Home Left

ପେନ୍‌ସନ ଅର୍ଥରେ ମନ୍ଦିର ତୋଳିଲେ ମୁସଲମାନ ବ୍ୟକ୍ତି

ଚାମରାଜନଗର,୧୨।୪: କର୍ନାଟକରେ କିଛି ମାସ ହେଲା ସାମ୍ପ୍ରଦାୟିକ ଉତ୍ତେଜନା ଲାଗି ରହିଥିବାବେଳେ ଚାମରାଜନଗର ଜିଲାରେ ଜଣେ ମୁସଲମାନ ନିଜ ପେନ୍‌ସନ ଅର୍ଥରେ ମନ୍ଦିର ନିର୍ମାଣ କରି ରାଜ୍ୟବାସୀଙ୍କ ହୃଦୟ ଜିତିପାରିଛନ୍ତି। ପି. ରହମନ ନାମକ ଏହି ବ୍ୟକ୍ତି ଚିକ୍କାହୋଲ୍‌ ଜଳଭଣ୍ଡାରରେ କାର୍ଯ୍ୟ…

ବିନା ସରକାରୀ କୋଠାରେ ମାଳମାଳ ଅଙ୍ଗନଓ୍ବାଡି କେନ୍ଦ୍ର

ପାରାଦୀପ,୧୨ା୪(ସ୍ବ.ପ୍ର.):ରାଜ୍ୟର ଅର୍ଥନୈତିକ ମୁଖଶାଳା କୁହାଯାଉଥିବା ପାରାଦୀପ ପୌରାଞ୍ଚଳରେ ଶିଶୁ ବିକାଶ ଯୋଜନା ପ୍ରହସନ ପାଲଟିଛି। ୨୦୧୧ରୁ ପୌରାଞ୍ଚଳରେ ସରକାରୀ ଭାବେ ୮୪ କେନ୍ଦ୍ର ଚାଲିଛି। କିନ୍ତୁ ଗୋଟିଏବି ସରକାରୀ କୋଠା ଥିବା ଅଙ୍ଗନଓ୍ବାଡି କେନ୍ଦ୍ର କେଉଁଠି ଦେଖିବାକୁ ମିଳିନାହିଁ। ଏସବୁ କେନ୍ଦ୍ର…

ନଓ୍ବାଜଙ୍କୁ ପ୍ରଧାନମନ୍ତ୍ରୀ କହିଲେ ବାଚସ୍ପତି

ଇସଲାମାବାଦ,୧୨ା୪: ପାକିସ୍ତାନ ନ୍ୟାଶନାଲ ଆସେମ୍ବ୍ଲିରେ ଶେହବାଜ ଶରିଫ୍‌ ପ୍ରଧାନମନ୍ତ୍ରୀ ନିର୍ବାଚିତ ହେବା ପରେ ବାଚସ୍ପତି ଆୟାଜ୍‌ ସାଦିକ୍‌ ଭୁଲ୍‌ରେ ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ୍‌ଙ୍କ ନାଁ ନେଇଥିଲେ। ପରେ ବାଚସ୍ପତି ଏଥିପାଇଁ ଭୁଲ୍‌ ମାଗିବା ସହ ପିଏମ୍‌ଏଲ୍‌-ଏନ୍‌ ସୁପ୍ରିମୋଙ୍କ ନାଁ ସର୍ବଦା…

ଆଧୁନିକ ଚାକଚକ୍ୟରେ ବଞ୍ଚିରହିଛି ରାମଲୀଳା

କେନ୍ଦ୍ରାପଡ଼ା ଅଫିସ, ୧୨ା୪:ଲୋକସଂସ୍କୃତି ଓ ପରମ୍ପରା ବଞ୍ଚିରହିଲେ ସମାଜ ସଂସ୍କାରିତ ହେବ। ଏହା ନ ରହିଲେ ଲୋକେ ପଥଚ୍ୟୁତ ହେବେ, ଯାହା ଆଧୁନିକ ସମାଜ ପାଇଁ ଦରକାର। ଆଧୁନିକ ସମାଜର ଚାକଚକ୍ୟ ଭିତରେ ଲୋକକଳା ରାମଲୀଳା ଏବେ ବି ବଞ୍ଚତ୍ରହିଛି କେନ୍ଦ୍ରାପଡ଼ା…

ରାଜ୍ୟକୁ ଶତ ପ୍ରତିଶତ ଚାଉଳ ଦିଅ

ଭୁବନେଶ୍ୱର,୧୨।୪(ବ୍ୟୁରୋ):ଜାତୀୟ ଖାଦ୍ୟ ସୁରକ୍ଷା ଆଇନରେ ରାଜ୍ୟର ହିତାଧିକାରୀଙ୍କୁ ୧୦୦ ପ୍ରତିଶତ ଚାଉଳ ଯୋଗାଇବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସୋମବାର କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ଚିଠି ଲେଖିଛନ୍ତି ା ମନ୍ତ୍ରୀ ସ୍ବାଇଁ ତାଙ୍କ…

ଶେହବାଜ୍‌ ଶରିଫ୍‌ କିଏ

ଇସଲାମାବାଦ,୧୨ା୪: ପାକିସ୍ତାନ ମୁସ୍‌ଲିମ୍‌ ଲିଗ୍‌-ନଓ୍ବାଜ (ପିଏମ୍‌ଏଲ୍‌-ଏନ୍‌)ର ଅଧ୍ୟକ୍ଷ ଶେହବାଜ୍‌ ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ୍‌ ଶରିଫ୍‌ଙ୍କ ଭାଇ। ଶେହବାଜ୍‌ ପାକିସ୍ତାନ ପଞ୍ଜାବ ପ୍ରଦେଶରେ ୩ ଥର(୧୯୯୭, ୨୦୦୮ ଏବଂ ୨୦୧୩) ତଥା ସବୁଠାରୁ ଦୀର୍ଘ ସମୟ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ରହିଛନ୍ତି। ୧୯୯୭ରେ ସେ…

୧୭ରେ ସବୁ ନିର୍ବାଚନମଣ୍ଡଳୀରେ ପାଳନହେବ ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସ

ଭୁବନେଶ୍ୱର,୧୨।୪(ବ୍ୟୁରୋ):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଆସନ୍ତା ୧୭ ତାରିଖରେ ପଡୁଥିବା ବେଳେ ଏଥର ରାଜ୍ୟର ସବୁ ନିର୍ବାଚନମଣ୍ଡଳୀରେ ଏହି ଦିବସକୁ ନିରାଡ଼ମ୍ବର ଭାବେ ପାଳନ କରିବା ପାଇଁ କୁହାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିଠି…

ରାଜ୍ୟରେ ସ୍ଥାପନ ହେବ ହାଇଡ୍ରୋଜେନ୍‌ ପ୍ଲାଣ୍ଟ

ଭୁବନେଶ୍ୱର,୧୨ା୪(ବ୍ୟୁରୋ):ରାଜ୍ୟରେ ସବୁଜ ଶକ୍ତି ଓ ହାଇଡ୍ରୋଜେନ ପ୍ଲାଣ୍ଟ ସ୍ଥାପନ ହେବ। ଏ ନେଇ ଲୋକସେବା ଭବନଠାରେ ଭାରତ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ୍‌(ବିପିସିଏଲ) ଏବଂ ଇଣ୍ଡଷ୍ଟ୍ରିଆଲ ପ୍ରମୋଶନ ଆଣ୍ଡ ଇନ୍‌ଭେଷ୍ଟମେଣ୍ଟ କର୍ପୋରେଶନ ଲିମିଟେଡ୍‌(ଇପିକଲ) ମଧ୍ୟରେ ବୁଝାମଣା ପତ୍ର (ଏମ୍‌ଓୟୁ) ସ୍ବାକ୍ଷରିତ ହୋଇଛି। ଇପିକଲ…

ପଞ୍ଜାବରେ ପୈତୃକ ଗାଁ

ଇସଲାମାବାଦ,୧୨ା୪: ଭାରତର ପଞ୍ଜାବ ପ୍ରଦେଶ ସହ ଶେହବାଜ୍‌ ଶରିଫ୍‌ଙ୍କ ସଂଯୋଗ ରହିଛି। ଅମୃତସର ନିକଟ ଜତି ଉମ୍‌ରା ଗ୍ରାମ ଶେହବାଜ୍‌ ଓ ଭାଇ ନଓ୍ବାଜ ଶରିଫ୍‌ଙ୍କ ପୈତୃକ ଗାଁ। ଶେହବାଜ୍‌ ପାକିସ୍ତାନ ପ୍ରଧାନମନ୍ତ୍ରୀ ହେବାପରେ ସେଠାରେ ଉତ୍ସବର ମାହୋଲ ଖେଳିଛି। ଭାରତ-ପାକିସ୍ତାନ…

ମୁଖ୍ୟମନ୍ତ୍ରୀଙ୍କୁ ସଂଘର୍ଷର କାହାଣୀ କହିଲେ ଛାତ୍ର

ପୁରୀ ଅଫିସ, ୧୨ା୪:ପୁରୀ ବାଲିଗୁଆଳିଠାରେ ସୋମବାର ଶ୍ରୀଜଗନ୍ନାଥ ମେଡିକାଲ କଲେଜର ଲୋକାର୍ପଣ ଉତ୍ସବରେ ଏହି କଲେଜର ପ୍ରଥମ ବର୍ଷର ଏମ୍‌ବିବିଏସ୍‌ ଛାତ୍ରୀଛାତ୍ର ଉପସ୍ଥିତ ଥିଲେ। ସେମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିଥିଲେ। ଏହି ଅବସରରେ କେତେଜଣ ଛାତ୍ର ନିଜ…

ଜୁନିୟର ଆଥ୍‌ଲେଟ୍‌ଙ୍କୁ ନିର୍ଯାତନା

ଭୁବନେଶ୍ୱର,୧୨।୪(ବ୍ୟୁରୋ):ଷ୍ଟେଟ୍‌ ଆଥ୍‌ଲେଟିକ୍ସ ଚାମ୍ପିଅନ୍‌ଶିପ୍‌ରେ ଅଂଶଗ୍ରହଣ କରିଥିବା ରାଉରକେଲା ଟିମ୍‌ର ଜଣେ ଜୁନିୟର ଖେଳାଳିଙ୍କୁ ନିର୍ଯାତନା ଦିଆଯାଇଛି। ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ନ ହେବାରୁ ସିନିୟର ଆଥ୍‌ଲେଟ୍‌ମାନେ ତାଙ୍କୁ ଉଲଗ୍ନ କରି ମାଡ଼ ମାରିବା ସହ ଅମାନୁଷିକ ଭାବେ ନାନା ନିର୍ଯାତନା ଦେଇଥିବା ଗୁରୁତର…

ଯୁବତୀଙ୍କଠାରେ ସଫଳ କିଡ୍‌ନୀ ପ୍ରତିରୋପଣ

ଭୁବନେଶ୍ୱର, ୧୨।୪(ବ୍ୟୁରୋ):ଅସୁସ୍ଥ ଝିଅକୁ କିଡ୍‌ନୀ ପ୍ରଦାନ କରି ପୁନର୍ଜନ୍ମ ଦେଲା ମା’। ସମ୍‌ ଅଲ୍ଟିମେଟ୍‌ ମେଡିକେୟାରରେ ସଫଳ ଅସ୍ତ୍ରୋପଚାର ପରେ ବର୍ତ୍ତମାନ ଯୁବତୀ ଜଣକ ସୁସ୍ଥ ହୋଇପାରିଛନ୍ତି। ଯୁବତୀଙ୍କର ଦୁଇଟି କିଡ୍‌ନୀ ସମ୍ପୂର୍ଣ୍ଣ ଭାବେ ଅକାମୀ ହୋଇ ପଡ଼ିଥିବାବେଳେ ଚିକିତ୍ସା ନିମନ୍ତେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri