ସ୍ବପ୍ନ ବି ଦେଇଥାଏ ସଙ୍କେତ
ସ୍ବପ୍ନ ବି ବେଳେବେଳେ ଆମକୁ ଅନେକ ସଙ୍କେତ ଦେଇଥାଏ। କିନ୍ତୁ ଏକଥା ସମସ୍ତଙ୍କୁ ଜଣା ନଥାଏ। ତା’ହେଲେ ଆସନ୍ତୁ ଜାଣିବା ଜ୍ୟୋତିଷ ଶାସ୍ତ୍ର ଅନୁସାରେ କେଉଁ ସ୍ବପ୍ନ ଦିଏ କି ସଙ୍କେତ ଦେଇଥାଏ… * ଜ୍ୟୋତିଷଶାସ୍ତ୍ର ଅନୁସାରେ, ଖୋଲା ଆଲମାରିର ସ୍ବପ୍ନ…
ଗଛରେ ଚଢ଼ି ମହୁ ସଂଗ୍ରହ କରୁଥିବା ବେଳେ ଖସିପଡ଼ି ଯୁବକଙ୍କ ଜୀବନ ଗଲା
ଠାକୁରମୁଣ୍ଡା,୨୯ା୫(ଡି.ଏନ୍.ଏ.): ରାତିରେ ଗଛରେ ଚଢ଼ି ମହୁ ସଂଗ୍ରହ କରି ତଳକୁ ଓହ୍ଲାଉ ଥିବା ବେଳେ ଖସିପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ସାଲେଇବେଡ଼ା ପଞ୍ଚାୟତ ଖାପରଖାଇ ଗ୍ରାମର ସାନ ଖଣ୍ଡୁଆଳ…
ଗଛ ବି କରିବ ଭାଗ୍ୟ ପରିବର୍ତ୍ତନ
ଘରେ ଶାନ୍ତି ବଜାୟ ରହିବା ସହ ସୁଖସମୃଦ୍ଧି ବୃଦ୍ଧି କରିବାକୁ କାହାର ବା ଇଚ୍ଛା ନୁହେଁ। ସେଥିପାଇଁ କିଏ କେତେ ପ୍ରକାରର ବିଧିବିଧାନକୁ ଆପଣେଇଥାନ୍ତି। ହେଲେ ଜାଣିଛନ୍ତି ବାସ୍ତୁଶାସ୍ତ୍ର ଅନୁସାରେ, ଏମିତି କେତେକ ଗଛ ଅଛି ଯାହାକୁ ଘରେ ଲଗାଇବା ଦ୍ୱାରା…
ଜାଣନ୍ତି କି ଡିଶ୍ ଆଣ୍ଟିନା କାହିଁକି ରହିଥାଏ ତ୍ରିକୋଣୀୟ
ମଣିଷ ଜୀବନରେ ଅନେକ ଜିନିଷ ଦେଖିବାକୁ ପାଇଥାଏ। କିଛି ଜିନିଷ ଅଛି, ଯାହା ଆଖି ପାଇଁ ସାଧାରଣ ଅଟେ। କିନ୍ତୁ ଏହାର କାରଣ ବୁଝିବା କଷ୍ଟକର। ଘର ଉପରେ ଡିଶ୍ ଟିଭି ଛତା ନିଶ୍ଚିତ ଦେଖିଥିବେ, ଏହି ଆଣ୍ଟିନାଗୁଡ଼ିକୁ ସର୍ବଦା ତ୍ରିକୋଣୀୟ…
ରାଜ୍ୟ ସଭା ନିର୍ବାଚନ ପାଇଁ ହୋଇପାରେ ପ୍ରାର୍ଥୀ ଘୋଷଣା
ଭୁବନେଶ୍ୱର,୨୯।୫(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ଓ ଉପ ନିର୍ବାଚନ ପାଇଁ ରବିବାର ପ୍ରାର୍ଥୀ ଘୋଷଣା କରିପାରନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରସନ୍ନ ଆଚାର୍ଯ୍ୟ, ଏନ ଭାସ୍କର ରାଓ ଏବଂ ସସ୍ମିତ ପାତ୍ରଙ୍କ ରାଜ୍ୟସଭା କାର୍ଯ୍ୟକାଳ ଶେଷ…
ଟୁରିଷ୍ଟ ବସ୍ ଦୁର୍ଘଟଣା ଗ୍ରସ୍ତ: ଚାଲିଗଲା ୭ ଜୀବନ
ଲକ୍ଷ୍ନୌ,୨୯।୫: ଅଯୋଧ୍ୟା ଯାଉ ଯାଉ ଘଟିଲା ମର୍ମନ୍ତୁଦ ସଡକ ଦୁର୍ଘଟଣା। ଉତ୍ତରପ୍ରଦେଶ ବହରାଇଚ ଜିଲାରେ ରବିବାର ସକାଳେ ଏହି ଅଘଟଣ ଘଟିଛି। ଏଥିରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯ ଜଣ ଆହତ ହୋଇଛନ୍ତି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି…
ଜିଲା ମୁଖ୍ୟ ଚିକିତ୍ସାଳୟରେ ମୃତଦେହକୁ ମିଳୁନି ସମ୍ମାନ
ନବରଙ୍ଗପୁର,୨୯।୫(ବି.ପ୍ର.): ମୃତଦେହକୁ ସମ୍ମାନ ଦେଇ ତାହାର ସୁରକ୍ଷା ଓ ସତ୍କାର ପାଇଁ ସରକାରଙ୍କ ନିର୍ଦ୍ଦେଶ ରହିଛି। ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଚିତ୍ର କିନ୍ତୁ ସମ୍ପୂର୍ଣ ଅଲଗା। ଶୁକ୍ରବାରରୁ ରାଇଘରରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହକୁ ଜିଲା ମୁଖ୍ୟ ଚିକିତ୍ସାଳୟ ଶବଗୃହରେ ରଖା…
ଓମିକ୍ରନ୍ର ନୂଆ ସବ୍ ଭାରିଆଣ୍ଟ ଚିହ୍ନଟ, ୭ ପଜିଟିଭ୍
ମୁମ୍ବାଇ,୨୯।୫: ଦେଶରେ ଏବେ କରୋନା ସାମାନ୍ୟ ନିୟନ୍ତ୍ରଣରେ ଥିଲେ ବି ଏହାର ପ୍ରକୋପ କମିନାହିଁ। ଏବେ ବି ଅନେକ ମାମଲା ଚିହ୍ନଟ ହେଉଛନ୍ତି। ଏହାରି ଭିତରେ ମହାରାଷ୍ଟ୍ରରେ ପ୍ରଥମ ଓମିକ୍ରନ୍ର ନୂଆ ସବ ଭାରିଆଣ୍ଟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମହାରାଷ୍ଟ୍ର ପୁଣେରୁ…
ରାତି ପାହିଲେ ସାବିତ୍ରୀ ବ୍ରତ: ବଜାରରେ ନାହିଁ ନ ଥିବା ଭିଡ଼
କେସିଙ୍ଗା,୨୯।୫(ଡି.ଏନ୍.ଏ.): ରାତି ପାହିଲେ ସାବିତ୍ରୀ ଅମାବାସ୍ୟା। ଏ ନେଇ ହାଟ ବଜାର ସବୁଠି ଭିଡ଼ ଦେଖିବାକୁ ମିଳିଛି। କଳାହାଣ୍ଡି ଜିଲା କେସିଙ୍ଗା ସହରର ଡେଲି ମାର୍କେଟରେ ଫଳଦର ଆକାଶ ଛୁଆଁ ହୋଇଛି। ସବୁଠି ଫଳର ପସରା ମେଲିଥିବା ବେଳେ ଶାଢ଼ି, ଚୁଡି…
ବଢିଲା ଏକକ ୟୁଜି ପ୍ରବେଶିକା ପରୀକ୍ଷାର ଆବେଦନ ଅବଧି
ଭୁବନେଶ୍ୱର,୨୯।୫(ବ୍ୟୁରୋ): ଦେଶର ବିଭିନ୍ନ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ସ୍ନାତକ ନାମଲେଖା ପାଇଁ ଏକକ ୟୁଜି ପ୍ରବେଶିକା ପରୀକ୍ଷା (ସିୟୁଇଟି)ର ଆବେଦନ ଅବଧି ପୁଣି ବଢିଛି । ଛାତ୍ରୀଛାତ୍ର ଆସନ୍ତା ୩୧ ତାରିଖ ରାତି ୯ଟା ଯାଏ ଅନଲାଇନ୍ରେ ଆବେଦନ କରିପାରିବେ । ସେହିଦିନ…
କୋଇଲା ସଙ୍କଟର ସାମ୍ନା କରିପାରେ ଭାରତ
ନୂଆଦିଲ୍ଲୀ,୨୯।୫: ଚଳିତ ଆର୍ଥିକ ବର୍ଷର ୨ୟ ତ୍ରୈମାସ ଅର୍ଥାତ୍ ଜୁଲାଇ-ସେପ୍ଟେମ୍ବର ମଧ୍ୟରେ ଭାରତକୁ ବ୍ୟାପକ କୋଇଲା ଅଭାବର ସାମ୍ନା କରିବାକୁ ପଡ଼ିପାରେ। ବିଦ୍ୟୁତ୍ ଚାହିଦା ଅଧିକ ହେବାକୁ ଥିବା କାରଣରୁ ଦେଶକୁ ଏହି ସଙ୍କଟର ସାମ୍ନା କରିବାକୁ ପଡ଼ିପାରେ ବୋଲିି ରଏଟର୍ସ ତଥ୍ୟରୁ…
ବନ୍ୟା-ଭୂସ୍ଖଳନରେ ୩୧ ମୃତ, ହଜାରେରୁ ଅଧିକ ବେଘର…
ବ୍ରାସିଲିଆ, ୨୯।୫ : ବ୍ରାଜିଲର ଉତ୍ତର-ପୂର୍ବ ରାଜ୍ୟ ପେରନାମବୁକୋରେ ପ୍ରବଳ ବର୍ଷା ଯୋଗୁ ବନ୍ୟ ସହିତ ଭୂସ୍ଖଳନ ଘଟିଛି। ଏହି ଘଟଣାରେ ୩୧ ଜଣଙ୍କର ମୃତ୍ୟୁ ଘଟିଛି। କେତେକ ଲୋକ ମଧ୍ୟ ନିଖୋଜ ରହିଛନ୍ତି। ବନ୍ୟଶ ଷଟଶଘଉ ତ୍ଡଉ ଷଲାକ ଜଳବନ୍ଦୀ…
Archives


