Home Left

ଜୁନିୟର ଆଥ୍‌ଲେଟ୍‌ଙ୍କୁ ନିର୍ଯାତନା

ଭୁବନେଶ୍ୱର,୧୨।୪(ବ୍ୟୁରୋ):ଷ୍ଟେଟ୍‌ ଆଥ୍‌ଲେଟିକ୍ସ ଚାମ୍ପିଅନ୍‌ଶିପ୍‌ରେ ଅଂଶଗ୍ରହଣ କରିଥିବା ରାଉରକେଲା ଟିମ୍‌ର ଜଣେ ଜୁନିୟର ଖେଳାଳିଙ୍କୁ ନିର୍ଯାତନା ଦିଆଯାଇଛି। ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ନ ହେବାରୁ ସିନିୟର ଆଥ୍‌ଲେଟ୍‌ମାନେ ତାଙ୍କୁ ଉଲଗ୍ନ କରି ମାଡ଼ ମାରିବା ସହ ଅମାନୁଷିକ ଭାବେ ନାନା ନିର୍ଯାତନା ଦେଇଥିବା ଗୁରୁତର…

ଯୁବତୀଙ୍କଠାରେ ସଫଳ କିଡ୍‌ନୀ ପ୍ରତିରୋପଣ

ଭୁବନେଶ୍ୱର, ୧୨।୪(ବ୍ୟୁରୋ):ଅସୁସ୍ଥ ଝିଅକୁ କିଡ୍‌ନୀ ପ୍ରଦାନ କରି ପୁନର୍ଜନ୍ମ ଦେଲା ମା’। ସମ୍‌ ଅଲ୍ଟିମେଟ୍‌ ମେଡିକେୟାରରେ ସଫଳ ଅସ୍ତ୍ରୋପଚାର ପରେ ବର୍ତ୍ତମାନ ଯୁବତୀ ଜଣକ ସୁସ୍ଥ ହୋଇପାରିଛନ୍ତି। ଯୁବତୀଙ୍କର ଦୁଇଟି କିଡ୍‌ନୀ ସମ୍ପୂର୍ଣ୍ଣ ଭାବେ ଅକାମୀ ହୋଇ ପଡ଼ିଥିବାବେଳେ ଚିକିତ୍ସା ନିମନ୍ତେ…

ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ, ୧୨ା୪: ପାକିସ୍ତାନର ନୂଆ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ଙ୍କୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ ଯୋଗେ ସେ ଶେହବାଜଙ୍କୁ ଏକ ବାର୍ତ୍ତା ମଧ୍ୟ ଦେଇଛନ୍ତି। ଭାରତ ଆତଙ୍କବାଦ ମୁକ୍ତ ଅଞ୍ଚଳରେ ସ୍ଥିରତା ଓ ଶାନ୍ତି ଚାହେଁ, ଯାହାଦ୍ୱାରା…

ଇଜ୍ୟୁମ ସହର, ନିପର ନଦୀ ନିକଟରେ ପହଞ୍ଚିଲେ ରୁଷିଆ ସେନା, ଆକ୍ରମକ ହେଲା ୟୁକ୍ରେନ୍‌, ଉଡାଇଲା ରୁଷିଆର ଅସ୍ତ୍ରଶସ୍ତ୍ର ଡିପୋ

କ୍ୱିଭ,୧୨ ।୪: ରୁଷିଆ-ୟୁକ୍ରେନ ଯୁଦ୍ଧକୁ ୪୭ ଦିନ ହୋଇଥିଲେ ମଧ୍ୟ ଇତିମଧ୍ୟରେ ରୁଷିଆ ୟୁକ୍ରେନର ରାଜଧାନୀ କ୍ୱିଭ୍ ଦଖଲ କରିପାରି ନାହିଁ । ଫଳରେ ରୁଷିଆ ସେନା ତାଙ୍କ ଯୋଜନାରେ ପରିବର୍ତ୍ତନ କରି ପୂର୍ବ ୟୁକ୍ରେନକୁ ଫୋକସ କରୁଛନ୍ତି । ସୋମବାର…

ଭାରତ ସହ ସୁସମ୍ପର୍କ ଚାହୁଁ

ଇସଲାମାବାଦ,୧୨ା୪: ପାକିସ୍ତାନର ୨୩ ତମ ପ୍ରଧାନମନ୍ତ୍ରୀ ଭାବେ ଶେହବାଜ ଶରିଫ୍‌ ସୋମବାର ଶପଥ ଗ୍ରହଣ କରିଛନ୍ତି। ବିନା ପ୍ରତିଦ୍ୱନ୍ଦ୍ୱିତାରେ ଦେଶର ମୁଖ୍ୟ ଭାବେ ନିର୍ବାଚିତ ହେବା ପରେ ଶେହବାଜ୍‌ ନିଜ ପ୍ରଥମ ଭାଷଣରେ ଚାଇନା, ଭାରତ ଓ ଆମେରିକା ସହ ସମ୍ପର୍କ…

କୁବେର ଯନ୍ତ୍ରୀଙ୍କ ଦୁର୍ନୀତି ଗୁମର ଖୋଲିବ

ଭୁବନେଶ୍ୱର,୧୨।୪(ବ୍ୟୁରୋ):ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇ ଜେଲ ଯାଇଥିବା ଗଞ୍ଜାମ ଜିଲା ଭଞ୍ଜନଗର କ୍ଷୁଦ୍ର ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କୁ ପୁଣି ଥରେ ରିମାଣ୍ଡରେ ଆଣିଛି ଭିଜିଲାନ୍ସ। ଗତ ୮ ତାରିଖରେ ସେ ପ୍ରଥମେ ରିମାଣ୍ଡରେ…

କାର୍ଯ୍ୟାନୁଷ୍ଠାନ ନ ହେଲେ ଆନ୍ଦୋଳନ

ଢେଙ୍କାନାଳ ଅଫିସ,୧୨ା୪:ଢେଙ୍କାନାଳ ପୌରାଞ୍ଚଳର ୧୯ନଂ. ୱାର୍ଡରେ ରହୁଥିବା ନବନିର୍ବାଚିତ ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ରଙ୍କ ଘର ଉପରକୁ ଶନିବାର ବିଳମ୍ବିତ ରାତିରେ ହୋଇଥିବା ବୋମାମାଡ଼ ଘଟଣାକୁ ତୀବ୍ର ନିନ୍ଦା କରିଛି ରାଜ୍ୟ ଭାଜପା। ତୁରନ୍ତ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ…

ସଶକ୍ତୀକରଣ ନାଁରେ ମହିଳାଙ୍କୁ ଶୋଷଣ ଚାଲିଛି: ଭାଜପା

ଭୁବନେଶ୍ୱର,୧୨।୪(ବ୍ୟୁରୋ):ଭାଜପା ପକ୍ଷରୁ ଗତ ୬ରୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଦେଶବ୍ୟାପୀ ସାମାଜିକ ନ୍ୟାୟ ସେବା ପକ୍ଷ ପାଳନ କରାଯାଉଛି। ଏହି ଅବସରରେ ଭାଜପାର କାର୍ଯ୍ୟକର୍ତାମାନେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଗରୀବକଲ୍ୟାଣ ଯୋଜନା ତଥା ମହିଳାଙ୍କ ସାମାଜିକ, ଅର୍ଥନୈତିକ କ୍ଷେତ୍ରରେ ଅଗ୍ରଗତି…

ଓଏସ୍‌ଏସ୍‌ଟିଇଟି ମୂଲ୍ୟାୟନରେ ତ୍ରୁଟି ଅଭିଯୋଗ

କଟକ ଅଫିସ,୧୨।୪: ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସ୍‌ଏସ୍‌ଟିଇଟି) ମୂଲ୍ୟାୟନରେ ତ୍ରୁଟି ଥିବା ଅଭିଯୋଗ ଉଠିଛି। ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଓଏସ୍‌ଏସ୍‌ଟିଇଟିରେ କମ୍‌ ମାର୍କ ଯୋଗୁ ବହୁ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇପାରି ନାହାନ୍ତି। ପରୀକ୍ଷା…

ଅଭିଯୁକ୍ତଙ୍କୁ ଘାସକଟାଳି ବେଶରେ ଧରିଲା ପୋଲିସ

କୁଜଙ୍ଗ, ୧୨ା୪ (ଡି.ଏନ୍‌.ଏ.):୩ ମାସରୁ ଊର୍ଦ୍ଧ୍ୱ ସମୟ ହେବ ଫେରାର ଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ କାବୁ କରିବାରେ ସଫଳ ହୋଇଛି। ଏଥିପାଇଁ ପୋଲିସକୁ ଘାସକଟାଳି ବେଶ ଧାରଣ କରିବାକୁ ପଡ଼ିଛି। ସମ୍ପୃକ୍ତ ଅଭିଯୁକ୍ତ ଜଗତ୍‌ସିଂହପୁର ଜିଲା ଢିଙ୍କିଆ ଚାରିଦେଶରେ ପ୍ରସ୍ତାବିତ…

ଭିଡିଓ କନ୍‌ଫରେନ୍ସରେ କୋର୍ଟରେ ହାଜର ହେଲେ ଶର୍ମିଷ୍ଠାଙ୍କ ସମେତ ୮ ଅଭିଯୁକ୍ତ

ଚାନ୍ଦବାଲି, ୧୨।୪(ଡି.ଏନ.ଏ.):ନୟାଗଡ଼ ଜିଲା ରଣପୁର ଥାନା ଅଧୀନ ମଝିଆଖଣ୍ଡ ଗୋଡ଼ିପୋଖରୀ ଗ୍ରାମର କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଭଦ୍ରକ ଜେଲ୍‌ରେ ଥିବା ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସୋମବାର ଚାନ୍ଦବାଲି ଜେଏମ୍‌ଏଫ୍‌ସି କୋର୍ଟରେ ଭିଡିଓ କନ୍‌ଫରେନ୍ସ…

୪୨ ଡିଗ୍ରୀ ଉପରେ ୪ ସହର

ଭୁବନେଶ୍ୱର,୧୨ା୪(ବ୍ୟୁରୋ): ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପାରଦ ଉପରମୁହଁା ରହିଛି। ୪ଟି ସହର ସର୍ବୋଚ୍ଚ ତାପମାତ୍ରା ୪୨ ଡିଗ୍ରୀ ଉପରେ ରହିଥିବା ବେଳେ ୧୧ ସହର ୪୦ ଡିଗ୍ରୀ ଉପରେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri