ଶାନ୍ତି ପାଇଁ କ୍ୱାଡର ଭୂମିକା ଗୁରୁତ୍ୱପୂର୍ଣ୍ଣ : ମୋଦି
ଟୋକିଓ,୨୪।୫: ଭାରତ -ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରରେ ଶାନ୍ତି ପାଇଁ କ୍ୱାର୍ଡର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଟୋକିଓରେ ଅନୁଷ୍ଠିତ କ୍ୱାର୍ଡ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଭଳି କହିଛନ୍ତି। କୋଭିଡ-୧୯ ଭଳି ବିପରୀତ ପରିସ୍ଥିତି ସତ୍ତ୍ୱେ ଭାରତ ଟିକା ବିତରଣ, ଜଳବାୟୁ, ବିପର୍ଯ୍ୟୟ…
ମାଛ ଧରିବା ବେଳେ ମିଳିଲା ନରକଙ୍କାଳ
ସୋହେଲା,୨୪।୫ (ଡି.ଏନ୍.ଏ.): ବରଗଡ଼ ଜିଲା ସୋହେଲା ଥାନା ଅଧୀନ ଗର୍ଭଣା ଗ୍ରାମର ଭଙ୍ଗାକଟା(ପୋଖରୀ)ରେ ମଙ୍ଗଳବାର ମତ୍ସଜୀବୀମାନେ ମାଛ ଧରୁଥିବା ବେଳେ ଏକ ବୁଦା ମୂଳରେ ନରକଙ୍କାଳ ପଡିଥିବାର ଦେଖିବାକୁ ପାଇଥିଲେ। ଏନେଇ ସେମାନେ ସୋହେଲା ଥାନା ପୋଲିସକୁ ଖବର ଦେଇଥିଲେ। ଏହାପରେ…
ରକ୍ତ ଜୁଡ଼ୁବୁଡ଼ୁ କୁରାଢ଼ି ଧରି ଥାନାରେ ପହଞ୍ଚିଲେ କକା
ଲକ୍ଷ୍ନୌ,୨୪।୫: ଉତ୍ତର ପ୍ରଦେଶର କନ୍ନୌଜରେ ଏକ ବିବତ୍ସ ହତ୍ୟାକାଣ୍ଡ ଘଟିଛି। ସୁରଜ ପାଲ୍ ନାମକ ଜଣେ ବ୍ୟକ୍ତି ତାଙ୍କର ୩୨ବର୍ଷୀୟ ପୁତୁରାଙ୍କୁ କୁରାଢ଼ିରେ ହାଣି ହତ୍ୟା କରିବା ପରେ ରକ୍ତଲଗା ମାରଣାସ୍ତ୍ର ଧରି ଥାନାରେ ପହଞ୍ଚି ଆତ୍ମସମର୍ପଣ କରିଛନ୍ତି। ସୂଚନା ଯୋଗ୍ୟ,…
ଚହଲଙ୍କୁ ପଛରୁ କିକ୍ ମାରିଲେ ଗୁଜରାଟ ଟାଇଟାନ୍ସ କୋଚ୍
କୋଲକତା,୨୪।୫: ଗୁଜରାଟ ଟାଇଟାନ୍ସ ଦଳର ମୁଖ୍ୟ କୋଚ ଆଶିଷ ନେହେରା ଆଇପିଏଲ ୨୦୨୨ କ୍ୱାଲିଫାୟର ୧ ମ୍ୟାଚ ପୂର୍ବରୁ ରାଜସ୍ଥାନ ରୟାଲ୍ସ ବୋଲର ୟୁଜଭେନ୍ଦ୍ର ଚହଲଙ୍କୁ ପଛରୁ ଏକ କିକ୍ ମାରିଛନ୍ତି। ଏହାର ଫଟୋ ଗୁଜରାଟ ଟାଇଟାନ୍ସ ଦ୍ୱାରା ସୋସିଆଲ ମିଡିଆ…
ଗଞ୍ଜାକୁ ଗୋଡ଼ାଉଛି ହାତୀ ଛୁଆ , ଭିଡିଓ ଦେଖିଲେ…
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବ ପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ…
ମୁଖ୍ୟମନ୍ତ୍ରୀଙ୍କ ଉପରେ ଆପତ୍ତିଜନକ ପୋଷ୍ଟ କଲେ ୧୫ ବର୍ଷର ବାଳକ: ମିଳିଲା ନିଆରା ଦଣ୍ଡ
ମୁରାଦାବାଦ୍,୨୪।୫: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉପରେ ସୋସିଆଲ୍ ମିଡିଆରେ ଆପତ୍ତିଜନକ ପୋଷ୍ଟ କରିବା ଅଭିଯୋଗରେ ୧୫ ବର୍ଷୀୟ ବାଳକଙ୍କୁ ଏକ ନିଆରା ଦଣ୍ଡ ଦିଆଯାଇଛି। କିଶୋର ନ୍ୟାୟ ବୋର୍ଡ(ଜେଜେବି) ପକ୍ଷରୁ ବାଳକଙ୍କୁ ଦଣ୍ଡ ସ୍ବରୂପ ୧୫ ଦିନ ପାଇଁ…
ଥଟ୍ଟା କରିବାରୁ ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ
ସମ୍ବଲପୁର,୨୪ା୫(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା କେଶାପାଲି ଗ୍ରାମରେ ଥଟ୍ଟା କରିବାକୁ ନେଇ ମାରପିଟ ହୋଇଛି। ଉଭୟ ପକ୍ଷଙ୍କ ଅଭିଯୋଗ କ୍ରମେ ଥାନାରେ ୭୯/୨୨ ଏବଂ ୮୦/୨୨ ୨ଟି ମାମଲା ରୁଜୁ ହୋଇଛି। ପୋଲିସ ସୂଚନା ଅନୁଯାୟୀ ଗତ ଶନିବାର କେଶାପାଲିରେ…
ପାକିସ୍ତାନରେ ବଢୁଛି ଆର୍ଥତ୍କ ସଙ୍କଟ:ପେଟ୍ରୋଲ ଏବଂ ଡିଜେଲ ବଞ୍ଚାଇବା ପାଇଁ ଆସିବ ନୂଆ ଯୋଜନା
ଇସଲାମାବାଦ୍,୨୪।୫: ଗତ ବର୍ଷେ ହେବ ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନର ସମସ୍ୟା ନୂଆ ସରକାର ଆସିବା ପରେ ମଧ୍ୟ ସୁଧୁରିବାର ନାଁ ଧରୁନି। ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ଆର୍ଥିକ ସମସ୍ୟାକୁ ଆହୁରି ବଢାଇ ଦେଇଛି। ଏହି…
ଅକ୍ଷୟଙ୍କ ସହ ରୋମାଣ୍ଟିକ୍ ହେଲେ ଏହି ଅଭିନେତ୍ରୀ
ବଲିଉଡ୍ ଅଭିନେତା ଅକ୍ଷୟ କୁମାର ତାଙ୍କର ଆଗାମୀ ଫିଲ୍ମ ‘ପୃଥୀରାଜ’ ରିଲିଜ ନେଇ ବ୍ୟସ୍ତ ଅଛନ୍ତି। ଫିଲ୍ମର ମୁଖ୍ୟ ଭୂମିକାରେ ଅଭିନୟ କରୁଥିବା ଅକ୍ଷୟଙ୍କର ଆଉ ଏକ ଗୀତ ଟିଜର ରିଲିଜ ହୋଇଛି। ‘ମଖମଲୀ’ ଭଳି ଏକ ରୋମାଣ୍ଟିକ ଗୀତ ଟିଜରରେ…
ଆଜି ଏହି ସବୁ ଜିଲାରେ ଝଡ଼ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୪।୫(ବ୍ୟୁରୋ): ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ବି ବିଭିନ୍ନ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର ବିଶ୍ୱାସ ସୂଚନା ଦେଇଛନ୍ତି। ସୋମବାର ରାଜଧାନୀ ଭୁବନେଶ୍ୱରରେ…
ମଙ୍କିଫକ୍ସ ରୂପ ବଦଳାଇବା ପ୍ରମାଣ ନାହିଁ
ଜେନେଭା,୨୪।୫: ମଙ୍କିପକ୍ସ ଏବେ ୧୨ରୁ ଅଧିକ ଦେଶକୁ ସଂକ୍ରମିତ ହୋଇଥିବାବେଳେ ଏହି ଭୂତାଣୁ ରୂପ ବଦଳାଇବାର କୌଣସି ପ୍ରମାଣ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ) ପାଖରେ ନାହିଁ। ପଶ୍ଚିମ ଓ କେନ୍ଦ୍ରୀୟ ଆଫ୍ରିକାରେ ସଂକ୍ରମିତ ହେଉଥିବା ଏହି ଭୂତାଣୁରେ ପରିବର୍ତ୍ତନର ଲକ୍ଷଣ…
‘ମୁଁ ଜଣେ ହିନ୍ଦୁ, ଚାହିଁଲେ ଗୋମାଂସ ଖାଇପାରିବି’
ବେଙ୍ଗାଲୁରୁ,୨୪।୫: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ସିଦ୍ଧରମୈୟା ଗୋମାଂସ ନିଷେଧ ବିବାଦକୁ ପୁଣି ତାଜା କରିଦେଇଛନ୍ତି। ସେ କହିଛନ୍ତି, ମୁଁ ଜଣେ ହିନ୍ଦୁ ଏବଂ ଏପର୍ଯ୍ୟନ୍ତ ଗୋମାଂସ ଖାଇ ନାହିଁ, କିନ୍ତୁ ମୁଁ ଚାହିଁଲେ ନିଶ୍ଚିତ ଭାବରେ ଏହାକୁ…
Archives


