Home Left

ବୋଟ୍‌ ଦୁର୍ଘଟଣାରେ ୧୬ ରୋହିଙ୍ଗ୍ୟାଙ୍କ ମୃତ୍ୟୁ

ବ୍ୟାଙ୍କକ୍‌,୨୫।୫: ମ୍ୟାନ୍‌ମାରରୁ ରୋହିଙ୍ଗ୍ୟାମାନଙ୍କୁ ନେଇ ଯାଉଥିବା ଏକ ବୋଟ୍‌ ଦୁର୍ଘଟଣାଗ୍ରସ୍ତ ହେବାରୁ ୧୬ ଜଣଙ୍କ ମୃତ୍ୟୁ ଘଟିଛି। ବୋଟ୍‌ରେ ଥିବା ଯାତ୍ରୀ ଅନ୍ୟ ଦେଶରେ ଶରଣ ନେବାକୁ ଯାଉଥିଲେ। ତେବେ ଏହି ଘଟଣାରେ ୩୫ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟ…

ଜେଲରେ ସିଦ୍ଧୁଙ୍କ ଡାଏଟ ପ୍ଲାନ

ପଟିଆଲା,୨୫ ।୫: ପଞ୍ଜାବ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ନବଜୋତ ସିଂ ସିଦ୍ଧୁ ଏବେ ଜେଲର ଚାରିକାନ୍ଥ ଭିତରେ । ରୋଡ ରେଜ ମାମଲାରେ ସୁପ୍ରିମକୋର୍ଟ ତାଙ୍କୁ ଏକ ବର୍ଷ ସଜା ଶୁଣାଇଥିବା ବେଳେ ଏବେ ସେ ପଞ୍ଜାବର ପଟିଆଲା ଜେଲରେ ଏହି…

ଏଥର ଜମିବ ବରୁଣେଇ ରଜ ମହୋତ୍ସବ

ଖୋର୍ଦ୍ଧା ଅଫିସ,୨୫।୫: ଖୋର୍ଦ୍ଧାର ବରୁଣେଇ ପୀଠରେ ଚଳିତ ବର୍ଷ ଜମିବ ରଜ ମହୋତ୍ସବ। କରୋନା ସଂକ୍ରମଣ ହ୍ରାସ ପରେ ଚଳିତବର୍ଷ ମହୋତ୍ସବ ଆୟୋଜନ ନେଇ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଜିଲା ପ୍ରଶାସନ ଏବଂ ସାମାଜିକ ଅନୁଷ୍ଠାନ ଦିଶାନ୍ତ…

ଅଭିଯୁକ୍ତ ବୁଲୁଛନ୍ତି, ନିର୍ଦ୍ଦୋଷଙ୍କୁ ବାନ୍ଧୁଛି ପୋଲିସ

ଖୋର୍ଦ୍ଧା ଅଫିସ,୨୫।୫: ଏକ ହତ୍ୟା ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ ବୁଲୁଥିବା ବେଳେ ପୋଲିସ ନିର୍ଦ୍ଦୋଷ ଓ ସାଧାରଣ ଲୋକଙ୍କୁ ବାନ୍ଧି ହଇରାଣ କରୁଛି। ଖୋର୍ଦ୍ଧା ସଦର ପୋଲିସ ବିରୋଧରେ ଏଭଳି ଅଭିଯୋଗ ଆଣିଛନ୍ତି ବ୍ରଜମୋହନପୁର ଗ୍ରାମବାସୀ। ପ୍ରତିବାଦ କରିବାରୁ ମିଥ୍ୟା ମାମଲାରେ…

ଗୃହମନ୍ତ୍ରୀ ଦେଖିବେ ଅକ୍ଷୟ କୁମାରଙ୍କ ଫିଲ୍ମ‘ପୃଥ୍ବୀରାଜ’

ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ଏବଂ ମାନୁଷୀ ଚିଲ୍ଲାରଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ପୃଥ୍ବୀରାଜ’ ଖୁବ୍‌ଶୀଘ୍ର ସିନେମା ହଲ୍‌ରେ ରିଲିଜ ହେବାକୁ ଯାଉଛି। ଫିଲ୍ମଟି ସମ୍ରାଟ ପୃଥ୍ବୀରାଜ ଚୌହାନଙ୍କ ଜୀବନୀ ଉପରେ ଆଧାରିତ। ଏହାକୁ ଡକ୍ଟର ଚନ୍ଦ୍ରପ୍ରକାଶ ଦ୍ୱିବେଦୀ ନିର୍ଦ୍ଦେଶନା ଦେଇଛନ୍ତି।…

କଳିଙ୍ଗା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍‌: ୬ ମୃତ, ୨୮ ଆହତ

ଫୁଲବାଣୀ ଅଫିସ,୨୫।୫: କନ୍ଧମାଳ ଜିଲା କଳିଙ୍ଗା ଘାଟି ଦୁର୍ଗାପ୍ରସାଦ ସୀମାନ୍ତରେ ବୁଧବାର ପଶ୍ଚିମବଙ୍ଗର ଏକ ଟୁରିଷ୍ଟ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ ଓଲଟି ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୮ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ଜଣାପଡିଛି। ବସ୍‌ରୁ ସମସ୍ତଙ୍କୁ ଉଦ୍ଧାର…

କଙ୍ଗନାଙ୍କ ଫିଲ୍ମ ଦେଖୁନାହାନ୍ତି ଦର୍ଶକ

ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରଣାଓ୍ବାତଙ୍କ ଫିଲ୍ମ ‘ଧାକଡ’ ବକ୍ସ ଅଫିସରେ ସଂପୂର୍ଣ୍ଣ ଫ୍ଲପ ମାରିଛି। ୧୦୦ କୋଟି ବଜେଟ୍‌ରେ ନିର୍ମିତ ଫିଲ୍ମଟି ଓିକେଣ୍ଡ ବେଳକୁ ଅନେକ ସିନେମାଘରୁ ହଟି ସାରିଛି। କଙ୍ଗନାଙ୍କ ଅଭିନୀତ ଏହି ଫିଲ୍ମଟି ପ୍ରଥମ ଦିନରେ ବହୁତ କମ…

ବିପଦପୂର୍ଣ୍ଣ ଭାବେ ଶ୍ରମିକ କରୁଛନ୍ତି କାମ

ମହାକାଳପଡ଼ା,୨୫।୫(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଜମ୍ବୁ ପଞ୍ଚାୟତ ଭାଟେଣି ଗାଁରେ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ବିଭାଗ ପକ୍ଷରୁ ବସୁଧା ଯୋଜନାରେ ୬୫ ଲକ୍ଷ ଟଙ୍କା ବ୍ୟୟରେ ୧୫୦ ଫୁଟ୍‌ ଉଚ୍ଚତା ବିଶିଷ୍ଟ ଓଭର ହେଡ୍‌ ପାଣି…

ପ୍ରଚାରକୁ ଓହ୍ଲାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ଝାରସୁଗୁଡ଼ା ଅଫିସ,୨୫।୫: ବ୍ରଜରାଜନଗର ଉପନିର୍ବାଚନକୁ ଆଉ ସପ୍ତାହେ ବାକି ଥିବାବେଳେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରଚାରକୁ ଜୋରଦାର କରାଯାଇଛି। ଏଥିରେ ବିଭିନ୍ନ ଦଳର ଷ୍ଟାର ପ୍ରଚାରକ ସାମିଲ ହୋଇ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ଭୋଟ୍‌ ଭିକ୍ଷା କରୁଛନ୍ତି। ଭାଜପା ପ୍ରାର୍ଥିନୀ…

ଅଳକାଙ୍କୁ ଜିତାଇବାକୁ ଆହ୍ବାନ

ବ୍ରଜରାଜନଗର,୨୫।୫(ଡି.ଏନ.ଏ.): ସ୍ଥାନୀୟ ଗୋପବନ୍ଧୁ ଛକଠାରେ ମଙ୍ଗଳବାର ବିଜୁ ଜନତା ଦଳ ତରଫରୁ କର୍ମୀ ସମ୍ମିଳନୀ କରାଯାଇ ନିର୍ବାଚନ ପ୍ରଚାର କରାଯାଇଥିଲା। ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟଅତିଥି, ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସ ବର୍ମା ଅନ୍ୟତମ ଅତିଥି ଭାବରେ…

ମୁହଁ ଖୋଲୁନାହାନ୍ତି ରାଜନୈତିକ ଦଳ

ବ୍ରଜରାଜନଗର,୨୫।୫(ଡି.ଏନ.ଏ.): ବ୍ରଜରାଜନଗର ଉପନିିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ ବିଭିନ୍ନ ରାଜନୈତିକ ଦଳର ନେତା ନିଜ ଏଜେଣ୍ଡାରେ ବିକାଶ କଥା କହୁଛନ୍ତି। ହେଲେ ବ୍ରଜରଜନଗରର ଭାତହାଣ୍ଡି କୁହାଯାଉଥିବା ଓରିଏଣ୍ଟ ପେପର ମିଲ୍‌ ଯାହା ୨୩ବର୍ଷ ହେଲା ବନ୍ଦ ପଡିଛି ସେ…

ଲୁଣା-କରାଣ୍ଡିଆ ଦ୍ୱୀପାଞ୍ଚଳର ୧୩ ଗାଁ ଅବହେଳିତ

କେନ୍ଦ୍ରାପଡ଼ା ଅଫିସ, ୨୫।୫: କେନ୍ଦ୍ରାପଡ଼ା ଜିଲାର ଲୁଣା ଓ କରାଣ୍ଡିଆ ଦ୍ୱୀପାଞ୍ଚଳରେ ଥିବା ୧୩ ରାଜସ୍ବ ଗ୍ରାମ ସ୍ବାଧୀନତାର ୭୩ ବର୍ଷ ପରେ ମଧ୍ୟ ଅବହେଳିତ ଅବସ୍ଥାରେ ରହିଛି। ଏ ନେଇ ଦ୍ୱୀପାଞ୍ଚଳବାସୀ ବାରମ୍ବାର ରାଜନେତା ଓ ପ୍ରଶାସକଙ୍କ ଦ୍ୱାରସ୍ଥ ହେଉଥିଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri