Home Left

ଜାଣନ୍ତୁ କେଉଁଠି ହେବ ଲଭ୍‌ବାର୍ଡଙ୍କ ରିସେପ୍ସନ

ବଲିଉଡ୍‌ ଅଭିନେତା ରଣବୀର କପୁର ଓ ଆଲିଆ ଭଟ୍ଟଙ୍କ ବିବାହ ଧୁମ୍‌ଧାମ୍‌ରେ ହୋଇଯାଇଛି। ୫ବର୍ଷର ସମ୍ପର୍କକୁ ଦୁହେଁ ଅଫିସିଆଲ କରିଛନ୍ତି। ତାଙ୍କ ବିବାହକୁ ନେଇ ପ୍ରଶଂସକ ଶୁଭେଚ୍ଛା ଜଣାଇଛନ୍ତି। ପରିବାର ଏବଂ ଘନିଷ୍ଠ ବନ୍ଧୁଙ୍କ ଗହଳିରେ ଦୁହିଁଙ୍କ ବିବାହ ସରିଛି। ବର୍ତ୍ତମାନ…

୨୧ଜଣଙ୍କ ନାମରେ ମାମଲା, ଜଣେ ଗିରଫ

ଖଣ୍ଡପଡ଼ା,୧୬ା୪(ସ୍ବ.ପ୍ର.): ଖଣ୍ଡପଡ଼ା ଥାନା ଅଧୀନ ଗଡ଼ିଆସାହି ପଞ୍ଚାୟତର ପଥରଖଣ୍ଡ ଗାଁରେ ଗତ ୧୨ତାରିଖ ରାତିରେ ନିର୍ବାଚନ ପରବର୍ତ୍ତୀ ହିଂସା ଘଟିଥିଲା। ଏହି ଘଟଣାରେ ପୋଲିସ ଉଭୟ ପକ୍ଷର ଏତଲାକ୍ରମେ ୨୧ ଜଣଙ୍କ ନାମରେ ମାମଲା ରୁଜୁ କରିଛି। ତନ୍ମଧ୍ୟରୁ ଘଟଣାରେ ଲିପ୍ତ…

ଜନଜାତିଙ୍କ ଅଧିକାର ଛଡ଼ାଇନେଇଛନ୍ତି ସରକାର: ଭାଜପା

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଜନଜାତି ସମ୍ପ୍ରଦାୟଙ୍କ ସଶକ୍ତୀକରଣ ଏବଂ ସେମାନଙ୍କ ପରମ୍ପରାର ସଂରକ୍ଷଣ ପାଇଁ କେନ୍ଦ୍ର ସରକାର ସଂକଳ୍ପବଦ୍ଧ। ଜନଜାତିଙ୍କ ବିକାଶ ଲାଗି କେନ୍ଦ୍ର ବଜେଟରେ ୪ଗୁଣା ବୃଦ୍ଧି କରିଛନ୍ତି। ସେହିପରି ଜନଜାତି ଛାତ୍ରବୃତ୍ତି ପରିମାଣକୁ ୯୭୮ କୋଟିରୁ ୨୭୨୬ କୋଟି ଟଙ୍କାକୁ ବଢ଼ାଇଛନ୍ତି।…

ସୁଆଣ୍ଡୋ ଗସ୍ତରେ ୫-ଟି ସଚିବ

ପୁରୀ ଅଫିସ,୧୬।୪: ରାଜ୍ୟ ସରକାରଙ୍କ ୫-ଟି ସଚିବ ଭିକେ ପାଣ୍ଡିଆନ ଶନିବାର ସୁଆଣ୍ଡୋ ଗସ୍ତ କରିଛନ୍ତି। ସେଠାରେ ଚାଲିଥିବା ଉନ୍ନୟନମୂଳକ କାର୍ଯ୍ୟ ସମୀକ୍ଷା କରିଛନ୍ତି। ଏହି ଗସ୍ତ ସମୟରେ ପୁରୀ ଜିଲାପାଳଙ୍କ ସହ ବରିଷ୍ଠ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଥିଲେ ।…

ଜୁଲାଇରୁ ୧ରୁ ୩୦୦ୟୁନିଟ୍‌ ଯାଏ ମାଗଣା ବିଦ୍ୟୁତ୍‌ ସେବା

ଚଣ୍ଡିଗଡ଼,୧୬।୪: ପଞ୍ଜାବରେ ଭଗଓ୍ବନ୍ତ ମାନ ସରକାର କ୍ଷମତାକୁ ଆସିବାର ମାସେ ପୁରିଯାଇଛି। ୩୦ଦିନର ରିପୋର୍ଟ କାର୍ଡ ପ୍ରସ୍ତୁତ କରାଯାଇଥିବା ବେଳେ ଏଏପି ସରକାର ନିଜର ନିର୍ବାଚନ ପ୍ରତିଶ୍ରୁତି ପୂରଣ କରିଛନ୍ତି। ଏହି ଅବସରରେ ସୁବେର ସରକାର ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନେ…

‘ବିଧାୟକଙ୍କ ସହ ଆଲୋଚନା ପରେ ନିଷ୍ପତ୍ତି’

ଭୁବନେଶ୍ୱର,୧୬।୪ (ବ୍ୟୁରୋ): ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ପକ୍ଷରୁ ଓଡିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ସଭାପତି ପରିବର୍ତ୍ତନ ପାଇଁ ରାଜ୍ୟ କଂଗ୍ରେସ ପ୍ରଭାରୀ ଡ. ଏ.ଚେଲ୍ଲାକୁମାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହାକୁ ନେଇ ଏବେ ବିଭିନ୍ନ ଆଲୋଚନା ଓ ପର୍ଯ୍ୟାଲୋଚନା…

କେଜରିୱାଲଙ୍କ ଘର ଉପରକୁ ଆକ୍ରମଣ କରିଥିବା ବ୍ୟକ୍ତିଙ୍କୁ ଭାଜପା କଲା ସମ୍ମାନୀତ, ଏଏପି କହିଲା ଭାଜପା ଗୁଣ୍ଡା ପାର୍ଟି

ନୂଆଦିଲ୍ଲୀ,୧୬ ।୪: ଆମ ଆଦମୀ ପାର୍ଟି(ଏଏପି)ର ବରିଷ୍ଠ ନେତା ଆତିଶ ଏକ ପ୍ରେସ କନଫରେନ୍ସରେ ପ୍ରକାଶ କରିଛନ୍ତି କି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଘର ଉପରକୁ ଆକ୍ରମଣ କରିଥିବା ବ୍ୟକ୍ତିଙ୍କୁ ଭାରତୀୟ ଜନତା ପାର୍ଟି(ଭାଜପା) ସମ୍ମାନୀତ କରିଛି । ଏମିତି କରି…

ଗୋଟିଏ ଲୋକ ସଭା, ୪ ବିଧାନସଭା ଆସନର ଆସିବ ଫଳାଫଳ

ନୂଆଦିଲ୍ଲୀ,୧୬ ।୪: ଦେଶର ଗୋଟିଏ ଲୋକ ସଭା ଓ ୪ ବିଧାନସଭା ଆସନ ଲାଗି ହୋଇଥିବା ଉପ ନିର୍ବାଚନର ଭୋଟ ଗଣତି ଶନିବାର ସକାଳ ୮ଟାରୁ ଆରମ୍ଭ ହେବ । ତେବେ ଦ୍ୱିପ୍ରହର ସୁଦ୍ଧା ପ୍ରାର୍ଥୀଙ୍କ ବିଜୟ ପରାଜୟକୁ ନେଇ ସ୍ପଷ୍ଟ…

ଜାତୀୟ, ରାଜ୍ୟ କାର୍ଯ୍ୟକାରିଣୀ କମିଟି ଭାଙ୍ଗିଲା ପିଏସ୍‌ପି-ଏଲ୍‌

ଲକ୍ଷ୍ନୌ,୧୬।୪: ଶିବପାଲ ଯାଦବଙ୍କ ପ୍ରଗତିଶୀଳ ସମାଜବାଦୀ ପାର୍ଟି-ଲୋହିଆ (ପିଏସ୍‌ପି-ଏଲ୍‌) ଶୁକ୍ରବାର ଏହାର ସମସ୍ତ ରାଜ୍ୟ ଓ ଜାତୀୟ କାର୍ଯ୍ୟକାରୀ କମିଟିକୁ ଭଙ୍ଗ କରିଛି। ଭାଜପାର ସମାନ ନାଗରିକ ସଂହିତା (ୟୁସିସି) ଚିନ୍ତାଧାରାକୁ ଶିବପାଲ ସମର୍ଥନ କରିବା ପରେ ଦଳ ପକ୍ଷରୁ ଏଭଳି…

ଗୁଗଲ୍‌ ମ୍ୟାପ୍‌ରେ ମୁଣ୍ଡବିହୀନ ମଣିଷ

ନ୍ୟୁୟର୍କ,୧୬।୪: ଗୁଗଲ୍‌ ମ୍ୟାପ୍‌ ହେଉଛି ଏପରି ଏକ ସ୍ଥାନ, ଯେଉଁଠି ଆକସ୍ମିକ (କିମ୍ବା ଉଦ୍ଦେଶ୍ୟବିହୀନ) ଭାବେ ବିସ୍ମିତ କରିଦେବା ଭଳି ଅନେକ ଆବିଷ୍କାର ହୋଇଥାଏ। ଆମେରିକାର ନ୍ୟୁୟର୍କ ସିଟି ରାସ୍ତାରେ ଜଣେ ମୁଣ୍ଡବିହୀନ ମଣିଷ ବୁଲୁଥିବା ଗୁଗଲ୍‌ ମ୍ୟାପ୍‌ରେ ଠାବ ହେବା…

୩ ବର୍ଷରେ ଟ୍ରିବ୍ୟୁନାଲଙ୍କ ପାଇଁ ୬.୫୬ କୋଟି ଖର୍ଚ୍ଚ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଦେଖାଦେଇଥିବା ଜଳ ବିବାଦର ସମାଧାନ ପାଇଁ କେନ୍ଦ୍ର ସରକାର ୨୦୧୮ ମାର୍ଚ୍ଚରେ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ ଗଠନ କରିଛନ୍ତି। କେନ୍ଦ୍ର ଜଳଶକ୍ତି ମନ୍ତ୍ରଣାଳୟ ସୂଚନା ଅନୁଯାୟୀ ୨୦୨୧ ଡିସେମ୍ବର ପର୍ଯ୍ୟନ୍ତ ଟ୍ରିବ୍ୟୁନାଲ ପାଇଁ…

ପୁଅଙ୍କୁ ବଞ୍ଚାଇବାକୁ ଯାଇ ଚାଲିଗଲା ମା’ଙ୍କ ଜୀବନ

ପଦ୍ମପୁର,୧୬।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସାନକୃଷ୍ଣପୁର ନାଟିଆପାଳ ଗ୍ରାମରେ ଶୁକ୍ରବାର ରାତିରେ ଏକ ଦୁଖଃଦ ଘଟଣା ଘଟିଛି। ପୁଅକୁ ବଞ୍ଚାଇବାକୁ ଯାଇ ମା’ଏବଂ ପୁଅଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାଗାଁରେ ଶୋକର ଛାୟା ଖେଳିଯାଇଛି। ମୃତକ ମା’ ଲକ୍ଷ୍ମୀମଣୀ ନାୟକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri