Home Left

ଗୁଜରାଟରେ ସପ୍ତାହେ ମଧ୍ୟରେ ଘଟିଛି ଦୁଇଟି ହିଂସାକାଣ୍ଡ

ଅହମଦାବାଦ,୭।୫: ଲାଉଡ୍‌ସ୍ପିକର ବ୍ୟବହାରକୁ ନେଇ ଗୁଜରାଟରେ ସପ୍ତାହେ ମଧ୍ୟରେ ଦୁଇଟି ହିଂସାକାଣ୍ଡ ଘଟିଛି। ଏଥିରେ ଜଣଙ୍କର ପ୍ରାଣହାନୀ ଘଟିଛି। ଅହମଦାବାଦର ବାଭଲା ତାଲୁକ ଅନ୍ତର୍ଗତ ମିଠାପୁର ଗ୍ରାମରେ ଗତ ୨ତାରିଖରେ କିଛି ଲୋକ ମାରଣାସ୍ତ୍ରରେ ପରିବାରର ୯ଜଣଙ୍କୁ ଆକ୍ରମଣ କରିଥିଲେ। ଫଳରେ…

ଚର୍ଚ୍ଚିତ ସୁବେର ହତ୍ୟା ମାମଲାରେ ୩ଆରଏସ୍‌ଏସ୍‌ କର୍ମକର୍ତ୍ତା ଗିରଫ

ଥିରୁଭାନ୍ତପୁରମ,୭।୫: ସୁବେର ହତ୍ୟା ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି କେରଳ ପୋଲିସ ୩ଜଣ ଆରଏସ୍‌ଏସ୍‌ କର୍ମକର୍ତ୍ତାଙ୍କୁ ଗିରଫ କରିଛି। ଶନିବାର ଏହି ହତ୍ୟା ମାମଲାରେ ସୁଚିତ୍ରାନ, ଗିରିଶ ଏବଂ ଜିନେଶ ନାମକ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବା ପୋଲିସ ସୂଚନା ଦେଇଛି। ସୂଚନାଯୋଗ୍ୟ,…

ରୋଷେଇ ଶିଖୁଛନ୍ତି ସୋନମ

ମୁମ୍ବାଇ: ବଲିଉଡ ନାୟିକା ସୋନମ କପୁର ଖୁବଶୀଘ୍ର ମାଆ ହେବାକୁ ଯାଉଛନ୍ତି । ଏବେ ସେ ତାଙ୍କ ପ୍ରେଗ୍ନେସି ଟାଇମକୁ ଖୁବ୍ ଏନଜୟ କରୁଛନ୍ତି । ଏହାସହ ସୋସିଆଲ ମିଡିଆରେ ଆକ୍ଟିଭ ଥିବା ଏହି ଅଭିନେତ୍ରୀ ବେଳେବେଳେ ପ୍ରଶଂସକଙ୍କ ସହ ତାଙ୍କର…

ଭୁବନେଶ୍ୱର, ଯୋଧପୁର ଏମ୍ସକୁ ସୁପ୍ରିମକୋର୍ଟଙ୍କ ନୋଟିସ୍‌

ନୂଆଦିଲ୍ଲୀ,୭।୫: ଭୁବନେଶ୍ୱର ଏବଂ ଯୋଧପୁର ଏମ୍ସର ଓକିଲଙ୍କୁ ସୁପ୍ରିମକୋର୍ଟ ସମନ ଜାରି କରି ଅଦାଲତରେ ହାଜର ହେବା ଲାଗି ନିର୍ଦ୍ଦେଶ ଦେଇଛନ୍ତି। ଏମ୍ସରେ ପୋଷ୍ଟ ଗ୍ରାଜୁଏଟ୍‌ ନାମଲେଖା ପାଇଁ ପ୍ରଚଳିତ ବ୍ୟବସ୍ଥାକୁ ଚ୍ୟାଲେଞ୍ଜ କରି ସର୍ବୋଚ୍ଚ ଅଦାଲତରେ ପିଟିଶନ ଦାଏର ହୋଇଥିଲା।…

ଟିଏମ୍‌ସି ଏମ୍‌ପିଙ୍କ ପତ୍ନୀ ରୁଜିରାଙ୍କ ନାଁରେ ଓ୍ବାରେଣ୍ଟ

କୋଲାକାତା,୭।୫: ତୃଣମୂଳ କଂଗ୍ରେସର ଏମ୍‌ପି ଅଭିଷେକ ବାନାର୍ଜୀଙ୍କ ପତ୍ନୀ ରୁଜିରା ବାନାର୍ଜୀଙ୍କ ବିରୋଧରେ ଓ୍ବାରେଣ୍ଟ ଜାରି କରାଯାଇଛି। କୋଇଲା ଚୋରା ଚାଲାଣ ମାମଲାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ବୋହୁ ରୁଜିରାଙ୍କ ନାଁରେ ୱାରେଣ୍ଟ ଜାରି ହୋଇଥିବା ଜଣାପଡ଼ିଛି। କୋଇଲା…

ଦେବଗଡ଼ ବିଧାୟକ ମିଳିଲା ଜାମିନ୍‌

ଦେବଗଡ଼,୭।୫(ଡି.ଏନ୍‌.ଏ.): ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କୁ ଶନିବାର ଜାମିନ୍‌ ମିଳିଛି। ଏ ନେଇ ବିଧାୟକଙ୍କ ଓକିଲ ସୂଚନା ଦେଇଛି । ୨ ଜାମିନ୍‌ଦାର ଓ ୫୦ ହଜାର ଟଙ୍କା ବ୍ୟକ୍ତିଗତ ମୁଚଲିକାରେ ମାନ୍ୟବର କୋର୍ଟ ଜାମିନ୍‌ ଦେଇଛନ୍ତି । ସୂଚନାନୁସାରେ,…

କାଳବୈଶାଖୀରେ ଭାଙ୍ଗିଲା ଗଛ, ଛିଣ୍ଡିଲା ବିଦ୍ୟୁତ୍‌ ତାର

ବରଗଡ଼ ଅଫିସ,୭।୫: ବରଗଡ଼ ଜିଲାରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି। ଝଡ଼ତୋଫାନ ସାଙ୍ଗକୁ ବର୍ଷା ଯୋଗୁ ବିଶେଷକରି ବରଗଡ଼ ସହରରେ ଏହାର ପ୍ରଭାବ ଅଧିକ ରହିଥିଲା। ପ୍ରବଳ ବେଗରେ ପବନ ବହିବାରୁ ସହରରେ ରହିଥିବା ବହୁ ଗଛ ଡାଳ ଭାଙ୍ଗି ଯାଇଛି।…

ବରଯାତ୍ରୀରେ ନାଚୁଥିବା ବେଳେ ଚାଲିଗଲା ଯୁବକଙ୍କ ଜୀବନ

ଉଜ୍ଜେନ,୭।୫: ମଧ୍ୟପ୍ରଦେଶର ଉଜ୍ଜେନରେ ଏକ ଅଘଟଣ ଘଟିଛି। ବରଯାତ୍ରୀରେ ଡିଜେ ବାଜୁଥିବା ବେଳେ ନାଚୁ ନାଚୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଡିଜେର ତୀବ୍ର ଶବ୍ଦ ଯୋଗୁ ଉକ୍ତ ଯୁବକଙ୍କ ହାର୍ଟ ଆଟାକ୍‌ ହେବାରୁ ମୃତ୍ୟୁ ହୋଇଥିବା ନେଇ ଚିକିତ୍ସା କରୁଥିବା…

ସମ୍ଭାବ୍ୟ ବାତ୍ୟାକୁ ନେଇ ଅଗ୍ନିଶମ ବାହିନୀ ପ୍ରସ୍ତୁତ

ଭୁବନେଶ୍ୱର,୭।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ସବୁ ପ୍ରକାର ପ୍ରସ୍ତୁତି କରାଯାଉଛି। ତେବେ ରାଜ୍ୟରେ ଅଗ୍ନିଶମ ବାହିନୀ ପ୍ରସ୍ତୁତ ରହିଛି ବୋଲି ଅଗ୍ନିଶମ ବିଭାଗ ଡିଜି ସନ୍ତୋଷ ଉପାଧ୍ୟାୟ କହିଛନ୍ତି। ଏଥିପାଇଁ ୩୩୯ ଫାୟାର ଷ୍ଟେସନକୁ ଆଲର୍ଟ କରାଯାଇଛି।…

ସାପ କାମୁଡ଼ାରେ ଚାଲିଗଲା ନାବାଳିକାଙ୍କ ଜୀବନ

ପଦ୍ମପୁର,୭।୫(ଡି.ଏନ୍‌.ଏ.): ସାପ କାମୁଡ଼ାରେ ବାସୁଦେବପୁର ବ୍ଲକ ଅଧୀନ ରାଜଘର ପୋଖରୀ ପଞ୍ଚାୟତ ଲକ୍ଷ୍ମୀପ୍ରସାଦ ଗ୍ରାମର ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚକ୍ରଧର ଦାସଙ୍କ ଝିଅ ଲିଜାରାଣୀ ଦାସ(୭)। ମିଳିଥିବା ସୂଚନା ମୁତାବକ, ଲିଜା ବାଡ଼ିରେ ବିଲାତି ତୋଳୁଥିବା ବେଳେ…

ପୋଲିସକର୍ମୀଙ୍କ ଉପରେ ଗୁଳି ଚଳାଇଲେ ଆତଙ୍କବାଦୀ

ଶ୍ରୀନଗର,୭।୫:ଜମ୍ମୁ-କଶ୍ମୀରରେ ଆତଙ୍କବାଦୀମାନେ ନିଜର ଦବ୍‌ଦବା ଜାରି ରଖିଛନ୍ତି। କେତେବେଳେ ଯବାନ ତ କେତେବେଳେ ପୋଲିସଙ୍କୁ ଆଉ କେତେବେଳେ ସାଧାରଣ ନାଗରିକଙ୍କୁ ଆତଙ୍କବାଦୀମାନେ ଟାର୍ଗେଟ କରୁଛନ୍ତି। ଇତିମଧ୍ୟରେ ଶନିବାର ସକାଳେ କେନ୍ଦ୍ରୀୟ କଶ୍ମୀରର ଶ୍ରୀନଗର ଜିଲାରେ ଜଣେ ପୋଲିସକର୍ମୀଙ୍କୁ ଆତଙ୍କବାଦୀମାନେ ଗୁଳିଚଳାଇଛନ୍ତି। ଏଥିରେ…

ମାଟ୍ରିକ ଖାତା ଦେଖାକୁ ନେଇ କ’ଣ କହିଲେ ବୋର୍ଡ ସଭାପତି

ଭୁବନେଶର,୭।୫(ବ୍ୟୁରୋ): ମାଟ୍ରିକ ପରୀକ୍ଷାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବୋର୍ଡ ସଭାପତି ରାମାଶିଷ୍‌ ହାଜରା। ସେ କହିଛନ୍ତି, ଆସନ୍ତା ମେ’୨୦ କିମ୍ବା ୨୧ରେ ପରୀକ୍ଷା ଖାତା ଦେଖା ଆରମ୍ଭ ହୋଇପାରେ। ନୋଡ଼ାଲ୍‌ ସେଣ୍ଟରରୁ ଉତ୍ତର ପୁସ୍ତିକା ଆଣିବା ପରେ ଖାତା ଦେଖା ହେବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri