Home Left

ଓଡ଼ିଶା ରାଜନୀତି ସରଗରମ

ଭୁବନେଶ୍ବର,୧୦ା୯(ବ୍ୟୁରୋ): ଦୀର୍ଘଦିନ ଧରି ଶାସକ ବିଜେଡି ଏବଂ ବିରୋଧୀ ଭାଜପା ମଧ୍ୟରେ ରାଜନୈତିକ ଆକ୍ଷେପ ଓ ପ୍ରତି ଆକ୍ଷେପ ସେତେଟା ଦେଖିବାକୁ ମିଳୁ ନ ଥିଲା। ହେଲେ କିଛିଦିନ ହେଲା ଉଭୟ ଦଳର ଆଚରଣରେ ପରିବର୍ତ୍ତନ ଆସିଥିବା ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ…

ଟେଣ୍ଟ ହାଉସ ମାଲିକ କାନ ଧରି ଭୁଲ୍‌ ମାଗିଲେ

ରୂପ୍‌ସା,୧୦ା୯(ଡି.ଏନ୍‌.ଏ.): କୋଟି କୋଟି ଓଡ଼ିଆଙ୍କ ଆରାଧ୍ୟଦେବତା ଶ୍ରୀଜଗନ୍ନାଥଙ୍କ ପ୍ରତିମାଙ୍କୁ ଏକ ପିକ୍‌ଅପ ଭ୍ୟାନ ପଛପଟେ ବାନ୍ଧି ନିଆଯିବା ଭିଡିଓ ଭାଇରାଲ ହେବା ପରେ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ବାଲେଶ୍ୱର ଜିଲା ୬୦ ନଂ. ଜାତୀୟ ରାଜପଥର ସଦର…

ଜି. ରାଜେଶ ଖଣି ନିର୍ଦ୍ଦେଶକ

ଭୁବନେଶ୍ୱର୧୦,ା୯(ବ୍ୟୁରୋ): ରାଜ୍ୟ ସରକାର ଆଇଏଫଏସ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ଶୁକ୍ରବାର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ସିସିଏଫ୍‌(ନୋଡାଲ) ଜି. ରାଜେଶଙ୍କୁ ଖଣି ନିର୍ଦ୍ଦେଶକ ଭାବେ…

ଯୁକ୍ତ୨ ନାମଲେଖା ପାଇଁ ଆଉ ଥରେ ସୁଯୋଗ

ଭୁବନେଶ୍ୱର, ୧୦।୯(ବ୍ୟୁରୋ): ରାଜ୍ୟର ଉଚ୍ଚ ମାଧ୍ୟମିକ ସ୍କୁଲଗୁଡ଼ିକରେ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଶନିବାର ଶେଷ ହେଉଛି। ଏପରି ସ୍ଥିତିରେ ପ୍ରଥମ ପର୍ଯ୍ୟାୟରୁ ବଞ୍ଚତ୍ତ ଛାତ୍ରୀଛାତ୍ରଙ୍କ ପାଇଁ ରାଜ୍ୟ ସରକାର ଆଉ ଥରେ ସୁଯୋଗ ଦେଇଛନ୍ତି। ଦଶମ ବା ହାଇସ୍କୁଲ ସାର୍ଟିଫିକେଟ୍‌…

ସୂର୍ଯ୍ୟମନ୍ଦିରରୁ ବାଲିକଢ଼ାକୁ ନେଇ ସଂଶୟ

ପୁରୀ ଅଫିସ,୧୦।୯: କୋଣାର୍କ ସୂର୍ଯ୍ୟମନ୍ଦିର ଗର୍ଭଗୃହରୁ ବାଲି କଢ଼ାଗଲେ ମନ୍ଦିର ସୁରକ୍ଷିତ ରହିବ କି ନାହିଁ ସେ ନେଇ ଆଶଙ୍କା ଦେଖାଦେଇଛି। ବାଲି କଢାଯିବା ପ୍ରକ୍ରିୟା ଠିକ୍‌ ଅଛି କି ନାହିଁ, ଏହାଦ୍ୱାରା ମନ୍ଦିର ଉପରେ କ’ଣ ପ୍ରଭାବ ପଡ଼ିବ ଏବଂ…

ଚାଲର୍‌ସଙ୍କ ରାଜାଭିଷେକ ଆଜି

ବ୍ରିଟେନ/ନୂଆଦିଲ୍ଲୀ,୧୦ା୯: ବ୍ରିଟେନର ଦିବଙ୍ଗତ ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ପରେ ତାଙ୍କ ବଡ଼ପୁଅ ପ୍ରିନ୍ସ ଚାଲ୍ସଙ୍କୁ ଦେଶର ନୂଆ ରାଜା ଘୋଷଣା କରାଯାଇଛି। ଏଥିସହ ସେ କିଙ୍ଗ୍‌ ଚାଲର୍‌ସ ତୃତୀୟ ନାମରେ ପରିଚୟ ଲାଭ କରିଛନ୍ତି। ୭୩ ବର୍ଷୀୟ ଚାଲର୍‌ସଙ୍କ ଆନୁଷ୍ଠାନିକ ରାଜାଭିଷେକ…

କମିବ ଖରିଫ ଉତ୍ପାଦନ

ନୂଆଦିଲ୍ଲୀ,୧୦।୯(ପି.ଟି.): ଚଳିତ ଖରିଫ୍‌ ଋତୁରେ କମ୍‌ ଅଞ୍ଚଳରେ ଧାନ ବୁଣାଯାଇଥିବାରୁ ଚାଉଳ ଉତ୍ପାଦନ ୧୦ରୁ ୧୨ ନିୟୁତ ଟନ୍‌ କମିପାରେ ବୋଲି କେନ୍ଦ୍ର ସରକାର ପୂର୍ବାନୁମାନ କରିଛନ୍ତି। ଘରୋଇ ଯୋଗାଣ ବଢ଼ାଇବା ଏବଂ ଦରବୃଦ୍ଧି ରୋକିବା ଲାଗି ଭଙ୍ଗା ଚାଉଳ ରପ୍ତାନି…

ପାକିସ୍ତାନକୁ ୫ ଉଇକେଟରେ ହରାଇଲା ଶ୍ରୀଲଙ୍କା

ଦୁବାଇ,୯।୯: ଏସିଆ କପ୍‌ ସୁପର-୪ର ଶୁକ୍ରବାର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ଉଭୟ ବ୍ୟାଟିଂ ଏବଂ ବୋଲିଂରେ ପ୍ରଭାବୀ ପ୍ରଦର୍ଶନ କରି ବିଜୟୀ ହୋଇଛି। ପଥୁମ ନିସଙ୍କାଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ଓ୍ବାନିଣ୍ଡୁ ହସରଙ୍ଗାଙ୍କ ୩ ଉଇକେଟ ବଳରେ ଶ୍ରୀଲଙ୍କା ପାକିସ୍ତାନକୁ ୫…

ପୂର୍ବତନ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ନୂଆଦିଲ୍ଲୀ,୯।୯: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଶୁକ୍ରବାର ୧୫ ରାଜ୍ୟ ପାଇଁ ପ୍ରଭାରୀ ନିଯୁକ୍ତ କରିଛନ୍ତି। ବିହାର ପାଇଁ ବିନୋଦ ଟଓ୍ବଡେଙ୍କୁ ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରିଥିବା ବେଳେ ହରିଶ୍‌ ଦ୍ୱିବେଦୀଙ୍କୁ ସହପ୍ରଭାରୀ କରାଯାଇଛି। ପାର୍ଲାମେଣ୍ଟ ବୋର୍ଡରେ ସ୍ଥାନ…

ହିମନ୍ତ ବିଶ୍ୱଶର୍ମାଙ୍କ ସୁରକ୍ଷା ନେଇ ଉଠିଲା ପ୍ରଶ୍ନ

ହାଇଦ୍ରାବାଦ,୯।୯: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଶୁକ୍ରବାର ଗଣେଶ ମହୋତ୍ସବ ଅବସରରେ ହାଇଦ୍ରବାଦ ଆସିଥିଲେ। ଏହି ଅବସରରେ ସେ ଏକ ରାଲିରେ ଉଦ୍‌ବୋଧନ ଦେବାକୁ ଛିଡ଼ା ହୋଇଥିଲେ। ହେଲେ ତାଙ୍କୁ ସେଠାରେ ଏକ ଅପ୍ରୀତିକର ସ୍ଥିତିର ସମ୍ମୁଖୀନ ହେବାକୁ ପଡିଥିଲା। ଜଣେ…

କୋହଲିଙ୍କ ଶତକ ପରେ ମୁଣ୍ଡ ନୁଆଁଇ ସଲାମ୍‌ କଲେ ବୃଦ୍ଧ; ଭାଇରାଲ ଭିଡିଓ ଦେଖିଲେ…

ଦୁବାଇ,୯।୯: ଭାରତ-ଆଫଗାନିସ୍ତାନ ମଧ୍ୟରେ ଗୁରୁବାର ଖେଳାଯାଇଥିବା ଏସିଆ କପ୍‌ ସୁପର-୪ ମୁକାବିଲାରେ ଶତକ ହାସଲ କରି ସମାଲୋଚକଙ୍କ ମୁହଁ ବନ୍ଦ କରିଛନ୍ତି ବିରାଟ କୋହଲି। ସେ ଲଢ଼ୁଆ ବ୍ୟାଟିଂ କରି ୬୧ ବଲ୍‌ରେ ଅପରାଜିତ ୧୨୨ ରନ୍‌ କରିଥିଲେ। ଏହା ତାଙ୍କ…

ପ୍ରଫେସର ପ୍ରଭାତ କୁମାର ରାଉଳ ହେଲେ ଓୟୁଏଟିର ନୂତନ କୁଳପତି

ଭୁବନେଶ୍ୱର,୯।୯(ବ୍ୟୁରୋ): ଓଡ଼ିଶା କୃଷି ଏବଂ ପ୍ରଯୁକ୍ତିବିଦ୍ୟା(ଓୟୁଏଟି)ର ନୂତନ କୂଳପତି ଭାବେ ପ୍ରଫେସର ପ୍ରଭାତ କୁମାର ରାଉଳଙ୍କୁ ନିଯୁକ୍ତି ମିଳିଛି। ରାଜ୍ୟପାଳ ତଥା ବିଶ୍ୱବିଦ୍ୟାଳୟଗୁଡ଼ିକର କୁଳାଧିପତି ପ୍ରଫେସର ଗଣେଶୀ ଲାଲ ତିନି ବର୍ଷ ପାଇଁ ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି। ତେବେ ପ୍ରଫେସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?