Home Left

୩୫ ଲିଟର ଦେଶୀମଦ ଜବତ: ୨ ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୧୩|୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ମହୁରୀ କାଳୁଆ ନିକଟ କୁମ୍ଭଝରି ଗ୍ରାମର ପ୍ରଭାକର ମଲ୍ଲିକଙ୍କୁ ଗିରଫ କରି ବ୍ରହ୍ମପୁର ଏସଡିଜେଏମ କୋର୍ଟକୁ ଚାଲାଣ କରିଛନ୍ତି। ତାଙ୍କ ନିକଟରୁ ୨୫ ଲିଟର ଦେଶୀମଦ ଜବତ କରାଯାଇଛି। ଥାନା…

ସ୍ତ୍ରୀଙ୍କୁ ଲୁଚାଇ ଲିଙ୍ଗ ପରିବର୍ତ୍ତନ କରିଦେଇଥିଲେ ଦୁଇ ସନ୍ତାନର ବାପା; ୨ ବର୍ଷ ପରେ ସାମ୍ନାକୁ ଆସିଲା ସତ, ତା’ ପରେ…

ଲକ୍ଷ୍ନୌ,୧୩।୧: ଉତ୍ତର ପ୍ରଦେଶର ଗୋରଖପୁରରୁ ଏକ ଅତ୍ୟନ୍ତ ଆଶ୍ଚର୍ଯ୍ୟଜନକ ଓ ହୃଦୟବିଦାରକ ମାମଲା ସାମ୍ନାକୁ ଆସିଛି। ଏଠାରେ ଦୁଇ ସନ୍ତାନର ପିତା ଗୁପ୍ତରେ ଲିଙ୍ଗ ପରିବର୍ତ୍ତନ (ଜେଣ୍ଡର ଚେଞ୍ଜ) କରାଇ ମହିଳା ହୋଇଯାଇଛନ୍ତି। ବିବାହର ୭ ବର୍ଷ ପରେ ଯେତେବେଳେ ପତ୍ନୀଙ୍କୁ…

ଶିଶୁକନ୍ୟାଙ୍କୁ କରିଥିଲେ ହତ୍ୟା: ସାବତ ମା’, ବାପାଙ୍କୁ ଏହି ଦଣ୍ଡରେ ଦଣ୍ଡିତ କଲେ କୋର୍ଟ

ବ୍ରହ୍ମପୁର,୧୩ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲାଜଜ୍‌-୩ ବିବସ୍ବତ ଗୌତମ ମଙ୍ଗଳବାର ଏକ ଶିଶୁକନ୍ୟା ହତ୍ୟା ମାମଲାର ରାୟ ପ୍ରକାଶ କରିଛନ୍ତି। ହତ୍ୟାରେ ସମ୍ପୃକ୍ତ ଶିଶୁକନ୍ୟାଙ୍କ ବାପା ଓ ସାବତ ମା’ଙ୍କୁ ଦୋଷୀ ସାବ୍ୟସ୍ତ କରି ୧୦ ବର୍ଷ ଜେଲ ଦଣ୍ଡାଦେଶ…

୩୫ ଭରଣ ଜମିର ଧାନ ଜଳିଯିବା ଘଟଣା: ପହଞ୍ଚିଲେ ବିଧାୟକ, ତହସିଲଦାର 

ଗଞ୍ଜାମ,୧୩।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ ବରୋଦା ଗ୍ରାମର ଖଳାରେ ମଙ୍ଗଳବାର ଅପରାହ୍ନରେ ହଟାତ ନିଆଁ ଲାଗିଯାଇଥିଲା । ଖଳାରେ ଅମଳ ହେବାକୁ ଥିବା ୩୫ ଭରଣ ଜମିର ଧାନ ସମ୍ପୂର୍ଣ ଜଳି ପୋଡି ନଷ୍ଟ ହୋଇ ଯାଇଛି…

ପୀତବାସ ହତ୍ୟା ମାମଲା: ୬ ଅଭିଯୁକ୍ତଙ୍କ ଜାମିନ ଖାରଜ

ବ୍ରହ୍ମପୁର,୧୩ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ୬ ଅଭିଯୁକ୍ତଙ୍କ ଜାମିନ ଖାରଜ ହୋଇଛି। ବ୍ରହ୍ମପୁରସ୍ଥିତ ଏସଡିଜେଏମ୍‌ କୁମାର ସ୍ପନ୍ଦନ ଅଭିଯୁକ୍ତ ତଥା ବ୍ରହ୍ମପୁର ମହାନଗର ନିଗମ କର୍ପୋରେଟର ମଳୟ ବିଷୋୟୀ,…

ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପ୍ରସ୍ତୁତି: ଏଥର ରାଜରାସ୍ତାରେ ଆୟୋଜିତ ହେବ ପରେଡ୍

ବରଗଡ,୧୩।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସଦର ମହକୁମାଠାରେ ୭୭ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସକୁ ମହାସମାରୋହରେ ପାଳନ କରିବା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ ଜିଲା ପରିଷଦ ମୁଖ୍ୟ…

ମୃତ ଚାଷୀଙ୍କ ପରିବାରଙ୍କୁ ମିଳିଲା ୪ ଲକ୍ଷ ଟଙ୍କା ସହାୟତା

ଚିକିଟି,୧୩ା୧(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ୍‌ କେ.ନୂଆଗାଁ ଥାନା ଅଧୀନ ନୂଆପଡା ଗ୍ରାମର କେ.ଶୁକ୍ରୁ ବିଲରେ ଚାଷ କରୁଥିବା ବେଳେ ତାଙ୍କର ମୃତ୍ୟୁ ଘଟିଥିଲା। ଏହି ଦୁଃଖଦ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ…

ମା’ଙ୍କୁ ନେଇ ଘଟଗାଁ ତାରିଣୀଙ୍କ ଦର୍ଶନ ପାଇଁ ଯାଇଥିଲେ: ପୁଅ ଆଖି ଆଗରେ ଚାଲିଗଲା ମା’ଙ୍କ ଜୀବନ

ଆନନ୍ଦପୁର,୧୩।୧(ସୁଶାନ୍ତ କୁମାର ସାହୁ): ୨୦ ନଂ ଜାତୀୟ ରାଜପଥ ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ଖଲଣା ଛକ ନିକଟରେ ମଙ୍ଗଳବାର ଦୁର୍ଘଟଣାରେ ଜଣେ ମହିଳାଙ୍କ ମତ୍ୟୁ ଘଟିଛି। ମୃତ ମହିଳା (ଝରଣା ସାହୁ )ଙ୍କ ଘର ଯାଜପୁର ଜିଲା ପାଣିକୋଇଲି ବଡ଼ଚଣା ଅଞ୍ଚଳରେ…

ନବୀନଙ୍କ ଉତ୍ତରାଧିକାରୀ କିଏ? ଗୁମର ଖୋଲିଦେଲେ ସମ୍ବିତ ରାଉତରାୟ, କହିଲେ ସୁଜାତା କାର୍ତ୍ତିକେୟନଙ୍କୁ…

ଭୁବନେଶ୍ୱର, ୧୩।୧: ପୁଣି ଥରେ ବିଜେଡି ବ୍ୟାପାରକୁ ନେଇ ସମ୍ବିତ ରାଉତରାୟ ବିସ୍ଫୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଅନେକ ନେତା ନିଜ ବ୍ୟକ୍ତିଗତ ଉଦ୍ୟମରେ ରାଜନୈତିକ ଭବିଷ୍ୟତ ଦେଖୁଛନ୍ତି। ଦଳରେ ତ୍ରୁଟି ବିଚ୍ୟୁତି ରହୁଛି, କୋର୍‌ କମିଟି ତିଆରିରେ ବି…

ପ୍ରତିଦିନ ଜଳଖିଆରେ ଅଣ୍ଡା ଖାଉଛନ୍ତି କି? ଜାଣନ୍ତୁ କ’ଣ କହୁଛନ୍ତି ଡାଏଟିସିଆନ୍

ନୂଆଦିଲ୍ଲୀ,୧୩।୧: ଅଣ୍ଡାକୁ ଏକ ସମ୍ପୂର୍ଣ୍ଣ ପୁଷ୍ଟିକର ଖାଦ୍ୟ ଭାବେ ଗଣାଯାଏ, କିନ୍ତୁ ଏଥିରେ ଥିବା କୋଲେଷ୍ଟ୍ରଲକୁ ନେଇ ଅନେକ ସମୟରେ ଲୋକଙ୍କ ମନରେ ଦ୍ୱନ୍ଦ୍ୱ ରହିଥାଏ। ନିକଟରେ ଗୁରୁଗ୍ରାମ ସ୍ଥିତ ମାରେଙ୍ଗୋ ଏସିଆ ହସ୍ପିଟାଲର ମୁଖ୍ୟ ଡାଏଟିସିଆନ୍ ପରମିତ୍ କୌର ଅଣ୍ଡା…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି: ନିର୍ଦ୍ଦେଶନାମା ରଦ୍ଧ ପାଇଁ ବନ ନିଗମ ସଙ୍ଘ ପକ୍ଷରୁ ଦାବି

ଭଞ୍ଜନଗର,୧୩।୧(ବାବୁଲା ପ୍ରଧାନ): ଓଡ଼ିଶା ବନ ଉନ୍ନୟନ ନିଗମରେ ଆଉଟ ସୋର୍ସିଂ ଆଳରେ   ପୁନଃ ନିଯୁକ୍ତି ବଞ୍ଚେଇ ରଖିବା ପାଇଁ ନିଗମ କର୍ତ୍ତୃପକ୍ଷଙ୍କ ମସୁଧା ଚଳାଇଛନ୍ତି।  ଦୀର୍ଘଦିନ ଧରି ବନ ଉନ୍ନୟନ ନିଗମରେ ପୁନଃ ନିଯୁକ୍ତି ଆଳରେ ପ୍ରାୟ ୨୦୦ ଶହ  ଅବସରପ୍ରାପ୍ତ…

ଇରାନରେ ରାଜନୈତିକ ଅଶାନ୍ତି: ସଙ୍କଟରେ ଭାରତୀୟ ବାସୁମତୀ ଚାଉଳ ରପ୍ତାନି

ନୂଆଦିଲ୍ଲୀ,୧୩।୧: ଇରାନରେ ଜାରି ରହିଥିବା ରାଜନୈତିକ ଅସ୍ଥିରତା ଓ ଆର୍ଥିକ ସଙ୍କଟ ଯୋଗୁଁ ଭାରତର ବାସୁମତୀ ଚାଉଳ ରପ୍ତାନି ବାଧାପ୍ରାପ୍ତ ହୋଇଛି। ଗୋଟିଏ ସମୟରେ ଭାରତୀୟ ବାସୁମତୀର ସବୁଠାରୁ ବଡ଼ କ୍ରେତା ଥିବା ଇରାନର ଚାହିଦା ଏବେ ବହୁ ପରିମାଣରେ ହ୍ରାସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri