Home Left

୧୫ ଦିନ ହେବ ଟ୍ରାନ୍ସଫର୍ମର ଅଚଳ, ଅନ୍ଧାରରେ ଉପଭୋକ୍ତା

କୋକସରା,୭ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଗୋତମୁଣ୍ଡା ପଞ୍ଚାୟତର କରାଡଙ୍ଗରୀପଡ଼ା ଓ ଟେମେରା ପଞ୍ଚାୟତର ଖୁର୍ସେଲଗୁଡ଼ା ଗ୍ରାମରେ ଥିବା ବିପିଏଲ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ୧୫ ଦିନ ହେବ ପୋଡ଼ିଯାଇଛି। ଫଳରେ ଉଭୟ ଗ୍ରାମର ଉପଭୋକ୍ତା ଅନ୍ଧାରରେ ଦିନ କାଟୁଛନ୍ତି। କରାଡଙ୍ଗରୀ ପଡ଼ାରେ…

ଫଳ କିଣାକୁ ନେଇ ୨ ଗ୍ରାହକଙ୍କୁ ହାଣିଲେ ଦୋକାନୀ

ଯାଜପୁର ଟାଉନ,୭ା୫(ଡି.ଏନ.ଏ.): ଯାଜପୁର ଥାନା ଅନ୍ତର୍ଗତ ଖଣ୍ଡରା ଛକରେ ଶନିବାର ଜଣେ ଫଳ ଦୋକାନୀଙ୍କ ଆକ୍ରମଣରେ ପୌରାଞ୍ଚଳ ଅନ୍ତର୍ଗତ ବୈଦ୍ୟରାଜପୁରର କେବୁଲ ବ୍ୟବସାୟୀ ସଞ୍ଜିତ୍‌ କୁମାର ସାହୁ ଓ ତାଙ୍କର ଜଣେ ସହଯୋଗୀ ପ୍ରମୋଦ ପରିଡ଼ା ଗୁରୁତର ହୋଇଛନ୍ତି। ସଞ୍ଜିତ୍‌ଙ୍କ ବେକକୁ…

ଅପରାଧିଙ୍କୁ ସୁରକ୍ଷା ଦେଉଛନ୍ତି ଭାଜପା ସରକାର, ସିସୋଦିଆଙ୍କ ମନ୍ତବ୍ୟ…

ନୂଆଦିଲ୍ଲୀ, ୭।୫ : ଆମ୍‌ ଆଦ୍‌ମୀ ପାର୍ଟି ପକ୍ଷରୁ ଭାଜପା ସରକାରଙ୍କ ଟାର୍ଗେଟ କରାଯାଇଛି। ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଦିଆ ଶନିବାର କହିଛନ୍ତି ଯେ, ଭାଜପା ସରକାର ଅପରାଧିଙ୍କୁ ସୁରକ୍ଷା ଦେଉଛନ୍ତି। ପଞ୍ଜାବ ହିଂସାକାଣ୍ଡରେ ଭାଜପା ଏଭଳି କରିଥିବା ସିସୋଦିଆ ଅଭିଯୋଗ…

ଟ୍ରେନ୍‌ ଧକ୍କାରେ ୩ ଗାଈଙ୍କ ଜୀବନ ଗଲା

କେନ୍ଦୁଝର,୭ା୫(ସ୍ବ.ପ୍ର.): ସ୍ଥାନୀୟ ନରଣପୁର ରେଲଓ୍ବେ ଷ୍ଟେଶନ ନିକଟରେ ରେଳ ଦୁର୍ଘଟଣା ଘଟି ୩ ଗାଈଙ୍କର ମୃତ୍ୟୁ ଘଟିଛି। ଷ୍ଟେଶନଠାରୁ ମାତ୍ର ୫୦୦ ମିଟର ଦୂର ରେଲଓ୍ବେ ଓଭର ବ୍ରିଜ ନିକଟରେ ଏହି ଦୁର୍ଘଟଣା ଘଟିଛି। ଏଠାରେ ବାରମ୍ବାର ଦୁର୍ଘଟଣା ଘଟି ଗୃହପାଳିତ…

୪୦ ଡିଗ୍ରୀ ଉପରେ ୧୦ ସହର

ଭୁବନେଶ୍ୱର,୭।୫(ବ୍ୟୁରୋ): ରାଜ୍ୟରେ ପାଗ ମେଘୁଆ ରହୁଥିବାରୁ ତାତି ଗତ କିଛିଦିନ ହେବ ତାପମାତ୍ରା କମ୍‌ ରହିଛି। ଶନିବାର ୧୦ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରହିଥିବା ବେଳେ ୩ଟି ସ୍ଥାନରେ ୪୧ ଡିଗ୍ରୀ ସେଲ୍‌ସିିୟସ ଉପରେ ରହିଛି। ଭୁବନେଶ୍ୱର…

ମାଟ୍ରିକ ପରୀକ୍ଷା ସରିବା ଖୁସିରେ ଡିଜେ ବଜାଇ ନାଚିଲେ

ଦିଗପହଣ୍ଡି,୭।୫(ଡି.ଏନ୍‌.ଏ.):  ଚଳିତ ବର୍ଷର ମାଟ୍ରିକ୍‌ ପରୀକ୍ଷା ଶନିବାର ଶେଷ ହୋଇଛି। ସାଧାରଣତଃ ପରୀକ୍ଷା ସରିବା ପରେ ଭବିଷ୍ୟତକୁ ନେଇ ପିଲାମାନେ ଚିନ୍ତିତ ହୋଇପଡ଼ିବା ନଚେତ ସ୍କୁଲ ପଢ଼ା ଶେଷ ହେବା ନେଇ ଦୁଃଖରେ ଥିବା ଦେଖାଯାଏ। ହେଲେ ଏବର୍ଷ ଏହାର ବିପରୀତ…

କରୀନାଙ୍କୁ ମୋଟି କହି ଚର୍ଚ୍ଚାରେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ଖାନ୍‌ଙ୍କୁ ମୋଟି କହି ଚର୍ଚ୍ଚାକୁ ଆସିଛନ୍ତି ପାକିସ୍ତାନୀ ଅଭିନେତ୍ରୀ ହୀରା ମଣି। ସୋସିଆଲ ମିଡିଆରେ ହୀରାଙ୍କ ଏକ ଭିଡିଓ ଭାଇରାଲ ହେଉଛି। ଯାହାକୁ ନେଇ ଖୁବ୍‌ ଚର୍ଚ୍ଚା। ଏକ ସାକ୍ଷାତକାରରେ ହୀରାମଣି କହିଛନ୍ତି, ‘ମୁଁ…

ଝରକା ଭାଙ୍ଗି ଲୁଟ୍‌ କଲେ; ଯିବା ବେଳେ ମୁଣ୍ଡିଆ ମାରିଲେ

ଭୁବନେଶ୍ୱର,୭।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଘରେ ପଶି ଡକାୟତି କରିବା ପରେ ମୁଣ୍ଡିଆ ମାରି ଚର୍ଚ୍ଚାରେ ଲୁଟେରା। ଧଉଳି ଥାନା ନୂଆଗାଁର ବଳରାମ ବିହାରରେ ଦୁଇ ଦିନ ତଳେ ଏକ ଡକାୟତି ହୋଇଥିଲା। ଝରକା ତାଡି ଘର ଭିତରକୁ ପଶିଥିଲେ ଲୁଟେରା। ପରେ…

ସୁମିତ-ତପସ୍ବିନୀ ବିବାଦ: ଶେଷ ମଧ୍ୟସ୍ଥତା ବିଫଳ

କଟକ ଅଫିସ,୭।୫: ବ୍ରହ୍ମପୁର ବହୁଚର୍ଚ୍ଚିତ ସୁମିତ ଓ ତପସ୍ବିନୀ ପାରିବାରିକ ବିବାଦ ମାମଲାରେ ଶେଷ ମଧ୍ୟସ୍ଥତା ବିଫଳ ହୋଇଛି। ଶନିବାର ଓଡିଶା ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଚାଲିଥିବା ଏହି ମଧ୍ୟସ୍ଥତାର ଶେଷ ତାରିଖ ଥିଲା। ତେବେ ଆସନ୍ତା ୯ ତାରିଖରେ ପୁଣି ହାଇକୋର୍ଟ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୭ା୫(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୮୬୩ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

୮ ମଦ୍ୟପ ଚାଳକ କୋର୍ଟ ଚାଲାଣ

ବଡ଼ବିଲ,୭ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ପୋଲିସ ୮ ଜଣ ମଦ୍ୟପ ଚାଳକଙ୍କୁ ଗିରଫ କରି ଶନିବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଆଜାଦ ବସ୍ତି ଅଞ୍ଚଳର ବିକାଶ ଗୋପ, ବଡ଼ବିଲ କେ-ଅଲି ମହଲ୍ଲା ଅଞ୍ଚଳର ରାଜୁ…

ତାଲିବାନ୍‌ର ନୂଆ ଆଇନ, ବୁର୍ଖା ନପିନ୍ଧିଲେ ପିତାଙ୍କୁ ଜେଲ୍‌…

କାବୁଲ,୭।୫ : ଆଫଗାନିସ୍ତାନରେ ତାଲିବାନ୍‌ ପକ୍ଷରୁ ନୂଆ ଆଇନ ଜାରି କରାଯାଇଛି। ତାଲିବାନ୍‌ କହିଛି ଯେ, ବିନା ବୁର୍ଖାରେ ମହିଳା ବାହାରକୁ ବାହାରିଲେ ସେମାନଙ୍କର ପିତାଙ୍କୁ ଜେଲ ଦଣ୍ଡାଦେଶ କରାଯିବ। ତାଲିବାନ୍‌ ମୁଖ୍ୟ ହେୟବ୍‌ତୁଲା ଅଖୁନ୍ଦଜାଦା ଏନେଇ ନିର୍ଦ୍ଦେଶ ଜାରି କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri