ଆଜି ମହାପ୍ରଭୁଙ୍କର ବନକଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ
ପୁରୀ ଅଫିସ, ୨୭।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ବୁଧବାର ଅନୁଷ୍ଠିତ ହେବ । ଦତ୍ତ ମହାପାତ୍ର ସେବକମାନେ ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଏହା ଏକ ଗୁପ୍ତ…
ଗାଜିଆବାଦରେ ବଢ଼ୁଛି କରୋନା ମିଟର
ଗାଜିଆବାଦ,୨୭।୪: ଦିଲ୍ଲୀ ନିକଟସ୍ଥ ଗାଜିଆବାଦରେ କରୋନା ମାମଲା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗତ ୨୪ଘଣ୍ଟାରେ ଗାଜିଆବାଦରେ ୭୫ ନୂଆ କରୋନା ମାମଲା ସାମ୍ନାକୁ ଆସିଛି। ଏହାକୁ ମିଶାଇ ବର୍ତ୍ତମାନ ଜିଲାରେ ପ୍ରାୟ ୩୦୦ କରୋନା ସକ୍ରିୟ ମାମଲା ରହିଥିବା ବେଳେ…
ସ୍ବାମୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ
ଭୁବନେଶ୍ୱର,୨୭।୪(ବ୍ୟୁରୋ): ମଞ୍ଚେଶ୍ୱର ଥାନା ରସୁଲଗଡ଼ ଅଞ୍ଚଳରେ ୨୦୧୨ରେ ଯୌତୁକ ଦାବିକରି ସ୍ତ୍ରୀଙ୍କୁ କାଠଫାଳିଆରେ ହତ୍ୟା କରିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ମଙ୍ଗଳବାର ଭୁବନେଶ୍ୱର ଅତିରିକ୍ତ ଜିଲାଜଜ୍-୩ ସସ୍ମିତା ପାଢ଼ୀ ଦୋଷୀ ସାବ୍ୟସ୍ତ କରିଛନ୍ତି। ମାମଲାର ବିଚାର କରି ଜେଲରେ ଥିବା ଜଗତ୍ସିଂହପୁର…
ଚାଷ ଅନୁକୂଳକୁ ନେଇ ଆଶଙ୍କାରେ ଚାଷୀ
ପଟ୍ଟାମୁଣ୍ଡାଇ, ୨୭।୪(ସ୍ବ.ପ୍ର.): ଆଉ ଦିନ କେଇଟା ପରେ ଅକ୍ଷୟ ତୃତୀୟା। ଏହି ଦିନ ଚାଷୀମାନେ କୃଷି କାର୍ଯ୍ୟର ଅନୁକୂଳ କରିଥାନ୍ତି। ମା’ ଲକ୍ଷ୍ମୀ ଠାକୁରାଣୀଙ୍କୁ ପୂଜାର୍ଚ୍ଚନା କରି ଜମିରେ ଚାଷ ଅନୁକୂଳ କରାଯିବା ସହ ହଳ କରାଯାଏ। ରଜ ଉତ୍ସବ ପାଳନ…
ଚତୃର୍ଥ ଲହର ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୭।୪: ଦେଶରେ ପୁଣି ଥରେ କରୋନା ଭାଇରସ୍ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବର୍ଦ୍ଧିତ କରୋନା ମାମଲା ଓ ସମ୍ଭାବ୍ୟ ଚତୃର୍ଥ ଲହର ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ମଧ୍ୟାହ୍ନ ୧୨ଟାରେ ଭିଡିଓ କନ୍ଫରେନସିଂ ଜରିଆରେ ରାଜ୍ୟର ସମସ୍ତ ମୁଖ୍ୟମନ୍ତ୍ରୀଙ୍କ…
ଶତାବ୍ଦୀର ମୂକସାକ୍ଷୀ ଲୁଣିଲୁଣିଆ ଗଛ
ମହାକାଳପଡ଼ା, ୨୭।୪ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ଉପକୂଳ ଅଞ୍ଚଳ କୋଚିଳା ଗ୍ରାମ ସନ୍ନିକଟ ମହାନଦୀର ଶାଖା ଗୁପ୍ତଗିରି ନଦୀରେ ହୁଳୁହୁଳିଆବାଙ୍କ ନିକଟରେ ଶହେ ବର୍ଷରୁ ଊର୍ଦ୍ଧ୍ୱହେବ ଦଣ୍ଡାୟମାନ ହୋଇ ରହିଛି ଲୁଣିଲୁଣିଆ ଗଛ। ଏହିଠାରେ ଏକ ପାଲଟଣା ଡଙ୍ଗା…
ଖରିଫ ଚାଷ ପୂର୍ବରୁ କେନାଲ ସଫା ଦାବି
କେନ୍ଦ୍ରାପଡ଼ା ଅଫିସ, ୨୭।୪: ଓଡ଼ିଶାର ସର୍ବପ୍ରାଚୀନ କେନ୍ଦ୍ରାପଡ଼ା କେନାଲରେ ୧୮୬୯ ମେ’ ୨୯ରେ ପ୍ରଥମଥର ପାଇଁ ପାଣି ଛଡା ଯାଇଥିଲା। ଜଗତପୁର ନିକଟସ୍ଥ ବିରୂପା ନଦୀରୁ ଏହି କେନାଲ ବାହାରି ପଟ୍ଟାମୁଣ୍ଡାଇ, ଜମ୍ବୁ, ଗୋବରୀ ଆଦି କେନାଲକୁ ପାଣି ଯୋଗା ଯାଉଥିଲା।…
ଲଘୁ ଖଣିଜ ଚୋରାଚାଲାଣ ରୋକିବାକୁ ଗୁରୁତ୍ୱ
ଜଗତ୍ସିଂହପୁର ଅଫିସ, ୨୭।୪: ଜଗତ୍ସିଂହପୁର ଜିଲାର ରାଜସ୍ବ ସମୀକ୍ଷା ବୈଠକ ମଙ୍ଗଳବାର ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟଜିତ୍ ସାହୁ ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ ସେ ଖାରି ପାଣିରେ ମାଛ ଚାଷ ସମ୍ବନ୍ଧୀୟ…
ଉତ୍ତରପ୍ରଦେଶରୁ ଆନ୍ତଃ ରାଜ୍ୟ ନିଶାମାଫିଆ ଗିରଫ
ଭୁବନେଶ୍ୱର,୨୭।୪(ବ୍ୟୁରୋ): ଭ୍ୟାନ୍ରୁ ୮୧୦ କେଜି ଗଞ୍ଜେଇ ଜବତ ମାମଲାରେ ୱାଣ୍ଟେଡ୍ ଥିବା ଜଣେ ଆନ୍ତଃ ରାଜ୍ୟ ନିଶାମାଫିଆ ଉତ୍ତରପ୍ରଦେଶର ଆଗ୍ରାରୁ ଧରାପଡ଼ିଛନ୍ତି। କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଫ୍) ଓ କୋରାପୁଟ ପୋଲିସର ଏକ ମିଳିତ ଟିମ୍ ଶନିବାର ଚଢ଼ାଉ କରି…
କୋଟିପତି ଜିଆର୍ଏସ୍ ଗିରଫ, ସ୍ତ୍ରୀଙ୍କ ନାଁରେ ମାମଲା
ଭୁବନେଶ୍ୱର,୨୭।୪(ବ୍ୟୁରୋ): ଭୁବନେଶ୍ୱର ଇଞ୍ଜଣା ଗ୍ରାମପଞ୍ଚାୟତ(ପୂର୍ବର କଳାରାହାଙ୍ଗ ପଞ୍ଚାୟତ)ର ଗ୍ରାମ ରୋଜଗାର ସେବକ (ଜିଆର୍ଏସ୍) ବାବୁଲି ଚରଣ ପଢ଼ିହାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ତାଙ୍କ ନିକଟରୁ ବିପୁଳ ପରିମାଣର ଆୟ ବହିର୍ଭୂତ୍ତ ସମ୍ପତ୍ତି ଠାବ କରାଯାଇଛି। ଠାବ ହୋଇଥିବା ସମ୍ପତ୍ତି ତାଙ୍କ…
ବିଏସ୍ଏଫ୍ ପକ୍ଷରୁ ଅସ୍ତ୍ରଶସ୍ତ୍ର ପ୍ରଦର୍ଶନୀ, ଡଗ୍ ଶୋ
ଜୟପୁର ୨୭।୪(ନି. ପ୍ର.): ଦେଶର ସୁରକ୍ଷା ନେଇ ବ୍ୟବହୃତ ହେଉଥିବା ବିଭିନ୍ନ ଅସ୍ତ୍ରଶସ୍ତ୍ର ସମ୍ପର୍କରେ ଜ୍ଞାନ ଆହରଣ ଲାଗି କୋରାପୁଟ ବିଏସ୍ଏଫ୍ ପକ୍ଷରୁ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି ଅସ୍ତ୍ରଶସ୍ତ୍ର ପ୍ରଦର୍ଶନୀ ସହ ଡଗ୍ ଶୋ। ଆଜାଦୀ କା ଅମୃତ ମହୋତ୍ସବ ଅବସରରେ…
୨୦୨୪ ସୁଦ୍ଧା ୧୫ ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହେବ
ଭୁବନେଶ୍ୱର,୨୭।୪(ବ୍ୟୁରୋ): ୨୦୨୪ ସୁଦ୍ଧା ରାଜ୍ୟରେ ୧୫ଟି ପ୍ରମୁଖ ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହେବାକୁ ଯାଉଛି । ସେଥିମଧ୍ୟରୁ ଚଳିତ ବର୍ଷ ୪ଟି, ୨୦୨୩ରେ ୪ଟି ଏବଂ ୨୦୨୪ରେ ୭ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ରାଜ୍ୟ…
Archives


