ଲାଲୁ ଯାଦବଙ୍କ ୧୭ ସ୍ଥାନରେ ସିବିଆଇ ଚଢାଉ
ପାଟନା,୨୦ ।୫: ଗୋଖାଦ୍ୟ ଦୁର୍ନୀତି ମାମଲାରେ ନିକଟରେ ଜାମିନରେ ଜେଲରୁ ମୁକୁଳିଥିବା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି) ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ସମସ୍ୟା ବଢିବାରେ ଲାଗିଛି । ଏକ ଦୁର୍ନୀତି ମାମଲରେ ଶୁକ୍ରବାର ସିବିଆଇ ଲାଲୁଙ୍କର…
ନୂଆ ଓଡ଼ିଆ ଚ୍ୟାନେଲ ‘ଷ୍ଟାର୍ କିରଣ’ର ଶୁଭାରମ୍ଭ
ଭୁବନେଶ୍ୱର,୨୦।୫: ଦେଶର ପ୍ରମୁଖ ଟିଭି ନେଟ୍ୱର୍କ ଡିଜ୍ନୀ ଷ୍ଟାର୍ ପକ୍ଷରୁ ରାଜ୍ୟରେ ଏକ ଉସତ୍ର୍ଗୀକୃତ ଓଡ଼ିଆ ମନୋରଞ୍ଜନ ଚ୍ୟାନେଲ ‘ଷ୍ଟାର୍ କିରଣ’ର ଶୁଭାରମ୍ଭ ହୋଇଯାଇଛି। ଏହାର ପ୍ରିମିୟର ଚଳିତ ବର୍ଷ ଜୁନ୍ ୬ରୁ ଆନୁଷ୍ଠାନିକ ଭାବେ ପ୍ରସାରଣ ହେବ। ସେହିଭଳି ଓଡ଼ିଶାରେ…
୩୦୦ ଟଙ୍କା ଭିତରେ ହେଉଥିବା ସମସ୍ତ ଟେଷ୍ଟ ଏବେ ମାଗଣା
ନୂଆଦିଲ୍ଲୀ,୨୦।୫: ରୋଗୀଙ୍କୁ ଆଉ ଦେବାକୁ ପଡିବନି ଟଙ୍କା। ମାଗଣାରେ ରୋଗୀମାନେ ନିଜର ପରୀକ୍ଷଣ କରିପାରିବେ। ଏ ନେଇ ଦିଲ୍ଲୀ ଏମ୍ସ ପକ୍ଷରୁ ଘୋଷଣା କରାଯାଇଛି। ୩୦୦ ଟଙ୍କା ଭିତରେ ହେଉଥିବା ସମସ୍ତ ଟେଷ୍ଟ ପାଇଁ ରୋଗୀଙ୍କୁ ଆଉ କୌଣସି ଟଙ୍କା ଦେବାକୁ…
ଜୀବନ ସାଥୀ ବାଛିବାରେ ଭୁଲ୍ କରିଦେଇଛି’
କଟକ ଅଫିସ,୨୦ା୫: ନ୍ୟାୟର ଅପେକ୍ଷା କରିବାଠୁ ଭଲ ମୃତ୍ୟୁକୁ ଆପଣାଇ ନେବା। ହେଲେ ମୁଁ ସେମିତି ଭୁଲ୍ କରିବି ନାହିଁ। କାରଣ ମୁଁ ମୋ ପିତାମାତା ଓ ପ୍ରିୟଜନଙ୍କୁ ବହୁତ ଭଲ ପାଏ ବୋଲି କହିଛନ୍ତି କେନ୍ଦ୍ରାପଡ଼ା ଏମ୍ପି ତଥା ଅଭିନେତା…
ମହାତ୍ମା ଗାନ୍ଧୀଙ୍କ ବାୟୋପିକରେ ନଜର ଆସିବେ ପ୍ରତୀକ ଗାନ୍ଧୀ
ବଲିଉଡ୍ ଅଭିନେତା ପ୍ରତୀକ ଗାନ୍ଧୀଙ୍କୁ ଆଉ ଏକ ବଡ଼ ପ୍ରୋଜେକ୍ଟ ମିଳିଛି। ଅଭିନେତା ମହାତ୍ମା ଗାନ୍ଧୀଙ୍କ ବାୟୋପିକରେ ମୁଖ୍ୟ ଭୂମିକାରେ ଅଭିନୟ କରିବେ। ଅପଲଜ ଏଣ୍ଟରନେମେଣ୍ଟ ‘ଗାନ୍ଧୀ’ର ଜୀବନ ଉପରେ ଏକ ବାୟୋପିକ ଘୋଷଣା କରିଛି । ଏହି ବାୟୋପିକ ଏକ…
ମୁକୁଳା ଡ୍ରେନ୍ ନେଉଛି ଜୀବନ
ଭୁବନେଶ୍ୱର,୨୦ା୫(ବ୍ୟୁରୋ): ଭୁବନେଶ୍ୱର, କଟକ ସମେତ ରାଜ୍ୟର ଛୋଟବଡ଼ ସହରରେ ଅନେକ ଡ୍ରେନ୍ ମୁକୁଳା ହୋଇ ପଡ଼ିଛି। ସ୍ବେରେଜ ଓ ଡ୍ରେନେଜ କାମ ବାହାନାରେ ଠିକାଦାରମାନେ ଦୀର୍ଘଦିନ ଧରି ଖୋଲା ଛାଡ଼ି ଦେଉଛନ୍ତି। ଏଥିପାଇଁ କାହାରିକୁ ଉତ୍ତରଦାୟୀ କରାଯାଉ ନ ଥିବାରୁ ଡ୍ରେନ୍,…
ସେପଟେ ପାଣି, ଏପଟେ ବାଲି
ଭୁବନେଶ୍ୱର(ବ୍ୟୁରୋ)/ଝାରସୁଗୁଡ଼ା ଅଫିସ୍, ୨୦।୫: ସେପଟେ ଢେଉ ଖେଳୁଛି ଅକାତକାତ ଜଳରାଶି। ଏପଟେ ରାଶି ରାଶି ବାଲି। ମରୁଭୂମିର ଭ୍ରମ। ଶୁଖିଲା ପଡ଼ିଛି ନଦୀ ଶଯ୍ୟା। ସୀମାନ୍ତ ଛତିଶଗଡ଼ର କଲ୍ମା ବ୍ୟାରେଜ୍ ଉପରୁ ମହାନଦୀର ଉଭୟ ପଟକୁ ଚାହିଁଲେ ଏଭଳି କିଛି ଦୃଶ୍ୟ…
‘ନକାରାତ୍ମକ ମନୋଭାବର ପ୍ରତିଫଳନ’
କଟକ ଅଫିସ,୨୦ା୫: ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ସ୍ଥାପନ ନେଇ ଦୀର୍ଘ ବର୍ଷ ଧରି ଦାବି ହୋଇଆସୁଥିବାବେଳେ ଏବେ ହାଇକୋର୍ଟ ବାର୍ ଆସୋସିଏଶନ ଏହାକୁ ବିରୋଧ କରିବା ଘଟଣା ନୂଆ ମୋଡ଼ ନେଇଛି। ହାଇକୋର୍ଟ ବାର୍ ଆସୋସିଏଶନର…
ମିଳୁନି ଟୁଙ୍ଗି ପୁନରୁଦ୍ଧାର ସହାୟତା
ବେଗୁନିଆ,୨୦ା୫ (ଡି.ଏନ୍.ଏ.): ରାଜ୍ୟ ସରକାରଙ୍କ ବହୁ ବିକାଶମୂଳକ ଯୋଜନା ମଧ୍ୟରୁ ଭାଗବତ ଟୁଙ୍ଗି ପୁନରୁଦ୍ଧାର ଯୋଜନା ଅନ୍ୟତମ। ଗଁା ଗହଳିରେ ରହିଥିବା ଝାଟିମାଟି ଟୁଙ୍ଗିର ପୁନରୁଦ୍ଧାର ପାଇଁ ୪ବର୍ଷ ପୂର୍ବେ ସରକାରଙ୍କ ପକ୍ଷରୁ ସହାୟତା ଘୋଷଣା କରାଯାଇଥିଲା। ଜିଲା ଓ ବ୍ଲକ…
ରାସ୍ତାରେ ଭାସୁଛି ନର୍ଦ୍ଦମାପାଣି
ଖୋର୍ଦ୍ଧା ଅଫିସ,୨୦ା୫: ଖୋର୍ଦ୍ଧା ପୌର ପରିଷଦରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ବର୍ଷା ନାହିଁ, କିନ୍ତୁ ନାଳନର୍ଦ୍ଦମା ପାଣି ରାସ୍ତା ଉପରେ ଭାସୁଛି। ଖୋର୍ଦ୍ଧା- ନୟାଗଡ ୫୭ ନମ୍ବର ଜାତୀୟ ରାଜପଥରେ ଏହି ଅବ୍ୟବସ୍ଥା ଦେଖିବାକୁ ମିଳିଛି। ଗତ ସପ୍ତାହ ହେଲାଣି…
ମାଳିସାହି ଅଞ୍ଚଳରୁ ହଟିଲା ଜବରଦଖଲ
ଭୁବନେଶ୍ୱର,୨୦।୫(ବ୍ୟୁରୋ): ରାଜଧାନୀର ବିଭିନ୍ନ ଅଞ୍ଚଳରେ ଲୋକେ ଜବରଦଖଲ କରି ବେଆଇନ ଭାବେ ବାସଗୃହ, ଦୋକାନ ଆଦି ଗଢୁଛନ୍ତି। ସମ୍ପୃକ୍ତ ସ୍ଥାନ ଖାଲି କରିବା ପାଇଁ ସରକାରଙ୍କ ପକ୍ଷରୁ ବାରମ୍ବାର ସେମାନଙ୍କୁ ତାଗିଦ୍ କରିବା ସତ୍ତ୍ୱେ ଏହାକୁ ହେୟ ଜ୍ଞାନ କରୁଛନ୍ତି। ତେଣୁ…
ଚକରା ଗ୍ୟାଙ୍ଗର ୨ ଲୁଟେରାଙ୍କ ସମେତ ୫ ଗିରଫ
ଭୁବନେଶ୍ୱର,୨୦।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ସ୍ଥାନରୁ ଲୁଟପାଟ୍ କରି ଏହାକୁ ବିକ୍ରି କରୁଥିବା ଗ୍ୟାଙ୍ଗକୁ ତମୋଣ୍ଡା ଥାନା ପୋଲିସ ଗିରଫ କରିଛି । ଏଥିରେ ୨ ଲୁଟେରା ଓ ୩ ଜଣ ରିସିଭର ଅଛନ୍ତି । ଲୁଟେରା ଦ୍ୱୟ ହେଲେ ଲିଙ୍ଗରାଜ…
Archives


