Home Left

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ ଥିବା କାଳୀ ନଦୀରେ ସାନି ବନ୍ୟା ଆସିବା ନେଇ ଆଶଙ୍କା ବଢ଼ିଛି। ନେପାଳର…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର ଜିଲାପାଳ କାର୍ଯ୍ୟାଳୟ ସାଂସ୍କୃତିକ କ୍ଲବ’ ପକ୍ଷରୁ ଏକ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ ସଫଳତାର ସହ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌ ଥ୍ରୁ ଏଣ୍ଟରପ୍ରିନରସିପ୍‌ ଏଣ୍ଡ୍‌ ସ୍କିଲ୍‌ ଅଫ୍‌ ଏସଏଚଜି) ପକ୍ଷରୁ ରାଜ୍ୟର ୮ଜିଲା ବଲାଙ୍ଗୀର,…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ ହୋଇଛି। ଏ ନେଇ ସ୍ଥାନୀୟ ଅଞ୍ଚଳର ୩୬ରୁ ଊଦ୍ଧର୍‌ବ ବୁଦ୍ଧିଜୀବୀ, ପୂର୍ବତନ ପରିଚାଳନା…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି । ଏହି ଘଟଣାରେ ସମ୍ପୃକ୍ତ ସ୍ବାମୀ…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ ପୂରଣ ସହ ଦଳୀୟ ସଂଗଠନ ଲକ୍ଷ୍ୟରେ ରବିବାର ନିଜ ପରିବାର ସହ ଭଞ୍ଜନଗର…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ ନିଆଁର ପ୍ରକୋପ ବୃଦ୍ଧି ପାଇ କାରଟି ହୁତୁ ହୁତୁ ହୋଇ ଜଳିବାକୁ ଲାଗିଥିଲା।…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌ ଓ ରେନ୍‌ ଜିଆଙ୍ଗ ୟୁ’ଙ୍କୁ ପରାସ୍ତ କରି ଚାଇନା ମାଷ୍ଟର୍ସ ସୁପର ୭୫୦…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ ନିଆରା ଢଙ୍ଗରେ ପାଳିତ ହୁଏ ନୂଆଁଖାଇ। ସବୁଠି ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି ଖେଳାଳିଙ୍କ ଫୋନ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ପକ୍ଷରୁ ଜବତ କରାଯାଇଥିବା ଏକ…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ ଦଳର ଅଧିନାୟକ ଥିବା ସମୟରେ ତାଙ୍କୁ ଚୟନ କରାଯାଇନଥିବା ନେଇ ରାଇନା ଏବେ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ। ଅଫିସ ଗାଡ଼ିରେ ବିଲ ପାସ୍‌ ଟଙ୍କା ନେଇ ଖୁସିରେ ଘରକୁ ଯାଉଥିଲାବେଳେ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?