Home Left

ଜିଆ ଖତ ନକଲି ସନ୍ଦେହରେ କାରଖାନା ଉପରେ ଚଢ଼ାଉ: ସଂଗ୍ରହ ହେଲା ନମୁନା

ସାକ୍ଷୀଗୋପାଳ,୧୧।୯(ଡି.ଏନ୍‌.ଏ./ସ୍ବ.ପ୍ର.): ନକଲି ସାର ପ୍ରସ୍ତୁତି ସନ୍ଦେହରେ ପୁରୀ ଜିଲା ସତ୍ୟବାଦୀ ବ୍ଲକ ବୀରଗୋବିନ୍ଦପୁର ନିକଟରେ ଥିବା ଗ୍ଲେୟର କେମିକାଲ ପ୍ରାଇଭେଟ ଲିମିଟେଡ୍‌ କାରଖାନା ଉପରେ ରବିବାର ରାଜ୍ୟ ସରକାରଙ୍କ ଏକ ସ୍ବତନ୍ତ୍ର ତଦନ୍ତକାରୀ ଦଳ ଚଢ଼ାଉ କରିଛି। ସୂଚନାଯୋଗ୍ୟ, ସାକ୍ଷୀଗୋପାଳ ନିକଟ…

ବରଗଡ଼ ପଲିଟେକ୍ନିକ କଲେଜ ଛାତ୍ର ସର୍ବଭାରତୀୟ ଟପ୍ପର

ବରଗଡ଼ ଅଫିସ,୧୧।୯: ଭାରତୀୟସ୍ତରରେ ଅନୁଷ୍ଠିତ ହୋଇଥିବା ଏଆଇଟିଟି ପରୀକ୍ଷା ଆଇଟି ସେକ୍ଟରରେ ବରଗଡ଼ ସରକାରୀ ପଳିଟେକ୍ନିକ କଲେଜର ଛାତ୍ର ପିତେଶ୍ୱର ବାରିକ ସର୍ବଭାରତରେ ଟପ୍ପର ହୋଇଛନ୍ତି । ଏହି ସଫଳତାରେ ପରିବାର ଲୋକଙ୍କ ସମେତ ଗ୍ରାମବାସୀ ତଥା କଲେଜର ସମସ୍ତ କର୍ମଚାରୀ,…

ଶରଦ ପାଓ୍ବାର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ନୁହଁନ୍ତି: ପ୍ରଫୁଲ୍ଲ ପଟେଲ

ନୂଆଦିଲ୍ଲୀ,୧୧।୯: ୨୦୨୪ ଲୋକ ସଭା ନିର୍ବାଚନରେ ଏନସିପି ସୁପ୍ରିମୋ ଶରଦ ପାଓ୍ବାର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ନୁହଁନ୍ତି ବୋଲି ଏନସିପି ଏମ୍‌ପି ପ୍ରଫୁଲ୍ଲ ପଟେଲ ରବିବାର ସ୍ପଷ୍ଟ କରିଛନ୍ତି। ଦିଲ୍ଲୀର ଟକାଟୋରା ଷ୍ଟାଡିୟମରେ ଏନସିପିର ଅଷ୍ଟମ ଜାତୀୟ ସମ୍ମିଳନୀରେ ପ୍ରଫୁଲ୍ଲ କହିଛନ୍ତି, ଶରଦ…

ହ୍ବିଲ୍‌ଚେୟାରରେ ବସି ଫୁଡ୍‌ ଡେଲିଭରୀ କରୁଛନ୍ତି ଦିବ୍ୟାଙ୍ଗ ଯୁବତୀ, ଭିଡିଓ ଭାଇରାଲ

କଥାରେ ଅଛି, ଇଛା ଥିଲେ, ଉପାୟ ଆପେ ଆପେ ଆସେ। ଏହି ଉକ୍ତିଟିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ଜଣେ ଦିବ୍ୟାଙ୍ଗ ଯୁବତୀ। ନିଜ ଅକ୍ଷମତାକୁ ପଛରେ ପକାଇ ଏହି ଯୁବତୀ ଜଣଙ୍କ ହ୍ବିଲ୍‌ଚେୟାରରେ ବସି ଫୁଡ୍‌ ଡେଲିଭରୀ କାର୍ଯ୍ୟ କରୁଛନ୍ତି। ଏହି…

ଲଘୁଚାପ ବର୍ଷାରେ ଭାଙ୍ଗିଲା ଘର: ୫ ପରିବାର ବାସହରା

ପାରଳାଖେମୁଣ୍ଡି,୧୧ା୯(ଡି.ଏନ୍‌.ଏ.): ଗଜପତି ଜିଲାରେ ଦୁଇ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷାରେ ୫ଟି ଘର ଭାଙ୍ଗିଯାଇଛି। ଗୁମ୍ମା ବ୍ଲକ କୁଜାସିଂ ପଞ୍ଚାୟତ ଅଧୀନ ଅଢେଇ, କୁଣ୍ଢେଇସିଂ, ଜଗନ୍ନାଥପୁର ଓ ଗିରା ଗାଁରେ ଘର ଭାଙ୍ଗି ଭୁଶୁଡ଼ି ପଡିଛି। କୁଣ୍ଢେଇସିଂ ଗ୍ରାମର…

ବିମାନରେ ବିଗିଡିଲା ମହିଳାଙ୍କ ସ୍ବାସ୍ଥ୍ୟାବସ୍ଥା, ହସ୍ପିଟାଲ୍‌ରେ ମୃତ୍ୟୁ

ନୂଆଦିଲ୍ଲୀ,୧୧।୯: ଦୁବାଇରୁ କୋଚି ଅଭିମୁଖେ ଯାତ୍ରା କରୁଥିବା ଜଣେ ମହିଳା ବିମାନରେ ହଠାତ୍‌ ଅସୁସ୍ଥ ହୋଇପଡିଥିଲେ। ପରେ ତାଙ୍କୁ କୋଚିର ଏକ ଡାକ୍ତରଖାନାରେ ମୃତ ଘୋଷଣା କରାଯାଇଥିଲା। ରବିବାର ପୋଲିସ ଏହି ସୂଚନା ଦେଇଛି। ପୋଲିସ କହିଛି ଯେ, ମିନି (୫୬)…

ଟ୍ରିପଲ ରାଇଡିଂ କରୁଥିଲେ ହେବ ଲାଇସେନ୍ସ ରଦ୍ଦ

ବ୍ରହ୍ମପୁର ଅଫିସ,୧୧ା୯: ସଡ଼କ ଦୁର୍ଘଟଣା ରୋକିବାକୁ ଟ୍ରାଫିକ୍‌ ପୋଲିସ ପକ୍ଷରୁ ଅନେକ ପଦକ୍ଷେପ ନିଆଯାଉଛି। ଟ୍ରିପଲ ରାଇଡିଂ ଯୋଗୁ ବିଭିନ୍ନ ସମୟରେ ଦୁର୍ଘଟଣା ଘଟୁଛି। ଏଥିରେ ଅନେକ ଲୋକଙ୍କ ଜୀବନ ଯାଉଛି। ଏ ନେଇ ପୋଲିସ ଲୋକଙ୍କୁ ସଚେତନ କରୁଛି। ହେଲେ…

କଂଗ୍ରେସକୁ ପୁଣି ଏକ ବଡ଼ ଝଟ୍‌କା

ଗୁଆହାଟୀ,୧୧।୯: ଆସାମରେ କଂଗ୍ରେସକୁ ଏକ ବଡ଼ ଝଟ୍‌କା ଲାଗିଛି। ଦଳର ବଡ଼ ନେତା କାମରୁଲ ଇସଲାମ ଚୌଧୁରୀ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ସେ ଆସାମ ପ୍ରଦେଶ କଂଗ୍ରେସ କମିଟିର ସାଧାରଣ ସମ୍ପାଦକ ତଥା ଦଳର ପ୍ରାଥମିକ ସଦସ୍ୟତା ପଦରୁ ଇସ୍ତଫା…

ଶଙ୍କରାଚାର୍ଯ୍ୟ ସ୍ବାମୀ ସ୍ବରୂପାନନ୍ଦ ସରସ୍ବତୀଙ୍କ ପରଲୋକ

ଭୋପାଳ,୧୧।୯: ଦ୍ୱାରିକା ଶାରଦା ପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ସ୍ବରୂପାନନ୍ଦ ସରସ୍ବତୀଙ୍କ ପରଲୋକ ଘଟିଛି। ସେ ୯୯ ବର୍ଷ ବୟସରେ ନରସିଂହପୁରର ଝୋଟେଶ୍ୱରରେ ଅବସ୍ଥିତ ପରମହଂସୀ ଗଙ୍ଗା ଆଶ୍ରମରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ଜଗଦଗୁରୁ ଶଙ୍କରାଚାର୍ଯ୍ୟଙ୍କ ଶେଷ ରୀତିନୀତି ସୋମବାର ୩.୩୦ରେ…

ଏଡିନବର୍ଗ ଗଲା ରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ପାର୍ଥିବ ଶରୀର: ୧୯ରେ ଶେଷକୃତ୍ୟ

ଲଣ୍ଡନ,୧୧।୯: ବ୍ରିଟେନର ରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ଗତ ଗୁରୁବାର ପରଲୋକ ଘଟିଛି। ଦେହାନ୍ତ କରିଛନ୍ତି। ତାଙ୍କ ଦେହାନ୍ତ ପରଠାରୁ ସମଗ୍ର ବ୍ରିଟେନରେ ଶୋକର ବାତାବରଣ ସୃଷ୍ଟି ହୋଇଛି। ରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ମରଶରୀରକୁ କଫିନ୍‌ ଯୋଗେ ବାଲମୋରାଲ ଦୁର୍ଗରୁ ସ୍କଟଲ୍ୟାଣ୍ଡର ରାଜଧାନୀ…

ଆନ୍ଦୋଳନକୁ ଓହ୍ଲାଇଛନ୍ତି ବିଭିନ୍ନ ବିଭାଗର ଠିକା କର୍ମଚାରୀ

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ନିଯୁକ୍ତି ନିୟମାବଳୀ ବିରୋଧରେ ଠିକା କର୍ମଚାରୀ ସଂଘର ବଡ଼ ଧରଣର ଆନ୍ଦୋଳନ। ରବିବାର ପ୍ରାୟ ୧୦ ହଜାର ଠିକା କର୍ମଚାରୀ ଲୋୟର ପିଏମ୍‌ଜି ଛକରେ ବିକ୍ଷୋଭ କରୁଛନ୍ତି। ସମାନ କାମକୁ ସମାନ ଦରମା ଦାବିରେ ଏହି ଆନ୍ଦୋଳନ…

ଲଗାଣ ବର୍ଷାରେ ଭାଙ୍ଗିଲା ଘର, କାନ୍ଥ ପଡ଼ି ୨ ଗାଈ ମୃତ

ଦାରିଙ୍ଗବାଡ଼ି,୧୧ା୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ତୁହାକୁ ତୁହା ବର୍ଷା ହେଉଛି। ରବିବାର ଭ୍ରମରବାଡ଼ି ପଞ୍ଚାୟତ ପୁଡ଼ିରାଜଲା ଗ୍ରାମରେ ଏକ ଘର ଭାଙ୍ଗିଯିବାରୁ କାନ୍ଥ ପଡ଼ି ଉକ୍ତ ଗ୍ରାମର ବୁଡୁ ସାହୁଙ୍କ ଦୁଇଟି ଗାଈଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?