Home Left

ପୂର୍ବ ଶତ୍ରୁତା, ପଡୋଶୀଙ୍କ କାତି ଚୋଟରେ ଯୁବକ ଗୁରୁତର

ଦିଗପହଣ୍ଡି,୧୯।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁରରେ ଅଭାବନୀୟ ଘଟଣା । ବଡ଼ସାହିର ଦୀପକ ସେଠୀଙ୍କ କାତି ଚୋଟରେ ପଡୋଶୀ ଡି.ବିଜୟ(୪୫) ଗୁରୁତର ଆହତ ହୋଇଛନ୍ତି । ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ସାଢେ ୧୦ ଟାରେ ବିଜୟ ଗ୍ରାମ…

ବିଶ୍ୱକପ୍‌ ଆଗରୁ ସ୍ପେନକୁ ବଡ଼ ଝଟ୍‌କା, ବାଦ୍‌ ପଡ଼ିଲେ ଏହି ଖେଳାଳି

ବାର୍ସେଲୋନା,୧୯ା୫: ସ୍ପେନ ମିଡ୍‌ଫିଲ୍ଡର ଫର୍ମିନ ଲୋପେଜ ଆହତ ସମସ୍ୟା ଯୋଗୁ ଫିଫା ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଛନ୍ତି। ତାଙ୍କ ଡାହାଣ ଗୋଡ଼ ଫ୍ରାକ୍‌ଚର ହୋଇଥିବା ବାର୍ସେଲୋନା ପକ୍ଷରୁ କୁହାଯାଇଛି। ରବିବାର ଖେଳାଯାଇଥିବା ସ୍ପାନିଶ ଲିଗ୍‌ ମ୍ୟାଚ୍‌ରେ ୨୩ ବର୍ଷୀୟ ଲୋପେଜଙ୍କ ଗୋଡ଼ରେ ଆଘାତ…

‘ବିପଜ୍ଜନକ କୁକୁରମାନଙ୍କୁ ମାରାତ୍ମକ ଇଞ୍ଜେକ୍ସନ ଦିଅ’: ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୯।୮: ସୁପ୍ରିମକୋର୍ଟ ୭ ନଭେମ୍ବର, ୨୦୨୫ରେ ବୁଲା କୁକୁରଙ୍କ ସ୍ଥାନାନ୍ତର ଏବଂ ବାକରଣ ସମ୍ପର୍କରେ ତାଙ୍କର ଆଦେଶକୁ ସଂଶୋଧନ କିମ୍ବା ପ୍ରତ୍ୟାହାର କରିବାକୁ ସମସ୍ତ ଆବେଦନକୁ ଖାରଜ କରିଦେଇଛନ୍ତି। ଭାରତୀୟ ପ୍ରାଣୀ କଲ୍ୟାଣ ବୋର୍ଡ ଦ୍ୱାରା ବୁଲା କୁକୁରଙ୍କ ସମ୍ପର୍କରେ ଜାରି…

ଶ୍ରୀଲଙ୍କା ଗସ୍ତ କରିବ ଭାରତ, ଅଗଷ୍ଟରେ ଟେଷ୍ଟ ସିରିଜ୍‌

କଲମ୍ୱୋ,୧୯ା୫: ଶ୍ରୀଲଙ୍କା-ଭାରତ ମଧ୍ୟରେ ଟେଷ୍ଟ ସିରିଜ୍‌ ଆସନ୍ତା ଅଗଷ୍ଟ ଦ୍ୱିତୀୟାର୍ଦ୍ଧରେ ଖେଳାଯିବ। ଏହି ଦୁଇ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ଉଭୟ ମ୍ୟାଚ୍‌ ଲାଗି ଏପର୍ଯ୍ୟନ୍ତ ତାରିଖ ଚୂଡ଼ାନ୍ତ ହୋଇନାହିଁ। କିନ୍ତୁ ସିରିଜ୍‌ ଲାଗି ଶ୍ରୀଲଙ୍କା କ୍ରିକେଟ (ଏସ୍‌ଏଲ୍‌ସି) ଏକ ଦୁଇ ସପ୍ତାହର…

ସଲମାନ ଖାନଙ୍କ ଘରେ ପଶିଲା ସାପ:ଖେଳିଗଲା ଆତଙ୍କ, ତା’ପରେ ଯାହା ଘଟିଲା…

ମୁମ୍ବାଇ,୧୯।୪: ମୁମ୍ବାଇର ବାନ୍ଦ୍ରାରେ ଥିବା ଅଭିନେତା ସଲମାନ ଖାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟରେ ମଙ୍ଗଳବାର ଅଶାନ୍ତ ପରିସ୍ଥିତି ସୃଷ୍ଟି ହୋଇଛି। ହଠାତ୍‌ ଏକ ସାପ ଆପାର୍ଟମେଣ୍ଟରେ ପଶିଯାଇଛି। ସାପଟିକୁ ଦେଖିବା ମାତ୍ରେ ସୁରକ୍ଷାକର୍ମୀମାନେ ତୁରନ୍ତ ସତର୍କ ହୋଇଯାଇଥିଲେ। ବିଳମ୍ବ ନକରି ଜଣେ ବିଶେଷଜ୍ଞ…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଗାଧୋଇବା ବେଳେ ଅଘଟଣ: ଯୁବକ ବୁଡିଯାଇ ଗୁରୁତର

ଛତ୍ରପୁର, ୧୯।୫(ଦିଲ୍ଲୀପ ସାମଲ): ଗାଧୋଇବା ବେଳେ ଅଳ୍ପକେ ବର୍ତ୍ତିିଲେ ଯୁବକ। ସମୁଦ୍ରରେ ବୁଡି ଯାଉଥିବା ବେଳେ ରକ୍ଷାକଲେ ମତ୍ସ୍ୟଜୀବୀ ଓ ଆର୍ଯ୍ୟପଲ୍ଲୀ ସାମୁଦ୍ରିକ ପୋଲିସ।ଗୁରୁତର ଅବସ୍ଥାରେ ଛତ୍ରପୁର ମେଡିକାଲରେ ତାଙ୍କୁ ଭର୍ତ୍ତିି କରାଯାଇଛି। ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ମେଡିକାଲ ସ୍ଥାନାନ୍ତର…

ଭାରତକୁ ଇତିହାସ ପୃଷ୍ଠାକୁ ଠେଲି ଦେବୁ… ଭାରତକୁ ନାଲିଆଖି ଦେଖାଇଲା ପାକିସ୍ତାନ

ଇସଲାମାବାଦ୍‌,୧୯।୫: ଭାରତୀୟ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀଙ୍କ ଚେତାବନୀ ପରେ ପାକିସ୍ତାନ ହତଚକିତ ହୋଇଯାଇଛି। ଏବେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଭାରତକୁ ଧମକ ଦେଇଛନ୍ତି। ସେ କହିଛନ୍ତି, ଯଦି ଭାରତ ପାକିସ୍ତାନ ବିରୋଧରେ କୌଣସି ଦୁଃସାହସିକ କାର୍ଯ୍ୟ…

ଛତ୍ରପୁରକୁ ସ୍ବଚ୍ଛ, ସୁସ୍ଥ, ସୁନ୍ଦର କରିବା ନିମନ୍ତେ ଲକ୍ଷ୍ୟ : ସଚେତନତା କାର୍ଯ୍ୟକ୍ରମରେ ଯୋଗ ଦେଲେ ଅତିରିକ୍ତ ଜିଲାପାଳ ସହ…

ଛତ୍ରପୁର, ୧୯।୫(ଦିଲ୍ଲୀପ ସାମଲ): ଛତ୍ରପୁରକୁ ସ୍ବଚ୍ଛ, ସୁସ୍ଥ, ସବୁଜ ଓ ସୁନ୍ଦର କରିବା ନିମନ୍ତେ ଆଜି ସ୍ଥାନୀୟ ଶିବ କୁମାର ପଟ୍ଟନାୟକ ରିଡିଙ୍ଗ ରୁମ ପରିସରରେ ପରିବେଶ ସୁରକ୍ଷା, ପ୍ରକୃତିକୁ ବଞ୍ଚାଇବା ଏବଂ ପ୍ଲାଷ୍ଟିକ ଓ ପଲିଥିନକୁ ବର୍ଜନ କରିବା ଲକ୍ଷ୍ୟ…

ଜଙ୍ଗଲରେ ଲୁଚାଇ ରଖିଥିଲେ ୪୫ ପିଆଶାଳ ପଟା: ମାଡ଼ିବସିଲା…

ଗୁଡ଼ାରି,୧୯।୫ (ପ୍ରମୋଦ କୁମାର ପତି ) ରାୟଗଡା ଜିଲା ଗୁଡ଼ାରି ରେଞ୍ଜ କର୍ମଚାରୀମାନେ ପେଣ୍ଡିଲି ଗ୍ରାମ ପଞ୍ଚାୟତର ମନ୍ତରଝୋଲି ଗ୍ରାମ ନିକଟସ୍ଥ ଜଙ୍ଗଲରୁ ୪୫ଟି ପିଆଶାଳ ପଟା ଜବତ କରିଥିବା ସୂଚନା ମିଳିଛି । ବେଆଇନ ଭାବେ ଗଛକାଟି ଜଙ୍ଗଲରେ କେହି…

୧୬ ଦିନର ଛାତିଥରା ଘଟଣା… ନାବାଳିକାଙ୍କୁ ଅପହଣ ପରେ ନିଶା ଇଞ୍ଜେକ୍ସନ ଦେଇ ଗଣବଳାତ୍କାର, ପ୍ରତିବାଦ କରିବାରୁ ସିଗାରେଟ ଚେଙ୍କ

ଲକ୍ଷ୍ନୌ,୧୯।୫: ଉତ୍ତର ପ୍ରଦେଶର ମହୋବାରେ, NEET ପ୍ରବେଶିକା ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଜଣେ ଛାତ୍ରୀଙ୍କୁ ଅପହରଣ ପରେ ୧୬ ଦିନ ଧରି ଗଣବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି…

‘ରୋଗୀଣା-ପାଗଳା କୁକୁରମାନଙ୍କୁ ମାରିବା ବିଷୟରେ ବିଚାର କରନ୍ତୁ’: ବୁଲା କୁକୁର ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୯।୫: ୧୯ ମଇରେ ସୁପ୍ରିମକୋର୍ଟ ବୁଲା କୁକୁର ସମ୍ପର୍କିତ ତାଙ୍କର ପୂର୍ବ ଆଦେଶକୁ ସଂଶୋଧନ କରିବାକୁ ମନା କରିଦେଇଥିଲେ। ସୁପ୍ରିମକୋର୍ଟ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ ଯେ ୨୦୨୫ ମସିହା ନଭେମ୍ବର ସୁଦ୍ଧା ସାରା ଦେଶରୁ ଡାକ୍ତରଖାନା, ସ୍କୁଲ, କଲେଜ, ବସ ଷ୍ଟାଣ୍ଡ,…

ଧାନବିକ୍ରିରେ ଅବ୍ୟବସ୍ଥା ନେଇ ତାତିଲେ ଚାଷୀ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ଟୋକନ୍‌ ପାଇଁ ବରଗଡ଼ ଜିଲାପାଳଙ୍କ ଅଫିସ୍‌ ଘରିଲେ ଚାଷୀ । ଆନ୍ଦୋଳନରେ ଚାଷୀଙ୍କ ସହ ବିଭିନ୍ନ ସଂଗଠନ ସାମିଲ୍‌ ହୋଇଛନ୍ତି । ବରଗଡ଼ ଜିଲାରେ ଗତ ୧୧ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି । ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?