ସେଦିନ କ୍ରିକେଟ ଛାଡ଼ିବାକୁ ନିଷ୍ପତ୍ତି ନେଇଥିଲି: ଆଣ୍ଡରସନ୍
ନୂଆଦିଲ୍ଲୀ,୧୮।୫: ବର୍ତ୍ତମାନ ସମୟରେ ଇଂଲଣ୍ଡ କ୍ରିକେଟ ଟିମ୍ ଜଟିଳ ପରିସ୍ଥିତି ଦେଇ ଗତି କରୁଛି। ପ୍ରଥମେ ଦଳର ଅଧିନାୟକ ଇସ୍ତଫା ଦେବା ପରେ ଅନେକ ବୋର୍ଡ ଅଧିକାରୀ ଇସ୍ତଫା ଦେଇଥିଲେ। ଏପରିକି ସୋମବାର ବୋର୍ଡର ସିଇଓ ଟମ୍ ହାରିସନ୍ ମଧ୍ୟ ତାଙ୍କ…
ଗର୍ଲଫ୍ରେଣ୍ଡଙ୍କୁ ହତ୍ୟା କରି କବର ଦେଉଥିବାବେଳେ ନିଜେ ଚାଲିଗଲେ
ନ୍ୟୁୟର୍କ,୧୮।୫:ଆମେରିକାର ଦକ୍ଷିଣ କାରୋଲିନାରେ ଏକ ଅଜବ ଘଟଣା ଘଟିଛି। ଏଠାରେ ଜଣେ ବ୍ୟକ୍ତି ପ୍ରଥମେ ତାଙ୍କ ଗର୍ଲଫ୍ରେଣ୍ଡକୁ ହତ୍ୟା କରି କବର ଦେଉଥିବାବେଳେ ନିଜେ ହୃଦଘାତରେ ମୃତ୍ୟୁବରଣ କରିଛନ୍ତି। ଦକ୍ଷିଣ କାରୋଲିନାର ୬୦ ବର୍ଷିୟ ଜୋସେଫ ମ୍ୟାକକିନନ୍ ତାଙ୍କର ୬୫ ବର୍ଷିୟା…
ଜଙ୍ଗଲରେ ନିଆଁ ଲଗାଇ ଯୁବତୀ କରୁଥିଲେ ଟିକ୍ଟକ୍, ଆଉ ତା’ ପରେ…
ଚଳିତ ଗ୍ରୀଷ୍ମ ଋତୁରେ ପ୍ରବଳ ଗରମ ପଡ଼ିଛି। ଭାରତର କିଛି ସ୍ଥାନରେ ତାପମାତ୍ରା ୫୦ ଡିଗ୍ରୀ ଛୁଇଁଛି। ତେବେ ପଡ଼ୋଶୀ ଦେଶ ପାକିସ୍ତାନରେ ମଧ୍ୟ ସମାନ ଅବସ୍ଥା । ଏଭଳି ଗରମ ସମୟରେ ଯଦି କେହି ଜଙ୍ଗଲରେ ନିଆଁ ଲଗାନ୍ତି ତେବେ…
ସୋନାରିକାଙ୍କ ସରିଲା ନିର୍ବନ୍ଧ
ବମ୍ବେ: ସରିଲା ନିର୍ବନ୍ଧ। ଖୁବ୍ଶୀଘ୍ର ହାତକୁ ଦୁଇ ହାତ ହେବେ ‘ଦେବୋ କେ ଦେବ୍ ମହାଦେବ’ ଏବଂ ‘ସଲୀମ ଅନାରକଲୀ’ ଫେମ୍ ସୋନାରିକା ଭଦୋରିଆ। ବୁଧବାର ସକାଳେ ଅଭିନେତ୍ରୀ ନିଜ ଇନ୍ଷ୍ଟାଗ୍ରାମରେ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଖୁସିଖବର ଜଣାଇଛନ୍ତି। ସୋନାରିକା…
ଶ୍ରୀଲଙ୍କାକୁ ୧୬ କୋଟି ଡଲାର ସହାୟତା ଦେଲା ବିଶ୍ୱ ବ୍ୟାଙ୍କ୍
କଲମ୍ବୋ,୧୮।୫:ଶ୍ରୀଲଙ୍କାରେ ଏବେ ଘୋର ଆର୍ଥତ୍କ ସଙ୍କଟ ଦେଖାଦେଇଛି। ଦେଶକୁ ଏହି ସମୟରେ ବିଶ୍ୱ ବ୍ୟାଙ୍କ ସହାୟତାର ହାତ ବଢାଇଛି। ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ରନିଲ ୱିକେରେସିଂଘେ ବୁଧବାର ସଂସଦରେ କହିଛନ୍ତି, ଦେଶ ବିଶ୍ୱ ବ୍ୟାଙ୍କରୁ ୧୬ କୋଟି ଡଲାର ସହାୟତା ପାଇଛି। ଅର୍ଥନୈତିକ…
ଅଭିଷେକ ବଚ୍ଚନଙ୍କ ପାଇଁ ବଦଳାଇଥିଲେ ନାଁ
ବମ୍ବେ: କମେଡିଆନ କୃଷ୍ଣା ଅଭିଷେକ ମନୋରଞ୍ଜନଜଗତର ଏକ ଜଣାଶୁଣା ନାମ। ସୋନି ଚ୍ୟାନେଲରେ ପ୍ରସାରିତ ହେଉଥିବା ‘ଦ କପିଲ ଶର୍ମା ଶୋ’ରେ ସେ ସପ୍ନା ଭୂମିକାରେ ନଜର ଆସୁଛନ୍ତି। କୃଷ୍ଣାଙ୍କ ନାମ ପଛର କାହାଣୀ ବେଶ ରୋମାଞ୍ଚକର। ତାଙ୍କର ପ୍ରକୃତ ନାମ…
ରକ୍ତମୁଖା ଭାଲୁ, ଗୋଡ଼ାଇ ଗୋଡ଼ାଇ ୩ ଜଣଙ୍କୁ କଲାଣି ଗୁରୁତର
ପାଟଣା,୧୮ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ମାଛଗଡ଼ ବିଟ୍ ଅଞ୍ଚଳରେ ବୁଧବାର ସକାଳୁ ରକ୍ତମୁଖା ହୋଇପଡ଼ିଛି ଏକ ଭାଲୁ। ଲୋକଙ୍କୁ ଗୋଡ଼େଇ ଗୋଡ଼େଇ କାମୁଡୁଛି। ଭାଲୁ ଆକ୍ରମଣରେ ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କ ମଧ୍ୟରୁ ୨ ଜଣ…
ବିବାହକୁ ନେଇ ମୁହଁ ଖୋଲିଲେ ଅର୍ଜୁନ
ବଲିଉଡରେ ସବୁଠାରୁ ଅଧିକ ଚର୍ଚ୍ଚିତ ଯୋଡିଙ୍କ ମଧ୍ୟରୁ ଅର୍ଜୁନ କପୁର ଏବଂ ମଲାଇକା ଆରୋରା ଅନ୍ୟତମ। ମଲାଇକା ଏବଂ ଅର୍ଜୁନ ଦୀର୍ଘ ଦିନ ହେବ ପରସ୍ପରକୁ ଡେଟ କରୁଛନ୍ତି। ଉଭୟ ଆନୁଷ୍ଠାନିକ ଭାବରେ ୨୦୧୯ରେ ସେମାନଙ୍କର ସମ୍ପର୍କ ଘୋଷଣା କରିଥିଲେ। ଦୁହେଁ…
ତେଜ ପ୍ରତାପ ଖୋଲିବେ ‘ଲାଲୁ ପାଠଶାଳା’
ପାଟନା,୧୮ ।୫: ଆର୍ଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ବଡ ପୁଅ ତଥା ବିଧାୟକ ତେଜ ପ୍ରତାପ ଯାଦବ ‘ଲାଲୁ ପାଠଶାଳା’ ଖୋଲିବାକୁ ଯାଉଛନ୍ତି । ନାଳନ୍ଦାର ସୋନୁଙ୍କ ସହ ମଙ୍ଗଳବାର କଥା ହେବା ପରେ ବୁଧବାର ସେ ଟୁଇଟ କରି…
ନିଜ ଖାଦ୍ୟକୁ ମାଛ ସହ ବାଣ୍ଟି ଦେଉଛିି ପାରା, ଭିଡିଓ ଦେଖିଲେ…
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
ଇତିହାସ ରଚିଲେ ବୁମ୍ରା
ମୁମ୍ବାଇ,୧୮।୫: ମୁମ୍ବାଇ ଇଣ୍ଡିଆନ୍ସ ଫାଷ୍ଟ ବୋଲର ଜଶପ୍ରୀତ ବୁମ୍ରା ଟି-୨୦ କ୍ରିକେଟରେ ବଡ଼ କାରନାମା କରିଛନ୍ତି। ସେ ପ୍ରଥମ ଭାରତୀୟ ଦ୍ରୁତ ବୋଲର ଭାବରେ ଟି-୨୦ କ୍ରିକେଟରେ ଭାରତ ପାଇଁ ୨୫୦ ଉଇକେଟ ନେଇଛନ୍ତି। ବୁମ୍ରାଙ୍କ ପୂର୍ବରୁ ଟିମ ଇଣ୍ଡିଆର କୌଣସି…
ଗୁଣି ଗାରେଡ଼ିକୁ ନେଇ ପିଟିପିଟି ହତ୍ୟା
ମାଲକାନଗିରି,୧୮।୫(ଡି.ଏନ୍.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ କାଙ୍ଗୁରୁକୁଣ୍ଡା ଗାଁରେ ଗୁଣି ଗାରେଡ଼ିକୁ କେନ୍ଦ୍ର କରି ଜଣକୁ ହତ୍ୟା ହୋଇଥିବା ଅଭିଯୋଗ ହୋଇଛି। ସେ ହେଲେ ପଦିଆ ପଡିଆମୀ। ସୂଚନା ଅନୁଯାୟୀ, ପଡିଆମୀ ଗୁଣିଗାରେଡି କରୁଥିବା ଗ୍ରାମବାସୀ ଜାଣି ପାରିଥିଲେ। ପରେ…
Archives


