Home Left

ଆଖଣ୍ଡଳମଣି ପୀଠ ବିକାଶ ଲାଗି ଖର୍ଚ୍ଚ ହେବ ୭୨ କୋଟି

ଆରଡ଼ି, ୧୪।୯ (ଡି.ଏନ.ଏ.): ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠର ବିକାଶ ପାଇଁ ମାଷ୍ଟରପ୍ଲାନ କାର୍ଯ୍ୟକାରୀ ହେବ। ଏଥିନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ୭୨କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଥିବା ମଙ୍ଗଳବାର ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ପୀଠକୁ…

ପିଲା ଚୋର କହି ସାଧୁଙ୍କୁ ନିସ୍ତୁକ ପିଟିଲେ…

ମୁମ୍ବାଇ,୧୪।୯ : ମହାରାଷ୍ଟ୍ରରେ ସାଧୁଙ୍କ ଉପରେ ଆକ୍ରମଣର ଘଟଣା ଦିନକୁ ଦିନ ବଢ଼ିବାରେ ଲାଗିଛି। ସାଂଗଲିର ଏକ ସଦ୍ୟତମ ଘଟଣାରେ ଗ୍ରାମବାସୀମାନେ ଚାରିଜଣ ସାଧୁଙ୍କୁ ପିଲା ଚୋର ବୋଲି କହି ନିସ୍ତୁକ ପିଟିଥିଲେ। ମଙ୍ଗଳବାର ଏହି ଘଟଣା ଘଟିଛି। ପୋଲିସର ସୂଚନାନୁସାରେ,…

ସ୍କୋଡା ପକ୍ଷରୁ ଗ୍ରାହକ ସମ୍ପର୍କ ଅଭିଯାନ

ନୂଆଦିଲ୍ଲୀ,୧୪ା୯: ଦେଶର ପ୍ରମୁଖ ଚାରିଚକିଆ ଯାନ ନିର୍ମାତା ବା ଅଟୋମୋବାଇଲ କମ୍ପାନୀ ସ୍କୋଡା ଅଟୋ ଇଣ୍ଡିଆ ପକ୍ଷରୁ ଗ୍ରାହକ ସମ୍ପର୍କ ଅଭିଯାନ ନାମରେ ଏକ ଅଭିନବ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ବିଶେଷକରି ଅହମ୍ମଦାବାଦ, ବେଙ୍ଗାଲୁରୁ ଏବଂ କୋଲକାତାରେ ଉକ୍ତ କାର୍ଯ୍ୟକ୍ରମର ସଫଳତା…

ଜିଲାପାଳଙ୍କୁ ଭେଟିବା ପାଇଁ ସ୍କୁଲ ଛାଡ଼ିଲେ ପିଲା

ବାରିପଦା ଅଫିସ,୧୪।୯: ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ ପଥରନେସା ଆଦିବାସୀ ଆଶ୍ରମ ସ୍କୁଲର ଛାତ୍ରୀଛାତ୍ରମାନେ ଜିଲାପାଳଙ୍କୁ ଭେଟିବା ପାଇଁ ସ୍କୁଲ ଛାଡ଼ିବା ଓ ୫ କି.ମି ଚାଲିବା ପରେ ପ୍ରଶାସନିକ ଅଧିକାରୀମାନେ ସେମାନଙ୍କୁ ବୁଝାଶୁଝା କରି ଫେରାଇ ନେବା ଚର୍ଚ୍ଚାର ବିଷୟ…

ମହାପ୍ରଭୁଙ୍କ ବନକଲାଗି ନୀତି: ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ ଅଫିସ,୧୪।୯: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଦ୍ବିତୀୟ ଭୋଗମଣ୍ଡପ ପରେ…

ଟିକେଏମ୍‌ର ମୂଲ୍ୟ ଘୋଷଣା

ନୂଆଦିଲ୍ଲୀ,୧୪ା୯: ଟୟୋଟା କିର୍ଲୋସ୍କର ମୋଟର (ଟିକେଏମ୍‌) ପକ୍ଷରୁ ନ୍ୟୁ ଟୟୋଟା ଅର୍ବାନ କ୍ରୁଜର ହାଇରାଇଡରର ମୂଲ୍ୟ ଘୋଷଣା କରାଯାଇଛି। ଏପରିକି ପର୍ଯ୍ୟାୟକ୍ରମେ ଘୋଷିତ ହେବାକୁ ଥିବା ଟୟୋଟାର ଅତ୍ୟାଧୁନିକ ଅଫରର ଶ୍ରେଷ୍ଠ ୪ଟି ଗ୍ରେଡର ପ୍ରତିଯୋଗିତାମୂଳକ ମୂଲ୍ୟ ୧୫,୧୧,୦୦୦ରୁ ୧୮,୯୯,୦୦୦ଟଙ୍କା ମଧ୍ୟରେ…

ସ୍କୋୟାର ୟାର୍ଡସ୍‌ ସହ ଆକ୍ସିସ୍‌ ବ୍ୟାଙ୍କର ରାଜିନାମା

ନୂଆଦିଲ୍ଲୀ,୧୪ା୯: ରିଅଲ ଇଷ୍ଟେଟ୍‌ ପ୍ଲାଟ୍‌ଫର୍ମ ସ୍କୋୟାର ୟାର୍ଡସ୍‌ ସହ ଆକ୍ସିସ୍‌ ବ୍ୟାଙ୍କର ରାଜିନାମା ସ୍ବାକ୍ଷରିତ ହୋଇଯାଇଛି। ବିଶେଷକରି ଗ୍ରାହକ ନିଜର ସ୍ବପ୍ନର ଘର ଅନୁସନ୍ଧାନ କରିବା ପ୍ରକ୍ରିୟାକୁ ଚିନ୍ତାମୁକ୍ତ, ପ୍ରଭାବଶାଳୀ ଓ ଉଲ୍ଲାସପୂର୍ଣ୍ଣ ଅନୁଭୂତିରେ ପରିଣତ କରିବାକୁ ଏହି ସ୍ବତନ୍ତ୍ର ପ୍ଲାଟ୍‌ଫର୍ମ…

ଜେକେ ଟାୟାରର ନୂତନ ଉତ୍ପାଦ ଉନ୍ମୋଚିତ

ଭୁବନେଶ୍ୱର,୧୪ା୯: ଦେଶର ପ୍ରମୁଖ ଟାୟାର କମ୍ପାନୀ ଜେକେ ଟାୟାର ଆଣ୍ଡ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ ପକ୍ଷରୁ ମଙ୍ଗଳବାର ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କମ୍ପାନୀର ୨ଟି ନୂତନ ଉତ୍ପାଦର ଉନ୍ମୋଚନ କରାଯାଇଛି। ବିଶେଷକରି ଓଡ଼ିଶା ବଜାରରେ ଉକ୍ତ ୨…

‘ଅସହାୟ କର୍କଟରୋଗୀଙ୍କ ଯନ୍ତ୍ରଣା ଦୂରକରିବ ବାଲ୍‌କୋ’

ରାୟପୁର,୧୪ା୯: ସାରା ଦେଶରେ ଦିନକୁ ଦିନ କର୍କଟ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ରୋଗଠାରୁ ରୋଗୀର ମାନସିକ ଯନ୍ତ୍ରଣା ବର୍ତ୍ତମାନ ସମୟରେ ସବୁଠାରୁ ବଡ଼ ଚିନ୍ତାର କାରଣ ବୋଲି କୁହାଯାଉଛି। ଏଭଳି ମାନସିକ ଚିନ୍ତାରେ ପଡ଼ିଥିବା ବିଭିନ୍ନ ବର୍ଗର…

ପହଁରୁଛି ଠେକୁଆ, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ଯାହା ହସର ଖୋରାକ ଯୋଗାଉ ଥିବା ବେଳେ ଅନେକ ସମୟରେ ଭାବ ପ୍ରବଣ କରିଦିଏ। ବର୍ତ୍ତମାନ ଟୁଇଟରରେ ଏକ ଭିଡିଓ ଭାଇରାଲ ହେଉଛି। ଭିଡିଓରେ ଏହା…

ନର୍ସରି ଛାତ୍ରୀଙ୍କୁ ବଳାତ୍କାର: ବସ୍‌ ଡ୍ରାଇଭର୍‌ ଗିରଫ

ଭୋପାଳ,୧୪ା୯: ମଧ୍ୟପ୍ରଦେଶ ଭୋପାଳରେ ଜଣେ ସାଢ଼େ ୩ ବର୍ଷର ନର୍ସରି ଛାତ୍ରୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ସ୍କୁଲ ବସ୍‌ ଡ୍ରାଇଭରଙ୍କୁ ପୋଲିସ ଗିରଫ କରିଛି। ଉତ୍ତ୍ୟକ୍ତ ଲୋକେ ଡ୍ରାଇଭରଙ୍କ ଘର ଭାଙ୍ଗି ଦେଇଛନ୍ତି। ସ୍କୁଲରୁ ଘରକୁ ଫେରିବା ସମୟରେ ବସ୍‌ ଡ୍ରାଇଭର…

ଆଉ ୮୬ ଅସ୍ତିତ୍ୱହୀନ ଦଳ ତାଲିକାରୁ ବାଦ୍‌

ନୂଆଦିଲ୍ଲୀ,୧୪ା୯(ପି.ଟି.): ନିର୍ବାଚନ କମିଶନ (ଇସି) ଆଉ ୮୬ଟି ଅସ୍ତିତ୍ୱହୀନ ପଞ୍ଜୀକୃତ ଅଣସ୍ବୀକୃତ ରାଜନୈତିକ ଦଳ (ଆର୍‌ୟୁପିପି)ଙ୍କୁ ତାଲିକାରୁ ବାଦ୍‌ ଦେବା ଲାଗି ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ ମିଶାଇ ମୋଟ ବାଦ୍‌ ପଡ଼ିଥିବା ଆର୍‌ୟୁପିପି ସଂଖ୍ୟା ୫୩୭ରେ ପହଞ୍ଚତ୍ଛି। ଏମାନେ ନିର୍ବାଚନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?