Home Left

୭ ଦଫା ଦାବିରେ ଏଆର୍‌ସିଏସ୍‌ ଅଫିସ ସମ୍ମୁଖରେ ଧାରଣା

ଜଗତ୍‌ସିଂହପୁର ଅଫିସ,୨୧।୫: କଟରାସ୍ଥିତ ସନ୍ଥ ବିନୋବା ସେବା ସମବାୟ ଲିମିଟେଡ୍‌ର ଆକାଉଣ୍ଟ ହୋଲ୍‌ଡରମାନେ ୭ ଦଫା ଦାବିରେ ସ୍ଥାନୀୟ ଏଆର୍‌ସିଏସ୍‌ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ଏ ସମ୍ପର୍କରେ ସୁଶାନ୍ତ କୁମାର ପଲେଇ, ରାଜେନ୍ଦ୍ର ବିଶ୍ୱାଳ, ଅଜୟ ବିଶ୍ୱାଳ ଓ ପ୍ରଭଞ୍ଜନ…

ମସ୍କଙ୍କ ନାଁରେ ଯୌନ ଉତ୍ପୀଡ଼ନ ଅଭିଯୋଗ

ଓକ୍‌ଲାଣ୍ଡ,୨୧।୫: ଟେସ୍‌ଲା ସିଇଓ ଏଲନ୍‌ ମସ୍କ ୨୦୧୬ରେ ନିଜ କମ୍ପାନୀ ସ୍ପେସେକ୍ସର ଏକ ପ୍ରାଇଭେଟ୍‌ ଜେଟ୍‌ରେ ଯାତ୍ରାବେଳେ ଜଣେ ମହିଳା କର୍ମଚାରୀଙ୍କୁ ଯୌନ ଉତ୍ପୀଡ଼ନ କରିଥିବା ଅଭିଯୋଗ ହୋଇଛି। ଏହି ମାମଲାକୁ ରଫାଦଫା କରିବା ପାଇଁ ସ୍ପେସେକ୍ସ ୨୦୧୮ରେ ତାଙ୍କୁ ୨୫୦,୦୦୦…

ସାଇକେଲ ରାଲିରେ ସଚେତନତା ସୃଷ୍ଟି କଲେ ଏସ୍‌ପି

କେନ୍ଦ୍ରାପଡ଼ା ଅଫିସ, ୨୧ା୫: କେନ୍ଦ୍ରାପଡ଼ା ସାଇକେଲ କ୍ଲବର ସାପ୍ତାହିକ ସାଇକେଲ ପରିକ୍ରମା ଶୁକ୍ରବାର ଅନୁଷ୍ଠିତ ହୋଇଛି। ଏଥିରେ ଏସ୍‌ପି ମଡକର ସମ୍ବିତ ସମ୍ପଦ ସାମିଲ ହୋଇ ଟ୍ରାଫିକ ସଚେତନତା, ନିଶା ନିବାରଣ ସମ୍ପର୍କରେ ସଚେତନତା ସୃଷ୍ଟିି କରିଛନ୍ତି। ଏ ସମ୍ପର୍କରେ ଏସ୍‌ପି…

ଆୟକର ଛାଡ଼ ସୁବିଧା ନେବେନି ସିଇସି

ନୂଆଦିଲ୍ଲୀ,୨୧।୫(ପି.ଟି.): ତ୍ୟାଗର ନିଦର୍ଶନ ସ୍ବରୂପ ମୁଖ୍ୟ ନିର୍ବାଚନ କମିଶନର(ସିଇସି) ରାଜୀବ କୁମାର ଏବଂ ନିର୍ବାଚନ କମିଶନର (ଇସି) ଅନୁପ ଚନ୍ଦ୍ର ପାଣ୍ଡେ ସେମାନଙ୍କୁ ମିଳୁଥିବା ଆୟକର ଛାଡ଼ ଓ ଅନ୍ୟାନ୍ୟ ସୁବିଧା ନ ନେବାକୁ ଶୁକ୍ରବାର ନିଷ୍ପତ୍ତି ନେଇଛନ୍ତି। ସିଇସି ଏବଂ…

ପଙ୍ଗୋଙ୍ଗ ହ୍ରଦରେ ଦ୍ୱିତୀୟ ବ୍ରିଜ୍‌ ନିର୍ମାଣ କରୁଛି ଚାଇନା

ନୂଆଦିଲ୍ଲୀ,୨୧।୫ : ପୂର୍ବ ଲଦାଖ ଅନ୍ତର୍ଗତ ପଙ୍ଗୋଙ୍ଗ ସୋ’ରେ ଚାଇନା ଦ୍ୱିତୀୟ ବ୍ରିଜ୍‌ ନିର୍ମାଣ କରୁଛି। ଚଳିତ ବର୍ଷ ଆରମ୍ଭରେ ସେଠାରୁ କିଛି ଦୂରରେ ବେଜିଂ ପ୍ରଥମ ବ୍ରିଜ୍‌ ନିର୍ମାଣ କରିଥିଲା। ନିର୍ମାଣ ହେଉଥିବା ଅଞ୍ଚଳକୁ ଚାଇନା ବେଆଇନ ଭାବେ ଦଖଲ…

ରଥ ଚାରିପଟେ ବ୍ୟାରିକେଡ୍‌ ରଖା ନ ଯାଉ

ପୁରୀ ଅଫିସ,୨୧।୫: ରଥଯାତ୍ରା ସମୟରେ ଶ୍ରଦ୍ଧାଳୁଙ୍କୁ ରଥ ଛୁଇଁବାକୁ ଦିଆଯାଉନାହିଁ। ବଡ଼ଦାଣ୍ଡରେ ତିନିରଥ ଥିବାବେଳେ ସେଗୁଡ଼ିକ ଚାରିପଟେ ବ୍ୟାରିକେଡ୍‌ କରାଯାଉଛି। ତେଣୁ ଶ୍ରଦ୍ଧାଳୁଙ୍କୁ ରଥ ଟାଣିବାରୁ ବାରଣ କରାଯାଉ। କେବଳ ସେବାୟତମାନେ ରଥ ଟାଣନ୍ତୁ। ନଚେତ ରଥ ଚାରିପଟୁ ବ୍ୟାରିକେଡ୍‌ ହଟାଯାଉ…

ଚିନ୍ତା ବଢ଼ାଉଛି ମଙ୍କିପକ୍ସ

ନୂଆଦିଲ୍ଲୀ/ ଲଣ୍ଡନ,୨୧।୫: ବିଦେଶରେ ମଙ୍କିପକ୍ସ ସଂକ୍ରମଣ ବଢ଼ିଚାଲିଥିବାରୁ ଏହା ସରକାରଙ୍କ ଚିନ୍ତା ବଢ଼ାଇଦେଇଛି। ବିମାନବନ୍ଦର, ବନ୍ଦର ସମେତ ସମସ୍ତ ଅନ୍ତର୍ଜାତୀୟ ପ୍ରବେଶ ପଥରେ ସର୍ଭିଲାନ୍ସ ବଢ଼ାଇବା ଲାଗି ଶୁକ୍ରବାର କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। ଆଫ୍ରିକାରୁ ଆସୁଥିବା ଯାତ୍ରୀଙ୍କଠାରେ ଲକ୍ଷଣ ଦେଖାଦେଲେ…

୧୮ ରଥଚକ ନିର୍ମାଣ ସରିଲା

ପୁରୀ ଅଫିସ, ୨୧ା୫: ମହାପ୍ରଭୁଙ୍କ ଭଉଁରୀ ଯାତ୍ରାକୁ ଆଉ ଦିନଟିଏ ବାକି ଥିବାବେଳେ ଶ୍ରୀନଅରସ୍ଥିତ ଅସ୍ଥାୟୀ ରଥଖଳାରେ ରଥ ନିିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି। ଭଉଁରୀରେ ଚକ ଅଖ ଡେରା ନୀତି ଥିବାରୁ ରଥଖଳା ଚଳଚଞ୍ଚଳ ହୋଇଉଠିଛି। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା…

କାର୍ଯ୍ୟ ଉପରେ ରହିତାଦେଶ ଜାରି ପାଇଁ ଆବେଦନ

ପୁରୀ ଅଫିସ,୨୧।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିରୋଧରେ ହାଇକୋର୍ଟରେ ହୋଇଥିବା ଜନସ୍ବାର୍ଥ ମାମଲାର ଶୁଣାଣି ଚାଲିଛି। ମାମଲାର ଶୁଣାଣି ନ ସରିବା ପର୍ଯ୍ୟନ୍ତ ପ୍ରକଳ୍ପ କାର୍ଯ୍ୟ ଉପରେ ରହିତାଦେଶ ଜାରି ପାଇଁ ଆବେଦନକାରୀ ଦିଲୀପ ବରାଳ କୋର୍ଟଙ୍କୁ ନିବେଦନ କରିଛନ୍ତି। କୋର୍ଟରେ…

ରହସ୍ୟ ଘେରରେ ଅବିନାଶଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୧।୫(ବ୍ୟୁରୋ): ଇନ୍‌ଫୋସିଟି ଥାନା ଅନ୍ତର୍ଗତ ଶିଖରଚଣ୍ଡୀ ପାହାଡ଼ ଉପରେ ଇଞ୍ଜିନିୟର ଅବିନାଶ ପ୍ରଧାନ ଜଳିଯିବା ଘଟଣାକୁ ନେଇ ରହସ୍ୟ ଲାଗିରହିଛି। ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ କରୁଥିବାବେଳେ ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି…

ସଙ୍ଗୀତ ନିର୍ଦ୍ଦେଶକ ଜାପାନୀଙ୍କୁ ଧମକ

ଭୁବନେଶ୍ୱର, ୨୧।୫(ବ୍ୟୁରୋ): ସଙ୍ଗୀତ ନିର୍ଦ୍ଦେଶକ ଜାପାନୀଙ୍କ ନାଁରେ ଆସିଛି ଧମକପୂର୍ଣ୍ଣ କଲ୍‌। କଟକ ଆସିଲେ ମାରିଦେବି। କଲ୍‌ କରୁଥିବା ବ୍ୟକ୍ତିଜଣକ ଏଭଳି ଅନେକ ଧମକପୂର୍ଣ୍ଣ କଥା କହି ସତର୍କ କରାଉଥିବା ଶୁଣିବାକୁ ମିଳୁଛି। ଜାପାନୀଙ୍କ ସହଯୋଗୀ ତଥା ଗୀତିକାର ତପୁଙ୍କ ମୋବାଇଲ୍‌…

ନିର୍ଦ୍ଦେଶକ ପ୍ରିନ୍ସ କୁମାର ମଥୁରାରୁ ଗିରଫ

ଭୁବନେଶ୍ୱର, ୨୧।୫(ବ୍ୟୁରୋ): ଡିଜିଟାଲ୍‌ ମାର୍କେଟିଂ ଆଳରେ ଦେଶର ଆଉଏକ ବଡ଼ଧରଣର ଠକେଇ ଘଟଣା ଏବେ ସାମ୍ନାକୁ ଆସିଛି। ଆପ୍‌ ବ୍ୟବହାର କରିବା ସହ ଘରେ ବସି ରୋଜଗାର ଲୋଭ ଦେଖାଇ ସାରା ଦେଶରୁ ବହୁ କୋଟି ଲୁଟି ନେଇଛନ୍ତି ଠକ। କେବଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri