Home Left

ଝିଅପୁଅ ପରେ ମା’ ଆଖିବୁଜିଲେ

ବଡ଼ମ୍ବା,୫ା୯(ଡି.ଏନ୍‌.ଏ):କଟକ ଜିଲା ବଡ଼ମ୍ବା ଥାନା ଅନ୍ତର୍ଗତ ଅଭିମାନପୁର ପଞ୍ଚାୟତସ୍ଥିତ ବୀରବରପୁର ଗ୍ରାମରେ ଘରେ ତିଆରି ଚାଟ୍‌ ଖାଇ ଗୋବିନ୍ଦ୍ର ପାତ୍ରଙ୍କ ପରିବାରର ୪ ସଦସ୍ୟଙ୍କ ମଧ୍ୟରୁ ଝିଅ ରୁଚିକା ଓ ପୁଅ ରୁଦ୍ରଙ୍କ ଶନିବାର ଭୋର ସମୟରେ ମୃତ୍ୟୁ ହୋଇଥିବା ବେଳେ…

୬ରୁ ବର୍ଷିବ, ତାତିରୁ ଆଶ୍ୱସ୍ତି ମିଳିବ

ଭୁବନେଶ୍ୱର, ୫ା୯(ବ୍ୟୁରୋ):ରାଜ୍ୟରେ ପ୍ରବଳ ଗରମ ଅନୁଭୂତ ହେଉଛି। ପ୍ରଚଣ୍ଡ ରୌଦ୍ରତାପ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ଅଧିକାଂଶ ସହରରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହୁଛି। ରବିବାର ୧୧ ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ ଥିବାବେଳେ ଚାନ୍ଦବାଲିରେ ସର୍ବାଧିକ ୩୬.୨ ଡିଗ୍ରୀ…

ବିରୋଧୀ ଏକତା ପାଇଁ ବାହାରିଲେ ନୀତୀଶ, ଦିଲ୍ଲୀ ଗସ୍ତ ପୂର୍ବରୁ ଲାଗିଲା ଗ୍ରହଣ

ପାଟନା,୫ ।୯: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ଦଳ ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି) ସହ ମିଶି ସରକାର ଗଠନ କରିବା ପରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବେ ଭାଜପା ମୁକ୍ତ ଭାରତ ଆହ୍ୱାନ ଦେଇ ବିରୋଧୀ ଦଳଙ୍କୁ…

ବୃଦ୍ଧଙ୍କୁ ଅଜଗର ଗିଳିବା ଘଟଣା ଚର୍ଚ୍ଚାରେ ରହିଗଲା: ୮ଦିନ ପରେ ନିଖୋଜ ବୃଦ୍ଧଙ୍କ ପତ୍ତା ମିଳୁନି

ଭୁବନେଶ୍ୱର, ୫।୯(ବ୍ୟୁରୋ):କଟକ ଜିଲା ବାଙ୍କୀ ସବ୍‌ଡିଭିଜନ ଅନ୍ତର୍ଗତ ଡମପଡ଼ା ଅଭୟାରଣ୍ୟ ଭିତରେ ଜଣେ ବୃଦ୍ଧକୁ ଅଜଗର ଗିଳିଥିବା ନେଇ ୫ଦିନ ହେବ ଚର୍ଚ୍ଚା ଚାଲିଛି। ହେଲେ ଏଯାଏ ଅଜଗରଟିକୁ ଧରି ଏକ୍ସ-ରେ କରାଗଲା ନାହିଁ, କି ପେଟରେ କ’ଣ ରହିଛି, ତାହା…

‘ଭାଜପା ସହ ଦ୍ୱିତୀୟଥର ମେଣ୍ଟ କରିବା ଥିଲା ଆମ ମୁର୍ଖତା’

ପାଟନା,୫।୯: ବିହାରରେ ଜେଡିୟୁ ଭାଜପା ସହ ମେଣ୍ଟ ଭାଙ୍ଗିବା ପରେ ରାଜନୈତିକ ବାକ୍‌ଯୁଦ୍ଧ ଜାରି ରହିଛି। ଭାଜପା ଓ ଜେଡିୟୁ ନେତାମାନେ ପରସ୍ପର ଉପରେ ଆରୋପ-ପ୍ରତ୍ୟାରୋପ କରୁଛନ୍ତି। ଜେଡିୟୁ ନ୍ୟାଶନାଲ କାଉନସିଲର ବୈଠକରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ୨୦୧୭ରେ ଭାଜପା ସହ…

କୋଟିପତି ଝାଡୁଦାରଙ୍କର ଟିବିରେ ମୃତ୍ୟୁ, ବ୍ୟାଙ୍କ ଖାତାରେ ରହିଗଲା ୭୦ ଲକ୍ଷ ଟଙ୍କା

ପ୍ରୟାଗରାଜ,୫ ।୯: ସଙ୍ଗମ ନଗରୀ ପ୍ରୟାଗରାଜରେ ମୁଖ୍ୟ ଚିକିତ୍ସା ଏବଂ ସ୍ୱାସ୍ଥ୍ୟ ଅଧିକାରୀ(ସିଏମଏଚଓ) କାର୍ଯ୍ୟାଳୟର କୁଷ୍ଠରୋଗ ବିଭାଗରେ କାମ କରୁଥିବା କୋଟିପତି ଝାଡୁଦାରଙ୍କର ଟିବି ଯୋଗୁ ମୃତ୍ୟୁ ହୋଇଥିବା ଜଣାପଡିଛି । ଧିରଜ ନାମକ ଏହି ଝାଡୁଦାର ଦୀର୍ଘ ୧୦ ବର୍ଷ…

ଶିଶୁଙ୍କ ପୋଷଣ ଲାଗି ଚାଲିଥିବା ମାଣ୍ଡିଆ ଲଡୁ କାର୍ଯ୍ୟକ୍ରମକୁ ନୀତି ଆୟୋଗଙ୍କ ପ୍ରଶଂସା

ସୁନ୍ଦରଗଡ଼, ୪।୯(ଡି.ଏନ୍‌.ଏ.)-ସୁନ୍ଦରଗଡ଼ ଜିଲାରେ ସାନ ପିଲାଙ୍କ ପୋଷଣ ପାଇଁ ସରକାରଙ୍କ ପକ୍ଷରୁ ଚାଲିଥିବା ମାଣ୍ଡିଆ ଲଡୁ କାର୍ଯ୍ୟକ୍ରମକୁ ନୀତି ଆୟୋଗ ପ୍ରଶଂସା କରିଛନ୍ତି। ପିଲାଙ୍କ ପୋଷଣ ସହ ଏହା ସ୍ଥାନୀୟ ଚାଷୀ ଏବଂ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନଙ୍କ ଜୀବିକାକୁ…

ବକ୍ସ ଅଫିସ୍‌ରେ ‘ଲାଇଗର’ ସୁପର୍‌ ଫ୍ଲପ୍‌: ନିର୍ମାତାଙ୍କୁ ଟଙ୍କା ଫେରାଇବେ ବିଜୟ

ମୁମ୍ବାଇ: ବକ୍ସ ଅଫିସ୍‌ରେ ‘ଲାଇଗର’ ଫିଲ୍ମ ଫ୍ଲପ୍‌ ହେବା ପରେ ଏହାର ନିର୍ମାତା ଏବଂ କଳାକାରମାନେ ନିରାଶ ହୋଇଛନ୍ତି। ଫିଲ୍ମରେ ମୁଖ୍ୟ ଭୂମିକାରେ ଥିବା ସାଉଥ୍‌ ଅଭିନେତା ବିଜୟ ଦେବରକୋଣ୍ଡା କ୍ଷତିପୂରଣ ପାଇଁ ଫିଲ୍ମ ନିର୍ମାତାଙ୍କୁ ୬ କୋଟି ଟଙ୍କା ଫେରାଇବାକୁ…

କମେଣ୍ଟମରାରୁ ଛାତ୍ରୀଙ୍କୁ ହତ୍ୟା: ଗାଁ ପୋଖରୀରୁ ମୃତଦେହ ଜବତ

ଯାଜପୁର ଅଫିସ/ପ୍ରୀତିପୁର/ଦଶରଥପୁର(ଡି.ଏନ୍‌.ଏ.),୪ା୯ କମେଣ୍ଟମରାକୁ କେନ୍ଦ୍ରକରି ଜଣେ ଛାତ୍ରୀଙ୍କୁ ହତ୍ୟା କରାଯାଇଛି। ସେ ହେଲେ ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଉତ୍ତଙ୍ଗରା ପଞ୍ଚାୟତ ଅଧୀନ ବରିକୂଳ ଗ୍ରାମର ଅମୂଲ୍ୟ ଦାସଙ୍କ ଝିଅ ଅମ୍ରିତା(୧୪)। ତାଙ୍କ ମୃତଦେହକୁ ଗାଁର ନାଳକୂଳ ପୋଖରୀରୁ ଶନିବାର ରାତିରେ…

କଂଗ୍ରେସକୁ ପୁଣି ଝଟ୍‌କା

ନୂଆଦିଲ୍ଲୀ,୪।୯ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଗୁଜରାଟ ଗସ୍ତ ପୂର୍ବରୁ ଦଳକୁ ବଡ଼ ଝଟ୍‌କା ଲାଗିଛି। ବିଶ୍ୱନାଥସିଂ ବାଘେଲା ରାଜ୍ୟ ଯୁବକଂଗ୍ରେସ ଅଧ୍ୟକ୍ଷ ପଦରୁ ରବିବାର ଇସ୍ତଫା ଦେଇଛନ୍ତି। ସୋମବାର ରାହୁଲ ଅହମଦାବାଦ ଆସି ‘ଭାରତ ଯୋଡୋ ଯାତ୍ରା’ରେ ଯୋଗଦେବା ସହ…

କଙ୍ଗନାଙ୍କ ଖୁଲାସା: ମହେଶଙ୍କ ଅସଲି ନାଁ ଅସ୍‌ଲାମ

ମୁମ୍ବାଇ, ୪ା୯:ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍‌ ପୁଣି ଏକ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ଏଥର ସେ ଫିଲ୍ମ ନିର୍ମାତା ମହେଶ ଭଟ୍ଟଙ୍କୁ ଟାର୍ଗେଟ କରିଛନ୍ତି। ଇନ୍‌ଷ୍ଟାଗ୍ରାମରେ ପୁରୁଣା ଭିଡିଓ ଶେୟାର କରି କଙ୍ଗନା କହିଛନ୍ତି, ମହେଶ ଭଟ୍ଟଙ୍କ ଅସଲି…

ମହିଳାଙ୍କ ସୁରକ୍ଷା ପ୍ରସଙ୍ଗ: ୭, ୮ରେ ଭାଜପା କରିବ ସାଧାରଣ ସଭା

ଭୁବନେଶ୍ବର,୪ା୯(ବ୍ୟୁରୋ):୨୩ ବର୍ଷର ନିରୁଙ୍କଶ ଶାସନରେ ମଧ୍ୟ ଓଡିଶାର ମହିଳାମାନେ ନ୍ୟାୟ ପାଇବା ସ୍ବପ୍ନ ପାଲଟିଛି। ଏନ୍‌ସିଆର୍‌ବି ରିପୋର୍ଟ-୨୦୨୧ରେ ଏହା ସ୍ପଷ୍ଟ ଉଲ୍ଳେଖ ରହିଛି। ରାଜ୍ୟରେ ମହିଳା ବିରୋଧୀ ହିଂସା, ମହିଳା ଅପହରଣ, ମହିଳା ଅସଦାଚରଣ, ବଳାତ୍କାର, ନାବାଳିକା ଯୈାନ ନିଯ୍ୟାତନା, ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?