Home Left

ରାଷ୍ଟ୍ରୀୟ ସ୍ମାରକ ପ୍ରାଧିକରଣର ଅନୁମତି ନାହିଁ

ବଲାଙ୍ଗୀର ଅଫିସ,୨୫ା୫: ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ରାଜ୍ୟରେ ଚର୍ଚ୍ଚା ଜୋର୍‌ ଧରିଛି। ରାଜନୈତିକ ନେତାମାନେ ଏହାକୁ ନେଇ ବୟାନବାଜି, ଆକ୍ଷେପ ପ୍ରତିଆକ୍ଷେପ ଜାରି ରଖିଛନ୍ତି। ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ନିର୍ମାଣକୁ ନେଇ ଆମସାର୍‌ (ଦି ଆନ୍‌ସିଏଣ୍ଟ ମନ୍ୟୁମେଣ୍ଟ…

ଶ୍ରାବଣୀ, ଅମିୟଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୨୫।୫ (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଇଣ୍ଡିଆନ ଗ୍ରାଁ ପ୍ରି-୪ର ସ୍ପ୍ରିଣ୍ଟ ଇଭେଣ୍ଟରେ ଓଡ଼ିଶା ପ୍ରତିଯୋଗୀମାନେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ମହିଳା ୧୦୦ ମିଟର ରେସ୍‌ରେ ଶ୍ରାବଣୀ ନନ୍ଦ ଏବଂ ପୁରୁଷ ୧୦୦ ମିଟରରେ ଅମିୟ ମଲିକ…

ସେକେଣ୍ଡାରି ସ୍କୁଲ ଗ୍ରାଣ୍ଟ ହରିଲୁଟ

ଯାଜପୁର ଅଫିସ,୨୫ା୫: ସମଗ୍ର ଶିକ୍ଷା ଯୋଜନାରେ ଯାଜପୁର ଜିଲାରେ ବିପୁଳ ଅର୍ଥ ବ୍ୟୟରେ ଅନେକ ପ୍ରକଳ୍ପ ନିର୍ମାଣ ହେଉଛି। ୨୦୧୭-୧୮ ଏବଂ ୨୦୧୯-୨୦ ବର୍ଷରେ ମାଧ୍ୟମିକ ବିଦ୍ୟାଳୟ ଅନୁଦାନ(ସେକେଣ୍ଡାରି ସ୍କୁଲ ଗ୍ରାଣ୍ଟ)ରେ ବଡ଼ଚଣା, ଦଶରଥପୁର, ଧର୍ମଶାଳା, ଯାଜପୁର ଓ ବରୀ ବ୍ଲକର…

ଅତିରିକ୍ତ ଡିଜି (ଆଧୁନିକୀକରଣ) ହେଲେ ସଞ୍ଜୟ କୁମାର

ଭୁବନେଶ୍ୱର,୨୪ା୫ (ବ୍ୟୁରୋ): କେନ୍ଦ୍ରୀୟ ଡେପୁଟେଶନରୁ ଫେରିବା ପରେ ଓଡ଼ିଶା କ୍ୟାଡରର ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ସଞ୍ଜୟ କୁମାରଙ୍କୁ ଅତିରିକ୍ତ ଡିଜି(ଆଧୁନିକୀକରଣ) ଭାବେ ଅବସ୍ଥାପିତ କରାଯାଇଛି। ଚଳିତବର୍ଷ ମାର୍ଚ୍ଚ ୧୨ରେ ତାଙ୍କର କେନ୍ଦ୍ରୀୟ ଡେପୁଟେଶନ ଅବଧି ଶେଷ ହୋଇଥିଲେ ମଧ୍ୟ ସେ…

ସ୍କୁଲରୁ ଅଲିମ୍ପିକ୍ସ ପ୍ରସ୍ତୁତି

ଭୁବନେଶ୍ୱର,୨୫।୫(ବ୍ୟୁରୋ): ପାଠଶାଳାରୁ ଆରମ୍ଭ ହେବ ଅଲିମ୍ପିକ୍ସ ପ୍ରସ୍ତୁତି। ଛାତ୍ରୀଛାତ୍ର ସ୍କୁଲ ସମୟରୁ ଅଲିମ୍ପିକ୍ସର ମୂଲ୍ୟ ବୁଝିବେ। ସ୍କୁଲରେ ଦିଆଯିବ ଅଲିମ୍ପିକ୍ସ ମୂଲ୍ୟବୋଧ ଶିକ୍ଷା। ଆମେରିକା, ଚାଇନା ଓ ଜାପାନ ଭଳି ଓଡ଼ିଶାରୁ ଅଲିମ୍ପିକ୍ସ ବିଜେତା ବାହାରିବେ। ଆସନ୍ତା ୨୦୨୮ ଅଲିମ୍ପିକ୍ସକୁ ଦୃଷ୍ଟିରେ…

‘ବର୍ଷାଙ୍କ ବିକଳ୍ପ ରହଣି ବ୍ୟବସ୍ଥା କରିବୁ’

କଟକ ଅଫିସ,୨୫ା୫: ଓଡ଼ିଆ ଫିଲ୍ମ ଷ୍ଟାର୍‌ ଦମ୍ପତି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲା ଉପରେ ମଙ୍ଗଳବାର କଟକ ଏସ୍‌ଡିଜେଏମ୍‌ କୋର୍ଟରେ ଶୁଣାଣି ହୋଇଛି। ଅନୁଭବଙ୍କ ପକ୍ଷରୁ ଦାଏର ହୋଇଥିବା ୨ ପିଟିଶନର ଶୁଣାଣି ଶେଷ କରି…

ବର୍ଷାଙ୍କୁ ଅନୁଭବଙ୍କ ୩ ଚ୍ୟାଲେଞ୍ଜ

କଟକ ଅଫିସ,୨୫ା୫: ଦିନକୁ ଦିନ ତୀବ୍ର ହେବାରେ ଲାଗିଛି କେନ୍ଦ୍ରାପଡ଼ା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଏବଂ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଦାମ୍ପତ୍ୟ ବିବାଦ। ୟୁଟ୍ୟୁବ୍‌ରେ ଅନୁଭବ ଗତ ଗୁରୁବାର ଏବଂ ଶନିବାର ଦୁଇଟି ଭିଡିଓ…

ମାଉସୀ ମା’ ଛକରେ ଯୁବକଙ୍କୁ ଛୁରାମାଡ଼

ପୁରୀ ଅଫିସ, ୨୫।୫: ମଙ୍ଗଳବାର ରାତିରେ ଅଶାନ୍ତ ହୋଇପଡ଼ିଛି ପର୍ଯ୍ୟଟନର ସହର ପୁରୀ॥ ଏମାର ମଠ ଚକଡ଼ାରେ ଶ୍ରୀଲୋକନାଥ ମନ୍ଦିରର ଜଣେ ସେବାୟତଙ୍କୁ ଗୁଳି କରି ହତ୍ୟା କରାଯିବାର କିଛି ସମୟ ପରେ ଜଣେ ଯୁବକଙ୍କୁ ଛୁରାମାଡ଼ କରାଯାଇଛି। ଛୁରାମାଡ଼ର ଶିକାର…

ପରୀକ୍ଷା ହଲ୍‌ରେ ଛାତ୍ରଙ୍କ ଜୀବନ ଗଲା

ବଣାଇ, ୨୫।୫(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇଗଡ଼ ମହାବିଦ୍ୟାଳୟ ପରୀକ୍ଷା ହଲ୍‌ରେ ମଙ୍ଗଳବାର ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଏମ୍‌ଡି ଅର୍‌ବାଜ(୧୮)। ତାଙ୍କ ଘର ଲହୁଣୀପଡ଼ା ଥାନା ଜୁନିଆଣି ଗ୍ରାମରେ। ପୂର୍ବାହ୍ନରେ ଯୁକ୍ତ ଦୁଇ ବିଜ୍ଞାନ ବିଭାଗର ମାତୃଭାଷା ପରୀକ୍ଷା…

ପ୍ରେମିକଙ୍କ ପରେ ଜୀବନ ହାରିଲେ ପ୍ରେମିକା

ପାତ୍ରପୁର,୨୫ା୫(ଡି.ଏନ.ଏ.): ଗଞ୍ଜାମ ଜିଲା ଜରଡ଼ା ଥାନା ସାମନ୍ତରାପୁର ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମକୁ ଦୁଇ ପରିବାରର ଅନୁମତି ନ ମିଳିବାରୁ ପ୍ରଥମେ ପ୍ରେମିକଙ୍କ ପରେ ପ୍ରେମିକା ଆତ୍ମହତ୍ୟା କରିଛନ୍ତି। ସାମନ୍ତରାପୁର ଗ୍ରାମର ଯୁବତୀ ଓ ଯୁବକ ପରସ୍ପରକୁ…

ରାଜ୍ୟରେ କାଳବୈଶାଖୀ ତାଣ୍ଡବ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଘଡ଼ଘଡ଼ି ସାଙ୍ଗକୁ ପବନର ସୁ ସୁ ଗର୍ଜନ ଖଣ୍ଡମଣ୍ଡଳକୁ କମ୍ପାଇଦେଲା। ନିମିଷକ ମଧ୍ୟରେ ବାତ୍ୟାର ଭ୍ରମ ସୃଷ୍ଟି କଲା। ଚାହୁଁ ଚାହଁୁ ଚାରିଆଡ଼େ ଧୂଳିଝଡ଼ ସହ ବର୍ଷା ଓ ପବନ ଘୋଟିଗଲା। ମଙ୍ଗଳବାର ପାହାନ୍ତାରେ ରାଜଧାନୀ ଭୁବନେଶ୍ୱରରେ କାଳମବୈଶାଖୀ ତାଣ୍ଡବ…

ଟେକ୍ସାସ ଗୁଳିକାଣ୍ଡର ସୂଚନା ଦେଇଥିବା ଗଭର୍ନର ନିଜେ ଜଣେ ବନ୍ଧୁକ ସମର୍ଥକ

ଟେକ୍ସାସ, ୨୫ ।୫: ଆମେରିକାର ଦକ୍ଷିଣ ମଧ୍ୟ ଅଞ୍ଚଳରେ ଥିବା ଟେକ୍ସାସର ଏକ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ସକାଳେ(ସ୍ଥାନୀୟ ସମୟ) ଗୁଳିକାଣ୍ଡ ହୋଇଛି । ଏହି ଘଟଣାରେ ୧୮ ଛାତ୍ରଙ୍କ ସମେତ ୨୧ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri