Home Left

୧୭ ବର୍ଷ ଧରି ଲିଭ୍‌ ଇନ୍‌, ୨ ସନ୍ତାନର ପିତା ହେବା ପରେ ବିବାହ କଲେ ଫିଲ୍ମ ନିର୍ମାତା

ବମ୍ବେ: ବଲିଉଡ୍‌ର ଖ୍ୟାତନାମା ୫୪ ବର୍ଷୀୟ ଫିଲ୍ମ ନିର୍ମାତା ହଂସଲ ମେହେଟ୍ଟାଙ୍କ ଆଧୁନିକ ପ୍ରେମକାହାଣୀ। ଦୀର୍ଘ ୧୭ ବର୍ଷ ଧରି ସଫିନା ହୁସୈନଙ୍କ ସହ ଲିଭ୍‌ ଇନ୍‌ରେ ରହିବା ପରେ ଶେଷରେ ବିବାହ କରିଛନ୍ତି ସେ। ମେ’ ୨୫ରେ ଉଭୟ କୋର୍ଟ…

୭୬ ବର୍ଷୀୟା ବୃଦ୍ଧାଙ୍କ ପ୍ରେମରେ ଉବୁଟୁବୁ ହେଉଛନ୍ତି ୧୯ ବର୍ଷୀୟ ଯୁବକ

କଥାରେ ଅଛି ପ୍ରେମ ମାନେନା ବୟସ। ସେଭଳି କିଛି ଘଟିଛି ୧୯ ବର୍ଷୀୟ ଡିଉସେପ ଡି’ନାଙ୍କ କ୍ଷେତ୍ରରେ। ସେ ଜଣେ ୭୬ ବର୍ଷୀୟ ବୃଦ୍ଧାଙ୍କ ପ୍ରେମରେ ଉବୁଟୁବୁ ହେଉଛନ୍ତି। ଉଭୟଙ୍କ ମଧ୍ୟରେ ୫୭ ବର୍ଷର ବୟସାଗତ ତଫାତ ରହିଛି। ନିକଟରେ ଡିଉସେପ…

ଶିକ୍ଷା ବିଭାଗ-ଓପିଏସ୍‌ସିକୁ ୟୁଜିସିର ତାଗିଦ୍‌

ଭୁବନେଶ୍ୱର,୨୬।୫(ବ୍ୟୁରୋ): ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ ୨୦୨୦ର ଉଲ୍ଲଂଘନକୁ ନେଇ ୟୁଜିସି ରାଜ୍ୟ ଶିକ୍ଷା ବିଭାଗ ଓ ଓପିଏସ୍‌ସିକୁ ତାଗିଦ୍‌ କରିଛି। ସୁପ୍ରିମକୋର୍ଟରେ ମାମଲା ବିଚାରାଧୀନ ଥିବା ବେଳେ ଶିକ୍ଷକ ଓ ଅଣଶିକ୍ଷକ ନିଯୁକ୍ତିକୁ ନେଇ ୟୁଜିସି ପକ୍ଷରୁ ଶିକ୍ଷାବିଭାଗ ଓ…

ଫ୍ଲାଟ୍‌ରୁ ମିଳିଲା ୨୧ ବର୍ଷୀୟ ଅଭିନେତ୍ରୀଙ୍କ ଝୁଲନ୍ତା ମୃତଦେହ

କୋଲକାତା: ବଙ୍ଗଳା ସିନେଜଗତରୁ ଆସିଛି ଚକିତ କଲାଭଳି ଖବର। ୨୧ ବର୍ଷରେ ଆତ୍ମହତ୍ୟାର ପଥ ବାଛି ନେଇଛନ୍ତି ଅଭିନେତ୍ରୀ ବିଦିଶା ଦେ ମଜୁମଦାର। ବୁଧବାର ତାଙ୍କ ଝୁଲନ୍ତା ମୃତଦେହ ସେ ରହୁଥିବା ଫ୍ଲାଟରୁ ଉଦ୍ଧାର କରାଯାଇଛି । ତେବେ ଆତ୍ମହତ୍ୟା ପଛର…

ଆର୍‌ସିବିି ବିଜୟ ପରେ ମାତ୍ର ୩ଟି ଶବ୍ଦ କହିଲେ ଏବି ଡି ଭିଲିୟର୍ସ

କୋଲକତା,୨୬।୫: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ୨୦୨୨ର ଏଲିମିନେଟର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲରୁ (ଆରସିବି) ୧୪ ରନ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସକୁ ପରାସ୍ତ କରିଛି। ଏହି ବିଜୟ ପରେ ଆରସିବି ଶୁକ୍ରବାର କ୍ୱାଲିଫାୟର-୨ରେ ରାଜସ୍ଥାନ ରୟାଲ୍ସକୁ ଭେଟିବ। ଏହି ମ୍ୟାଚ୍‌ରେ…

ଏବେ ଗୋଟିଏ ନୁହେଁ, ଦୁଇ ପାଦରେ ଚାଲିବାର ସମୟ ଆସିଛି

ଆଜିକାଲି ସୋସିଆଲ ମିଡିଆରେ ବିହାରର ୧୦ ବର୍ଷୀୟା ଝିଅ ସୀମା ଚର୍ଚ୍ଚାରେ ଅଛନ୍ତି। ଗୋଟିଏ ଗୋଡରେ ୧ କିମି ଚାଲି ଚାଲି ସେ ସ୍କୁଲ ଯିବା ଭିଡିଓ ଭାଇରାଲ ହେବା ପରେ ତାଙ୍କୁ ସହାୟତାର ସୁଅ ଛୁଟୁଛି। ଶିକ୍ଷା ପ୍ରତି ଆଗ୍ରହ…

ଡିମ୍ପଲ ନୁହେଁ ଜୟନ୍ତ ଚୌଧୁରୀଙ୍କୁ ମିଳିଲା ରାଜ୍ୟ ସଭା ଟିକେଟ

ନୂଆଦିଲ୍ଲୀ,୨୬ ।୫: ଉତ୍ତର ପ୍ରଦେଶରେ ୧୧ ରାଜ୍ୟ ସଭା ଆସନ ପାଇଁ ହେଉଥିବା ନିର୍ବାଚନରେ ସମାଜବାଦୀ ପାର୍ଟି ଆଉ ଜଣେ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ପୂର୍ବରୁ ଶୁଣାଯାଉଥିଲା କି ସମାଜବାଦୀ ପାର୍ଟି ପକ୍ଷରୁ ଡିମ୍ପଲ ଯାଦବ ରାଜ୍ୟ ସଭା…

ଏମ୍‌ପି ନବନୀତ ରାଣାଙ୍କୁ ଜୀବନରୁ ମାରିଦେବାକୁ ଧମକ

ନୂଆଦିଲ୍ଲୀ,୨୬ ।୫: ମହାରାଷ୍ଟ୍ରରେ ହନୁମାନ ଚାଳିଶା ବିବାଦକୁ ନେଇ ଚର୍ଚ୍ଚାରେ ଥିବା ନିର୍ଦ୍ଦଳୀୟ ଏମ୍‌ପି ନବନୀତ ରାଣାଙ୍କୁ ଜୀବନରୁ ମାରି ଦେବାକୁ ଧମକ ଦିଆଯାଇଛି । ଏହି ମାମଲାରେ ଦିଲ୍ଲୀ ପୋଲିସ ଏକ ଏଫଆଇଆର୍ ଦାଖଲ କରିଛି ଓ ମାମଲାର ଯାଞ୍ଚ…

ବେଙ୍ଗାଲୁରୁରେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ

କେନ୍ଦୁଝର, ୨୬।୫ (ସ୍ବ.ପ୍ର.): କିଛି ଦିନ ତଳେ ବାଙ୍ଗାଲୋରକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଯୁବତୀଙ୍କ ଝାଡ଼ାବାନ୍ତିରେ ମୃତ୍ୟୁ ଘଟିଛି। ମୃତକ ହେଲେ କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ ତୋଟାଡିହ ଗ୍ରାମର ଦଶରଥ ଗଡମାଝୀଙ୍କ ଝିଅ କୁନ୍ତଳା(୨୧)। ତାଙ୍କ ମୃତଦେହ ଗ୍ରାମକୁ…

ହୁଡାଙ୍କ ଛକାରେ ପୋଲିସକର୍ମୀ ଆହତ

କୋଲକତା,୨୬।୫: ଆଇପିଏଲ ୨୦୨୨ରେ ଖେଳାଯାଇଥିବା ଏଲିମିନେଟର ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ (ଏଲ୍‌ଏସ୍‌ଜି) ୧୪ ରନ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି)ଠାରୁ ପରାସ୍ତ ହୋଇ ଚଳିତ ସିଜିନ୍‌ରୁ ବିଦାୟ ନେଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ (ଏଲ୍‌ଏସ୍‌ଜି) ବ୍ୟାଟ୍ସମ୍ୟାନ ଦୀପକ…

ଶ୍ରୀଜଗନ୍ନାଥ ଷ୍ଟିଲ୍‌ କମ୍ପାନୀରେ ପିଲେଟ୍‌ ଉତ୍ପାଦନ ବନ୍ଦ

ବଡ଼ବିଲ, ୨୬।୫(ସ୍ବ.ପ୍ର.): କେନ୍ଦ୍ର ସରକାରଙ୍କ ନୂତନ ଏକ୍ସପର୍ଟ ଡ୍ୟୁଟି (ବହିଃ ଶୁଳ୍କ) ଲାଗୁ ହେବା ଯୋଗୁ ବିଭିନ୍ନ ଇସ୍ପାତ ଶିଳ୍ପରେ ଅଚଳାବସ୍ଥା ଦେଖାଦେଇଛି। କେନ୍ଦୁଝର ଜିଲା ବଡ଼ବିଲ ଉପକଣ୍ଠର ଉଲିବୁରୁସ୍ଥିତ ଶ୍ରୀଜଗନ୍ନାଥ ଷ୍ଟିଲ କମ୍ପାନୀର ପିଲେଟ କାରଖାନାରେ ଉତ୍ପାଦନକୁ ବୁଧବାରଠାରୁ ବନ୍ଦ…

ବିଧାନସଭା ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି

ଭୁବନେଶ୍ୱର,୨୬।୫(ବ୍ୟୁରୋ): ରାଜ୍ୟ ସଭା ଉପନିର୍ବାଚନ ପାଇଁ ବିଧାନସଭା ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଗୁରୁବାରଠାରୁ ଜୁନ ୨ ଯାଏ ନାମାଙ୍କନ ଦାଖଲ ହେବାକୁ ଥିବା ବେଳେ ୧୩ରେ ଉପନିର୍ବାଚନ ଅନୁଷ୍ଠିତ ହେବ। ପ୍ରକାଶ ଯେ, ସୁବାସ ସିଂ କଟକ ମେୟରଭାବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri