Home Left

ଜାମୁକୋଳି ଖାଇବାକୁ ଯାଇ ଚାଲିଗଲା ବାଳକଙ୍କ ଜୀବନ

ଛେଣ୍ଡିପଦା,୩୦ା୫(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଜାମ୍ବୁନାଳି ଗ୍ରାମରେ ସୋମବାର ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ରଞ୍ଜନ କୁମାର ମାଝିଙ୍କ ୧୦ ବର୍ଷର ପୁଅ ନିରାକାର ସାଙ୍ଗମାନଙ୍କ ସହ ଜାମୁକୋଳି ଖାଇବାକୁ ଯାଇଥିଲେ। ପରେ ଗ୍ରାମ ନିକଟରେ ଥିବା ଜିରାବାହାଳି…

ସୂଚନା ଫଳକରେ ଅଟକିଛି ରାସ୍ତା କାମ

ଯୋଡ଼ା, ୩୦ା୫(ଡି.ଏନ.ଏ.): ରାଜ୍ୟର ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ପରିଗଣିତ କେନ୍ଦୁଝର ଜିଲାର ଯୋଡ଼ା ବ୍ଲକରେ ଅବସ୍ଥିତ ହାଣ୍ଡିଭଙ୍ଗା ଜଳପ୍ରପାତକୁ ରାସ୍ତା ନ ଥିବାରୁ ପର୍ଯ୍ୟଟକମାନେ ଆସିଲେ ଦୁର୍ଦ୍ଦଶା ଭୋଗୁଛନ୍ତି। ଏହି ପର୍ଯ୍ୟଟନସ୍ଥଳୀକୁ ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ପ୍ରଭୃତି ପଡ଼ୋଶୀ ରାଜ୍ୟରୁ ଦୈନିକ…

ଲାଇଭ୍‌ ଶୋ’ ବେଳେ ଟଳିପଡିଲେ ପ୍ରଖ୍ୟାତ ଗାୟକ

ମାଲାୟାଲମ ସଙ୍ଗୀତ ଜଗତର ପ୍ରସିଦ୍ଧ ଗାୟକ ଏଡଭା ବଶିରଙ୍କ ପରଲୋକ ଘଟିଛି। ଏକ ଲାଇଭ୍‌ ଶୋ’ ବେଳେ ସେ ଷ୍ଟେଜ୍‌ ଉପରେ ଟଳିପଡିଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା। ତାଙ୍କର ଆକସ୍ମିକ ମୃତ୍ୟୁରେ ମନୋରଞ୍ଜନ ଜଗତରେ ମଧ୍ୟ ଶୋକର…

କୋଇଲା ବୋଝେଇ ଟ୍ରେନ୍‌ରେ ଲାଗିଲା ନିଆଁ

ନିରାକାରପୁର,୩୦ା୫(ଡି.ଏନ୍‌.ଏ.): ପୂର୍ବତଟ ରେଳବାଇ ଅନ୍ତର୍ଗତ ଖୋର୍ଦ୍ଧା ରୋଡ୍‌ ଡିଭିଜନ ଅନ୍ତର୍ଗତ କାଳୁପଡ଼ା ଘାଟ ରେଳ ଷ୍ଟେଶନ ୪ ନମ୍ବର ପ୍ଲାଟଫର୍ମରେ ଅଟକି ରହିଥିବା ଏକ କୋଇଲା ବୋଝେଇ ଟ୍ରେନ୍‌ର ଏକ ବଗିରେ ସୋମବାର ନିଆଁ ଲାଗିଯାଇଥିଲା। ଘଟଣାସ୍ଥଳରେ ନିଆଁକୁ ଆୟତ୍ତ କରିବା…

ବନ୍ଧୁଙ୍କ ମୃତ୍ୟୁ ଖବର ପାଇ ଦେଖିବାକୁ ଯାଇଥିଲେ, ୨ ମହିଳା ପାଲଟିଲେ ଶବ

ଛେଣ୍ଡିପଦା,୩୦ା୫(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ଦେଇ ଅନୁଗୋଳ-ସମ୍ବଲପୁର ୫୫ ନଂ. ଜାତୀୟ ରାଜପଥ ମରାତିରା ଗଣ୍ଡିମୁଣ୍ଡା ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ପିଆଜ ବୋଝେଇ ଟ୍ରକ ସହ ଅଟୋ ଧକ୍କା ହେବାରୁ ଘଟଣାସ୍ଥଳରେ ୨ ମହିଳା ଯାତ୍ରୀଙ୍କର ମୃତ୍ୟୁ…

ଆଇପିଏଲ୍‌ ଟ୍ରଫି ହାରିବା ସତ୍ତ୍ୱେ ଇତିହାସ ରଚିଲେ ଏହି ବୋଲର୍‌

ଅହମ୍ମଦାବାଦ୍‌,୩୦।୫: ଆଇପିଏଲ ୨୦୨୨ର ଫାଇନାଲ ରାଜସ୍ଥାନ ରୟାଲ୍ସ ପାଇଁ ଆଦୌ ଭଲ ନ ଥିଲା। ରାଜସ୍ଥାନର ଉଭୟ ବ୍ୟାଟ୍ସମ୍ୟାନ ଏବଂ ବୋଲରମାନେ ଏହି ମ୍ୟାଚରେ ବିଫଳ ହୋଇଥିଲେ। ଯଦିଓ ଦଳ ଚଳିତ ସିଜନରେ ଆଇପିଏଲ ଟାଇଟଲ ଜିତି ନ ଥିଲା, ଅନେକ…

ବିଶ୍ୱର ସବୁଠୁ ବଡ଼ ହ୍ବିସ୍କି ବୋତଲ ନିଲାମ: ଦାମ୍‌ ରହିଛି…

ବିଶ୍ୱର ସବୁଠୁ ବଡ଼ ହ୍ବିସ୍କି ବୋତଲ ନିଲାମ ହୋଇଛି। ଏହି ବୋତଲଟି ୫ ଫୁଟ ଏବଂ ୧୧ ଇଞ୍ଚ ଲମ୍ବ ଏବଂ ଏଥିରେ ୩୧୧ ଲିଟର ହ୍ବିସ୍କି ଭର୍ତ୍ତି ହୋଇଛି। ଏହି ବୋତଲକୁ ଅନଲାଇନ ନିଲାମ କରାଯାଇଥିଲା। ପ୍ରାୟ ୧.୪ ମିଲିୟନ…

ସରିଲା ଆଇପିଏଲ୍‌: କାହାକୁ ମିଳିଲା କେତେ ପୁରସ୍କାର ରାଶି ଜାଣନ୍ତୁ

ଅହମ୍ମଦାବାଦ୍‌,୩୦।୫: ଆଇପିଏଲ୍‌ ୨୦୨୨ ଶେଷ ହୋଇଛି। ଟାଇଟଲ ମ୍ୟାଚରେ ଗୁଜରାଟ ଟାଇଟାନ୍ସ ୭ ଉଇକେଟରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି । ଏହି ମ୍ୟାଚ ପରେ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା ଗତ ବର୍ଷ ଭଳି, ଏହି ବର୍ଷ ମଧ୍ୟ…

ଖସିଲା କରୋନା ଗ୍ରାଫ୍‌: ଆଜି ୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ସୋମବାର ରାଜ୍ୟରୁ ୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୪୩୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪ ଜଣ ଚିହ୍ନଟ ହୋଇଥିବା…

ଗଜପତିଙ୍କର ଗୁଣ୍ଠୁଣୀହାତୀ ସୁଦେହିକା ପ୍ରତି ସମ୍ମାନବୋଧ

ଆମେ ମନ୍ଦିର ନିର୍ମାଣବେଳେ ଶଗଡ଼/ଶଗଡ଼ି ବ୍ୟବହାରର କେତେକ ପ୍ରସଙ୍ଗ ଆଲୋଚନା କଲେ। ଭୁବନେଶ୍ୱରରୁ ଶିଳ୍ପୀମାନେ ଶଗଡ଼ରେ ଯିବାଆସିବା କରିବାର ପ୍ରମାଣ ବି ଉଲ୍ଲେଖ ରହିଛି। ଦାମୋଦର ଜେନା ସେମାନଙ୍କ ନବାଆଣିବା ଦାୟିତ୍ୱରେ ଥିଲେ। ସେହିପରି ହାତୀମାନେ ମଧ୍ୟ ଗମନାଗମନ ପାଇଁ ଯେତିକି…

ନେପାଳ ବିମାନ ଦୁର୍ଘଟଣା: ମିଳିଲା ବିମାନର ଧ୍ୱଂସାବଶେଷ

କାଠମାଣ୍ଡୁ,୩୦ ।୫: ନେପାଳର ପର୍ଯ୍ୟଟନ ସହର ପୋଖରାରୁ ଯାତ୍ରା ଆରମ୍ଭ କରିଥିବା ତାରା ଏୟାରର ବିମାନ ଉଡିବାର ମାତ୍ର କେଇ ମିନିଟ ମଧ୍ୟରେ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦୁର୍ଘଟଣାର ଶିକାର ହୋଇଥିଲା । ରବିବାର ହୋଇଥିବା ଏହି ଦୁର୍ଘଟଣା ପରେ ଏବେ…

ପୋତି ହେଲାଣି କେନାଲ, ଶେଷ ମୁଣ୍ଡରେ ପହଞ୍ଚୁନି ପାଣି

ମହାକାଳପଡ଼ା,୩୦ା୫(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲାର ପ୍ରାଚୀନ ନୌବାଣିଜ୍ୟର ମୂକସାକ୍ଷୀ କୁହାଯାଉଥିବା ଜମ୍ବୁ-ମାର୍ଶାଘାଇ ମୁଖ୍ୟ କେନାଲ ରକ୍ଷଣାବେକ୍ଷଣ ଅଭାବ ଯୋଗୁ ତା’ର ସତ୍ତା ହରାଇଛି। ଏହି କେନାଲ ପୋତି ହୋଇଯିବାରୁ ଚାଷ ସମୟରେ ପାଣି ଶେଷ ମୁଣ୍ଡରେ ପହଞ୍ଚତ୍ ପାରୁନାହିଁ ବୋଲି ଅଭିଯୋଗ ହେଉଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri