ଯାହା କରିବାକୁ ଇଚ୍ଛା ନ ଥିଲା ତାହା ବି କରିଛନ୍ତି ୟାମି
ମୁମ୍ବାଇ: ବଲିଉଡ୍ରେ ନାୟିକା ହେବାର ସ୍ୱପ୍ନ ଦେଖୁଥିବା ଅନେକ ଅଭିନେତ୍ରୀ ବିଭିନ୍ନ ପ୍ରକାର ଉତ୍ଥାନ ପତନ ଦେଇ ଆସିଥିବା ବେଳେ ଏମାନଙ୍କ ମଧ୍ୟରୁ କେହି କେହି ସଫଳ ହୋଇଥାଆନ୍ତି ତ ପୁଣି କିଏ ଏହି ରେସ୍ରେ ହାରି ଯାଇଥାଆନ୍ତି । ଏମିତି…
ଓଏଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୨୮।୫(ବ୍ୟୁରୋ): ଓଏଏସ୍ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଭଞ୍ଜନଗର ଉପଜିଲାପାଳ ତଥା ବରିଷ୍ଠ ଓଏଏସ ରାଜେନ୍ଦ୍ର ମିଞ୍ଜଙ୍କୁ ପଦୋନ୍ନତି ଦେଇ ବ୍ରହ୍ମପୁରସ୍ଥିତ ଏମକେସିଜି ମେଡିକାଲ…
ଦକ୍ଷିଣ ପ୍ରଶାନ୍ତ ମହାସାଗରରେ ଆଉ ନଅଟି ଦ୍ୱୀପ ଦେଶ ଉପରେ ନଜର ପକାଇଲା ଚାଇନା: ବଢିଲା ଶୀତଳ ଯୁଦ୍ଧ, ବିଶ୍ୱଯୁଦ୍ଧ ଆଶଙ୍କା
ବେଜିଂ,୨୮ ।୫: ଚାଇନା ସୋଲେମନ ଆଇସଲ୍ୟାଣ୍ଡ ସହ ଏପ୍ରିଲ ମାସରେ ସୁରକ୍ଷା ଚୁକ୍ତି କରିବା ପରେ ଆମେରିକା ଓ ସହଯୋଗୀ ଦେଶର ଦକ୍ଷିଣ ପ୍ରଶାନ୍ତ ମହାସାଗରରେ ସୁରକ୍ଷାକୁ ନେଇ ଚିନ୍ତା ବୃଦ୍ଧି ପାଇଥିଲା । ପରମ୍ପରାଗତ ଭାବେ ଆମେରିକା ନୌସେନାର ପ୍ରଭାବ…
ଶେହବାଜ ଶରିଫ ଉଗାଳିଲେ କଶ୍ମୀର ରାଗ
ଇସଲାମାବାଦ,୨୮ ।୫: ଆର୍ଥିକ ଦୃଷ୍ଟିରୁ ସମ୍ପୂର୍ଣ୍ଣ ଭାବେ ଭାଙ୍ଗି ପଡିଥିବା ପାକିସ୍ତାନ ଏବେ କଶ୍ମୀର ରାଗକୁ ପୁଣିଥରେ ଓଗାଳିଛି । ଏଥର ପାକିସ୍ତାନର ନୂଆ ପ୍ରଧାନମନ୍ତ୍ରୀ ଶହବାଜ ଶରିଫଙ୍କୁ ଏହାର ଜରିଆ କରାଯାଇଛି । ଦେଶକୁ ସମ୍ବୋଧନ ଦେବା ଅବସରରେ ସେ…
ଭାଜପା ପ୍ରାର୍ଥିନୀଙ୍କ ପ୍ରଚାରରେ ଭୋଜପୁରୀ ଅଭିନେତା
ଝାରସୁଗୁଡ଼ା ଅଫିସ,୨୮ା୫: ବ୍ରଜରାଜନଗର ଉପନିର୍ବାଚନ ପ୍ରଚାରରେ ଭୋଜପୁରୀ ଅଭିନେତା ତଥା ଉତ୍ତରପ୍ରଦେଶ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଦିନେଶ ଲାଲ୍ ଯାଦବ ଶୁକ୍ରବାର ଭାଜପା ପ୍ରାର୍ଥିନୀ ରାଧାରାଣୀ ପଣ୍ଡାଙ୍କ ସପକ୍ଷରେ ପ୍ରଚାର କରିଥିଲେ। ଦଳ ତରଫରୁ ବ୍ରଜରାଜନଗର ମଣ୍ଡଳିଆ ଛକରେ ଅଭିନେତା…
ରାଜ୍ୟ ସଭା ପାଇଁ ଆଜି ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ଭାଜପା
ନୂଆଦିଲ୍ଲୀ,୨୮ ।୫: ରାଜ୍ୟ ସଭା ପ୍ରାର୍ଥୀ ତାଲିକାକୁ ନେଇ ଏବେ ସବୁଦଳ ମଧ୍ୟରେ ଚାଲିଛି ମନ୍ଥନ । ତେବେ ଶନିବାର ଭାରତୀୟ ଜନତା ପାର୍ଟି(ଭାଜପା) ରାଜ୍ୟ ସଭା ପାଇଁ ପ୍ରାର୍ଥୀ ଘୋଷଣା କରିପାରେ ବୋଲି କୁହାଯାଉଛି । ଏଥିରେ ଭାଜପା ଏବେ…
ସମ୍ମିଳନୀରେ କର୍ମୀଙ୍କୁ ଗୁରୁମନ୍ତ୍ର
ଝାରସୁଗୁଡ଼ା ଅଫିସ,୨୮ା୫: ବ୍ରଜରାଜନଗର ଉପନିର୍ବାଚନ ପରିପ୍ରେକ୍ଷୀରେ ଲଖନପୁର ବ୍ଲକ୍ ଦଳଗାଁ ପଞ୍ଚାୟତ ସେନାମାଲ ଛକ ନିକଟରେ ଶୁକ୍ରବାର ବିଜେଡି କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହାକୁ ବିଜେଡି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଟିକେଶ୍ୱର ସେନାପତି ପରିଚାଳନା କରିଥିଲେ। ଏଥିରେ ଷ୍ଟାର ପ୍ରଚାରକ…
ବିଧାୟକ ମନୋହର ରନ୍ଧାରୀ ନିର୍ଦ୍ଦୋଷ
ନବରଙ୍ଗପୁର/ଜୟପୁର,୨୮ା୫(ବି.ପ୍ର./ନି.ପ୍ର.): ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କ ନାମରେ ଥିବା ଅର୍ଥ ତୋସରପାତ ମାମଲାରେ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଜଜ୍ ରାଜେଶ ଏକ୍କା ତାଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ବିଧାୟକ ରନ୍ଧାରୀ ନନ୍ଦାହାଣ୍ଡି ବ୍ଲକ କିରାଣି ଥିବା ସମୟରେ ଲୁହାଛଡ଼, ସିମେଣ୍ଟ ଓ…
ଆସନ୍ତା ସପ୍ତାହରେ ଭାଜପାରେ ଯୋଗଦେବେ ହାର୍ଦ୍ଦିକ
ଅହମଦାବାଦ,୨୮ା୫(ଆଇଏଏନ୍ଏସ୍): କଂଗ୍ରେସର ପୂର୍ବତନ କାର୍ଯ୍ୟକାରୀ ସଭାପତି ହାର୍ଦ୍ଦିକ ପଟେଲ ମେ’ ୩୦ କିମ୍ବା ୩୧ରେ ଭାଜପାରେ ଯୋଗଦେବେ। ଏନେଇ ସେ ଶୁକ୍ରବାର ଅହମଦାବାଦରେ ସୂଚନା ଦେଇଛନ୍ତି। ଏପରିକି ସେ ଆଗାମୀ ବିଧାନସଭା ନିର୍ବାଚନ ଭାଜପା ଟିକେଟରେ ଲଢ଼ିବେ ବୋଲି ମଧ୍ୟ କହିଛନ୍ତି।…
ଖାଲି ପାଦରେ ବନ୍ୟାଞ୍ଚଳ ବୁଲିଲେ ଆଇଏଏସ୍ ଅଧିକାରୀ
ଦିଶପୁର,୨୮।୫: ଆସାମ ବନ୍ୟାରେ ସବୁଠାରୁ କ୍ଷତିଗ୍ରସ୍ତ ହୋଇଥିବା କାଛରା ଜିଲା ପରିଦର୍ଶନ କରିଥିଲେ ଆଇଏଏସ୍ ଅଧିକାରୀ କୀର୍ତ୍ତି ଜାଲ୍ଲି। ପରିଦର୍ଶନ ବେଳର ଫଟୋ ଏବେ ସୋସିଆଲ ମିଡ଼ିଆରେ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି। କୀର୍ତ୍ତି ଖାଲି ପାଦରେ ବନ୍ୟାଞ୍ଚଳ ପରିଦର୍ଶନ କରୁଥିବାର ଏକ…
ସାମ୍ପ୍ରଦାୟିକ ରାଜନୀତି ଦେଶ ପାଇଁ ବଡ଼ ବିପଦ
ବେଙ୍ଗାଲୁରୁ,୨୮ା୫: ବଂଶବାଦ ରାଜନୀତି ଅପେକ୍ଷା ସାମ୍ପ୍ରଦାୟିକ ରାଜନୀତି ଭାରତର ଭବିଷ୍ୟତ ଲାଗି ସବୁଠୁ ବଡ଼ ବିପଦ ବୋଲି କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଡିଏସ୍ ନେତା ଏଚ୍.ଡି. କୁମାରସ୍ବାମୀ ଶୁକ୍ରବାର କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ହାଇଦ୍ରାବାଦରେ ଏକ କାର୍ଯ୍ୟକ୍ରମରେ…
ଚିତ୍ରା ରାମକ୍ରିଷ୍ଣାଙ୍କୁ ସେବିର ୩.୧୨ କୋଟି ଟଙ୍କାର ଡିମାଣ୍ଡ ନୋଟିସ
ନୂଆଦିଲ୍ଲୀ,୨୮।୫: ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ)ର ପୂର୍ବତନ ସିଇଓ ଚିତ୍ରା ରାମକ୍ରିଷ୍ଣାଙ୍କୁ ଭାରତର ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ମଙ୍ଗଳବାର ୩.୧୨ କୋଟି ଟଙ୍କାର ଡିମାଣ୍ଡ ନୋଟିସ ପଠାଇଥିଲା। ଷ୍ଟକ୍ ଏକ୍ସଚେଞ୍ଜରେ ପରିଚାଳନାଗତ ତ୍ରୁଟିଜନିତ ମାମଲାରେ ତାଙ୍କୁ ଏହି ଅର୍ଥ…
Archives


