Home Left

୨ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ

ଗୁଆହାଟୀ,୧୨।୯: ଆସାମରେ ଆତଙ୍କବାଦୀ ମଡ୍ୟୁଲ ବିରୋଧରେ କାର୍ଯ୍ୟାନୁଷ୍ଠାନ ଚାଲିଛି। ସୋମବାର ପୋଲିସ ଆଉ ଦୁଇଜଣ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଛି। ଉଭୟଙ୍କୁ ମୋରିଗାଓଁରୁ ଗିରଫ କରାଯାଇଛି। ଏହି ଦୁଇ ଆତଙ୍କବାଦୀ ମୁସାଦିକ ହୁସେନ ଏବଂ ଇକ୍ରାମୁଲ ଇସଲାମ ବୋଲି ଜଣାପଡିଛି। ଆତଙ୍କବାଦୀ…

ବିମାନରେ ଯାତ୍ରା କରୁଛନ୍ତି କି? ଆଦୌ ଭୁଲନ୍ତୁ ନାହିଁ ଏହି ୩ ଜିନିଷ

ବିମାନରେ ଯାତ୍ରା କରିବାର ସମସ୍ତଙ୍କର ଅଭିଜ୍ଞତା ଅଲଗା ଅଲଗା। କିନ୍ତୁ ଯେଉଁମାନେ ପ୍ରଥମ ଥର ବିମାନରେ ଯାତ୍ରା କରନ୍ତି, ସେମାନଙ୍କ ପାଇଁ ଏହି ଅଭିଜ୍ଞତା ଅତ୍ୟନ୍ତ ଉତ୍ସାହଜନକ ହୋଇଥାଏ। ତଥାପି ବିମାନରେ ଯାତ୍ରା କରିବା ଟ୍ରେନ୍‌ ପରି ହୋଇ ନ ଥାଏ।…

ରୋମ୍‌ରେ ଛୁଟି କାଟୁଚନ୍ତି ଅନନ୍ୟା

ବଲିଉଡ ଅଭିନେତ୍ରୀ ଅନନ୍ୟା ପାଣ୍ଡେ ଆଜିକାଲି ଇଟାଲୀରେ ଛୁଟି କାଟୁଛନ୍ତି। ସେଠାରୁ ତାଙ୍କର ସୁନ୍ଦର ଫଟୋ ସବୁ ମଧ୍ୟ ପ୍ରଶଂସକଙ୍କ ସହ ଶେୟାର କରୁଛନ୍ତି। ଅନନ୍ୟା ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଅନେକ ଫଟୋ ଏବଂ ଏକ ଭିଡିଓ ଛାଡିଛନ୍ତି। ଭିଡିଓରେ ସେ…

‘ଜଳପରୀ’ ହେବାକୁ ଏହି ଯୁବତୀ ନିଅନ୍ତି ଏତିକି ଟଙ୍କା, ଜାଣିଲେ …

ପିଲାଦିନେ ନିଶ୍ଚିତ ଭାବରେ ‘ଜଳପରୀ’ଙ୍କ ବିଷୟରେ ଅନେକ କାହାଣୀ ଶୁଣିଥିବେ। କିନ୍ତୁ ବାସ୍ତବ ଜୀବନରେ କେହି ଜଣେ ଜଳପରୀ ଅଛନ୍ତି ତାହା ଜାଣନ୍ତି କି? ଯଦି ନା ତେବେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଫଟୋ ଏବଂ ଭିଡିଓ ଦେଖିଲେ ଆପଣଙ୍କ…

ପାକିସ୍ତାନର ପରାଜୟ ପରେ ରାଗିଗଲେ ପିସିବି ସଭାପତି, ଭାରତୀୟ ଖବରଦାତାଙ୍କ ଫୋନ ଛଡାଇନେଲେ

ଦୁବାଇ,୧୨।୯: ଏସିଆ କପ୍‌ ୨୦୨୨ ଫାଇନାଲ୍‌ରେ ପାକିସ୍ତାନକୁ ୨୩ ରନ୍‌ରେ ପରାସ୍ତ କରି ଚାମ୍ପିଅନ ହୋଇଛି ଶ୍ରୀଲଙ୍କା। ଏହି ମ୍ୟାଚ ଦେଖିବାକୁ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମୁଖ୍ୟ ରମିଜ ରାଜା ଏବଂ ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ…

ଧାରଣାରେ ବସିଲେ ୩ ଶ୍ରମିକ ସଂଗଠନ

ବଅଁରପାଳ,୧୨ା୯(ଡି.ଏନ୍‌.ଏ.): ଆଲୁମିନିୟମ ସଂଘ, ନେପୁ ଏବଂ ନେସ୍‌ ପକ୍ଷରୁ ସୋମବାର ସକାଳ ୭ରୁ ନାଲ୍‌କୋ ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଛି। ୩ଟି ପ୍ରମୁଖ ଶ୍ରମିକ ସଂଗଠନ କର୍ତ୍ତୃପକ୍ଷଙ୍କ ସହ ଉପସ୍ଥିତ ରହି ଇନ୍‌ସେଟିଭ୍‌, ପାରାମିଟର ସମ୍ପର୍କରେ ପୂର୍ବରୁ ଆଲୋଚନା କରିଥିଲେ।…

୧୦୦ କୋଟି କ୍ଲବ୍‌ରେ ଫିଲ୍ମ ‘ବ୍ରହ୍ମାସ୍ତ୍ର’

ଅଭିନେତା ରଣବୀର କପୁର ଏବଂ ଆଲିଆ ଭଟ୍ଟଙ୍କ ଅଭିନୀତ ଫିଲ୍ମ ‘ବ୍ରହ୍ମାସ୍ତ୍ର’ ବକ୍ସ ଅଫିସରେ ସୁପରହିଟ୍‌ ସାବ୍ୟସ୍ତ ହୋଇଛି। ‘ବ୍ରହ୍ମାସ୍ତ୍ର’ ତିନି ଦିନ ମଧ୍ୟରେ୧୦୦କୋଟି କ୍ଲବରେ ଏଣ୍ଟ୍ରି କରିଛି। ଏହାକୁ ଦେଖି କୁହାଯାଇପାରେ ଯେ, କିଛି ଦିନ ମଧ୍ୟରେ ଏହି ଫିଲ୍ମ…

ବିଷ ପିଇଥିଲେ ଆଇଟିଆଇ ଛାତ୍ର: ଏସ୍‌ସିବିରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

କଟକ ଅଫିସ,୧୨ା୯: ବିଷ ପିଇ କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ଥିବା ଆଇଟିଆଇ ଛାତ୍ର ଆଶୁତୋଷ ମଲ୍ଲିକଙ୍କ ମୃତ୍ୟୁ ଘଟିଛି। ଆଶୁତୋଷ ଭଦ୍ରକର ଏକ ଘରୋଇ ଆଇଟିଆଇ କଲେଜରେ ପ୍ରଥମ ବର୍ଷ ଇଲେକ୍ଟ୍ରି ବିଭାଗର ଛାତ୍ର ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ରବିବାର…

ଏସିଆ କପ୍‌ ଚାମ୍ପିଅନ୍‌ ଦଳକୁ ମିଳିଲା ଏତିକି ଟଙ୍କା ପୁରସ୍କାର ରାଶି

ଦୁବାଇ,୧୨।୯: ଏସିଆ କପର ୧୫ତମ ସିଜନ ଶେଷ ହୋଇଛି। ରବିବାର ଖେଳାଯାଇଥିବା ଟି-୨୦ ଟୁର୍ନାମେଣ୍ଟର ଫାଇନାଲରେ ଶ୍ରୀଲଙ୍କା ପାକିସ୍ତାନକୁ ୨୩ ରନରେ ପରାସ୍ତ କରି ଶ୍ରୀଲଙ୍କା ଟାଇଟଲ ଜିତିଛି। ସାମଗ୍ରିକ ଭାବେ ଏହା ହେଉଛି ଦଳର ଷଷ୍ଠ ଟାଇଟଲ। ଭାରତ ସର୍ବାଧିକ…

ଭୋ ଭୋ ହୋଇ କାନ୍ଦିଲେ ବାହୁବଳୀ ପ୍ରଭାସ

ତେଲୁଗୁର ଜଣାଶୁଣା ଅଭିନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ୟୁଭି କ୍ରିଷ୍ଣମ ରାଜୁଙ୍କ ପରଲୋକ ଘଟିଛି। ତାଙ୍କ ଦେହାନ୍ତରେ ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି। କ୍ରିଷ୍ଣମ ରାଜୁ ବାହୁବଳୀ ଫେମ ଅଭିନେତା ପ୍ରଭାସଙ୍କ ଅଙ୍କଲ ଥିଲେ। ତାଙ୍କ ମୃତ୍ୟୁରେ…

ରୋଟାଭାଇରସ୍‌ ଇନ୍‌ଫେକ୍‌ଶନ ଓ ଡାଇବେଟିସ୍‌

ଆଜିକାଲି ଡାଇବେଟିସ୍‌ ବା ମଧୁମେହ ଏକ ସାଧାରଣ ସମସ୍ୟା ପାଲଟିଗଲାଣି। ପୁଣି ଆମ ଦେଶରେ ଏହି ରୋଗୀଙ୍କ ସଂଖ୍ୟା ଏତେ ବେଶି ଯେ ଭାରତକୁ ‘ଡାଇବେଟିସ୍‌ର ରାଜଧାନୀ’ ବୋଲି କୁହାଯାଇଥାଏ। ତେବେ ଡାଇବେଟିସ୍‌କୁ ଦୁଇ ଭାଗରେ ବିଭକ୍ତ କରାଯାଇଥାଏ, ଯଥା: ଟାଇପ୍‌-୧…

ସମର୍ଥାଧିକ ଉପଯୋଗ ଶରୀର ପାଇଁ କ୍ଷତିକାରକ

ସାର୍‌ ଆଇଜାକ୍‌ ନିଉଟନ୍‌ଙ୍କ ତୃତୀୟ ନିୟମ ଅନୁସାରେ ‘ପ୍ରତ୍ୟେକ କ୍ରିୟାର ସମାନ ଏବଂ ବିପରୀତ ପ୍ରତିକ୍ରିୟା ରହିଛି।’ ଯେପରି ଗୋଟିଏ ରବରକୁ ଆମେ ସ୍ବଳ୍ପ ବଳ ପ୍ରୟୋଗ କରି ଟାଣିଲେ ତାହା ସ୍ଥିତିସ୍ଥାପକ ଶକ୍ତି ଯୋଗୁ କାର୍ଯ୍ୟରେ ଲାଗିଥାଏ, ହେଲେ ମାତ୍ରାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?