Home Left

ମୋବାଇଲକୁ ନେଇ ସାନ ଭାଇଙ୍କୁ ହତ୍ୟା

ଅହମଦାବାଦ୍‌, ୨୭ା୫: ମୋବାଇଲରେ ଗେମ୍‌ ଖେଳିବା ପାଇଁ ଝଗଡ଼ା ହୋଇ ଗୁଜରାଟ ଖେଦା ଜିଲାର ଜଣେ ୧୬ ବର୍ଷୀୟ ବାଳକ ତାଙ୍କ ସାନ ଭାଇକୁ ହତ୍ୟା କରିଛନ୍ତି। ପୋଲିସ ସୂଚନା ମୁତାବକ, ସମ୍ପୃକ୍ତ ବାଳକଙ୍କ ମା’ ବାପା ରାଜସ୍ଥାନର ହୋଇଥିବା ବେଳେ…

ଓଡ଼ିଶା ସମେତ ୬ ହାଇକୋର୍ଟର ବିଚାରପତିଙ୍କ ବଦଳି

ନୂଆଦିଲ୍ଲୀ/କଟକ ଅଫିସ,୨୭।୫: ୬ ହାଇକୋର୍ଟର ବିଚାରପତିଙ୍କ ବଦଳି କରାଯାଇଛି। ସୁପ୍ରିମକୋର୍ଟଙ୍କ କଲେଜିୟମଙ୍କ ନିଷ୍ପତି କ୍ରମେ ଶୁକ୍ରବାର ଏହି ଅଦଳବଦଳ ହୋଇଛି। ଏ ନେଇ ସୁପ୍ରିମକୋର୍ଟଙ୍କ କଲେଜିୟମ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । କୋଲକାତା ହାଇକୋର୍ଟକୁ ଓଡିଶା ହାଇକୋର୍ଟର ବିଚାରପତି ଜଷ୍ଟିସ…

ପୁଅ ଲଗାତର ୬ ବଲ୍‌ରୁ ୬ ଛକା ମାରି ରଚିଥିଲେ ଇତିହାସ: ପରଦିନ ମା’ ଭେଲ୍‌ପୁରୀ ବିକ୍ରେତାଙ୍କଠାରୁ ଶୁଣିଥିଲେ ଏହି ଖବର

ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ କୋଚ ରବି ଶାସ୍ତ୍ରୀ ଆଜି ୬୦ ବର୍ଷରେ ପଦାର୍ପଣ କରିଛନ୍ତି। ସେ ମେ ୨୭, ୧୯୬୨ରେ ବମ୍ବେ (ବର୍ତ୍ତମାନ ମୁମ୍ବାଇ) ରେ ଜନ୍ମଗ୍ରହଣ କରିଥିଲେ। ଜାନୁଆରୀ ୧୯୮୫ରେ ବମ୍ବେ ପାଇଁ ଖେଳୁଥିବାବେଳେ ରବି ଶାସ୍ତ୍ରୀ ବରୋଦା…

ଭୂକମ୍ପରେ ଥରିଲା ପେରୁ

ଲିମା,୨୭।୫: ଦକ୍ଷିଣ ଆଫ୍ରିକା ପେରୁର ପୁନୋ ଅଞ୍ଚଳରେ ଗୁରୁବାର ଏକ ଶକ୍ତିଶାଳୀ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୨ ରହିଛି। ଏହାର କେନ୍ଦ୍ରସ୍ଥଳ ମେଲଗାର ରାଜ୍ୟର ଆୟାଭିରି ସହରରୁ ପ୍ରାୟ ୨୦ କିଲୋମିଟର ଦୂର ଉତ୍ତର-ପୂର୍ବ…

ରୋମାଣ୍ଟିକ୍‌ ଲୁକ୍‌ରେ ଆଲିଆ-ରଣବୀର

ମୁମ୍ବାଇ: ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ଅଭିନେତା ରଣବୀର କପୁରଙ୍କ ଆଗାମୀ ଫିଲ୍ମ ‘ବ୍ରହ୍ମାସ୍ତ୍ର’କୁ ଦର୍ଶକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ରଣବୀର-ଆଲିଆଙ୍କ ବିବାହ ସମୟରେ ‘କେସରିୟା’ ଫିଲ୍ମର ଏକ ଗୀତର ଟିଜର ରିଲିଜ ହୋଇଥିଲା। ଯାହା ଦର୍ଶକଙ୍କ ଦ୍ୱାରା ବେଶ୍‌…

ବିଧାନପରିଷଦରେ କାନ୍ଦିଲେ ମନ୍ତ୍ରୀ

ଲକ୍ଷ୍ନୌ,୨୭।୫: ୟୁପି ବିଧାନସଭାର ବଜେଟ ଅଧିବେଶନ ଚାଲିଛି। ଏହି ବଜେଟ ଅଧିବେଶନରେ ଏକ ଚର୍ଚ୍ଚିତ ଘଟଣା ଘଟିଛି। ବିଧାନ ପରିଷଦରେ ଯୋଗୀ ସରକାରରେ ମତ୍ସ୍ୟ ବିଭାଗର ମନ୍ତ୍ରୀ ଥିବା ସଞ୍ଜୟ ନିଶାଦ ସମାଜବାଦୀ ପାର୍ଟି ସରକାର ଥିବାବେଳେ ତାଙ୍କ ଭାଇଙ୍କ ହତ୍ୟା…

ଆର୍‌ଡି ରାସ୍ତାରୁ ହଟିବ ଟୋଲଗେଟ୍‌

ବରଗଡ଼ ଅଫିସ,୨୭।୫: ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ା-ନନ୍ଦଟିକ୍ରା ଗ୍ରାମ୍ୟ ଉନ୍ନୟନ(ଆର୍‌ଡି) ରାସ୍ତାରେ ଅଶୋକା ବିଲ୍ଡକନ ବସାଇଥିବା ବେଆଇନ ଟୋଲଗେଟ୍‌ ହଟିବ। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଟୋଲଗେଟ୍‌କୁ ହଟା ନ ଗଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ। ବରଗଡ଼ ଜିଲାପାଳ ଅଫିସ ସମ୍ମିଳନୀ କକ୍ଷରେ…

ଦୀପିକାଙ୍କ କୋଳରେ ରଣବୀର

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନ ଏବେ ଫ୍ରାନ୍ସରେ ଚାଲିଥିବା କାନ୍ସ ଫିଲ୍ମ ଫେଷ୍ଟିଭାଲ୍‌ରେ ନିଜ ଜଲଓ୍ବା ପ୍ରଦର୍ଶନ କରି ପ୍ରଶଂସା ସାଉଁଟିଛନ୍ତି। ଚଳିତ ଥର ଦୀପିକା ପ୍ରଥମ ଥର ‘କାନ୍ସ’ରେ ଜୁରୀ ଟେବୁଲରେ ନଜର ଆସିଥିଲେ। ତେବେ ଏହି ସମୟ ମଧ୍ୟରେ…

‘ବିଗ ବସ୍‌’ରେ ଏଣ୍ଟ୍ରି କରିବା ନେଇ ଜାଣନ୍ତୁ କ’ଣ କହିଲେ ଅଭିନେତ୍ରୀ

ଟେଲି ଧାରାବାହିକର ଲୋକପ୍ରିୟ ଅଭିନେତ୍ରୀ ଶିବାଙ୍ଗୀ ଯୋଶୀଙ୍କ ନାଁ ବର୍ତ୍ତମାନ ଖୁବ ଚର୍ଚ୍ଚାରେ । ୟେ ରିସ୍ତା କିୟା କେହଲାତା ହୈ’ରୁ ଖୁବ ଲୋକପ୍ରିୟ ହୋଇଥିଲେ ଶିବାଙ୍ଗୀ। ତେବେ ଅଭିନେତ୍ରୀ ଖତରୋ କେଁ ଖିଲାଡି-୧୨ରେ ନଜର ଆସିବେ ବୋଲି କୁହାଯାଉଛି। ହେଲେ…

ବୁଲିବାକୁ ଆସିଥିଲେ ମାମୁଁ ଘର, ଚାଲିଗଲା ଜୀବନ

ଫୁଲବାଣୀ ଅଫିସ,୨୭।୫: ଏକ ବିଷଧର ସାପ କାମୁଡ଼ାରେ ୩୩ ବର୍ଷର ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ମୃତ ମହିଳା ଜଣକ ହେଲେ କଳାହାଣ୍ଡି ଜିଲା ଭବାନୀପାଟଣା ମନ୍ଦାରବଗିଚା ପଡ଼ାର ପବିତ୍ର କୁମାର ସିଂଙ୍କ ସ୍ତ୍ରୀ ମନସ୍ବନୀ ସିଂ। ମିଳିଥିବା ସୂଚନା…

ପୁଅର ବର୍ବର କାଣ୍ଡ: କାଠଫାଳିଆରେ ପିଟି ମା’ଙ୍କୁ ହତ୍ୟା

ଫୁଲବାଣୀ ଅଫିସ,୨୭।୫: କନ୍ଧମାଳ ଜିଲା ଫୁଲବାଣୀ ସହରରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଟାଉନ ଥାନା ଅଞ୍ଚଳର ଜଣେ ଯୁବକ ନିଜ ମା’ଙ୍କୁ କାଠ ଫାଳିଆରେ ପିଟି ହତ୍ୟା କରିଛନ୍ତି। ମୃତକ ମା’ ହେଲେ କସ୍ତୁରୀ କହଁର(୬୦)। ପୋଲିସ ହତ୍ୟାକାରୀ…

ପୁରୁଷଙ୍କୁ ଖୁସି କରିବା ପାଇଁ ଏଠାରେ ଥିଲା ଭିନ୍ନ ପରମ୍ପରା, ଜାଣିଲେ…

ଦୁନିଆରେ କିଛି ଦେଶ ଅଛି, ଯେଉଁଠି ଲୋକେ ନିଜ ନିଜର ରୀତିନୀତି,ପରମ୍ପରାକୁ ମାନି ଚଳିଥାନ୍ତି। ବେଳେବେଳେ କିଛି ଦେଶର ଏମିତି ଅଜବ ରୀତିନୀତି ସମସ୍ତଙ୍କୁ ଚକିତ କରେ। ଚାଇନାରେ ଏପରି ଏକ ଅଦ୍ଭୁତ ପ୍ରଥା ରହିଥିଲା, ଯାହା ଜାଣିଲେ ଆଶ୍ଚର୍ଯ୍ୟ ହେବେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri