Home Left

ରାସ୍ତା କଡ଼ରେ ଜଳିଗଲା ଗ୍ରିଡର ମେଶିନ

ବାଲିଗୁଡା,୨୩।୫:(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା କଞ୍ଜାମେଣ୍ଡି ଛକ ୫୯ ନଂ. ଜାତୀୟ ରାଜପଥ କଡ଼ରେ ଏକ ଗ୍ରିଡର ମେଶିନ୍‌ରେ ନିଆଁ ଲାଗି ଜଳିଯାଇଛି। ମେଶିନ୍‌ଟି ଠିକା ସଂସ୍ଥାରେ ନିୟୋଜିତ ଥିବା ଜଣାପଡ଼ିଛି। ଶର୍ଟ ସର୍କିଟ ଯୋଗୁ…

ଖୁସି ପ୍ରକାଶ କଲେ ପୂଜାରା

ମୁମ୍ବାଇ,୨୩।୫: ଜୁଲାଇ ୧ରୁ ବର୍ମିଂହାମରେ ଖେଳାଯିବାକୁ ଥିବା ଇଂଲଣ୍ଡ ବିପକ୍ଷ ଏକମାତ୍ର ଟେଷ୍ଟ ଲାଗି ଭାରତୀୟ ଟେଷ୍ଟ ଦଳରୁ ଡାକରା ପାଇବା ପରେ ଖୁସି ପ୍ରକାଶ କରିଛନ୍ତି ଚେତେଶ୍ୱର ପୂଜାରା। ଖରାପ ଫର୍ମ କାରଣରୁ ଚଳିତ ବର୍ଷ ପ୍ରାରମ୍ଭରେ ଅନୁଷ୍ଠିତ ଶ୍ରୀଲଙ୍କା…

ଗାଡ଼ି ଚଢାଇ ହତ୍ୟା ଷଡ଼ଯନ୍ତ୍ରରେ ଅଭିଯୁକ୍ତ ଗିରଫ

ବଲାଙ୍ଗୀର ଅଫିସ, ୨୩।୫: ଗାଡ଼ି ଚଢାଇ ହତ୍ୟା ମାମଲାରେ ଅଭିଯୁକ୍ତ ଚିତ୍ତରଞ୍ଜନ ମହାନ୍ତିଙ୍କୁ ବଲାଙ୍ଗୀର ପୋଲିସ ସୋମବାର ଗିରଫ କରି କୋର୍ଟ ଚାଲାଣ କରିଛି । ଗୁରୁତର ଆହତ ସତ୍ତ୍ୱେ ଘରୋଇ ହସ୍ପିଟାଲରୁ ଚିତ୍ତରଞ୍ଜନ ମହାନ୍ତିଙ୍କୁ ସ୍ଥାନୀୟ ଏସ୍‌ଡିଜେଏମ କୋର୍ଟରେ ହାଜର…

ଏଣିକି ରେଷ୍ଟୁରାଣ୍ଟରେ ଖାଇବା ହେବ ଶସ୍ତା

ନୂଆଦିଲ୍ଲୀ,୨୩।୫: ରେଷ୍ଟୁରାଣ୍ଟରେ ଖାଇବାକୁ ପସନ୍ଦ କରୁଥିବା ଲୋକଙ୍କ ପାଇଁ ଏକ ଖୁସି ଖବର। ଏଣିକି ରେଷ୍ଟୁରାଣ୍ଟ ଖାଇବା ପରେ ଆଉ ଦେବାକୁ ପଡ଼ିବନି ସର୍ଭିସ ଚାର୍ଜ। ଏପରିକି ରେଷ୍ଟୁରାଣ୍ଟ ମାଲିକ ମଧ୍ୟ ଗ୍ରାହକଙ୍କୁ ସର୍ଭିସ ଚାର୍ଜ ଦେବା ପାଇଁ ବାଧ୍ୟ କରିପାରିବେ…

କୋର୍ଟରେ ଆତ୍ମସମର୍ପଣ କଲେ ଚିଲିକା ବିଧାୟକ

ଖୋର୍ଦ୍ଧ ଅଫିସ,୨୩।୫(ବ୍ୟୁରୋ): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ସୋମବାର ବାଣପୁର କୋର୍ଟରେ ଆତ୍ମସମର୍ପଣ କରିଛନ୍ତି । ତାଙ୍କ ମଧ୍ୟବର୍ତ୍ତିକାଳୀନ ଜାମିନ ଅବଧି ଶେଷହେବାରୁ କୋର୍ଟ ତାଙ୍କୁ ବିଚାରବିଭାଗ ହାଜତକୁ ପଠାଇ ଦେଇଛନ୍ତି। ଏହା ପୂର୍ବରୁ ତାଙ୍କ ପୁନଃ ଜାମିନ ଆବେଦନକୁ କୋର୍ଟ…

ବାଲି ଚାଲାଣ ବେଳେ ୪ ହାଇଓ୍ବା, ଜେସିବି ଜବତ: ୪ ଅଟକ

କେସିଙ୍ଗା,୨୩।୫: କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗ୍ରାମ ନିକଟସ୍ଥ ଦେହେରେନ ନାଲାରୁ ସୋମବାର ବାଲି ଚାଲାଣ ହେଉଥିଲା। କୌଣସି ସୂତ୍ରରୁ ଖବର ପାଇ ଲଇତରା ରାଜସ୍ବ ନିରୀକ୍ଷକ ପ୍ରିୟବ୍ରତ ପୃଷ୍ଟି ବାଲିଘାଟରେ ଚଢ଼ାଉ କରିଥିଲେ। ଚଢ଼ାଉ ବେଳେ ରାଜସ୍ବ ନିରୀକ୍ଷକ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ଆଉ ୧୩ ଜଣ କୋଭିଡ୍‌ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨ଲକ୍ଷ ୭୯ ହଜାର୧୧୮ ଜଣ ସୁସ୍ଥ ହୋଇସାରିଲେଣି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ…

ଆଇପିଏଲ ପ୍ଲେ ଅଫ୍‌ରେ ବର୍ଷା ହେଲେ କିଏ ହେବ ବିଜେତା: ଜାଣନ୍ତୁ ନିୟମ

ମୁମ୍ବାଇ,୨୩।୫:ଆଇପିଏଲ ପ୍ଲେ ଅଫ ମ୍ୟାଚ ପାଇଁ ପରିଚାଳନା ପରିଷଦ ପକ୍ଷରୁ ନୂତନ ନିୟମ ବିଷୟରେ ପ୍ରକାଶ କରାଯାଇଛି। କ୍ୱାଲିଫାୟର୍‌-୧, ଏଲିମିନେଟର ଏବଂ କ୍ୱାଲିଫାୟର୍‌-୨ରେ ଯଦି ବର୍ଷା ଯୋଗୁ ମ୍ୟାଚ ବାଧାପ୍ରାପ୍ତ ହୁଏ ଏବଂ ମ୍ୟାଚ ନିୟମିତ ସମୟରେ ସମାପ୍ତ ନ ହୁଏ,…

ଓ୍ବାର୍କ ଫ୍ରମ୍‌ ହୋମ୍‌ ପାଇଁ ଲୋକଙ୍କୁ ପରାମର୍ଶ

ନୂଆଦିଲ୍ଲୀ,୨୩।୫: ରାଜଧାନୀ ଦିଲ୍ଲୀ ଏବଂ ଏନ୍‌ସିଆରରେ ପ୍ରବଳ ବର୍ଷା ହୋଇଛି। ରାସ୍ତାଗୁଡିକ ଜଳମଗ୍ନ ହୋଇଯାଇଛି। ଫଳରେ ବ୍ୟାପକ ଟ୍ରାଫିକ୍‌ ସମସ୍ୟା ମଧ୍ୟ ସୃଷ୍ଟି ହୋଇଛି। ଗୁରୁଗ୍ରାମର ଅନେକ ଅଞ୍ଚଳ ଏବେ ପାଣି ଘେରରେ। ଏହାକୁ ଦୃଷ୍ଟିରେ ରଖି ଗୁରୁଗ୍ରାମର ଜିଲା ଅଧିକାରୀ…

କାମ କରିବାକୁ ଯାଇଥିଲେ ବିଦେଶ, ଏବେ ଭିକ ମାଗୁଛନ୍ତି

ଛତ୍ରପୁର,୨୩।୫(ଡି.ଏନ୍‌.ଏ.) କାମ କରିବାକୁ ଯାଇ ଆରବ ଦେଶର କତରରେ ଜଣେ ଓଡ଼ିଆ ଶ୍ରମିକ ଭିକ ମାଗି ଚଳୁଥିବା ଜଣାପଡିଛି। ସେ ହେଲେ ଗଞ୍ଜାମ ଜିଲା ଖଲିକୋଟ ଥାନା ଶ୍ୟାମସୁନ୍ଦରପୁର ଗ୍ରାମର ବିଷ୍ଣୁ ପ୍ରସାଦ ଡାକୁଆ। ଗାଁରେ କୋଣସି କାମଧନ୍ଦା ନ ପାଇବାରୁ…

ଜାପାନର ପ୍ରମୁଖ ବ୍ୟବସାୟୀଙ୍କୁ ଭେଟିଲେ ମୋଦି

ଟୋକିଓ,୨୩।୫: କ୍ୱାଡ୍‌ ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନ ଗସ୍ତରେ ଯାଇଛନ୍ତି। ଦୁଇ ଦିନିଆ ଜାପାନ ଗସ୍ତର ପ୍ରଥମ ଦିନରେ ପ୍ରଧାନମନ୍ତ୍ରୀ ଜାପାନର ପ୍ରମୁଖ ବ୍ୟବସାୟୀଙ୍କୁ ଭେଟିଛନ୍ତି। ଜାପାନର ବ୍ୟବସାୟୀଙ୍କ ସହ ପ୍ରଧାନମନ୍ତ୍ରୀ ମୋଦିଙ୍କ ବୈଠକ ସମ୍ପର୍କରେ ବୈଦେଶିକ…

ଶିବାଜୀ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ବିଶିଷ୍ଟ ବାମପନ୍ଥୀ ନେତା ଶିବାଜୀ ପଟ୍ଟନାୟକଙ୍କ ସୋମବାର ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ସେ ଶେଷ ନିଶ୍ୱାଃସ ତ୍ୟାଗ କରିଛନ୍ତିସ। ଏ ନେଇ ସିପିଆଇ ରାଜ୍ୟ ସମ୍ପାଦକ ଅଳି ପଟ୍ଟନାୟକ ସୂଚନା ଦେଇଛନ୍ତି। ଶିବାଜୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri