Home Left

ଜନ୍ମଦିନରେ ଶୁଭେଚ୍ଛା ଜଣାଇଥିବା ପ୍ରଶଂସକଙ୍କୁ ଭିନ୍ନ ଅନ୍ଦାଜରେ ଧନ୍ୟବାଦ ଦେଲେ ଅକ୍ଷୟ

ମୁମ୍ବାଇ: ବଲିଉଡ ଖିଲାଡି ବୟ ଅକ୍ଷୟ କୁମାର ୯ ସେପ୍ଟମ୍ବରରେ ତାଙ୍କ ଜନ୍ମଦିନ ପାଳନ କରିଛନ୍ତି । ଆଉ ଏବେ ଅକ୍ଷୟ ୫୫ ବର୍ଷ ପୂରଣ କରି ୫୬ ବର୍ଷରେ ପାଦ ରଖିଛନ୍ତି । ଜନ୍ମଦିନ ଅବସରରେ ତାଙ୍କ ପ୍ରଶଂସକ ତଥା…

ପାକିସ୍ତାନ ବନ୍ୟାରେ ୩୦ ବିଲିୟନ ଡଲାର କ୍ଷତି

ଇସ୍‌ଲାମାବାଦ,୧୦।୯: ପାକିସ୍ତାନରେ ଲଗାଣ ବର୍ଷା ଜନିତ ପ୍ରଳୟଙ୍କରୀ ବନ୍ୟାରେ ୩୦ ବିଲିୟନ ଡଲାର ମୂଲ୍ୟର କ୍ଷୟକ୍ଷତି ହୋଇଥିବା ସରକାର ଆକାଳନ କରିଛନ୍ତି। ଶୁକ୍ରବାର ବନ୍ୟାଞ୍ଚଳ ଗସ୍ତରେ ଆସିଥିବା ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ ପାକିସ୍ତାନକୁ ପର୍ଯ୍ୟାପ୍ତ ସହାୟତା ଯୋଗାଇଦେବା ଲାଗି ସାରା…

ନାଗପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଗୋଟିଏ ପରିବାରର ଚାଲିଗଲା ୪ ଜୀବନ

ନାଗପୁର,୧୦।୯: ମହାରାଷ୍ଟ୍ରର ନାଗପୁର ସାକାରଦାରା ଓଭରବ୍ରିଜ୍‌ ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର ୩ ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ବାଇକ୍‌ଗୁଡ଼ିକ ବ୍ରିଜ୍‌ ତଳକୁ ଖସିପଡି ୪ଜଣଙ୍କ ଜୀବନ ଯାଇଛି। ଅନ୍ୟ ୨ ଜଣ ଗୁରୁତର ଆହତ…

ଟି-ଶର୍ଟରୁ ଏସି କଣ୍ଟେନର ପର୍ଯ୍ୟନ୍ତ… କଂଗ୍ରେସର ଭାରତ ଯୋଡୋ ଯାତ୍ରାକୁ ନେଇ ଉଠିଲା ବିବାଦ

ନୂଆଦିଲ୍ଲୀ,୧୦ ।୯: ଆଗାମୀ ୨୦୧୪ ଲୋକ ସଭା ନିର୍ବାଚନକୁ ଦୃଷ୍ଟିରେ ରଖି କଂଗ୍ରେସ ତା’ର ଭାରତ ଯୋଡୋ ଯାତ୍ରା ଆରମ୍ଭ କରି ଦେଇଛି । ଏହା କନ୍ୟାକୁମାରୀରୁ ଆରମ୍ଭ ହୋଇ ପ୍ରାୟ ୧୫୦ ଦିନ ପରେ କଶ୍ମୀରରେ ଶେଷ ହେବ ।…

ଅଶ୍ଳୀଳ ଫଟୋ ଉଠାଇ ବ୍ଲାକ୍‌ମେଲିଂ କରି ଟଙ୍କା ଲୁଟ ମାମଲା: ଗିରଫ ହେଲେ ଯୁବତୀଙ୍କ ସହ ପୁରୁଷବନ୍ଧୁ

ବଲାଙ୍ଗୀର ଅଫିସ,୧୦।୯: ବଲାଙ୍ଗୀର ସହର ସାଗର କଲୋନୀର ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରେ ଭଡା ରହିବାକୁ ଆସି ଯୁବତୀଙ୍କ ସହ ତାଙ୍କର ପୁରୁଷବନ୍ଧୁ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି । ତରଭା ଅଞ୍ଚଳର ସମ୍ପୃକ୍ତା ଯୁବତୀ ମୃଦୁ ପାନୀୟରେ ଅବସରପ୍ରାପ୍ତ…

ଯେଉଁଠିବି ସରକାର ଗଠନ କରିବ ଏଏପି ଠିକା କର୍ମଚାରୀଙ୍କୁ କରାଯିବ ସ୍ଥାୟୀ

ନୂଆଦିଲ୍ଲୀ,୧୦ ।୯: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ପଞ୍ଜାବର ଆମ ଆଦମୀ ପାର୍ଟି(ଏଏପି) ସରକାରଙ୍କ ପ୍ରଶଂସା କରି କହିଛନ୍ତି, ଯେଉଁଠି ଗୋଟିଏ ପଟେ ସାରା ଦେଶରେ ଅନ୍ୟ ସରକାର ସରକାରୀ ଚାକିରି ଦେଇ ପାରୁ ନାହାନ୍ତି ଫଳରେ ଠିକା କର୍ମଚାରୀଙ୍କୁ ଭର୍ତ୍ତି…

କୋରାପୁଟରେ ରାଜ୍ୟପାଳ ଗଣେଶୀ ଲାଲ୍‌

କୋରାପୁଟ,୧୦।୯(ସ୍ବ.ପ୍ର.): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଶନିବାର ୨ ଦିନିଆ ଗସ୍ତରେ ଆସି କୋରାପୁଟରେ ପହଞ୍ଚିଛନ୍ତି। ରାଜ୍ୟପାଳ ଶନିବାର ସକାଳ ୯ଟାରେ ହୀରାଖଣ୍ଡ ଟ୍ରେନର ଏକ ସ୍ବତନ୍ତ୍ର ବଗିରେ ଆସି କୋରାପୁଟ ଷ୍ଟେଶନରେ ପହଞ୍ଚିବା ପରେ କୋରାପୁଟ ଜିଲାପାଳ ଅବଦାଲ ଏମ୍‌.…

ଦିନିକିଆ କ୍ରିକେଟରୁ ସନ୍ନ୍ୟାସ ନେଲେ ଅଷ୍ଟ୍ରେଲିଆ ଅଧିନାୟକ

ନୂଆଦିଲ୍ଲୀ,୧୦।୯: ଅଷ୍ଟ୍ରେଲିୟ ବ୍ୟାଟ୍ସମ୍ୟାନ୍‌ ଆରୋନ ଫିଞ୍ଚ ଦିନିକିଆ କ୍ରିକେଟ୍‌ରୁ ସନ୍ନ୍ୟାସ ନେଇଥିବା ନେଇ ଘୋଷଣା କରିଛନ୍ତି। ଶନିବାର ସକାଳେ ସେ ଖବରଦାତାଙ୍କୁ ସମ୍ବୋଧିତ କରି ଏହି ଘୋଷଣା କରିଛନ୍ତି। ଆସନ୍ତା ୧୧ ତାରିଖରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ତୃତୀୟ ଦିନିକିଆ…

ପୁଣି ଦନ୍ତାହାତୀର ସନ୍ଦେହଜନକ ମୃତ୍ୟୁ

ବଣାଇଁ,୧୦।୯(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବାଙ୍କୀ ବନାଞ୍ଚଳ ଟୁଁଗୁରି ଜଙ୍ଗଲରେ ଶନିବାର ପୁଣି ଏକ ଦନ୍ତାହାତୀର ମୃତ୍ୟୁ ଘଟିଛି। ଅଞ୍ଚଳବାସୀଙ୍କ ନିକଟରୁ ଖବର ପାଇ ବନ ବିଭାଗ ଅଧିକାରୀଙ୍କ ସହ ଏକ ଟିମ୍‌ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। କେଉଁ କାରଣରୁ…

ପାଣି ପ୍ରକଳ୍ପ କେବୁଲ ତାର ଚୋରି: ଜଳ ଯୋଗାଣ ବନ୍ଦ

ଆରଡ଼ି,୧୦ା୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡ଼ି ବସଷ୍ଟାଣ୍ଡ ଓ କୋଇଲଖା ବାତ୍ୟା ଆଶ୍ରୟସ୍ଥଳ ନିକଟସ୍ଥ ଜଳ ପ୍ରକଳ୍ପରୁ ଶୁକ୍ରବାର ରାତିରେ କିଛି ଦୁର୍ବୃତ୍ତ ପ୍ରକଳ୍ପ ଓ ପାଣିପମ୍ପ୍‌କୁ ସଂଯୋଗ କରୁଥିବା କେବୁଲ ତାର କାଟି ନେଇଛନ୍ତି। ଉଭୟ ପ୍ରକଳ୍ପ କର୍ମଚାରୀ ଜଳ ଯୋଗାଣ…

ପୁନଃନିର୍ମାଣ ପାଇଁ ପ୍ରଶାସନିକ ନିର୍ଦ୍ଦେଶ

କୁଆଁରମୁଣ୍ଡା,୧୦।୯(ଡି.ଏନ.ଏ.): ନବ ନିର୍ମିତ ୪ ଥାକିଆ ୧୪୩ ନମ୍ବର ଜାତୀୟ ରାଜପଥର ବୀରମିତ୍ରପୁରଠାରୁ କୁଆଁରମୁଣ୍ଡା ଯମୁନାନାକି ପର୍ଯ୍ୟନ୍ତ ପ୍ରାୟ ୧୮ କି.ମି ଢଳେଇ ରାସ୍ତାର ଅଧିକାଂଶ ସ୍ଥାନରେ ଏବେ ଫାଟ ସୃଷ୍ଟି ହୋଇଛି। ରାଜପଥର ଏହି ଅଂଶ ନିର୍ମାଣ ଶେଷ ହେବାର…

ଜୁନିୟର ମହିଳା ବିଶ୍ୱକପ ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଜୁନିୟର ମହିଳା ବିଶ୍ୱକପ ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନାୟକ । ଏଥିଲାଗି ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ସୂଚନାନୁଯାୟୀ, କଳିଙ୍ଗ ଷ୍ଟାଡିୟମରେ ୧୭ ବର୍ଷରୁ କମ୍‌ ମହିଳା ଫୁଟବଲ ବିଶ୍ବକପର ମ୍ୟାଚ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?