Home Left

କାମ କରିବାକୁ ଯାଇଥିଲେ ବିଦେଶ, ଏବେ ଭିକ ମାଗୁଛନ୍ତି

ଛତ୍ରପୁର,୨୩।୫(ଡି.ଏନ୍‌.ଏ.) କାମ କରିବାକୁ ଯାଇ ଆରବ ଦେଶର କତରରେ ଜଣେ ଓଡ଼ିଆ ଶ୍ରମିକ ଭିକ ମାଗି ଚଳୁଥିବା ଜଣାପଡିଛି। ସେ ହେଲେ ଗଞ୍ଜାମ ଜିଲା ଖଲିକୋଟ ଥାନା ଶ୍ୟାମସୁନ୍ଦରପୁର ଗ୍ରାମର ବିଷ୍ଣୁ ପ୍ରସାଦ ଡାକୁଆ। ଗାଁରେ କୋଣସି କାମଧନ୍ଦା ନ ପାଇବାରୁ…

ଜାପାନର ପ୍ରମୁଖ ବ୍ୟବସାୟୀଙ୍କୁ ଭେଟିଲେ ମୋଦି

ଟୋକିଓ,୨୩।୫: କ୍ୱାଡ୍‌ ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନ ଗସ୍ତରେ ଯାଇଛନ୍ତି। ଦୁଇ ଦିନିଆ ଜାପାନ ଗସ୍ତର ପ୍ରଥମ ଦିନରେ ପ୍ରଧାନମନ୍ତ୍ରୀ ଜାପାନର ପ୍ରମୁଖ ବ୍ୟବସାୟୀଙ୍କୁ ଭେଟିଛନ୍ତି। ଜାପାନର ବ୍ୟବସାୟୀଙ୍କ ସହ ପ୍ରଧାନମନ୍ତ୍ରୀ ମୋଦିଙ୍କ ବୈଠକ ସମ୍ପର୍କରେ ବୈଦେଶିକ…

ଶିବାଜୀ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ବିଶିଷ୍ଟ ବାମପନ୍ଥୀ ନେତା ଶିବାଜୀ ପଟ୍ଟନାୟକଙ୍କ ସୋମବାର ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ସେ ଶେଷ ନିଶ୍ୱାଃସ ତ୍ୟାଗ କରିଛନ୍ତିସ। ଏ ନେଇ ସିପିଆଇ ରାଜ୍ୟ ସମ୍ପାଦକ ଅଳି ପଟ୍ଟନାୟକ ସୂଚନା ଦେଇଛନ୍ତି। ଶିବାଜୀ…

ରଥଯାତ୍ରାରେ ୧୫ ଲକ୍ଷ ଭକ୍ତଙ୍କ ସମାଗମ ନେଇ ଆକଳନ

ପୁରୀ ଅଫିସ,୨୩।୫: ଭକ୍ତଙ୍କ ଗହଣରେ ହେବ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ପ୍ରଥମ ସମନ୍ବୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଚଳିତ ବର୍ଷ ୧୫ ଲକ୍ଷ ଭକ୍ତଙ୍କ ସମାଗମ ନେଇ ଆକଳନ କରାଯାଉଛି। ତେବେ ରଥଯାତ୍ରାରେ ସୁରକ୍ଷା ଦୃଷ୍ଟିରୁ ସହରରେ ବ୍ୟାପକ ସିସିଟିଭି…

ଗ୍ରାହକ ହୋଇ ହୋଟେଲରୁ କରିଥିଲେ ଚୋରି, ଧରାଇଦେଲା ସିସି ଟିଭି

ସୁନ୍ଦରଗଡ଼,୨୩।୫(ଡି.ଏନ୍‌.ଏ.): ସ୍ଥାନୀୟ ହୋଟେଲ ଜୟବିଜୟକୁ ଗ୍ରାହକ ଭାବେ ଆସି ଗତ ୧୬ ତାରିଖ ରାତିରେ କ୍ୟାଶ କାଉଣ୍ଟରରୁ ୧ଲକ୍ଷ ୪୦ ହଜାର ଟଙ୍କା ଚୋରିକରି ଫେରାର୍‌ ହୋଇଯାଇଥିବା ୨ଅଭିଯୁକ୍ତଙ୍କୁ ସୁନ୍ଦରଗଡ଼ ଟାଉନ ଥାନା ପୋଲିସ ରାଞ୍ଚିରୁ ଗିରଫ କରିଛି। ପୋଲିସ ସେମାନଙ୍କଠାରୁ…

ଗଙ୍ଗାରେ ବୁଡିଲା ଡଙ୍ଗା

ବାରାଣସୀ,୨୩।୫: ଉତ୍ତର ପ୍ରଦେଶର ବାରାଣସୀରେ ଏକ ଅଭାବନୀୟ ଘଟଣା ଘଟିଛି। ଗଙ୍ଗା ନଦୀର ପ୍ରଭୁ ଘାଟରେ ସୋମବାର ଏକ ଡଙ୍ଗା ବୁଡିଯାଇଛି। ଏଥିରେ ୬ ଜଣ ଲୋକ ବୁଡ଼ି ଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଦୁଇଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଘଟଣାସ୍ଥଳରେ ଉପସ୍ଥିତ…

ଚର୍ଚ୍ଚାରେ ସାରାଙ୍କ ଲୁକ୍‌

ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଇପିଏଲ ୨୦୨୨ରେ ପ୍ରାୟତଃ ଚର୍ଚ୍ଚାରେ ରହିଆସିଛନ୍ତି। ଚଳିତ ସିଜିନରେ ମୁମ୍ବାଇ ଦଳ ଅତ୍ୟନ୍ତ ଖରାପ ପ୍ରଦର୍ଶନ କରିଥାଇପାରେ, କିନ୍ତୁ ସାରା ଅଧିକାଂଶ ମ୍ୟାଚ୍‌ରେ ତାଙ୍କ ଦଳକୁ ସମର୍ଥନ କରିବାକୁ ଷ୍ଟାଡିୟମକୁ ଆସନ୍ତି। କେବଳ…

ବିଧାୟକଙ୍କ ଉପରେ କଟକଣା ଲଗାଇଲେ ନୀତିଶ

ପାଟନା,୨୩।୫: ଜେଡିୟୁ ବିଧାୟକଙ୍କ ଉପରେ କଟକଣା ଲଗାଇଛନ୍ତି ନୀତିଶ ସରକାର। ତିନି ଦିନ ଯାଏ ପାଟନା ବାହାରକୁ ନ ଯିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଜେଡିୟୁ ବିଧାୟକ ୭୨ଘଣ୍ଟା ପାଇଁ ପାଟନା ବାହାରକୁ ନ ଯିବା ପାଇଁ ନୀତିଶ କହିଛନ୍ତି। ଆଗାମୀ…

ହସ୍ପିଟାଲରେ ସିଦ୍ଧୁ

ଚଣ୍ଡିଗଡ,୨୩।୫: କଂଗ୍ରେସ ନେତା ନବଜୋତ ସିଂହ ସିଦ୍ଧୁ ସୋମବାର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ପଟିଆଲା ଜେଲ୍‌ରୁ ତାଙ୍କୁ ରାଜେନ୍ଦ୍ର ହସ୍ପିଟାଲକୁ ନିଆଯାଇଛି। ସେଠାରେ ତାଙ୍କର ମେଡିକାଲ ଚେକଅପ ହେବ ବୋଲି ଖବର ମିଳିଛି। ସୂଚନାନୁଯାୟୀ, ସିଦ୍ଧୁ ଜେଲରେ ମିଳୁଥିବା ରୁଟି ଏବଂ…

ପ୍ରଚାର ମଇଦାନକୁ ଓହ୍ଲାଇବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଝାରସୁଗୁଡ଼ା ଅଫିସ,୨୩।୫: ଆସନ୍ତା ୩୧ରେ ବ୍ରଜରାଜନଗରରେ ହେବ ଉପନିର୍ବାଚନ। ଏଥିପାଇଁ ପ୍ରଚାର ଜୋରଦାର ହେଉଛି। ଅନେକ ହେଭିଓ୍ବେଟ୍‌ ନେତା ମଧ୍ୟ ନିଜ ଦଳୀୟ ପ୍ରାର୍ଥୀଙ୍କସହ ମିଶି ପ୍ରଚାର କରୁଛନ୍ତି। ତେବେ ମଙ୍ଗଳବାର ପ୍ରଚାର ମଇଦାନକୁ ଓହ୍ଲାଇବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଭାଜପା…

ଭାରତରେ ଓମିକ୍ରନ୍‌ ସବ୍‌ ଭାରିଆଣ୍ଟ ଚିହ୍ନଟ ସ୍ପଷ୍ଟ: ଆକ୍ରାନ୍ତଙ୍କ ନାହିଁ ଟ୍ରାଭେଲ ହିଷ୍ଟ୍ରି

ନୂଆଦିଲ୍ଲୀ,୨୩।୫: ଭାରତର ତାମିଲନାଡୁ ଏବଂ ତେଲଙ୍ଗାନାରେ ଓମିକ୍ରନ୍‌ ସବ୍‌ ଭାରିଆଣ୍ଟ ବିଏ.୪ ଏବଂ ବିଏ.୫ ଚିହ୍ନଟ ହୋଇଥିବା ଆଇଏନ୍‌ଏସ୍‌ଏସିଓଜି ପକ୍ଷରୁ ସ୍ପଷ୍ଟ କରାଯାଇଛି। ତାମିଲନାଡୁର ଜଣେ ୧୯ ବର୍ଷୀୟା ଯୁବତୀ ବିଏ.୪ରେ ସଂକ୍ରମିତ ଥିବା ଭାରତୀୟ ସାର୍ସ-କୋଭ୍‌-୨ ଜିନୋମ କନ୍‌ସୋର୍ଟିୟମ (ଆଇଏନ୍‌ଏସ୍‌ଏସିଓଜି)…

ହାଇକୋର୍ଟ ବାର୍‌ ଆସୋସିଏଶନ ନିଷ୍ପତ୍ତିକୁ ବିରୋଧ

ବଲାଙ୍ଗୀର ଅଫିସ,୨୩।୫: ପଶ୍ଚିମ ଏବଂ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟର ଏକ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠାକୁ ନେଇ ହାଇକୋର୍ଟ ବାର୍‌ ଆସୋସିଏଶନ ପକ୍ଷରୁ ନିଆଯାଇଥିବା ନିଷ୍ପତ୍ତିକୁ ସୋମବାର ବଲାଙ୍ଗୀରରେ ବିରୋଧ କରାଯାଇଛି। ଏପରିକି ବଲାଙ୍ଗୀର ଆକ୍ସନ କମିଟି କର୍ମକର୍ତ୍ତାଙ୍କ ସହ ବିଭିନ୍ନ ସଙ୍ଗଠନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri