅବସରରେ ଭାଜପା ପ୍ରାର୍ଥିନୀ ରାଧାରାଣୀ ପଣ୍ଡା ବ୍ରଜରାଜନଗର ଓପିଏମ୍ ବାଳିକା ଉଚ୍ଚ ବିଦ୍ୟାଳୟ ବୁଥ୍ ନମ୍ବର ୨୦୯ରେ ପହଞ୍ଚି ନିଜ ମତଦାନ ସାବ୍ୟସ୍ତ…
Archives


