Home Left

ବ୍ରିଟିଶ୍‌ ପ୍ରଧାନମନ୍ତ୍ରୀଙ୍କ ଦରମା କେତେ ଜାଣନ୍ତି

ଲଣ୍ଡନ,୮।୯: ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଲିଜ ଟ୍ରସ। ରାଣୀ ଏଲିଜାବେଥ ଦ୍ୱିତୀୟ ଲିଜ ଟ୍ରସଙ୍କୁ ଶପଥ ପାଠ କରାଇଛନ୍ତି। ଭାରତୀୟ ବଂଶୋଦ୍ଭବ ଋଷି ସୁନକଙ୍କୁ ହରାଇ ୟୁକେର ବୈଦେଶିକ ମନ୍ତ୍ରୀ ଲିଜ ଟ୍ରସ ଦେଶର ନୂଆ ପ୍ରଧାନମନ୍ତ୍ରୀ…

ସଙ୍ଗୀତ ହିଁ ଅଲରଜାଙ୍କ ଏକମାତ୍ର ବ୍ରତ

ଭଦ୍ରକ ଅଫିସ,୮।୯: ପାଠପଢ଼ା ସହ ସଙ୍ଗୀତ ସାଧନାକୁୁ କରିଛନ୍ତି ଜୀବନର ବ୍ରତ। ଜଣେ ସୁନାମଧନ୍ୟ କଣ୍ଠଶିଳ୍ପୀ ଭାବେ ସାରା ଦେଶରେ ପରିଚୟ ସୃଷ୍ଟି କରିବାକୁ ସେ ଲକ୍ଷ୍ୟ ରଖିଛନ୍ତି। ତୁଳସୀ ଦୁଇପତ୍ରରୁ ବାସିବା ପରି ପିଲାବେଳୁ କଣ୍ଠର ଯାଦୁ ତାଙ୍କୁ ପରିଚିତ…

ପ୍ରଶାନ୍ତ କିଶୋରଙ୍କ କଥା ଶୁଣି ରାଗିଗଲେ ନୀତୀଶ କୁମାର

ନୂଆଦିଲ୍ଲୀ,୮।୯: ଭାଜପା ବିରୋଧରେ ବିରୋଧୀଙ୍କୁ ଏକଜୁଟ କରିବାରେ ଲାଗିପଡିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ୪ ଦିନିଆ ଦିଲ୍ଲୀ ଗସ୍ତରେ ଆସି ଜଣଙ୍କ ପରେ ଜଣେ ବିରୋଧୀ ଦଳର ନେତାଙ୍କୁ ସେ ଭେଟିବାରେ ଲାଗିଛନ୍ତି। ଏଥିସହ ସେ ସବୁ ବିରୋଧୀଙ୍କୁ ୨୦୨୪…

ଫୁଡ୍‌ ଆପ୍‌ ମାଧ୍ୟମରେ ଯୋଗାଇ ଦିଆଯାଉଥିଲା ଡ୍ରଗ୍ସ, ୮ ଡ୍ରପ୍‌ ଆଉଟ୍‌ ଛାତ୍ର ଗିରଫ…

ନୂଆଦିଲ୍ଲୀ, ୮।୯ : ନିଶା ନିବାରଣ ଟାସ୍କ ଫୋର୍ସ ପକ୍ଷରୁ ରାଜଧାନୀ ଦିଲ୍ଲୀରେ ଚଢ଼ାଉ କରାଯାଇଛି। ଏଥିରେ ବହୁ ପରିମାଣର ଡ୍ରଗ୍ସ ଧରାପଡିଛି। ପୋଲିସ ପକ୍ଷରୁ ଭିନ୍ନ ଭିନ୍ନ ଅପରେଶନ କରାଯାଇ କରି ୮ ଜଣ ଯୁବକଙ୍କୁ ଗିରଫ କରାଯାଇଛି। ସେମାନେ…

ପଡ଼ିଆରେ ଭୋ ଭୋ ହୋଇ କାନ୍ଦିଲେ ଖେଳାଳି

ଦୁବାଇ,୮।୯: ୟୁଏଇରେ ଖେଳାଯାଉଥିବା ଏସିଆ କପରେ ବୁଧବାର ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ରୋମାଞ୍ଜକର ମୁକାବିଲା ହୋଇଥିଲା। ଶେଷରେ ଏହି ମ୍ୟାଚ୍‌ରେ ବାଜି ମାରିନେଇଥିଲା ପାକିସ୍ତାନ। ପାକିସ୍ତାନ ମାତ୍ର ଗୋଟିଏ ଉଇକେଟରେ ଜିତିବାରେ ସଫଳ ହୋଇଥିଲା। ପ୍ରାୟ ଜିତିଥିବା ଖେଳକୁ ହାରିବା…

ଜଟଣୀରେ ହେବ ୨୦୦ ଶଯ୍ୟାର କ୍ୟାନ୍‌ସର ହସ୍ପିଟାଲ

ଭୁବନେଶ୍ୱର, ୮।୯(ବ୍ୟୁରୋ): ଜଟଣୀସ୍ଥିତ ନାଇଜର ପରିସରରେ ଏକ କ୍ୟାନ୍‌ସର ହସ୍ପିଟାଲ ସ୍ଥାପନ କରାଯିବ। ୨୦୦ ଶଯ୍ୟା ବିଶିଷ୍ଟ ଏହି ହସ୍ପିଟାଲ ପାଇଁ ରାଜ୍ୟ ସରକାର ଓ ଟାଟା କ୍ୟାନ୍‌ସର ମେମୋରିଆଲ ସେଣ୍ଟର ମଧ୍ୟରେ ବୁଧବାର ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଲୋକସେବା…

ପାକିସ୍ତାନଠାରୁ ହାରିବା ପରେ ଆଫଗାନିସ୍ତାନ ପ୍ରଶଂସକ ପିଟିଲେ ପାକ୍ ଦର୍ଶକଙ୍କୁ : ଭିଡିଓ ଭାଇରାଲ

କାବୁଲ, ୮ ।୯: ଏସିଆ କପରେ ବୁଧବାର ହୋଇଥିବା ପାକିସ୍ତାନ-ଆଫଗାନିସ୍ତାନ ମ୍ୟାଚ ପରେ ଷ୍ଟାଡିୟମରେ ହଙ୍ଗାମା ହୋଇଛି । ପାକିସ୍ତାନଠାରୁ ରୋମାଞ୍ଚକର ପରାଜୟ ପରେ ଆଫଗାନିସ୍ତାନ ପ୍ରଶଂସକମାନେ ଏତେ ପରିମାଣରେ ରାଗି ଯାଇଥିଲେ କି ଷ୍ଟାଡିୟମରେ ଭଙ୍ଗାରୁଜା ଆରମ୍ଭ କରି ଦେଇଥିଲେ…

ମୁମ୍ବାଇ ବ୍ଲାଷ୍ଟର ଅଭିଯୁକ୍ତ ୟାକୁବ ମେମନଙ୍କ କବରକୁ ନେଇ ବିବାଦ, ଭିଆଇପି ଟ୍ରିଟମେଣ୍ଟକୁ ନେଇ ପ୍ରଶ୍ନ କଲା ଭାଜପା

ନୂଆଦିଲ୍ଲୀ,୮ ।୯: ମୁମ୍ବାଇ ବ୍ଲାଷ୍ଟରେ ଦୋଷୀ ସାବ୍ୟସ୍ତ ହୋଇଥିବା ୟାକୁବ ମେମନଙ୍କ କବରକୁ ନେଇ ଉଠିଛି ବିବାଦ । କବରର ସାଜ ସଜାକୁ ନେଇ ଭାରତୀୟ ଜନତା ପାର୍ଟି(ଭଜପା) ପ୍ରଶ୍ନ ଉଠାଇଛି । ଭାଜପା କହିଛି ଜଣେ ଦୋଷୀଙ୍କ କବରକୁ କାହିଁକି…

ଓଡ଼ିଶାର ବୟନଶିଳ୍ପ ଆକର୍ଷଣର କେନ୍ଦ୍ରବିନ୍ଦୁ: ମନ୍ତ୍ରୀ

ଭୁବନେଶ୍ବର, ୮।୯(ବ୍ୟୁରୋ): ଭୁବନେଶ୍ୱରରେ ଆସନ୍ତା ନଭେମ୍ବର ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ୩ୟ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୨ ଅନୁଷ୍ଠିତ ହେବ। ରାଜ୍ୟ ବାହାରର ପୁଞ୍ଜିନିବେଶକାରୀଙ୍କୁ ଆମନ୍ତ୍ରଣ କରିବା ଏବଂ ଓଡ଼ିଶାର ବୟନ ଶିଳ୍ପକୁ ପ୍ରମୁଖ ସ୍ଥାନ ଦେବା ଲକ୍ଷ୍ୟରେ ବୁଧବାର…

ବିଓଆଇର ୧୧୭ ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୮।୯: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ) ର ୧୧୭ ତମ ପ୍ରତିଷ୍ଠା ଦିବସ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବ୍ୟାଙ୍କର ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ସ୍ଥାନୀୟ କେନ୍ଦ୍ରୀୟ ବିଦ୍ୟାଳୟ-୬ ରେ ଏକ ବକ୍ତୃତା ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ଏହି ଅବସରରେ…

ଓଡ଼ିଶା ବଜାରରେ କନ୍‌ଷ୍ଟ୍ରକ୍ସନ ଲିଡର ‘ସାନି’

ଭୁବନେଶ୍ୱର,୮।୯ : ଅନ୍ତଃରାଷ୍ଟ୍ରୀୟ ବଜାରରେ ବେଶ୍‌ ଜଣାଶୁଣା ତଥା କନ୍‌ଷ୍ଟ୍ରକ୍ସନ ଲିଡର ଭାବେ ପରିଚିତ ସାନି ବର୍ତ୍ତମାନ ଓଡ଼ିଶା ବଜାରରେ ପ୍ରବେଶ କରିଛି। ଏପରିକି ସାନି ହେଭି ଇଣ୍ଡଷ୍ଟ୍ରି ଲିମିଟେଡ୍‌ ପକ୍ଷରୁ ବୁଧବାର ସ୍ଥାନୀୟ ପଳାଶୁଣୀଠାରେ ତା’ର ଶାଖା କାର୍ଯ୍ୟାଳୟ ସହ…

୨.୫ କୋଟିର ଋଣ ମଞ୍ଜୁର କଲା ୟୁବିଓଆଇ

ଭୁବନେଶ୍ୱର,୮।୯: ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଓଆଇ)ର ବାଲୁଗଁା ଶାଖା ନବୀକରଣ ପରିସର ସହ ୟୁନିୟନ ଗୋଲ୍ଡ ଲୋନ୍‌ ପଏଣ୍ଟ ଏବଂ ଏଟିଏମ୍‌ ଲବି ଆଦିର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ ବ୍ୟାଙ୍କର ଭୁବନେଶ୍ୱର କ୍ଷେତ୍ର ମହାପ୍ରବନ୍ଧକ ରମାକାନ୍ତ ପ୍ରଧାନ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?