ଆଜିର ଦିନକୁ ମନେ ପକାଇଲେ ସୁସ୍ମିତା
ମୁମ୍ବାଇ: ୧୯୯୪ ମେ’ ୨୧ରେ ମିସ୍ ୟୁନିଭର୍ସ ମୁକୁଟ ପିନ୍ଧି ସୁସ୍ମିତା ସେନ୍ ସାରା ବିଶ୍ୱରେ ଭାରତ ପାଇଁ ଗୌରବ ଆଣିଥିଲେ। ଏହି ସମ୍ମାନଜନକ ସୌନ୍ଦର୍ଯ୍ୟ ପ୍ରତିଯୋଗିତାରେ ସୁସ୍ମିତା ମିସ୍ ୟୁନିଭର୍ସ ମୁକୁଟ ପିନ୍ଧିଥିବା ପ୍ରଥମ ଭାରତୀୟ ହୋଇଥିଲେ। ୭୭ଟି ଦେଶର…
ବାଘ ଛାଲ ଜବତ ଘଟଣା: ଆଉ ୨ ଗିରଫ
କେନ୍ଦୁଝର,୨୧ା୫(ସ୍ବ.ପ୍ର.): ଆନନ୍ଦପୁର ବନ୍ୟପ୍ରାଣୀ ଡିଭିଜନର ଦୈତାରୀ ରେଞ୍ଜ ବୁଢୀପଦା ଗ୍ରାମରୁ ମହାବଳ ବାଘ ଛାଲ ଜବତ ଘଟଣାରେ ବୁଟୁ ମହାକୁଡ଼ (୩୦)ଙ୍କୁ ଗିରଫ କରାଯାଇଥିବା ବେଳେ ଆଜି ତାଙ୍କ ବାପା ଦୁର୍ଯ୍ୟୋଧନ ମହାକୁଡ଼ (୬୦) ଓ ଭାଇ ପଞ୍ଚୁ ମହାକୁଡ଼ଙ୍କୁ ବନ…
ସଲମାନ ତୁମ ଭାଇ ହୋଇଥିବେ, ମୋର କିନ୍ତୁ ‘ଜାନ୍’: ନିଖତ୍
ନୂଆଦିଲ୍ଲୀ,୨୧।୫: ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍ରେ ସ୍ବର୍ଣ୍ଣ ଜିତି ଇତିହାସ ସୃଷ୍ଟି କରିଥିବା ଭାରତୀୟ ବକ୍ସର ନିଖତ୍ ଜରିନ ବଲିଉଡ୍ ଅଭିନେତା ସଲମାନ ଖାନଙ୍କ ବଡ଼ ପ୍ରଶଂସକ। ନିଜର ବିଜୟ ପରେ ସେ ତାଙ୍କର ଦୁଇଟି ସ୍ବପ୍ନ ଥିବା କଥା ପ୍ରକାଶ କରିଛନ୍ତି।…
ପୁରୀରେ ପହଞ୍ଚିଲା ରଥ ଦଉଡ଼ି
ପୁରୀ ଅଫିସ,୨୧ା୫: ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଶନିବାର ପୁରୀରେ ପହଞ୍ଚିଛି ରଥ ଦଉଡ଼ି। ୧୨ଟି ରଥ ଟଣା ଦଉଡ଼ି ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପହଞ୍ଚିଛି। ପୁରୀ ବୀରପ୍ରତାପପୁରରେ ଥିବା ଓଡ଼ିଶା ସମବାୟ କତା ନିଗମ ପକ୍ଷରୁ ପ୍ରାୟ ଏକ…
‘ଆମକୁ ବଳାତ୍କାର ବନ୍ଦ କର’; କାନ୍ସ ରେଡ୍ କାର୍ପେଟରେ ଟପ୍ଲେସ୍ ହୋଇ ପ୍ରତିବାଦ କଲେ ମହିଳା
କାନ୍ସ,୨୧।୫: କାନ୍ସ ଫିଲ୍ମ ଫେଷ୍ଟିଭାଲ ରେଡ୍ କାର୍ପେଟରେ ଜଣେ ଅଚିହ୍ନା ଯୁବତୀ ଟପ୍ଲେସ୍ ଅବସ୍ଥାରେ ବଳାତ୍କାର ବନ୍ଦ କର ନାରା ଦେଇ ଚର୍ଚ୍ଚାରେ। ଯୁଦ୍ଧ ପ୍ରଭାବିତ ୟୁକ୍ରେନରେ ରୁଷିୟ ସୈନ୍ୟଙ୍କ ଦ୍ୱାରା ଯୌନ ନିର୍ଯାତନା ସହ ବଳାତ୍କାର ଶିକାର ହେଉଥିବାକୁ ବିରୋଧ…
ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୧ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୧ା୫(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୭୯,୦୮୩ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ନିଯୁକ୍ତି ଦାବିରେ ଜମିହରାଙ୍କ ଆନ୍ଦୋଳନ
କେନ୍ଦୁଝର,୨୧ା୫(ସ୍ବ.ପ୍ର.): ସଦର ବ୍ଲକ ଅନ୍ତର୍ଗତ ପଳାଶପଙ୍ଗା ପଞ୍ଚାୟତର ମୁରୁସୁଆଁ ଗ୍ରାମରେ ୨୦୧୦ରୁ କାର୍ଯ୍ୟକ୍ଷମ ବ୍ରାଣ୍ଡ୍ ଷ୍ଟିଲ୍ ଆଣ୍ଡ ପାଓ୍ବାର ପ୍ରାଇଭେଟ ଲିମିଟେଡ୍ କାରଖାନା ପାଇଁ ଜମି ହରାଇଥିବା ପରିବାର ପକ୍ଷରୁ ନିଯୁକ୍ତି ଦାବିରେ ଆନ୍ଦୋଳନ ଚାଲୁ ରହିଛି। ଗୁରୁବାରଠାରୁ କାରଖାନାର ମୁଖ୍ୟ…
ଏଫ୍ଆଇଏଚ୍ ମହିଳା ହକି ପ୍ରୋ ଲିଗ୍: ସବିତା ଅଧିନାୟକ, ଓଡ଼ିଶାର ଦୀପ ଗ୍ରେସ ଏକ୍କା ଉପଅଧିନାୟକ
ନୂଆଦିଲ୍ଲୀ,୨୧।୫: ଏଫ୍ଆଇଏଚ୍ ମହିଳା ହକି ପ୍ରୋ ଲିଗ୍ ଟୁର୍ନାମେଣ୍ଟ ଲାଗି ଶନିବାର ଭାରତ ୨୪ ଜଣିଆ ଖେଳାଳି ତାଲିକା ଘୋଷଣା କରିଛି। ଜୁନ୍ରେ ନେଦରଲ୍ୟାଣ୍ଡ ଓ ବେଲଜିୟମ୍ରେ ଖେଳାଯିବାକୁ ଥିବା ଏହି ପ୍ରୋ ଲିଗ୍ରେ ଭାରତର ନେତୃତ୍ୱ ୩୧ ବର୍ଷୀୟ ସବିତା…
ଏମିତି ଗାଁ, ଯେଉଁଠି ଜନ୍ମ ପରେ ମଣିଷଠାରୁ ପଶୁ ପର୍ଯ୍ୟନ୍ତ ସମସ୍ତେ ହୋଇଯା’ନ୍ତି ଅନ୍ଧ
ଦୁନିଆରେ ଏପରି ଅନେକ ସ୍ଥାନ ଅଛି, ଯେଉଁଠାରେ ଅଧିକାଂଶ ଲୋକ ଏହାର ରହସ୍ୟ ବୁଝି ପାରନ୍ତି ନାହିଁ। ଏମିତି ଏକ ଗାଁ ମେକ୍ସିକୋରେ ଅଛି। ଏହି ଗାଁରେ ପିଲାମାନେ ଭଲ ଭାବରେ ଜନ୍ମ ହୁଅନ୍ତି। କିନ୍ତୁ ଜନ୍ମର କିଛି ଦିନ ପରେ,…
ଜଳିଗଲା ପୂଜା ସାମଗ୍ରୀ ଦୋକାନ
ଆଠଗଡ଼,୨୧।୦୫: କଟକ ଜିଲା ଖୁଣ୍ଟୁଣି ଥାନା ବଜାର ପେଟୋଲ ପମ୍ପ ପଛପାଖରେ ଥିବା ଏକ ପୂଜା ସାମଗ୍ରୀ ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ବିଦ୍ୟୁତ୍ ଶଟ ସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ପଙ୍କଜ ଜେନାଙ୍କ ପୂଜା ସାମଗ୍ରୀ ଦୋକାନରେ ନିଆଁ…
ପ୍ରିୟଙ୍କାଙ୍କୁ ଏମିତି ଉପହାର ଦେଲେ ସ୍ବାମୀ, ପ୍ରଶଂସା କରି କହିଲେ…
ବଲିଉଡ୍ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ୍। ସେ ସର୍ବଦା ସୋସିଆଲ ମିଡିଆରେ କିଛିନା କିଛି ପୋଷ୍ଟ ଶେୟାର କରନ୍ତି। ବର୍ତ୍ତମାନ ସେ ତାଙ୍କର ଆଗାମୀ ଫିଲ୍ମ ‘ସାଇଟଡେଲ’ର ଶୁଟିଂରେ ବ୍ୟସ୍ତ ଅଛନ୍ତି। ତେବେ ନିକଟରେ ପ୍ରିୟଙ୍କା ଏକ…
କଥା ପକ୍କା ହୋଇଗଲା, ଖାଲି ନିମନ୍ତ୍ରଣ କାର୍ଡ ବାଣ୍ଟିବା ବାକି
ମୁମ୍ବାଇ: ଖୁବ୍ଶୀଘ୍ର ବିବାହ କରିପାରନ୍ତି ଟେଲି ପରଦାର ଲୋକପ୍ରିୟ ଯୋଡ଼ି ଅଲି ଗୋନୀ ଏବଂ ଜସ୍ମିନ ଭସିନ। ଏକାଠି ଅନେକ ରିଆଲିଟି ଶୋ’ରେ ନଜର ଆସିଥିବା ଏହି ଯୋଡ଼ି ଏବେ ସମ୍ପର୍କକୁ ଆଉ ପାଦେ ନେବାକୁ ଚାହାନ୍ତି। ସେଥିପାଇଁ ଉଭୟ ପରିବାରଲୋକଙ୍କ…
Archives


