ବିଧାନସଭାରେ ଉପମୁଖ୍ୟମନ୍ତ୍ରୀଙ୍କ ଉପରେ ରାଗିଗଲେ ଅଖିଳେଶ
ଲକ୍ଷ୍ନୌ,୨୫।୫: ଉତ୍ତରପ୍ରଦେଶରେ ବିଧାନସଭା ଅଧିବେଶନ ଚାଲିଛି। ବୁଧବାର ଗୃହ ଭିତରେ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଏବଂ ସମାଜବାଦୀ ପାର୍ଟି ନେତା ଅଖିଳେଶ ଯାଦବଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ୟୁପି ବିଧାନସଭାରେ ବିରୋଧୀ ଦଳର ନେତା ଥିବା ଅଖିଳେଶ ଭାଜପା ସରକାର…
ଅସରାଏ ବର୍ଷାରେ ସ୍କୁଲ ପରିସର ବେହାଲ
କେନ୍ଦୁଝର,୨୫ା୫(ସ୍ବ.ପ୍ର.): ସହର ସୌନ୍ଦର୍ଯ୍ୟକରଣ ଓ ୫-ଟି କାର୍ଯ୍ୟକ୍ରମରେ ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଭିତର ଓ ବାହାରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ଉନ୍ନତିକରଣ କାର୍ଯ୍ୟ କରାଯାଇଥିଲା। ତେବେ ବିଦ୍ୟାଳୟ ବାହାରେ ହୋଇଥିବା ପାଚେରି କାମ ଠିକ୍ ଭାବରେ…
ୟାସିନ ମଲିକଙ୍କ ସମର୍ଥନରେ ବାହାରିଲେ ଆଫ୍ରିଦି: ଅମିତ୍ ମିଶ୍ର ଦେଲେ ମୁହଁତୋଡ଼ ଜବାବ
ନୂଆଦିଲ୍ଲୀ, ୨୫।୫: ଆତଙ୍କବାଦୀ ପାଣ୍ଠି ଯୋଗାଣ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜମ୍ମୁ କଶ୍ମୀର ବିଚ୍ଛିନ୍ନତାବାଦୀ ନେତା ୟାସିନ ମଲିକଙ୍କୁ ନେଇ ପାକିସ୍ତାନର ପୂର୍ବତନ କ୍ରିକେଟର ଶାହିଦ ଆଫ୍ରିଦି ଏକ ବିବାଦୀୟ ତଥା ଉତ୍ତେଜନାମୂଳକ ଟୁଇଟ କରିଛନ୍ତି। ସେ ଏହି ଟୁଇଟରେ…
କମୁଛି ଜଳସ୍ତର, ବର୍ଷାଜଳ ସଞ୍ଚୟ ନିର୍ଦ୍ଦେଶ
କେସିଙ୍ଗା,୨୫ା୫(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଏନ୍ଏସିରେ ରାଜ୍ୟ ସରକାରଙ୍କ ‘ମୁକ୍ତା’ ଯୋଜନାରେ ବର୍ଷାଜଳ ସଞ୍ଚୟ କରିବାକୁ ଜିଲାପାଳ ଡ. ଗାଭଳି ପରାଗ ହର୍ଷଦ କେସିଙ୍ଗା ଏନ୍ଏସିକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଏନ୍ଏସିର ୧୨ଟି ଓ୍ବାର୍ଡରେ ୧୦୦ଟି ସୋ ପିଟ ନିର୍ମାଣ କରିବା…
‘ଚକଡା ଏକ୍ସପ୍ରେସ’ ପାଇଁ ଟାଣ ଖରାରେ ଟ୍ରେନିଂ ନେଉଛନ୍ତି ଅନୁଷ୍କା, ଶେୟାର କଲେ ଫେସ ଟ୍ୟାନ ଫଟୋ
ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ନିକଟରେ ତାଙ୍କ ଇନଷ୍ଟାଗ୍ରାମରେ ଏମିତି ଏକ ଫଟୋ ଶେୟାର କରିଛନ୍ତି ଯାହାକୁ ଦେଖି ତାଙ୍କ ସ୍ୱାମୀ ବିରାଟ କୋହଲି ଅଡୁଆରେ ପଡିଯାଇଛନ୍ତି । ମଙ୍ଗଳବାର ଅନୁଷ୍କା ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ସେଥିରେ…
ସଲମାନଙ୍କ ଫିଲ୍ମରେ ସାଉଥ୍ର ଏହି ବଡ଼ ଷ୍ଟାରଙ୍କ ଏଣ୍ଟ୍ରି
ମୁମ୍ବାଇ: ବଲିଉଡ୍ ସୁଲତାନ ସଲମାନ ଖାନ୍ଙ୍କ ଫିଲ୍ମ ‘କଭି ଇଦ୍ କଭି ଦିଓ୍ବାଲି’ର ଷ୍ଟାର କାଷ୍ଟ ବିଷୟରେ ଅନେକ ଚର୍ଚ୍ଚା ଚାଲିଛି। ପ୍ରତିଦିନ ଫିଲ୍ମ ବିଷୟରେ ନୂଆ ନୂଆ ଅପଡେଟ୍ ସାମ୍ନାକୁ ଆସୁଛି। ଏବେ ଶୁଣିବାକୁ ମିଳୁଛି ‘କଭି ଇଦ୍ କଭି…
ଜନ୍ମଦିନରେ ବଡ଼ ଘୋଷଣା କଲେ କରଣ
ବଲିଉଡ ଇଣ୍ଡଷ୍ଟ୍ରିର ଲୋକପ୍ରିୟ ନିର୍ଦ୍ଦେଶକ କରଣ ଜୋହର ଆଜି ୫୦ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ସେ ଏକ ବଡ଼ ଘୋଷଣା କରିଛନ୍ତି। ଜନ୍ମଦିନରେ ସେ ଦୁଇଟି ନୋଟ ଶେୟାର କରିଛନ୍ତି। ପ୍ରଥମ ନୋଟରେ ସେ ଫିଲ୍ମ ଇଣ୍ଡଷ୍ଟ୍ରିରେ ୨୭…
ହାଇଓ୍ବା ଧକ୍କାରେ ୩ ଜଣଙ୍କ ଜୀବନ ଗଲା
ସମ୍ବଲପୁର ଅଫିସ,୨୫ା୫: ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ଭବାନୀପାଲି ପେଟ୍ରୋଲ ପମ୍ପ ସାମ୍ନା ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥରେ ବୁଧବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣ ଯୁବକଙ୍କ ମୃତ୍ୟୁ ଘଟିଥିବା…
ଭାବପ୍ରବଣ ହେଲେ ସଞ୍ଜୟ
୬୦ ଦଶକର ଭେଟେରାନ ଅଭିନେତା ସୁନୀଲ ଦତ୍ତ ଏକରୁ ଅଧିକ ବଲିଉଡ ଫିଲ୍ମରେ ଅଭିନୟ କରିଥିଲେ। ସୁନୀଲ ଦତ୍ତ ଆଜି ଏହି ଦୁନିଆରେ ନାହାଁନ୍ତି ସତ, ମାତ୍ର ତାଙ୍କର ଅଭିନୟ ପ୍ରଶଂସକଙ୍କ ହୃଦୟରେ ଏବେ ବି ସତେଜ ରହିଛି। ସେ ମୋ…
ବ୍ୟାଗ୍ରେ ଏସବୁ ଜିନିଷ ରଖନ୍ତି ଦୀପିକା
ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନ ଏବେ ଫ୍ରାନ୍ସରେ ଚାଲିଥିବା କାନ୍ସ ଫିଲ୍ମ ଫେଷ୍ଟିଭାଲ୍ରେ ନିଜ ଜଲଓ୍ବା ପ୍ରଦର୍ଶନ କରି ପ୍ରଶଂସା ସାଉଁଟିଛନ୍ତି। ଚଳିତ ଥର ଦୀପିକା ପ୍ରଥମ ଥର ‘କାନ୍ସ’ରେ ଜୁରୀ ଟେବୁଲରେ ନଜର ଆସିଥିଲେ। ଦୀପିକା ନିକଟରେ ‘ଭୋଗ ଇଣ୍ଡିଆ’…
ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୬ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୫ା୫(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୭୯,୧୪୩ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ଅନୁଭବଙ୍କ ନାଁରେ ଆଉ ଏକ ଏତଲା ଦେଲେ ବର୍ଷା
କଟକ ଅଫିସ,୨୫ା୫: ଅଭିନେତା ତଥା କେନ୍ଦ୍ରାପଡ଼ା ଏମ୍ପି ଅନୁଭବ ମହାନ୍ତିଙ୍କ ବିରୋଧରେ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ କଟକ ସାଇବର ଥାନାର ଆଉ ଏକ ଏତଲା ଦେଇଛନ୍ତି। ସୋସିଆଲ ମିଡିଆରେ ତାଙ୍କର ଭାବମୂର୍ତ୍ତିକୁ ଅନୁଭବ କଳଙ୍କିତ ଉଦ୍ୟମ କରୁଥିବା…
Archives


