କୂଅରେ ପଡ଼ିଛି ହାତୀଛୁଆ, ଉଦ୍ଧାର କାର୍ଯ୍ୟ ଜାରି
ରାଇକିଆ,୨୭ା୫(ଡି.ଏନ୍.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକର ବାରବା ରେଞ୍ଜର ପଳାଶପଲ୍ଲୀ ଗ୍ରାମର ଏକ ପରିତ୍ୟକ୍ତ କୂଅରେ ଗୁରୁବାର ରାତିରୁ ଏକ ୪/୫ ବର୍ଷ ର ହାତୀଛୁଆ ଖସି ପଡ଼ିଛି। ଏହି ଅଞ୍ଚଳରେ ହାତୀପଲଙ୍କର ନିୟମିତ ଚଳପ୍ରଚଳ ରହିଛି। କାଲି ସନ୍ଧ୍ୟାରୁ ହାତୀପଲ…
ମଣ୍ଡିରୁ ଉଠୁନି ଧାନ, ପ୍ରତିବାଦରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଧାରଣା
ବରଗଡ଼ ଅଫିସ,୨୭ା୫: ବରଗଡ଼ ଜିଲାରେ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟାକୁ ୨ସପ୍ତାହ ବିତି ଯାଇଛି। ହେଲେ ଧାନ କିଣାବିକାରେ ଅବ୍ୟବସ୍ଥା ଲାଗି ରହିଛି। ଧାନ ମଣ୍ଡିଗୁଡ଼ିକ ମିଲର୍ସଙ୍କ ମର୍ଜିରେ ଚାଲିଛି। କଟ୍ନିଛଟ୍ନି ନ ହେଲେ ଧାନ ଉଠାଇବାକୁ ସିଧାସଳଖ ମିଲର୍ସଙ୍କ ଏଜେଣ୍ଟମାନେ…
ନାମାଙ୍କନପତ୍ର ଦାଖଲ କଲେ ଶିବସେନା ପ୍ରାର୍ଥୀ
ମୁମ୍ବାଇ,୨୭।୫: ଶିବସେନା ଏମ୍ପି ସଞ୍ଜୟ ରାଉତ ଓ କୋଲାପୁର ଶିବସେନା ସଭାପତି ସଞ୍ଜୟ ପାୱାର ରାଜ୍ୟ ସଭା ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ, ଏନସିପି ସୁପ୍ରିମୋ ଶରଦ ପାୱାର ଓ ରାଜସ୍ବ ମନ୍ତ୍ରୀ ବାଲାସାହେବ ଥୋରାଟଙ୍କ…
ଫସଲ ବୀମା ପ୍ରଦାନରେ ବିଳମ୍ବ, ରାଜପଥକୁ ଓହ୍ଲାଇଲେ ଚାଷୀ
ସୋହେଲା,୨୭ା୫(ଡି.ଏନ୍.ଏ.): ମରୁଡ଼ି କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବୀମା ସହାୟତା ପ୍ରଦାନରେ ଅହେତୁକ ବିଳମ୍ବ ହୋଇଛି। ଚାଷୀମାନେ ବୀମା କମ୍ପାନୀ ଏବଂ ପ୍ରଶାସନକୁ ବାରମ୍ବାର ଦୃଷ୍ଟି ଆକର୍ଷଣ ସତ୍ତ୍ବେ କିଛି ସୁଫଳ ମିଳି ନାହିଁ। ଏହାର ପ୍ରତିବାଦରେ ବରଗଡ଼…
ରୁଷିଆ ଉପରେ କଠୋର ପ୍ରତିବନ୍ଧକ ଲଗାଇବାକୁ ପାଶ୍ଚାତ୍ୟ ଦେଶଗୁଡିକୁ ୟୁକ୍ରେନ ରାଷ୍ଟ୍ରପତିଙ୍କ ନିବେଦନ
କିଭ୍,୨୭।୫: ଗତ ୯୩ ଦିନ ଧରି ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରୁଛି। ଏହି ଯୁଦ୍ଧରେ ୟୁକ୍ରେନର ଅନେକ ସହର ନଷ୍ଟ ହୋଇଯାଇଛି। ଏଭଳି ପରିସ୍ଥିତିରେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କି କଠୋର ଆଭିମୁଖ୍ୟ ଗ୍ରହଣ କରିବାକୁ ପାଶ୍ଚାତ୍ୟ ଦେଶକୁ ନିବେଦନ…
ପୁଣି ହାଇକୋର୍ଟ ଗଲେ ବର୍ଷା
କଟକ ଅଫିସ,୨୭।୫: ପୁଣି ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ଏମ୍ପି ଅନୁଭବ ମହାନ୍ତିଙ୍କ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀ। ସୋସିଆଲ ମିଡ଼ିଆରେ ଅପମାନଜନ ପୋଷ୍ଟ ହେଉଥିବା ନେଇ ଅଦାଲତଙ୍କୁ ଅବଗତ କରାଇଛନ୍ତି ବର୍ଷା । ମାମଲାରେ ଅନୁଭବ ଓ ରାଜ୍ୟ ସରକାରଙ୍କ ପକ୍ଷ ଭୁକ୍ତ…
ଆଜି ପ୍ରଚାର ମଇଦାନକୁ ଓହ୍ଲାଇବେ ଭୋଜପୁରୀ ଅଭିନେତା
ଝାରସୁଗୁଡା ଅଫିସ,୨୭।୫: ବ୍ରଜରାଜନଗର ଉପନିର୍ବାଚନ ଆସନ୍ତା ୩୧ରେ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରଚାର ଜୋରଦାର ଚାଲିଛି। ଅନେକ ହେଭିଓ୍ବେଟ୍ ନେତା ନିଜ ଦଳ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ଏହି ପରିପେକ୍ଷୀରେ ଶୁକ୍ରବାର ଭାଜପା ପ୍ରାର୍ଥୀ ରାଧାରାଣୀ ପଣ୍ଡାଙ୍କ ସପକ୍ଷରେ ଭୋଜପୁରୀ…
ଟୁଇଟର୍କୁ ୧୫୦ କୋଟି ଡଲାର୍ ଜୋରିମନା
ନ୍ୟୁୟର୍କ,୨୭।୫: ଟୁଇଟର୍ ପୁଣି ଥରେ ବିବାଦ ଭିତରକୁ ଆସିଛି। ବିଗତ ଛଅ ବର୍ଷ ମଧ୍ୟରେ ୟୁଜର୍ସଙ୍କ ତଥ୍ୟକୁ ଗୋପନୀୟ ରଖି ନ ଥିବାରୁ ଟୁଇଟର୍କୁ ୧୫୦ କୋଟି ଡଲାର୍ ଜୋରିମନା ଦେବାକୁ ପଡିବ। ଏହା ସହିତ ୟୁଜର୍ସଙ୍କ ତଥ୍ୟକୁ ସୁରକ୍ଷା ଦେବା…
ଗୋଟିଏ ଆଇଟମ୍ ନମ୍ବର ପାଇଁ କେତେ ଟଙ୍କା ନିଅନ୍ତି ମଲାଇକା
ବଲିଉଡ୍ ଅଭିନେତ୍ରୀ ମଲାଇକା ଆରୋରାଙ୍କୁ କିଏ ବା ନ ଜାଣେ। ତାଙ୍କ ଫିଟ୍ନେସ ଏବଂ ସୁନ୍ଦରତା ପାଇଁ ଚର୍ଚ୍ଚାରେ ରୁହନ୍ତି। ‘ଛେୟାଁ ଛେୟାଁ’ ଏବଂ ‘ମୁନ୍ନି ବାଦନାମ ହୁଇ’ ଗୀତରେ ନିଜର ବୋଲ୍ଡ ଡ୍ୟାନ୍ସ କରି ଏକ ପରିଚୟ ସୃଷ୍ଟି କରିଥିଲେ…
ଆଜି ରାଜ୍ୟରୁ ୯ ପଜିଟିଭ୍ ଚିହ୍ନଟ, ୧୨,୮୮,୪୧୦ରେ ପହଞ୍ଚିଲାଣି ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୨୭ା୫(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୪୧୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୫ ଜଣ ଚିହ୍ନଟ ହୋଇଥିବା…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରିଟିକୁ ଦାନ କଲେ ପୁରସ୍କାର ରାଶି
ନୂଆଦିଲ୍ଲୀ,୨୭ ।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଗତ ମାସରେ ଲତା ଦିନାନାଥ ମଙ୍ଗେସକର ପୁରସ୍କାରରେ ସମ୍ମାନୀତ କରାଯାଇଥିଲା । ମୁମ୍ବାଇରେ ଏକ ପୁରସ୍କାର ସମାରୋହରେ ମୋଦି ନିଜେ ଏହି ପୁରସ୍କାର ଗ୍ରହଣ କରିଥିଲେ । ସେହି ସମୟରେ ଦେବେନ୍ଦ୍ର ଫଡନବିଶ, ଆଦିତ୍ୟ…
ଆଜି ଦେଶରେ ୨,୬୨୮ କରୋନା ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ,୨୭।୫: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ଧୀରେ ଧୀରେ ବଢିବାରେ ଲାଗିଛି। ଗତ କିଛିଦିନ ହେବ ସଂକ୍ରମଣ ଦୁଇ ହଜାରେ ତଳେ ଉପରେ ରହୁଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୬୨୮…
Archives


