୧୩ ଶିଳ୍ପ ପ୍ରକଳ୍ପ ଉଦ୍ଘାଟନ, ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୧ା୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ୧,୨୧୮.୦୧ କୋଟି ଟଙ୍କାର ୧୩ଟି ଶିଳ୍ପଭିତ୍ତିକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦ୍ଘାଟନ କରିଛନ୍ତି। ୧୫ଟି ପର୍ଯ୍ୟାୟରେ ୭୬.୯୭ କୋଟି ଟଙ୍କା ପୁଞ୍ଜିନିବେଶର ୩ଟି ଶିଳ୍ପ ୟୁନିଟ୍କୁ ମୁଖ୍ୟମନ୍ତ୍ରୀ ଉଦ୍ଘାଟନ କରିବା ସହ ୧୧୪୧.୦୪…
କଳିଙ୍ଗରେ ଆଜି ଇଣ୍ଡିଆନ ଗ୍ରାଁ ପ୍ରି-୩
ଭୁବନେଶ୍ୱର, ୨୧।୫(କ୍ରୀଡ଼ା ପ୍ରତିନିଧି): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ହେବାକୁ ଯାଉଛି ଆଥଲେଟିକ୍ସର ଆଉ ଏକ ବଡ଼ ପ୍ରତିଯୋଗିତା। ରାଜ୍ୟ ସରକାର ୨୦୧୭ରେ ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ ଓ ୨୦୧୮ରେ ଜାତୀୟ ଆନ୍ତଃରାଜ୍ୟ ଆଥଲେଟିକ୍ସ ଚାମ୍ପିୟନଶିପ୍କୁ ସଫଳତାର ସହ ଆୟୋଜନ କରିଥିବାବେଳେ ଏବେ…
କଲେଜ କର୍ତ୍ତୃପକ୍ଷଙ୍କୁ ଦାୟୀ କଲେ ପରିବାର ଲୋକେ
ବାଲେଶ୍ୱର ଅଫିସ, ୨୧ା୫: ବାଲେଶ୍ୱର ସେଣ୍ଟ୍ରାଲ ସ୍କୁଲ ଛକ ନିକଟରେ ଥିବା ଏକ ଘରୋଇ କଲେଜ ହଷ୍ଟେଲ ଛାତରୁ ଖସି ଛାତ୍ରୀଙ୍କ ମୃତ୍ୟୁ ଘଟଣା ରହସ୍ୟମୟ ହୋଇପଡ଼ିଛି। ଛାତ୍ରୀ ଆତ୍ମହତ୍ୟା କରିଥିବା ନେଇ କଲେଜ କର୍ତ୍ତୃପକ୍ଷ କହୁଥିବା ବେଳେ ତାଙ୍କୁ ହତ୍ୟା…
ବାର୍ହା ଫାଶରେ ପଡ଼ି କଲରାପତରିଆ ମୃତ
ଢେଙ୍କାନାଳ ଅଫିସ୍/ସାତମାଇଲ/ହିନ୍ଦୋଳ(ଡି.ଏନ୍.ଏ.), ୨୧ା୫: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ୍ ଅନ୍ତର୍ଗତ କର୍ଣ୍ଣପୁର ବିଟ୍ ହାଉସ୍ର କୋଇ ସଂରକ୍ଷିତ ଜଙ୍ଗଲରୁ ଶୁକ୍ରବାର ଏକ କଲରାପତରିଆ ବାଘର ଗଳିତ ମୃତଦେହ ଠାବ କରାଯାଇଛି। ଶିକାରୀ ବିଛାଇଥିବା ବାର୍ହା ଫାଶରେ ପଡ଼ି ବାଘଟିର ମୃତ୍ୟୁ ଘଟିଥିବା…
ବରକନ୍ୟାଙ୍କୁ ବେଦିରୁ ଉଠାଇନେଲା ପୋଲିସ
ରାଉରକେଲା ଅଫିସ,୨୧ା୫: ପ୍ରଥମ ସ୍ତ୍ରୀ ଓ ତାଙ୍କର ଏକ ଝିଅ ଥିବା ସତ୍ତ୍ୱେ ଅନ୍ୟ ଜଣେ ଯୁବତୀଙ୍କୁ ଦ୍ୱିତୀୟ ବିବାହ କରିବା ବେଳେ ପୋଲିସ ବାହାଘର ବେଦିରୁ ବର ଓ କନ୍ୟାଙ୍କୁ ଉଠାଇ ନେଇଛି। ଏଭଳି ଏକ ଘଟଣା ଘଟିଛି ରାଉରକେଲା…
ଲାଇଭ ଭିଡିଓ କରି ଜୀବନ ହାରିଲେ ଯୁବକ
ଖୋର୍ଦ୍ଧା ଅଫିସ,୨୧ା୫: ପୁଣି ପ୍ରେମ ନେଲା ଏକ ଜୀବନ। ପ୍ରେମରେ ବିଫଳ ହେବା ପରେ ଜଣେ ଯୁବକ ଟ୍ରେନ ଲାଇନକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ମୃତ୍ୟୁ ପୂର୍ବରୁ ଲାଇଭ ଭିଡିଓ କରି ଧାରୁଆ ଅସ୍ତ୍ରରେ ନିଜ ହାତକୁ କାଟିଛନ୍ତି। ଏହି ଭିଡିଓ…
ରାମ୍କୋ ସିମେଣ୍ଟକୁ କାରଣ ଦର୍ଶାଅ ନୋଟିସ
ଯାଜପୁର ଅଫିସ,୨୧ା୫: ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ହରିଦାସପୁର ଅଞ୍ଚଳରେ ବାୟୁ ଓ ଜଳ ପ୍ରଦୂଷଣ ସୃଷ୍ଟି କରିିଥିବା ରାମ୍କୋ ସିମେଣ୍ଟ କାରଖାନାକୁ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍ପିସିବି) କାରଣ ଦର୍ଶାଅ ନୋଟିସ ଦେଇଛି। ବୋର୍ଡର ସଦସ୍ୟ…
ମିଛ ଏନ୍କାଉଣ୍ଟର ଧରାପଡ଼ିଲା
ନୂଆଦିଲ୍ଲୀ/ହାଇଦ୍ରାବାଦ,୨୧ା୫: ୨୦୧୯ ଡିସେମ୍ବର ୬ ସକାଳେ ଲୋକଙ୍କ ନିଦ ଭାଙ୍ଗି ନ ଥିବାବେଳେ ହାଇଦ୍ରାବାଦ ପୋଲିସ ଗୁଳିରେ ମରିସାରିଥିଲେ ୪ ଅଭିଯୁକ୍ତ। ଜଣେ ମହିଳା ପ୍ରାଣୀ ଚିକିତ୍ସକଙ୍କୁ କିପରି ଅପହରଣ, ଗଣବଳାତ୍କାର ପରେ ହତ୍ୟା କରି ଜାଳି ଦେଇଥିଲେ ତାହାର ରହର୍ସାଲ…
ବାରବାଟୀ ଟି୨୦ ଲାଗି ଜୁନ୍ ୧ରୁ ଅନ୍ଲାଇନ ଟିକେଟ ବିକ୍ରି
ଭୁବନେଶ୍ୱର, ୨୦।୫: ଜୁନ୍ ୧୨ରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ- ଦକ୍ଷିଣ ଆଫ୍ରିକା ଟି୨୦ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ ଖେଳାଯିବ। ଏଥିଲାଗି ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ପକ୍ଷରୁ ପ୍ରସ୍ତୁତିକୁ ଜୋରଦାର କରାଯାଇଛି। ତେବେ ମ୍ୟାଚ୍ ଲାଗି ଜୁନ୍ ୧ରୁ ଅନ୍ଲାଇନ…
୬ ବଲ୍ରେ ୨୬ ରନ୍
ମୁମ୍ବାଇ,୨୦।୫: ଗୋଟିଏ ଓଭରରେ ୨୬ ରନ୍। ଶୁକ୍ରବାର ରାଜସ୍ଥାନ ରୟାଲ୍ସ ବିପକ୍ଷ ମ୍ୟାଚ୍ରେ ଚେନ୍ନାଇ ସୁପର କିଙ୍ଗ୍ସର ମୋଇନ ଅଲିଙ୍କ ଏଭଳି ଧୂଆଁଧାର ବ୍ୟାଟିଂ ଦେଖିବାକୁ ମିଳିଛି। ଦ୍ରୁତ ବୋଲର ଟ୍ରେଣ୍ଟ ବୋଲ୍ଟଙ୍କ ଓଭରରେ ସେ ପ୍ରଥମ ବଲରେ ଛକା ଏବଂ…
ଶତକ ମାରିପାରିଲେନି ମୋଇନ, ରାଜସ୍ଥାନକୁ ୧୫୧ ରନ୍ର ବିଜୟଲକ୍ଷ୍ୟ
ମୁମ୍ବାଇ,୨୦।୫: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍) ୨୦୨୨ର ଶୁକ୍ରବାର ଖେଳାଯାଉଥିବା ମ୍ୟାଚ୍ରେ ଚେନ୍ନାଇ ସୁପରକିଙ୍ଗ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ରାଜସ୍ଥାନକୁ ବିଜୟ ଲାଗି ୧୫୧ ରନ୍ର ଟାର୍ଗେଟ ମିଳିଛି। ବ୍ରାବୋର୍ନ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍ରେ…
‘୪ ବର୍ଷରେ ଟଙ୍କାଟିଏ ବି ରୋଜଗାର କରିନାହିଁ’
ବମ୍ବେ: କରୋନା ମନୋରଞ୍ଜନଜଗତ ସହ ଜଡ଼ିତ କଳାକାରଙ୍କ ମେରୁଦଣ୍ଡ ଭାଙ୍ଗି ଦେଇଥିଲା। ମହାମାରୀକୁ ନେଇ କଟକଣା କାରଣରୁ ଅନେକ ଫିଲ୍ମର ଶୁଟିଂ ଅଟକି ରହିଥିବା ବେଳେ ଅନେକ ରିଲିଜ ହୋଇପାରୁ ନ ଥିଲା। ଏଭଳି ସ୍ଥିତିରେ ରୋଜଗାର ହରାଇଥିଲେ ଅନେକ ଅଭିନେତା।…
Archives


