Home Left

ଖୁଣ୍ଟ ଅଛି, ବିଦ୍ୟୁତ୍‌ ସଂଯୋଗ ହେଉନି

ରାହାମା,୩୧ା୫(ଡି.ଏନ୍‌.ଏ.):ଜଗତ୍‌ସିଂହପୁର ଜିଲା ରାହାମା-ଖୋସାଲପୁର ପୋଲ ମହାନଦୀ ଉପରେ ନିର୍ମାଣ କରାଯାଇଛି। ଦେଢ଼ କିମି ବ୍ୟାପୀ ଏହି ପୋଲ ଦେଇ ଦୈନିକ ବହୁ ସଂଖ୍ୟାରେ ଲୋକ କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁରକୁ ଯାତାୟାତ କରିଥାନ୍ତି। ମାତ୍ର ଏଠାରେ ଆଲୋକୀକରଣ ପାଇଁ ବ୍ୟବସ୍ଥା ହୋଇ ନ…

ନିମ୍ନମାନର କଲ୍‌ଭର୍ଟ ନିର୍ମାଣ, କାମ ବନ୍ଦ କଲେ ସରପଞ୍ଚ

ରାଜନଗର, ୩୧ା୫(ଡି.ଏନ୍‌.ଏ.):ଅଣଜଳସେଚିତ ରାଜନଗର ବ୍ଲକରେ ଜମିକୁ ପାଣି ଯୋଗାଇବା ଓ ବର୍ଷା ସମୟରେ ଉଦ୍‌ବୃତ୍ତ ପାଣି ନିଷ୍କାସନ ପାଇଁ କଲ୍‌ଭର୍ଟ ନିର୍ମାଣ ନିମନ୍ତେ ସରକାର ଅର୍ଥ ଯୋଗାଇ ଦେଉଛନ୍ତି। ମାତ୍ର ରାଜନଗର ବ୍ଲକର ଦାରୁଓରା ନିକଟରେ ନିର୍ମାଣାଧୀନ କଲ୍‌ଭର୍ଟକୁ ନିମ୍ନମାନର ହେଉଥିବା…

ପ୍ରଶାସନର ଶେଷ ପ୍ରୟାସ ବିଫଳ

ଝାରସୁଗୁଡ଼ା ଅଫିସ,୩୧ା୫: ବ୍ରଜରାଜନଗର ନିିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଲଖନପୁର ବ୍ଲକ ପଣ୍ଡରି ଗ୍ରାମ ପଞ୍ଚାୟତର ବେଙ୍କମୁରା ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟକୁ ଗତବର୍ଷ ପ୍ରଶାସନ ବନ୍ଦ କରି ନିକଟସ୍ଥ ବଲଣ୍ଡା ପ୍ରାଥମିକ ବିଦ୍ୟାଳୟ ସହ ମିଶାଇ ଦେଇଛି। ଏହାକୁ ଗ୍ରାମବାସୀ ବିରୋଧ…

‘ଓଡ଼ିଶାବାସୀଙ୍କ ବିକାଶରେ ନିଜକୁ ସାମିଲ କରିବି’

ସୋନପୁର,୩୧।୫(ନି.ପ୍ର.):ସୋମବାର ପ୍ରକାଶିତ ୟୁପିଏସ୍‌ସି ସିଭିଲ ସର୍ଭିସ୍‌ ପରୀକ୍ଷା ୨୦୨୧ରେ ୬୩ ର଼୍ୟାଙ୍କ ରଖି ଓଡ଼ିଶାର କାର୍ତ୍ତିକ ପାଣିଗ୍ରାହୀ କୃତକାର୍ଯ୍ୟ ହୋଇଛନ୍ତି। ତାଙ୍କ ଘର ସୋନପୁର ସହର ଗଡ଼ଭିତର ଅଞ୍ଚଳରେ। କାର୍ତ୍ତିକ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ପରିଶ୍ରମର ଫଳ ମିଳିଥିବାରୁ ଖୁସି ଲାଗୁଛି।…

ସବୁ ହୋଟେଲରେ ସିସିଟିଭି ବାଧ୍ୟତାମୂଳକ

ପୁରୀ ଅଫିସ,୩୧।୫:ଚଳିତ ବର୍ଷର ରଥଯାତ୍ରା ପାଇଁ ସୋମବାର ପୁରୀ ହୋଟେଲ ମାଲିକ ସଂଘ ସହ ପୋଲିସ ପ୍ରଶାସନର ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ପୁରୀ ପୋଲିସ କାର୍ଯ୍ୟାଳୟରେ ଆୟୋଜିତ ଏହି ବୈଠକରେ ସହରର ସମସ୍ତ ହୋଟେଲରେ ସିସିଟିଭି କ୍ୟାମେରା ଲଗାଯିବା ବାଧ୍ୟତାମୂଳକ…

ଥାନାରେ ଏତଲା, ଗଛ କଟା ସ୍ଥାନରେ ଧାରଣା

ଭୁବନେଶ୍ୱର,୩୧ା୫(ବ୍ୟୁରୋ):ରାଜ୍ୟ ଅତିଥି ଭବନ ସମ୍ମୁଖରେ ଥିବା ବିଧାୟକମାନଙ୍କ ପୁରୁଣା କ୍ୱାର୍ଟର୍ସକୁ ଭାଙ୍ଗି ବିଳାସପୂର୍ଣ୍ଣ ଉଚ୍ଚ ଅଟ୍ଟାଳିକା ନିର୍ମାଣ ପାଇଁ ରାଜଧାନୀର ଛାତି ଉପରେ ଥିବା ଶହ ଶହ ବର୍ଷର ହଜାରରୁ ଊର୍ଦ୍ଧ୍ୱ ପୁରୁଣା ଗଛ କଟା ଚାଲିଛି। ହେଲେ ସବୁଜ ସୁନ୍ଦର…

ଦୁଇଦିନ ଝଡ଼ବର୍ଷା

ଭୁବନେଶ୍ୱର,୩୧ା୫(ବ୍ୟୁରୋ):ଆସନ୍ତା ଦୁଇଦିନ ଯାଏ ରାଜ୍ୟରେ ଝଡ଼ବର୍ଷା ସମ୍ଭାବନା ରହିଛି। ମଙ୍ଗଳବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି…

ରଥ ଚକ ପରଖିଲା ଏକ୍ସପର୍ଟ ଟିମ୍‌

ପୁରୀ ଅଫିସ,୩୧ା୫:ରଥ ନିର୍ମାଣ ବେଳେ ଅଖ ଓ ଚକରେ ଫାଟ ଦେଖିବାକୁ ମିଳିଥିଲା। ଏନେଇ ଏକ୍ସପର୍ଟ କମିଟି ସୋମବାର ରଥଖଳାରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛି। ଯେଉଁ ଚକ ଓ ଅଖରେ ଫାଟ ହୋଇଛି ତାହାକୁ କ୍ଲାମ୍ପ ଦେଇ ମରାମତି କରାଯିବ…

ରୁଷିଆକୁ ଟାର୍ଗେଟ ପାଇଁ ୟୁକ୍ରେନ୍‌କୁ ରକେଟ୍‌ ଦେବନି ଆମେରିକା

ଓ୍ବାଶିଂଟନ୍‌, ୩୧ା୫: ୟୁକ୍ରେନ୍‌ ସୀମାରୁ ରୁଷିଆ ପର୍ଯ୍ୟନ୍ତ ରେଞ୍ଜ୍‌ର ରକେଟ୍‌ ଆମେରିକା ଏହି ପୂର୍ବ ୟୁରୋପୀୟ ଦେଶକୁ ପଠାଇବ ନାହିଁ। ଓ୍ବାଶିଂଟନ୍‌ ୟୁକ୍ରେନ୍‌କୁ ଦୀର୍ଘ ଲକ୍ଷ୍ୟସ୍ଥଳ ଭେଦିବା ଭଳି ରକେଟ ସିଷ୍ଟମ ଦେବା ନେଇ ରିପୋର୍ଟ ପ୍ରକାଶ ପାଇଥିଲା। ତେବେ ୟୁକ୍ରେନ୍‌ରୁ…

ବଳକା ଚାଉଳ, କୋଇଲା ରୟାଲ୍‌ଟି ପ୍ରସଙ୍ଗ ଉଠିଲା

ଭୁବନେଶ୍ୱର,୩୧।୫(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ୍‌ କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ତେବେ ରାଷ୍ଟ୍ରପତି ନିର୍ବାଚନକୁ ନେଇ କୌଣସି ଆଲୋଚନା ହୋଇ ନ ଥିବା ସେ କହିଛନ୍ତି। କୋଭିଡ -୧୯ ମହାମାରୀ ପରେ ପ୍ରଧାନମନ୍ତ୍ରୀଙ୍କ…

ପୈତୃକ ଗାଁରେ ହେବ ପଞ୍ଜାବୀ ଗାୟକଙ୍କ ଅନ୍ତିମ ସଂସ୍କାର. ଆସିଲା ପୋଷ୍ଟମର୍ଟମ ରିପୋର୍ଟ

ଚଣ୍ଡିଗଡ଼,୩୧ ।୫: ପଞ୍ଜାବି ଗାୟକ ସିଦ୍ଧୁ ମୁସେୱାଲାଙ୍କ ପରଲୋକ ଏବେ ଖୁବ୍ ଚର୍ଚ୍ଚାର ବିଷୟ ପାଲଟିଛି । ରବିବାର ତାଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିବା ବେଳେ ସୋମବାର ଡାକ୍ତରଙ୍କ ଏକ ପ୍ୟାନେଲ ମୃତ ଶରୀରର ପୋଷ୍ଟମର୍ଟମ କରିଛନ୍ତି ।…

ଦିଲ୍ଲୀରେ ପ୍ରବଳ ବର୍ଷା: ୨ ମୃତ

ନୂଆଦିଲ୍ଲୀ,୩୧।୫: ଦିଲ୍ଲୀରେ ସୋମବାର ସନ୍ଧ୍ୟାରେ ପ୍ରବଳ ବର୍ଷା ପବନ ସାଙ୍ଗକୁ କୁଆପଥର ବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୩ ଜଣ ଆହତ ହୋଇଛନ୍ତି। ଦିଲ୍ଲୀ ଜାମା ମସଜିଦ ଅଞ୍ଚଳରେ ଜଣେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri