Home Left

‘ବ୍ରହ୍ମାସ୍ତ୍ର’ପାର୍ଟ ୨ରେ ନଜର ଆସିପାରନ୍ତି ରଣବୀର, ହ୍ରିତିକ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତା ରଣବୀର କପୁର-ଆଲିଆ ଭଟ୍ଟଙ୍କ ଅଭିନୀତ ବିଗ୍‌ ବଜେଟ୍‌ ଫିଲ୍ମ ‘ବ୍ରହ୍ମାସ୍ତ୍ର’ ଶୁକ୍ରବାର ରିଲିଜ୍‌ ହୋଇଯାଇଛି। ଦର୍ଶକ ଉତ୍ସାହର ସହ ଫିଲ୍ମ ଦେଖିବାକୁ ଅପେକ୍ଷା କରିଥିଲେ। ସେହି ଅପେକ୍ଷାର ଅନ୍ତ ଘଟାଇ ଏବେ ଦର୍ଶକଙ୍କ ସାମ୍ନାରେ ‘ବ୍ରହ୍ମାସ୍ତ୍ର’। ଆଶା…

ଅଭାବ ଅନଟନ ସତ୍ତ୍ୱେ ସଫଳତା

ସୋହେଲା,୯।୯(ଡି.ଏନ.ଏ.):ଅଭାବ ଅନଟନ ସଫଳତାରେ ବାଧା ସୃଷ୍ଟି କରିପାରେ କିନ୍ତୁ ଅଟକାଇ ପାରେନାହିଁ। ଏହାର ଏକ ଉଦାହରଣ ସାଜିଛନ୍ତି ସୋହେଲା ବ୍ଲକ କନଗାଁ ପଞ୍ଚାୟତର ବୁଡ଼ାମାଲ ଗ୍ରାମର ଶିଶିର କଲାରୀ। ପିତା ଧନେଶ୍ୱର ଓ ମାତା ପଦ୍ମିନୀଙ୍କ ପୁଅ ଶିଶିର ପିଲାଟି ଦିନରୁ…

ଆମେରିକାରେ ଭାରତୀୟ ବଂଶୋଦ୍ଭବ ଏମ୍‌ପିଙ୍କୁ ମିଳିଲା ଧମକ

ନ୍ୟୁୟର୍କ,୯।୯: ଆମେରିକାରେ ଭାରତୀୟଙ୍କ ପ୍ରତି ଘୃଣା ଭାବ ବଢିବାରେ ଲାଗିଛି। ସାଧାରଣ ଲୋକଙ୍କୁ ଧମକ ପରେ ବର୍ତ୍ତମାନ ଭାରତୀୟ ବଂଶୋଦ୍ଭବ ଆମେରିକୀୟ ଏମ୍‌ପି ପ୍ରମିଲା ଜୟପାଲଙ୍କୁ ଫୋନରେ ଧମକ ଦିଆଯାଇଛି। ଜଣେ ବ୍ୟକ୍ତି ତାଙ୍କୁ ଫୋନରେ ଧମକ ଦେଇ ଭାରତକୁ ଫେରିବାକୁ…

ଆରମ୍ଭରୁ ପଶିଲା କେଁ

ଢେଙ୍କାନାଳ ଅଫିସ,୯।୯: ଢେଙ୍କାନାଳର ଗଣପର୍ବ ପ୍ରସିଦ୍ଧ ଲକ୍ଷ୍ମୀପୂଜା ପାଇଁ ସୁନିଆରେ ଉଠିଛି ଶୁଭମାଟି। ପରମ୍ପରା ଅନୁଯାୟୀ ମାଟି ଅନୁକୂଳ ପରଦିନ ମିଳିତ ବଜାର ଲକ୍ଷ୍ମୀପୂଜା କିମିଟିର ବୈଠକ ଅନୁଷ୍ଠିତ ହୋଇଥିବାବେଳେ ଆରମ୍ଭରୁ ପଶିଛି କେଁ। ନୂତନ ସଭାପତି ଚୟନରେ ରାଜନୀତିକରଣକୁ କେନ୍ଦ୍ରକରି…

କୁର୍ଲିସ ରେଷ୍ଟୁରାଣ୍ଟ ଭାଙ୍ଗିବା ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୯।୯: ଗୋଆର କୁର୍ଲିସ ରେଷ୍ଟୁରାଣ୍ଟ ଭାଙ୍ଗିବାକୁ ନେଇ ସୁପ୍ରିମକୋର୍ଟ ସ୍ଥଗିତଦେଶ ଜାରି କରିଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ନ୍‌ଶୁକ୍ରବାର ହେବ। ପରିବେଶ ନିୟମ ଉଲ୍ଲଂଘନ ହେତୁ ଏନଜିଟି ଏହାକୁ ଭାଙ୍ଗିବାକୁ ନିର୍ଦ୍ଦେଶ ଦେଇଥିଲା। ବର୍ତ୍ତମାନ ସୁପ୍ରିମକୋର୍ଟ ଏହି ପ୍ରସଙ୍ଗରେ…

ସଜେଇ ହେଉଛି ଉଦୟପୁର-ତାଳସାରୀ

ଭୋଗରାଇ,୯ା୯: ନୂଆ ରୂପରେ ସଜେଇ ହେଉଛି ବାଲେଶ୍ୱର ଜିଲାର ବେଳାଭୂମି ଉଦୟପୁର-ତାଳସାରୀ। ଦୀର୍ଘବର୍ଷ ଧରି ଦୃଷ୍ଟି ଆଢୁଆଳରେ ରହିଯାଇଥିବା ଏହି ବେଳାଭୂମିକୁ ଅଧିକ ସୁନ୍ଦର ଓ ଆକର୍ଷଣୀୟ କରିବାକୁ ରାଜ୍ୟ ସରକାର ତତ୍ପର ହୋଇପଡ଼ିଛନ୍ତି। ଦୁବାଇ ଭଳି ସୌନ୍ଦର୍ଯ୍ୟକରଣ କରାଯିବା ସହ…

ଆରମ୍ଭରୁ ଶେଷ ଯାଏ ବିଭ୍ରାଟ

ଅନୁଗୋଳ ଅଫିସ,୯ା୯: ଦୀର୍ଘ ଦୁଇ ବର୍ଷ ପରେ ଅନୁଗୋଳ ସହରରେ ହୋଇଥିଲା ଗଣେଶ ପୂଜା। ପୂଜା ପରି ଭସାଣିକୁ ଆକର୍ଷଣୀୟ କରିବାକୁ ପୂର୍ବରୁ ହୋଇଥିଲା ଆବଶ୍ୟକ ପ୍ରସ୍ତୁତି। ହେଲେ ବୁଧବାର ଭସାଣି ବେଳେ ସମସ୍ତ ବ୍ୟବସ୍ଥାରେ ଅବ୍ୟବସ୍ଥା ଜଳ ଜଳ ଦିଶିଥିଲା।…

ଡେଙ୍ଗୁ: ଗଞ୍ଜାମରେ ୩୮ ଆକ୍ରାନ୍ତ ହେଲେଣି

ବ୍ରହ୍ମପୁର,୯ା୯: ଗଞ୍ଜାମ ଜିଲାରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ବାହାର ରାଜ୍ୟ ଓ ଜିଲାରୁ ଲୋକେ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଗଞ୍ଜାମ ଆସୁଥିବାରୁ ସଂଖ୍ୟା ବଢ଼ୁଛି। ଗୁରୁବାର ଦିନକରେ ୩ ଜଣ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।କବିସୂର୍ଯ୍ୟନଗର…

ମଶାଣି ସାଥୀ ସୁଶାନ୍ତ

ରୂପସା,୯ା୯: ପେସାରେ ଜଣେ ବାଇକ୍‌ ମେକାନିକ। ହେଲେ ସମସ୍ତେ ତାଙ୍କୁ ମଶାଣି ସାଥୀ ଭାବେ ଜାଣନ୍ତି। ଶବଦାହ ଲାଗି କେହି ତାଙ୍କୁ ଡାକନ୍ତୁ ବା ନ ଡାକନ୍ତୁ ସେ ସବୁକାମ ଛାଡ଼ି ମଶାଣିରେ ପହଞ୍ଚିଯାନ୍ତି। ସେହି ସମୟରେ ଯାହା କିଛି ଖର୍ଚ୍ଚ…

କର୍ନାଟକରେ କମାଲ କଲେ ସାଇପ୍ରକାଶ

ଭଦ୍ରକ ଅଫିସ,୯।୯: ବୟସ ମାତ୍ର ୮ ବର୍ଷ। ୩୦ରୁ ଊର୍ଦ୍ଧ୍ୱ ଯୋଗାସନରେ ମାହିର୍‌। ଆଖି ପିଛୁଳାକେ କରି ଦେଖାନ୍ତି କଷ୍ଟସାଧ୍ୟ ଯୋଗାସନ। ଯେଉଁ ଆସନ କରିବା ଯୋଗ ଗୁୁରୁମାନଙ୍କ ପକ୍ଷେ କଷ୍ଟସାଧ୍ୟ, ସେହି ଆସନ ଅତି ସହଜରେ ସେ କରିପାରନ୍ତି। ଯୋଗରେ…

୭୭ ବର୍ଷ ବୟସରେ ଆତ୍ମନିର୍ଭର

ବେତନଟୀ, ୯ା୯: ବୟସର ଅପରାହ୍ନରେ ପହଞ୍ଚି ଥିଲେ ବି ଜୀବନ ସହ ଜାରି ରଖିଛନ୍ତି ସଂଘର୍ଷ। ୭୭ ବର୍ଷ ବୟସରେ ସେ ଚଳଚଞ୍ଚଳ। ଘରକୁ ଘର ଯାଇ କ୍ଷୀର ବିକି ପେଟ ପାଇଁ ଯୋଗାଡ଼ କରୁଛନ୍ତି ଦାନା। ୩୦ବର୍ଷ ହେଲା ଏହି…

ଗୀତ ଗାଇ ପାଠ ପଢ଼ାଇଲେ ବିଧାୟକ

ବେତନଟୀ,୯ା୯(ସ୍ବ. ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି ବିଧାୟକ ସନାତନ ବିଜୁଳି ଶ୍ରେଣୀ ଗୃହରେ ପାଠ ପଢ଼ାଇବା ସହ ଦେଶାତ୍ମବୋଧକ ଗୀତ ଗାଇ ପିଲାଙ୍କ ଉତ୍ସାହ ବୃଦ୍ଧି କରିଥିବା ଚର୍ଚ୍ଚାର ବିଷୟ ହୋଇଛି। ବେତନଟୀ ବ୍ଲକ ସୋରିଷକୋଠା ଗ୍ରାମସ୍ଥିତ ବୁଢ଼ାବଳଙ୍ଗ ଉଚ୍ଚ ବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?