Home Left

ଆର୍‌ସିବିି ବିଜୟ ପରେ ମାତ୍ର ୩ଟି ଶବ୍ଦ କହିଲେ ଏବି ଡି ଭିଲିୟର୍ସ

କୋଲକତା,୨୬।୫: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ୨୦୨୨ର ଏଲିମିନେଟର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲରୁ (ଆରସିବି) ୧୪ ରନ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସକୁ ପରାସ୍ତ କରିଛି। ଏହି ବିଜୟ ପରେ ଆରସିବି ଶୁକ୍ରବାର କ୍ୱାଲିଫାୟର-୨ରେ ରାଜସ୍ଥାନ ରୟାଲ୍ସକୁ ଭେଟିବ। ଏହି ମ୍ୟାଚ୍‌ରେ…

ଏବେ ଗୋଟିଏ ନୁହେଁ, ଦୁଇ ପାଦରେ ଚାଲିବାର ସମୟ ଆସିଛି

ଆଜିକାଲି ସୋସିଆଲ ମିଡିଆରେ ବିହାରର ୧୦ ବର୍ଷୀୟା ଝିଅ ସୀମା ଚର୍ଚ୍ଚାରେ ଅଛନ୍ତି। ଗୋଟିଏ ଗୋଡରେ ୧ କିମି ଚାଲି ଚାଲି ସେ ସ୍କୁଲ ଯିବା ଭିଡିଓ ଭାଇରାଲ ହେବା ପରେ ତାଙ୍କୁ ସହାୟତାର ସୁଅ ଛୁଟୁଛି। ଶିକ୍ଷା ପ୍ରତି ଆଗ୍ରହ…

ଡିମ୍ପଲ ନୁହେଁ ଜୟନ୍ତ ଚୌଧୁରୀଙ୍କୁ ମିଳିଲା ରାଜ୍ୟ ସଭା ଟିକେଟ

ନୂଆଦିଲ୍ଲୀ,୨୬ ।୫: ଉତ୍ତର ପ୍ରଦେଶରେ ୧୧ ରାଜ୍ୟ ସଭା ଆସନ ପାଇଁ ହେଉଥିବା ନିର୍ବାଚନରେ ସମାଜବାଦୀ ପାର୍ଟି ଆଉ ଜଣେ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ପୂର୍ବରୁ ଶୁଣାଯାଉଥିଲା କି ସମାଜବାଦୀ ପାର୍ଟି ପକ୍ଷରୁ ଡିମ୍ପଲ ଯାଦବ ରାଜ୍ୟ ସଭା…

ଏମ୍‌ପି ନବନୀତ ରାଣାଙ୍କୁ ଜୀବନରୁ ମାରିଦେବାକୁ ଧମକ

ନୂଆଦିଲ୍ଲୀ,୨୬ ।୫: ମହାରାଷ୍ଟ୍ରରେ ହନୁମାନ ଚାଳିଶା ବିବାଦକୁ ନେଇ ଚର୍ଚ୍ଚାରେ ଥିବା ନିର୍ଦ୍ଦଳୀୟ ଏମ୍‌ପି ନବନୀତ ରାଣାଙ୍କୁ ଜୀବନରୁ ମାରି ଦେବାକୁ ଧମକ ଦିଆଯାଇଛି । ଏହି ମାମଲାରେ ଦିଲ୍ଲୀ ପୋଲିସ ଏକ ଏଫଆଇଆର୍ ଦାଖଲ କରିଛି ଓ ମାମଲାର ଯାଞ୍ଚ…

ବେଙ୍ଗାଲୁରୁରେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ

କେନ୍ଦୁଝର, ୨୬।୫ (ସ୍ବ.ପ୍ର.): କିଛି ଦିନ ତଳେ ବାଙ୍ଗାଲୋରକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଯୁବତୀଙ୍କ ଝାଡ଼ାବାନ୍ତିରେ ମୃତ୍ୟୁ ଘଟିଛି। ମୃତକ ହେଲେ କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ ତୋଟାଡିହ ଗ୍ରାମର ଦଶରଥ ଗଡମାଝୀଙ୍କ ଝିଅ କୁନ୍ତଳା(୨୧)। ତାଙ୍କ ମୃତଦେହ ଗ୍ରାମକୁ…

ହୁଡାଙ୍କ ଛକାରେ ପୋଲିସକର୍ମୀ ଆହତ

କୋଲକତା,୨୬।୫: ଆଇପିଏଲ ୨୦୨୨ରେ ଖେଳାଯାଇଥିବା ଏଲିମିନେଟର ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ (ଏଲ୍‌ଏସ୍‌ଜି) ୧୪ ରନ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି)ଠାରୁ ପରାସ୍ତ ହୋଇ ଚଳିତ ସିଜିନ୍‌ରୁ ବିଦାୟ ନେଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ (ଏଲ୍‌ଏସ୍‌ଜି) ବ୍ୟାଟ୍ସମ୍ୟାନ ଦୀପକ…

ଶ୍ରୀଜଗନ୍ନାଥ ଷ୍ଟିଲ୍‌ କମ୍ପାନୀରେ ପିଲେଟ୍‌ ଉତ୍ପାଦନ ବନ୍ଦ

ବଡ଼ବିଲ, ୨୬।୫(ସ୍ବ.ପ୍ର.): କେନ୍ଦ୍ର ସରକାରଙ୍କ ନୂତନ ଏକ୍ସପର୍ଟ ଡ୍ୟୁଟି (ବହିଃ ଶୁଳ୍କ) ଲାଗୁ ହେବା ଯୋଗୁ ବିଭିନ୍ନ ଇସ୍ପାତ ଶିଳ୍ପରେ ଅଚଳାବସ୍ଥା ଦେଖାଦେଇଛି। କେନ୍ଦୁଝର ଜିଲା ବଡ଼ବିଲ ଉପକଣ୍ଠର ଉଲିବୁରୁସ୍ଥିତ ଶ୍ରୀଜଗନ୍ନାଥ ଷ୍ଟିଲ କମ୍ପାନୀର ପିଲେଟ କାରଖାନାରେ ଉତ୍ପାଦନକୁ ବୁଧବାରଠାରୁ ବନ୍ଦ…

ବିଧାନସଭା ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି

ଭୁବନେଶ୍ୱର,୨୬।୫(ବ୍ୟୁରୋ): ରାଜ୍ୟ ସଭା ଉପନିର୍ବାଚନ ପାଇଁ ବିଧାନସଭା ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଗୁରୁବାରଠାରୁ ଜୁନ ୨ ଯାଏ ନାମାଙ୍କନ ଦାଖଲ ହେବାକୁ ଥିବା ବେଳେ ୧୩ରେ ଉପନିର୍ବାଚନ ଅନୁଷ୍ଠିତ ହେବ। ପ୍ରକାଶ ଯେ, ସୁବାସ ସିଂ କଟକ ମେୟରଭାବେ…

ଆଇପିଏଲ୍‌ରେ କୌଣସି ଦଳ କିଣି ନ ଥିଲେ, ଚମତ୍କାର ଭାବେ ଦଳରେ ପ୍ରବେଶ କରି ରଚିଲେ ଇତିହାସ

କୋଲକତା,୨୬।୫: ଆଇପିଏଲ ୨୦୨୨ର ଏଲିମିନେଟର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଦଳ ଲକ୍ଷ୍ନୌ ସୁପର ଜିଆଣ୍ଟସ (ଏଲ୍‌ଏସ୍‌ଜି)କୁ ୧୪ ରନ୍‌ରେ ପରାସ୍ତ କରି କ୍ୱାଲିଫାୟର୍‌ ୨ ରେ ପ୍ରବେଶ କରିଛି। କ୍ୱାଲିଫାୟର୍‌ ୨ରେ ଆରସିବି ମେ ୨୭ରେ ରାଜସ୍ଥାନ ରୟାଲ୍ସକୁ…

ବଦଳିଲେ ୨ ଆଇଏଏସ୍‌ ଅଫିସର

ଭୁବନେଶ୍ୱର,୨୬।୫(ବ୍ୟୁରୋ): ରାଜ୍ୟ ଉଚ୍ଚଶିକ୍ଷା ନିର୍ଦ୍ଦେଶକ ଅଶ୍ୱିନୀ କୁମାର ମିଶ୍ରଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ସେ ମଧ୍ୟ ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ)ର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ନିର୍ବାହ…

ଗୋଟିଏ ଗୋଡରେ ସ୍ବପ୍ନ ପୂରଣ ପାଇଁ ଲାଗିପଡିଛନ୍ତି କୁନି ଝିଅ ସୀମା

କଥାରେ ଅଛି, ଯଦି ମନରେ ଦୃଢ ଇଚ୍ଛାଶକ୍ତି ଅଛି ତେବେ କୌଣସି ପରିସ୍ଥିତି ଆସିଲେ ମଧ୍ୟ ବ୍ୟକ୍ତି ନିଜ ଲକ୍ଷ ସ୍ଥଳରେ ପହଞ୍ଚିବାରେ ସକ୍ଷମ ହୁଏ। ବିହାରର ଜମୁଇ ଜିଲାରେ ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି। ଫତେପୁର ଗ୍ରାମରେ ରହୁଥିବାନି…

ରାଜ୍ୟରୁ ୧୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୬।୫(ବ୍ୟୁରୋ) : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନ୍‌ରୁ ଥିବା ବେଳେ ୪ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri